Home

ସୁଶାନ୍ତ ସିଂ ରାଜପୁତ ମାମଲା: କ୍ୱାରାଣ୍ଟାଇନ୍‌ରୁ ବାହାରିଲେ ପାଟଣା ଏସ୍‌ପି

ପାଟଣା,୭ା୮: ଅଭିନେତା ସୁଶାନ୍ତ ସିଂ ରାଜପୁତ ମାମଲାର ତଦନ୍ତ ପାଇଁ ମୁମ୍ବାଇରେ ପହଞ୍ଚିଥିବା ବିହାର କ୍ୟାଡର ଆଇପିଏସ ଅଧିକାରୀ ବିନୟ ତିଓ୍ବାରୀଙ୍କୁ କ୍ୱାରାଣ୍ଟାଇନ୍‌ ମୁକ୍ତ କରାଯାଇଛି। ପାଟଣା ପୋଲିସର ସୁପାରିଶ କ୍ରମେ ବିଏମ୍‌ସି ୫ ଦିନ କ୍ୱାରାଣ୍ଟାଇନ୍‌ରେ ରଖିବା ପରେ ଏସ୍‌ପି…

୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୭। ୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗୁରୁବାର ଦୁର୍ବଳ ହୋଇ ମଧ୍ୟପ୍ରଦେଶ ଅତିକ୍ରମ କରି ଯାଇଛି। ତେବେ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ…

ଆଜିଠୁ ଏସ୍‌ସିବିରେ ମିଳିବ ‘ଆହାର’

କଟକ ଅଫିସ, ୭ା୮: ଆହାର କେନ୍ଦ୍ର ଓ ହସ୍ପିଟାଲ କର୍ମଚାରୀମାନେ ବାରମ୍ବାର କରୋନା ଆକ୍ରାନ୍ତ ହେବାରୁ ପ୍ରାୟ ୪୦ଦିନ ଧରି କଟକ ସହରର ସମସ୍ତ ହସ୍ପିଟାଲରେ ଥିବା ଆହାର କେନ୍ଦ୍ରଗୁଡ଼ିକ ବନ୍ଦ ରହିଥିଲା। ଫଳରେ ହସ୍ପିଟାଲକୁ ଆସୁଥିବା ରୋଗୀ ଓ ସେମାନଙ୍କ…

କୋଭିଡ୍‌ ମେଡିକାଲ, ସିସିସିର ଅଗ୍ନି ନିରାପତ୍ତା ଯାଞ୍ଚ ନିର୍ଦ୍ଦେଶ

କଟକ ଅଫିସ,୭ା୮: ଗୁଜରାଟ୍‌ର ଅହମ୍ମଦାବାଦ୍‌ସ୍ଥିତ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୮ଜଣଙ୍କ ଜୀବନ ଯାଇଥିବାବେଳେ ପ୍ରାୟ ୫୦ଜଣ ଆହତ ହୋଇଛନ୍ତି। ଫଳରେ କୋଭିଡ୍‌ ହସ୍ପିଟାଲଗୁଡ଼ିକର ଅଗ୍ନି ନିରାପତ୍ତାକୁ ନେଇ ପ୍ରଶ୍ନ ଉଠିଛି। ଓଡ଼ିଶାରେ ୧୫୦ରୁ ଊର୍ଦ୍ଧ୍ୱ କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌…

ଟ୍ରକ୍‌କୁ ପଛରୁ ଧକ୍କା ଦେଲା କାର୍‌: ୩ ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଧର୍ମଶାଳା,୭ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଛକଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଏକ କାର୍‌ ଭୁବନେଶ୍ୱରରୁ ପଶ୍ଚିମବଙ୍ଗ ଯାଉଥିବା…

କରୋନା: ୮୯୦ କୋଟି ଦ୍ୱିତୀୟ କିସ୍ତି ମଞ୍ଜୁର କଲା କେନ୍ଦ୍ର

ଭୁବନେଶ୍ୱର,୭ା୮(ବ୍ୟୁରୋ): କେନ୍ଦ୍ର ସରକାର କୋଭିଡ-୧୯ ମୁକାବିଲା କରିବାକୁ ଜରୁରୀ ସ୍ବାସ୍ଥ୍ୟସେବା ପ୍ୟାକେଜର ଦ୍ୱିତୀୟ କିସ୍ତି ବାବଦରେ ଓଡିଶା ସମେତ ୨୨ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ୮୯୦.୩୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା…

ଖସିପଡିଲା ଛାତ, ଅଳ୍ପକେ ବର୍ତ୍ତିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୭।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଘରେ ଏକ ବଡ ଦୁର୍ଘଟଣା ଘଟିଛି। ସିଭିଲ ଲାଇନ୍ସରେ ଥିବା ତାଙ୍କ ଘରର ଛାତର ଏକ ଅଂଶ ପ୍ରବଳ ବର୍ଷା ହେତୁ ଖସିପଡିଥିଲା। ଏଥିରେ କେହି ଆହତ ହୋଇନାହାଁନ୍ତି। ଯଦିଓ ଛାତର ମରାମତି କରାଯାଇଥିଲା,…

‘ଶ୍ରୀମନ୍ଦିରରେ ଅନ୍‌ଲାଇନ ଦର୍ଶନ ପାଇଁ ବିଚାରବିମର୍ଶ’

ପୁରୀ ଅଫିସ,୭ା୮: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଅନ୍‌ଲାଇନ୍‌ ବ୍ୟବସ୍ଥା ଗ୍ରହଣ କରାଯିବ। ଏନେଇ ବିଚାର ବିମର୍ଶ ଚାଲିଛି। ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବା ପରେ ଭକ୍ତ ଶ୍ରୀମନ୍ଦିରକୁ ପ୍ରବେଶ କରି ଠାକୁରଙ୍କୁ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ…

ୟୁଏନ୍‌ଏସ୍‌ସିରେ କଶ୍ମୀର ପ୍ରସଙ୍ଗ ଉଠାଇବାକୁ ଚାଇନାର ଉଦ୍ୟମ

ନୂଆଦିଲ୍ଲୀ,୭ା୮(ପି.ଟି./ଆଇଏନ୍‌ଏସ୍‌):କଶ୍ମୀର ପ୍ରସଙ୍ଗକୁ ଚାଇନା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଉଠାଇବାକୁ ଉଦ୍ୟମ କରୁଥିବାବେଳେ ଭାରତ ଏହାର ସମାଲୋଚନା କରିବା ସହ ବେଜିଂକୁ କଡ଼ା ଚେତାବନୀ ଦେଇଛି। ଭାରତର ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ନ ଖେଳାଇବା ଲାଗି ଗୁରୁବାର ବେଜିଂକୁ ନୂଆଦିଲ୍ଲୀ କହିଛି।…

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ, ବାଲେଶ୍ୱର ଡିଆର୍‌ଡିଏ ପିଡି ରାମଚନ୍ଦ୍ର ଜେନାଙ୍କୁ ଦେବଗଡ ଡିଆର୍‌ଡିଏ ପିଡି, ରବୀନ୍ଦ୍ର କୁମାର ସାହୁଙ୍କୁ ବାଲେଶ୍ୱର ଡିଆର୍‌ଡିଏ ପିଡି, ରାଜେନ୍ଦ୍ର କୁମାର ରଞ୍ଜିତଙ୍କୁ ଗଜପତି…

ଡକ୍ୟୁମେଣ୍ଟ ହଟାଇଦେଲେ ତଥ୍ୟ ବଦଳିଯିବ ନାହିଁ: କଂଗ୍ରେସ

ନୂଆଦିଲ୍ଲୀ,୭ା୮: ଲଦାଖରେ ଚାଇନା ସୈନ୍ୟଙ୍କ ପ୍ରବେଶ ରିପୋର୍ଟକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଏହାର ଓ୍ବେବ୍‌ସାଇଟରୁ ହଟାଇଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାର ବିରୋଧୀ ଦଳ ଦ୍ୱାରା ସମାଲୋଚିତ ହୋଇଛନ୍ତି। ଦସ୍ତାବିଜ୍‌ ହଟାଇଦେଲେ ତଥ୍ୟ ବଦଳିଯିବ ନାହିଁ ବୋଲି ମୁଖ୍ୟ…

ପ୍ରତିରକ୍ଷା ତଥ୍ୟ ଗାଏବ

ନୂଆଦିଲ୍ଲୀ,୭ା୮:ଚାଇନା ସୈନ୍ୟ ମେ’ ପ୍ରଥମ ଭାଗରେ ପୂର୍ବ ଲଦାଖର ଭାରତୀୟ ଅଞ୍ଚଳ ମଧ୍ୟରେ ଅନୁପ୍ରବେଶ କରିଥିଲେ। ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରଣାଳୟ ଓ୍ବେବ୍‌ସାଇଟର ଖବର ବିଭାଗରେ ଥିବା ଏକ ଦସ୍ତାବିଜ୍‌ରେ ଏହାକୁ ସ୍ବୀକାର କରାଯାଇଥିଲା। ଦୁଇଦିନ ପରେ ଓ୍ବେବ୍‌ସାଇଟରୁ ଉକ୍ତ ପୃଷ୍ଠା ଗାଏବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri