ଜି-୭ ସମ୍ମିଳନୀ ସ୍ଥଗିତ: ପ୍ରଥମେ ଭାରତକୁ ନିମନ୍ତ୍ରଣ କରିବେ ଟ୍ରମ୍ପ
ଓ୍ବାଶିଂଟନ,୩୧।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ସୂଚନା ଦେଇଛନ୍ତି କି ଜି-୭ ସମ୍ମିଳନୀ ସେପ୍ଟେମ୍ବର ପର୍ଯ୍ୟନ୍ତ ସ୍ଥଗିତ ରଖାଗଲା। ତେବେ ଏହା ପୂର୍ବରୁ ସେ ଭାରତ, ଅଷ୍ଟ୍ରେଲିଆ, ରୁଷିଆ ଓ ଦକ୍ଷିଣ କୋରିଆକୁ ସମ୍ମିଳନୀରେ ଯୋଗ ଦେବାକୁ ନିମନ୍ତ୍ରଣ କରିବେ…
ବାଲେଶ୍ୱରକୁ ଆସିଲେ ପଙ୍ଗପାଳ: ନଷ୍ଟ କଲେଣି ବ୍ୟାପକ ଗଛପତ୍ର, ଲୋକେ ଭୟଭୀତ
ବାଲେଶ୍ୱର ଅଫିସ,୩୧ା୫: ବାଲେଶ୍ୱର ଜିଲା ଔପଦା ବ୍ଲକ ବଉଳଗଡ଼ିଆସ୍ଥିତ ପାହାଡ଼ ପାଦଦେଶରେ ରବିବାର ପୂର୍ବାହ୍ନରେ ହଜାର ହଜାର ପଙ୍ଗପାଳ ଦେଖିବାକୁ ମିଳିଛି। ଦେଶରେ ଗୋଟିଏ ପରେ ଗୋଟିଏ ବିପତ୍ତି ମାଡ଼ି ଆସୁଥିବା ବେଳେ କଛିଦିନ ପୂର୍ବରୁ ଚର୍ଚ୍ଚାର ବିଷୟ ପାଲଟି ଥିବା…
୮ ଲକ୍ଷ ମୂଲ୍ୟର ବ୍ରାଉନସୁଗାର ଜବତ: ୨ ଗିରଫ
ଭଦ୍ରକଅଫିସ,୩୧ା୫: ରବିବାର ସକାଳୁ ଚରମ୍ପା ଓଭରବ୍ରିଜ ନିକଟରୁ ୮୧ ଗ୍ରାମ୍ ବ୍ରାଉନ ସୁଗାର ଜବତ ସହ ଦୁଇ ଜଣଙ୍କୁ ଗିରଫ କରିଛି କେନ୍ଦ୍ରୀୟ ଅବକାରୀ ଗୁଇନ୍ଦା ବିଭାଗର ଏକ ଟିମ୍ । ସୂଚନାନୁଯାୟୀ, ଧଳା ଜହର କାରବାର ଭଦ୍ରକ ଜିଲାରେ ବ୍ୟାପକ…
ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ବେଆଇନ ପାର୍କିଂ: ଜରୁରୀ କଲ୍ ଆସିଲେ ବାହାରିପାରୁନି ଆମ୍ବୁଲାନ୍ସ
ଗଞ୍ଜାମ,୩୧ା୫(ଡି.ଏନ୍.ଏ.): ଗଞ୍ଜାମ ସହର ବଡ଼ ବଜାରଠାରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ସରକାର ୧୦୮ ଆମ୍ବୁଲାନ୍ସ ସେବା ଯୋଗାଇ ଦେଇଛନ୍ତି। ମେଡିକାଲ ସମ୍ମୁଖରେ ରହୁଥିବା ଏହି ଆମ୍ବୁଲାନ୍ସ ନିକଟରେ ବେଆଇନ ଭାବେ ବାଇକ୍ ପାର୍କିଂ ହେଉଛି। ଫଳରେ ହଠାତ ଜରୁରିକାଳୀନ ଫୋନ୍ କଲ ଆସିଲେ…
ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ବସ୍କୁ ପଛରୁ ପିଟିଲା ଟ୍ରଲର, ୭ ଗୁରୁତର
ବସ୍ତା,୩୧।୫(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ ଜାତୀୟ ରାଜପଥର ଦଣ୍ଡିକା ଛକ ନିକଟରେ ରବିବାର ବସ୍କୁ ଏକ ଟ୍ରଲର ପଛପଟୁ ଧକ୍କା ଦେଇଛି। ଫଳରେ ୭ଜଣ ଗୁରୁତର ହୋଇ ବସ୍ତା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ବସ୍ଟି…
ବେଲଜିୟମ୍ ରାଜକୁମାର କରୋନା ପଜିଟିଭ୍
ବ୍ରସେଲ୍ସ୍,୩୧।୫: ବେଲଜିୟମ୍ର ରାଜକୁମାର ଜୋଆକିମ୍ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ସେ ମେ ୨୬ରେ ଇଟର୍ନଶିପ୍ ପାଇଁ ଫ୍ରାନ୍ସ୍ ଯାତ୍ରା କରିଥିଲେ। ଏହାର ଦୁଇଦିନ ପରେ ସେ କୋରଡବା ସହରରେ ଏକ ପାର୍ଟିରେ ଯୋଗ ଦେଇଥିଲେ। ପରେ ଜୋଆକିମ୍ଙ୍କଠାରେ…
ଦେଶରେ ୫ ହଜାରରୁ ଅଧିକ ମୁଣ୍ଡ ନେଲାଣି କରୋନା
ନୂଆଦିଲ୍ଲୀ,୩୧।୫: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୮,୩୮୦ ନୂଆ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ରବିବାର ସକାଳସୁଦ୍ଧା ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୮୨,୧୪୩ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ…
ଜୁନ୍ ୧୭ରୁ ରାଜ୍ୟରେ ଖୋଲିବ ନାହିଁ ସ୍କୁଲ
ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ଜୁନ୍ ୧୭ ତାରିଖରୁ ସ୍କୁଲ ଖୋଲିବ ନାହିଁ। ଏନେଇ ରବିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଶନିବାର କେନ୍ଦ୍ର ସରକାର ପଞ୍ଚମ ପର୍ଯ୍ୟାୟ ଲକ୍ଡାଉନ୍ରେ ସ୍କୁଲ ଓ କଲେଜ୍ ଖୋଲିବା ନେଇ…
ତାମିଲନାଡୁରେ ଜୁନ୍ ୩୦ ପର୍ଯ୍ୟନ୍ତ ବଢ଼ିଲା ଲକ୍ଡାଉନ୍
ନୂଆଦିଲ୍ଲୀ,୩୧।୫: ପଞ୍ଜାବ ପରେ ତାମିଲନାଡୁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ସମୟସୀମାକୁ ଜୁନ୍ ୩୦ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ତାମିଲନାଡୁରେ ସମସ୍ତ ଜିଲାକୁ ୮ଟି ଜୋନ୍ରେ ବିଭକ୍ତ କରାଯାଇଛି। କାଞ୍ଚିପୁରମ୍, ଚେଙ୍ଗଲାପଟ୍ଟୁ ଏବଂ ତେରୁବଲ୍ଲୁରର ୭ଟି ଜୋନ୍ ତଥା ଚେନ୍ନାଇର ୮ଟି ଜୋନ୍ରେ…
କରୋନା ଭୂତାଣୁ ଉପରେ ଗବେଷଣା: ସ୍ଥାପିତ ହେବ ୧୬ ଜୈବ ବ୍ୟାଙ୍କ
ନୂଆଦିଲ୍ଲୀ,୩୧।୫: ଭାରତରେ କରୋନା ଭୂତାଣୁ ଉପରେ ଅଧିକ ଗବେଷଣା ପାଇଁ ୧୬ଟି ଜୈବ ବ୍ୟାଙ୍କ ସ୍ଥାପନ କରାଯିବ। ଏନେଇ ଆଇସିଏମ୍ଆର୍ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ୯ଟି ଜୈବ ବ୍ୟାଙ୍କ ଆଇସିଏମ୍ଆର୍ ଦ୍ୱାରା କାର୍ଯ୍ୟ କରିବ। ସେହିପରି ୪ଟି ଡିବିଟି ଦ୍ୱାରା…
୧୯ ଜିଲାରୁ ୧୨୯ ପଜିଟିଭ୍: କେନ୍ଦ୍ରାପଡ଼ାରୁ ସର୍ବାଧିକ
ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ୧୨୯ ନୂଆ ପଜିଟିଭ୍ ୧୯ ଜିଲାର। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲାରେ ସର୍ବାଧିକ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଗଜପତିରେ ୧୬, ନୂଆପଡ଼ାରେ ୧୨, ବଲାଙ୍ଗୀରରେ ୧୧, କେନ୍ଦୁଝରରେ ୩, ଗଞ୍ଜାମ-ଯାଜପୁରରେ ୧୦, ଖୋର୍ଦ୍ଧାରେ…
CORONAVIRUS UPDATE: ରାଜ୍ୟରେ ଆଉ ୧୨୯ ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି
ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି ପାଇଛି। ସେଥିରୁ ମୋଟ ଆକ୍ଟିଭ୍ କେସ୍ ୮୮୯ ଥିବା ବେଳେ ୧୦୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି…
Archives


