ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସହାୟତା ପାଇଁ ସ୍ମାରକପତ୍ର ପ୍ରଦାନ କଲା ପାଚିକା ସଂଘ
ନିଶ୍ଚିନ୍ତକୋଇଲି,୩୦ା୫: ସମ୍ପ୍ରତି ବିଶ୍ୱରେ କରୋନା ମହାମାରୀ ଭୟାନକ ରୂପ ଧାରଣ କରିଛି। ସରକାର ଏନେଇ ଲକ୍ଡଉନ ଜାରି କରିଛନ୍ତି। ଫଳରେ ବହୁ ଲୋକ ଜୀବନ ଜୀବିକା ପାଇଁ ସଂଗ୍ରାମ କରୁଛନ୍ତି। ତେବେ ବିଭିନ୍ନ ବିଦ୍ୟାଳୟରେ ପାଚିକା ଭାବେ କାର୍ଯ୍ୟ କରୁଥିବା ମହିଳାମାନେ…
କରୋନା ଚିକିତ୍ସା: ପିପିଇ କିଟ୍-ମାସ୍କ୍ ପାଇଁ ନିଆଯାଉଛି ମୋଟ ହସ୍ପିଟାଲ ବିଲ୍ର ୫୦ ପ୍ରତିଶତ
ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ସଂକ୍ରମିତଙ୍କ ଚିକିତ୍ସା ନେଇ ନାନା ପ୍ରକାର ଅଭିଯୋଗ ଉଠିବାରେ ଲାଗିଛି। କେତେକ ଘରୋଇ ହସ୍ପିଟାଲରେ ସଂକ୍ରମିତଙ୍କ ଚିକିତ୍ସା ପାଇଁ ମୋଟ ବିଲ୍ର ୫୦ ପ୍ରତିଶତ କେବଳ ପିପିଇ କିଟ୍ ଏବଂ ଏନ୍-୯୫ ମାସ୍କ୍ ଲାଗି ନିଆଯାଉଥିବା ଅଭିଯୋଗ…
ସୁନ୍ଦରଗଡ଼ରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଛୁଇଁଲା
ସୁନ୍ଦରଗଡ଼, ୩୦।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ପୁରୁଷ ଥିବାବେଳେ ୨ ଜଣ ମହିଳା ଅଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଛୁଇଁଛି। ତେବେ ଚିହ୍ନଟ…
କୋଇଲା ବୋଝେଇ ଟ୍ରେନ୍ରୁ ବାହାରିଲା ଅଜଣା ମୃତଦେହ: ପୋଲିସର ତଦନ୍ତ ଜାରି
ବଅଁରପାଳ,୩୦ା୫(ଡି.ଏନ୍.ଏ.): ଶନିବାର ସକାଳେ ଅନୁଗୋଳ ଜିଲା ତାଳଚେର କୋଇଲା ଖଣିରୁ ନାଲ୍କୋ ସିପିପି ପ୍ଲାଣ୍ଟକୁ ଆସିଥିବା କୋଇଲା ବୋଝେଇ ଟ୍ରେନରେ ଏକ ଅଜଣା ମୃତହେହ ଦେଖିବାକୁ ମିଳିଛି। କୋଇଲା ଭିତରେ ମୃତଦେହଟି ପୋତି ହୋଇ ଯାଇଥିବା ବେଳେ କେବଳ ମୃତକଙ୍କ ଗୋଡ଼…
ବରଗଡ଼ରେ ପୁଣି ୬ ନୂଆ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା
ବରଗଡ଼ ଅଫିସ, ୩୦।୫: ବରଗଡ଼ ଜିଲାରେ ଶନିବାର ୬ ନୂଆଁ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣ ଭେଡେନ ବ୍ଲକ ଏବଂ ଅନ୍ୟ ୨ଜଣ ଭଟଲି ବ୍ଲକ ଅଞ୍ଚଳର ବୋଲି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଶନିବାର…
ଦେବସ୍ନାନ ଅବ୍ୟବହିତ ପୂର୍ବରୁ ଲାଗୁହେବ ୧୪୪ ଧାରା: ସମୀକ୍ଷା କଲେ କଟକ ଉପଜିଲାପାଳ
ନିଶ୍ଚିନ୍ତକୋଇଲି,୩୦ା୫(ସ୍ବ.ପ୍ର.): ମହାପୁରୁଷ ଶ୍ରୀ ଶ୍ରୀ ଅଚ୍ୟୁତାନନ୍ଦଙ୍କ ଦେବସ୍ନାନ ଯାତ୍ରା ଆସନ୍ତା ୫ ତାରିଖ ରେ ଅନୁଷ୍ଠିତ ହେବ। ଏହି ଅବସରରେ ପୀଠରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପାଇଁ ନିଷ୍ପତ୍ତି ହୋଇଥିବା ବେଳେ ଶ୍ରଦ୍ଧାଳୁ ଭକ୍ତଙ୍କ ପାଇଁ ପ୍ରବେଶ ନିଷିଦ୍ଧ କରାଯାଇଛି।…
ରାଜଧାନୀରେ ହାଇପ୍ରୋଫାଇଲ ଜୁଆ ଆଡ୍ଡା ଉପରେ ଚଢ଼ାଉ: ୯ ଗିରଫ, ୩ କାର୍ , ୧ ଲକ୍ଷ ୫୩ ହଜାର ଜବତ
ଭୁବନେଶ୍ୱର, ୩୦।୫(ବ୍ୟୁରୋ): କରୋନା କଟକଣା ଭିତରେ ରାଜଧାନୀ ଭୁବନେଶ୍ୱରରେ ହାଇ ପ୍ରୋଫାଇଲ ଜୁଆ ଆଡ୍ଡା ଚାଲିଛି। ନୟାପଲ୍ଲୀ ଭିଆଇପି କଲୋନୀରେ ଏକ ହୋଟେଲରେ ଏହି ଜୁଆ ଆଡ୍ଡା ଚାଲିଥିବା ଖବର ପାଇ ନୟାପଲ୍ଲୀ ପୋଲିସର ଶୁକ୍ରବାର ବିଳମ୍ବିତ ରାତିରେ ଚଢ଼ାଉ କରିଥିଲା।…
୩ ଗ୍ରାମକୁ କଣ୍ଟେନ୍ମେଣ୍ଟ୍ ଜୋନ୍ ଘୋଷଣା କଲେ ସରପଞ୍ଚ
ବନ୍ତ,୩୦ା୫(ଡି.ଏନ୍.ଏ.): କରୋନା ଲକ୍ଡାଉନ୍ ପରିପେକ୍ଷୀରେ ଶନିବାର ଭଦ୍ରକ ଜିଲା ବନ୍ତ ବ୍ଲକ ଷେଣ୍ଢତୀରା ପଞ୍ଚାୟତର ଚାରିପୋଖରିଆ, ଷଠତୀରା, ଷେଣ୍ଢତୀରା ଗ୍ରାମ ସମେତ ଷେଣ୍ଢତୀରା ବଜାର ଅଞ୍ଚଳକୁ ସରପଞ୍ଚ ପ୍ରେମଲତା ପ୍ରଧାନ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରିଛନ୍ତି। ଶନିବାର ପୂର୍ବାହ୍ନ ୧୦ଟାରୁ ଜୁନ୍…
ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ଐତିହାସିକ ସୁଧାରରେ ପରିପୂର୍ଣ୍ଣ: ଯୋଗୀ ଆଦିତ୍ୟନାଥ
ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷର କାର୍ଯ୍ୟକାଳକୁ ପ୍ରଶଂସା କରିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଗୋଟିଏ ବର୍ଷରେ ଏହି କାର୍ଯ୍ୟକାଳ ସଫଳତା ଏବଂ ଐତିହାସିକ ସୁଧାରରେ ପରିପୂର୍ଣ୍ଣ ବୋଲି ଯୋଗୀ କହିଛନ୍ତି। ଏନଡିଏ ସରକାର ସବ୍କା…
ଭିଡିଓ କନଫରେନ୍ସିଂରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ
ପୁରୀ ଅଫିସ, ୩୦।୫: ଆଗକୁ ଆସୁଛି ସ୍ନାନ ଯାତ୍ରା ଓ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ଶନିବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିଛି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ବୈଠକ ଚାଲିଥିବା ବେଳେ ଭୁବନେଶ୍ୱରରେ ଗଜପତି ମହାରାଜା ଦିବ୍ୟସିଂହ…
ଶୌଚ ପାଇଁ ଯାଉଥିବା ବେଳେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
ବନ୍ତ,୩୦ା୫(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡ଼ା ଥାନା ଅଧୀନ ମହାନ୍ତିପଡ଼ା ଗ୍ରାମର ପାଗୁଳୁ ବେହେରା(୬୫) ଶନିବାର ଭୋର୍ ସମୟରେ ଶୌଚ ହେବା ପାଇଁ ଯାଇଥିବା ବେଳେ ଏକ ଦନ୍ତାହାତୀ ଦଳି ମାରିଦେଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଭଦ୍ରକ ରେଞ୍ଜର ରଞ୍ଜିତ୍ ମହାନ୍ତି, ଆଗରପଡ଼ା ଥାନାଧିକାରୀ…
ଅହମ୍ମଦାବାଦରୁ ଫେରି ନାମ ପଞ୍ଜୀକରଣ ନ କରି ଲୁଚିଥିଲେ ଡିପିଏସ୍ ଅଧ୍ୟକ୍ଷଙ୍କ ପୁଅ: ଥାନାରେ ଅଭିଯୋଗ ପରେ ହସ୍ପିଟାଲରେ କଲେ ସ୍ବାସ୍ଥ୍ୟ ପରୀକ୍ଷା
ବଅଁରପାଳ,୩୦ା୫(ଡି.ଏନ୍.ଏ.): ନାଲ୍କୋ ଡିପିଏସ୍ ଅଧ୍ୟକ୍ଷ ଓ ତାଙ୍କ ପୁଅ କୋଭିଡ୍-୧୯ ପାଇଁ ଜାରି ନିୟମକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଅଧ୍ୟକ୍ଷ ବିକେ ମିଶ୍ରଙ୍କ ପୁଅ ଗତ ୨୫ ତାରିଖରୁ ଅହମ୍ମଦାବାଦରୁ ଅନୁଗୋଳ ଆସି ନାମ ପଞ୍ଜୀକରଣ କରି ନ ଥିବା…
Archives


