Home

୬ ଲକ୍ଷ ଟଙ୍କାରେ ବିକ୍ରି ହେଲା ଏହି ପତ୍ର

ଘର ସଜେଇବା ପାଇଁ ଲୋକେ ଅନେକ ଟଙ୍କା ଖର୍ଚ୍ଚ କରି ଇଣ୍ଡୋର୍‌ ପ୍ଲାଣ୍ଟସ୍‌ ଲଗାନ୍ତି। ନିକଟରେ ନ୍ୟୁଜିଲାଣ୍ଡର ଜଣେ ବ୍ୟକ୍ତି ୬ ଲକ୍ଷ ଟଙ୍କା କରି ଏକ ଦୁର୍ଲଭ ଇଣ୍ଡୋର୍‌ ପ୍ଲାଣ୍ଟସ୍‌ କିଣିଛନ୍ତି। ଏହାର ନାମ ହେଉଛି ଭେରିଗେଟେଡ୍‌ ର଼୍ୟାଫିଡୋଫୋରା ଟେଟ୍ରାସ୍ପର୍ମା।…

ଜୟଦେବ ପୁରସ୍କାର ଅର୍ଥ ରାଶି ବଢ଼ାଇବାକୁ ଦାବି

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଐତିହ୍ୟ କ୍ୟାବିନେଟ୍‌ ବୈଠକରେ ସାହିତ୍ୟ ଏକାଡେମୀ, ସଙ୍ଗୀତ ନାଟକ ଏକାଡେମୀ, ଲଳିତକଳା ଏକାଡେମୀର ସର୍ବୋଚ୍ଚ ପୁରସ୍କାର ରାଶି ପରିମାଣ ୧ଲକ୍ଷରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଏକାଡେମୀଗୁଡିକର ପୁରସ୍କାର ବାବଦ ଅର୍ଥ ୫୦ହଜାରରୁ ୨ଲକ୍ଷ ଟଙ୍କାକୁ…

ରାତି ୧୨ଟାରେ ଚକୋଲେଟ ଖାଉଛନ୍ତି ଅମିତାଭ ବଚ୍ଚନ

ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନ କରୋନାରୁ ସୁସ୍ଥ ହୋଇ ନିଜ ଚିର ପରିଚିତ ଶୈଳୀରେ ସୋସିଆଲ ମିଡିଆରେ ପୁଣି ସକ୍ରିୟ ହୋଇଛନ୍ତି। ନିକଟରେ ସେ ଚକୋଲେଟର ଏକ ଫଟୋ ଶେୟାର କରିଛନ୍ତି। ସେ ଏହି ଚକୋଲେଟକୁ ମଧ୍ୟ ବେଶ୍‌ ପ୍ରଶଂସା କରିଛନ୍ତି।…

ବନ୍ୟା ଉଜାଡ଼ିଛି ୫୪ ହଜାର ହେକ୍ଟର ଫସଲ

କେନ୍ଦ୍ରାପଡ଼ା ଅଫିସ,୪।୯: ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ଚଳିତ ବନ୍ୟା ପୂର୍ବରୁ ଲଘୁଚାପ ବର୍ଷା ହୋଇଥିଲା। କ୍ଷେତରୁ ବର୍ଷା ଜଳ ନିଷ୍କାସିତ ହୋଇ ନ ଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ୭ ନଦୀରେ ବନ୍ୟା ଆସିଥିଲା। ବର୍ଷାଋତୁ ପାଇଁ…

ଭୂମିହୀନଙ୍କୁ ପଟ୍ଟା ମାମଲା: ଆର୍‌ଡିସିଙ୍କ ବିରୋଧରେ କଣ୍ଟେପ୍ଟ କେସ୍‌ ରୁଜୁ

କେନ୍ଦ୍ରାପଡ଼ା ଅଫିସ,୪।୯: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ତହସିଲ ଅଞ୍ଚଳରେ ଜମି ଥାଇ ମଧ୍ୟ ଭୂମିହୀନ ଯୋଜନାରେ ସାମିଲ ହେଉଛନ୍ତି। ଏପରି ଅଭିଯୋଗର ବିଚାର ପାଇଁ ରାମନଗର ଗ୍ରାମର ଅମିତାଭ ଚାନ୍ଦ ଉଚ୍ଚ ନ୍ୟାୟାଳୟଙ୍କ ଆଶ୍ରୟ ନେଇଥିଲେ। ଉଚ୍ଚ ନ୍ୟାୟାଳୟ ଏହି ସମସ୍ୟାକୁ…

୧୬ ହଜାର ଲୋକଙ୍କୁ ହତ୍ୟା କରିଥିବା ବ୍ୟକ୍ତି ଶେଷରେ ଆଖିବୁଜିଲେ

କାମ୍ବୋଡିଆ,୪।୯: ଏକଛତ୍ରବାଦୀ ଶାସକ ଖେମର ରୁଜଙ୍କ ଶାସନ କାଳରେ କାମ୍ବୋଡିଆର ୧୬ ହଜାର ସାଧାରଣ ନାଗରିକଙ୍କୁ ନିର୍ଯାତନା ଦେଇ ହତ୍ୟା କରିଥିବା ପୂର୍ବତନ ଜେଲର କିଆଙ୍ଗ ଗୁୟେକ ଇୟାଭ ୭୭ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବା…

ବ୍ରାହ୍ମଣୀ, ବୈତରଣୀ ନଦୀରେ ବନ୍ୟା: ପଲିଥିନକୁ ଚାହିଁ ବସିଛନ୍ତି ବନ୍ୟାଦୁର୍ଗତ

ଯାଜପୁର ଅଫିସ୍‌/ବରୀ,୪।୯ (ଡି.ଏନ.ଏ.): ବୈତରଣୀ ଓ ବ୍ରାହ୍ମଣୀ ନଦୀର ବନ୍ୟା ଏବେ ଯାଜପୁର ଜିଲାର ୧୨୩୫ ଗ୍ରାମର ପେଟପାଟଣା ଉଜାଡି ଦେଇଛି। ୮ ଦିନ ଧରି ଚାଷଜମି ଜଳମଗ୍ନ ହୋଇ ରହିଥିବା ସହ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ଦିନକୁ ଦିନ ବଢ଼ିବାରେ…

ସବୁଦିନ ଚାଲିବ ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ସ୍ବତନ୍ତ୍ର ଏକ୍ସପ୍ରେସ

ଭୁବନେଶ୍ୱର,୪ା୯(ବ୍ୟୁରୋ): ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟର ସିଟି ସ୍ବତନ୍ତ୍ର ଏକ୍ସପ୍ରେସ ଶୁକ୍ରବାରଠାରୁ ସପ୍ତାହରେ ୫ଦିନ ପରିବର୍ତ୍ତେ ସବୁଦିନ ଚଳାଚଳ କରିବ। ଏ ନେଇ ପୂର୍ବତଟ ରେଳପଥ ନିଷ୍ପତ୍ତି ନେଇଛି। ଏହି ଟ୍ରେନ ଭୁବନେଶ୍ୱରରୁ ସକାଳ ୬ଟା ୩୦ରେ ଓ ବଲାଙ୍ଗୀରଠାରୁ ଅପରାହ୍ନ ୨ଟା ୪୫ରେ…

କାଳିଆ ଆବେଦନ ଖୋଲାଥିବା କହି ଚାଷୀଙ୍କୁ ଭୁଆଁ ବୁଲାଉଛନ୍ତି ସରକାର

ଭୁବନେଶ୍ୱର,୪ା୯(ବ୍ୟୁରୋ):କାଳିଆ ଯୋଜନାକୁ ନେଇ ସରକାର ରାଜ୍ୟବାସୀଙ୍କୁ ଅନେକ ମିଛ କହିଛନ୍ତି। ୨୦୧୯ ନିର୍ବାଚନ ଜିତିବା ପରଦିନ କାଳିଆ ଅର୍ଥ ଦେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। କିନ୍ତୁ ଯୋଗ୍ୟ ଚାଷୀଙ୍କୁ ଏଯାବତ୍‌ କାଳିଆ ଅର୍ଥ ପ୍ରଦାନ ନ କରିବା…

ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ମାମଲା: ‘ସାଇକୋ ଲେଡି’ ପ୍ରସଙ୍ଗରେ ମୁହଁ ଖୋଲିଲେ ଯୁବତୀ

ଭୁବନେଶ୍ୱର,୪।୯ (ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୨ମାସ ପାଖାପାଖି ବିତିବାକୁ ବସିଲାଣି। ଜିଆର୍‌ପି ପରେ ମାସେ ହେବ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିଲେ ମଧ୍ୟ କିଛି ବି ସୁରାକ ମିଳିପାରୁନି। ଏଭଳିସ୍ଥଳେ ବର୍ତ୍ତମାନ ଆଦିତ୍ୟଙ୍କ ମୃତ୍ୟୁ ପଛରେ ‘ସାଇକୋ ଲେଡି’…

୨୦ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଜି, ପିଜି ପରୀକ୍ଷା

ଭୁବନେଶ୍ୱର,୪ା୯(ବ୍ୟୁରୋ): ରାଜ୍ୟରେ ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ଆସନ୍ତା ୨୦ରୁ ଆରମ୍ଭ ହୋଇ ଅକ୍ଟୋବର ୧୦ ମଧ୍ୟରେ ସରିବ। ଏନେଇ ୟୁଜିସି ଅନୁମତି ମିଳିବା ପରେ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର ସମସ୍ତ ଜିଲାପାଳ ଓ…

୬ ଯାଏ ରେଭେନ୍‌ଶା ଶଟ୍‌ଡାଉନ୍‌

କଟକ ଅଫିସ,୪ା୯:ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ପରିସରରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଯେଉଁଥିପାଇଁ ବିଶ୍ୱବିଦ୍ୟାଳୟକୁ ବାରମ୍ବାର ବନ୍ଦ କରିବାକୁ ପଡୁଛି। ପୂର୍ବରୁ କୁଳପତିଙ୍କ କାର୍ଯ୍ୟାଳୟରେ ଜଣେ କର୍ମଚାରୀ ଓ ତାଙ୍କ ପରିବାରର ଦୁଇଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏଥିପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?