Home

ବିଲ୍‌ ସାଇକଲ: କାହିଁକି ଏ ପରିବର୍ତ୍ତନ

ଭୁବନେଶ୍ୱର,୯। ୮(ବ୍ୟୁରୋ): ଉପଭୋକ୍ତାଙ୍କୁ ଉନ୍ନତମାନର ୨୪ ଘଣ୍ଟିଆ ବିଦ୍ୟୁତ୍‌ ସେବା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟର ବିଦ୍ୟୁତ୍‌ ବ୍ୟବସ୍ଥାକୁ ଗୋଟିଏ ପରେ ଗୋଟିଏ ଘରୋଇ ସଂସ୍ଥା ହାତକୁ ଟେକି ଦିଆଯାଉଛି। ପ୍ରଥମେ ଆମେରିକୀୟ କମ୍ପାନୀ ଏଇଏସ୍‌(୧୯୯୯ ରୁ ୨୦୦୧ ), ଏହାପରଠାରୁ…

କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୧୧ ମୃତ

ବିଜୟଓ୍ବାଡ଼ା, ୯।୮: ଏବେ କୋଭିଡ୍‌ କେୟାର ସେଣ୍ଟର ମଧ୍ୟ ଆକ୍ରାନ୍ତଙ୍କ ପାଇଁ ସୁରକ୍ଷିତ ନୁହେଁ। ୩ ଦିନତଳେ ଗୁଜରାଟର ଅହମଦାବାଦ୍‌ଠାରେ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ସେହିପରି ରବିବାର ଭୋର ୫ଟା ୯ରେ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରେ କୋଭିଡ୍‌ କେୟାର ସେଣ୍ଟର ଭାବେ…

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ କରୋନା

ଜୟପୁର, ୯ା୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଓ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଆଉ ଦୁଇଜଣ କେନ୍ଦ୍ରମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। କେନ୍ଦ୍ର କୃଷି ରାଷ୍ଟ୍ରମନ୍ତ୍ରୀ କୌଳାସ ଚୌଧୁରୀ ଶନିବାର କରୋନା ଆକ୍ରାନ୍ତ ହୋଇଥିବା…

କରୋନା ନେଲାଣି ୧୯୬ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ, ୯ା୮: ମହାମାରୀ କରୋନା ଉଗ୍ର ରୂପ ଧାରଣ କରିଥିବାବେଳେ ଦେଶରେ କରୋନା ଯୋଦ୍ଧା ସାଜି ରୋଗୀସେବା କରୁଥିବା ଡାକ୍ତରଙ୍କ ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ରୋଗୀଙ୍କୁ ଉପଯୁକ୍ତ ବେଡ୍‌, ଚିକିତ୍ସା ସୁବିଧା ଯୋଗାଇଦେବା ଲାଗି ସେମାନଙ୍କୁ ବିଭିନ୍ନ ପ୍ରତିକୂଳ ପରିସ୍ଥିତି ଦେଇ…

ସୁପ୍ରିମକୋର୍ଟରେ କାଉଣ୍ଟର ଆଫିଡେଭିଟ୍‌ ଦାଖଲ

ନୂଆଦିଲ୍ଲୀ, ୯ା୮ : ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ ଅଭିଯୁକ୍ତ ଅଭିନେତ୍ରୀ ତଥା ସୁଶାନ୍ତଙ୍କ ପ୍ରେମିକା ରିଆ ଚକ୍ରବର୍ତ୍ତୀ ସୁପ୍ରିମକୋର୍ଟରେ ମାମଲା ସ୍ଥାନାନ୍ତର ନେଇ କରିଥିବା ଆବେଦନ ବିରୋଧରେ ଶନିବାର କାଉଣ୍ଟର ଆଫିଡେଭିଟ୍‌ ଦାଖଲ କରାଯାଇଛି। ସୁଶାନ୍ତଙ୍କ ବାପା କେ.…

ଆମେରିକା ନିର୍ବାଚନ ପ୍ରଭାବିତ କରିବାକୁ ଚାଇନା, ରୁଷିଆ, ଇରାନର ଉଦ୍ୟମ

ଓ୍ବାଶିଂଟନ, ୯।୮(ଆଇଏଏନ୍‌ଏସ୍‌): ଆମେରିକାରେ ନଭେମ୍ବର ୩ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନକୁ ପ୍ରଭାବିତ କରିବା ଲାଗି ଚାଇନା, ରୁଷିଆ ଓ ଇରାନ ଉଦ୍ୟମ ଚଳାଇଥିବା ଜଣାପଡିଛି। ଆମେରିକାର ଶୀର୍ଷ ଗୋଇନ୍ଦା ଅଧିକାରୀ ଏନେଇ ସତର୍କ କରିଦେଇଛନ୍ତି। ବିଦେଶୀ ରାଷ୍ଟ୍ରଗୁଡ଼ିକ ଭୋଟରମାନଙ୍କ…

୧୦ ବର୍ଷ ପୂର୍ବରୁ ସତର୍କ କରାଯାଇଥିଲା

କୋଝିକୋଡ/ନୂଆଦିଲ୍ଲୀ, ୯।୮: କୋଝିକୋଡ ବିମାନବନ୍ଦରର ଟେବୁଲ-ଟପ୍‌ ରନ୍‌ଓ୍ବେ ବିମାନ ଅବତରଣ ପାଇଁ ବିପଦ ବୋଲି ୧୦ ବର୍ଷ ପୂର୍ବରୁ ସତର୍କ କରିଦିଆଯାଇଥିଲା। ୨୦୧୦ରେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ର ଏକ ବିମାନ ମାଙ୍ଗାଲୋରରେ ଦୁର୍ଘଟଣାଗ୍ରସ୍ତ ହୋଇ ୧୬୦ ଲୋକଙ୍କ ମୃତ୍ୟୁ ଘଟିଥିଲା। ବିମାନଟି…

ଆଉ ଏକ ଦୁର୍ଘଟଣାରୁ ବର୍ତ୍ତିଲା ବିମାନ

ନୂଆଦିଲ୍ଲୀ, ୯।୮ ଝାଡ଼ଖଣ୍ଡର ରାଞ୍ଚତ୍ସ୍ଥିତ ବିର୍ସାମୁଣ୍ଡା ବିମାନବନ୍ଦରରୁ ଶନିବାର ସକାଳେ ଉଡ଼ାଣ ଆରମ୍ଭ କରିଥିବା ଏୟାରଏସିଆ ଇଣ୍ଡିଆର ଏକ ବିମାନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି। ମୁମ୍ବାଇ ଯାଉଥିବା ଏହି ବିମାନରେ ଏକ ପକ୍ଷୀ ମାଡ଼ ହୋଇଥିଲା। କୋଝିକୋଡ ବିମାନ ଦୁର୍ଘଟଣାର ଦିନକ…

ବିମାନ ଦୁର୍ଘଟଣାର ସାକ୍ଷୀ ‘ବ୍ଲାକ ‌ବକ୍ସ’

ନୂଆଦିଲ୍ଲୀ, ୯।୮: ବର୍ଷା ବିତ୍ପାତ ମଧ୍ୟରେ ଗତ ଶୁକ୍ରବାର କେରଳ ଦେଖିଛି ବିମାନ ଦୁର୍ଘଟଣାର ଭୟାବହ ଦୃଶ୍ୟ। କୋଝିକୋଡ୍‌ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ର ଏକ ବିମାନ ଅବତରଣ କଲାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୮ଜଣ ଯାତ୍ରୀଙ୍କ ଜୀବନ…

ସଞ୍ଜୟ ଦତ୍ତ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୮।୮-ବଲିଉଡ ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶନିବାର ଲୀଳାବତି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଞ୍ଜୟଙ୍କ କରୋନା ଟେଷ୍ଟ ନେଗେଟିଭ ଆସିଥିବା ସୂଚନା ମିଳିଛି। ସଞ୍ଜୟଙ୍କ ସ୍ବାସ୍ଥ୍ୟଅବସ୍ଥା ସ୍ଥିର ଥିବା ନେଇ…

କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କୁ କରୋନା

ନୂଆଦିଲ୍ଲୀ,୮।୮-କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ସେ ମୋଦି ସରକାରରେ କେନ୍ଦ୍ର ଜଳ ସମ୍ପଦ ରାଷ୍ଟ୍ର ମନ୍ତ୍ରୀ ଅଛନ୍ତି। ଏହାପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର…

ରାଜ୍ୟରେ ଖୋଲିବ ୬୫ ସିଭିଲ୍‌ ଜଜ୍‌ କୋର୍ଟ

କଟକ ଅଫିସ,୮ା୮ -ରାଜ୍ୟରେ ଆଉ ୬୫ଟି ସିଭିଲ୍‌ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ୍‌) ତଥା ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ (ଜେଏମ୍‌ଏଫ୍‌ସି) କୋର୍ଟ ଖୋଲାଯିବ। ଏନେଇ ଓଡ଼ିଶା ହାଇକୋର୍ଟର ସ୍ବତନ୍ତ୍ର ଅଧିକାରୀ (ପ୍ରଶାସନିକ)ଙ୍କ ପକ୍ଷରୁ ୨୩ଟି ଜିଲାର ଜିଲା ଜଜ୍‌ମାନଙ୍କୁ ଚିଠି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri