କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ: ଜଣେ ଯାତ୍ରୀ ମୃତ, ୭ ଆହତ
ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହେବାରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ହୋଇଛନ୍ତି। ଯାତ୍ରୀଙ୍କ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଏସ୍ସିବି କର୍ତ୍ତୃପକ୍ଷ। ଅନ୍ୟ ଆହତମାନେ…
ବଦଳିଲା ଅନେକ ଟ୍ରେନ୍ର ଗତିପଥ
ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ୧୧ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରବଳ ଖରା ହେଉଥିବାରୁ ଅନ୍ୟ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି। ଅପରପକ୍ଷେ ଉଦ୍ଧାର କାର୍ଯ୍ୟ…
କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ
ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍ଚ୍ୟୁତ ହେବା ପରେ ହେଲ୍ପଲାଇନ୍ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍ଫର୍ମରେ ହେଲ୍ପ ଡେସ୍କ…
ଭାଙ୍ଗିବ ସବୁ ରେକର୍ଡ; ଶୀଘ୍ର ୯୬,୦୦୦ ଟଙ୍କା ଛୁଇଁବ ସୁନା
ନୂଆଦିଲ୍ଲୀ,୩୦।୩: ନିରନ୍ତର ବୃଦ୍ଧି ପାଇବାରେ ଲାଗିଛି ସୁନା ମୂଲ୍ୟ। ଏପରି ପରିସ୍ଥିତିରେ ଭାରତୀୟ ଗ୍ରାହକ ଏବଂ ନିବେଶକଙ୍କ ଚିନ୍ତା ବଢ଼ିଛି। ICICI ବ୍ୟାଙ୍କ ଗ୍ଲୋବାଲ ମାର୍କେଟସର ଏକ ରିପୋର୍ଟ ଅନୁଯାୟୀ ବିଶ୍ୱ ଆର୍ଥିକ ଅନିଶ୍ଚିତତା ଏବଂ ଆମେରିକାର ଟାରିଫ ନୀତି ଯୋଗୁ…
Big Breaking: ନିର୍ଗୁଣ୍ଡିରେ ଲାଇନ୍ଚ୍ୟୁତ ହେଲା କାମାକ୍ଷା ଏକ୍ସପ୍ରେସର ୧୧ ବଗି
ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। କିଛି ଯାତ୍ରୀ ଆହତ ହୋଇଥିବା…
କଳାହାଣ୍ଡିର ମାଟିରେ ତିଆରି ହେଉଛି କ୍ରିକେଟ ପିଚ୍: ମୁଖ୍ୟମନ୍ତ୍ରୀ
ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗସ୍ତ କରିଛନ୍ତି। ପୂର୍ବାହ୍ନ ୧୧ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର ଶୁଭାରମ୍ଭ କରିଛନ୍ତି। ପ୍ରଥମ…
ପାଣ୍ଡ୍ୟାଙ୍କ ଉପରେ BCCIର ବଡ଼ ଆକ୍ସନ, ଏହି ଭୁଲ୍ ପାଇଁ ମିଳିଲା ଦଣ୍ଡ
ନୂଆଦିଲ୍ଲୀ,୩୦।୩: ଆଇପିଏଲ୍ ୨୦୨୫ର ୯ମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଇଥିଲା। ଏଥିରେ ମୁମ୍ବାଇ ଦଳକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହା ମୁମ୍ବାଇ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଏହି ସିଜିନର…
ଅନ୍ତ୍ୟୋଦୟ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏହିମାନଙ୍କୁ ମିଳିବ ଘର…
ଭବନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳାହାଣ୍ଡି ଜିଲା ଭବାନୀପାଟଣାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ସହ ୩ ବର୍ଷରେ ୭ ହଜାର…
IPL ପଏଣ୍ଟ ଟେବୁଲ୍ରେ ଗୁଜରାଟର ଲମ୍ବା ଡିଆଁ, ୬ ଟିମ୍କୁ ପଛରେ ପକାଇ…
ନୂଆଦିଲ୍ଲୀ,୩୦।୩: IPL ୨୦୨୫ରେ ଏପର୍ଯ୍ୟନ୍ତ ୯ଟି ମ୍ୟାଚ ଖେଳାଯାଇଛି। ଏଥିରେ ୮ ଦଳ ବିଜୟ ସହ ଖାତା ଖୋଲିଛନ୍ତି। କେବଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ଏପର୍ଯ୍ୟନ୍ତ ସେମାନଙ୍କର ପ୍ରଥମ ବିଜୟ ପାଇଁ ଅପେକ୍ଷା କରିଛନ୍ତି। ସିଜିନର ୯ମ ମ୍ୟାଚ୍ରେ…
ବ୍ୟାନ୍ ହେବା ସତ୍ତ୍ୱେ ସୁଧୁରିଲେନି ପାଣ୍ଡ୍ୟା, ପୁଣି ଦୋହରାଇଲେ ଭୁଲ୍
ନୂଆଦିଲ୍ଲୀ,୩୦।୩: ଆଇପିଏଲ୍ ୨୦୨୫ର ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି ମୁମ୍ବାଇ ଇଣ୍ଡିଆନ୍ସ। ଦଳ ଆରମ୍ଭରୁ ହିଁ ଲଗାତାର ଦୁଇଟି ମ୍ୟାଚ ହାରିଯାଇଛି। ଗୁଜରାଟ ଟାଇଟନ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ ମୁମ୍ବାଇ ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲା, ଯେଉଁଥିଲାଗି ଦଳକୁ ୩୬ ରନ୍ରେ ପରାଜିତ…
RSS ପ୍ରତିଷ୍ଠାତା ହେଡ୍ଗଓ୍ବୋରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ମୋହନ ଭାଗବତଙ୍କୁ ଭେଟିଲେ
ନାଗପୁର,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନାଗପୁର ଗସ୍ତରେ ଅଛନ୍ତି। ସେ ଆରଏସ୍ଏସ୍ ମୁଖ୍ୟାଳୟରେ ପହଞ୍ଚିବା ପରେ ସ୍ମୃତି ମନ୍ଦିରରେ ସଂଘର ପ୍ରତିଷ୍ଠାତା ଡକ୍ଟର କେ ବି ହେଡ୍ଗେୱାରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ଆରଏସ୍ଏସ୍ ମୁଖ୍ୟ ମୋହନ ଭାଗବତ…
ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି। ଘଟଣାକୁ ନେଇ…
Archives


