Home

ଜିଲାରେ ବଢୁଛି ଆରୋଗ୍ୟ ହାର

ଢେଙ୍କାନାଳ ଅଫିସ, ୪।୭ – ଢେଙ୍କାନାଳ ଜିଲାରେ କରୋନା ଆକ୍ରାନ୍ତ କ୍ରମାଗତ ସୁସ୍ଥ ହେବା ପ୍ରଶାସନ ପାଇଁ ଆଶ୍ୱସ୍ତି ଆଣିଛି। ଏପ୍ରିଲ୍‌ ୯ରେ ଢେଙ୍କାନାଳ ସହରରୁ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ମୋଟ୍‌ ପଜିଟିଭ୍‌ ସଂଖ୍ୟା ୮୨ରେ ପହଞ୍ଚତ୍ଛି। ତେବେ…

ଶନିବାର, ରବିବାର ଅନୁଗୋଳ ଜିଲା ଶଟ୍‌ଡାଉନ୍‌

ଅନୁଗୋଳ ଅଫିସ୍‌, ୩।୭: ଅନୁଗୋଳ ଜିଲାରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ପରେ କଠୋର ହୋଇଛି ପ୍ରଶାସନ। କରୋନା ସଂକ୍ରମଣ ବୃଦ୍ଧି ରୋକିବାକୁ ଏଣିକି ପ୍ରତି ସପ୍ତାହର ଶନିବାର ଓ ରବିବାର ଜିଲାକୁ ଶଟ୍‌ଡାଉନ୍‌ ରଖାଯିବ। ୩୧ ତାରିଖ…

ଚିନ୍ତା ବଢ଼ାଉଛି ମହାରାଷ୍ଟ୍ର: ଗତ ୨୪ଘଣ୍ଟାରେ ୬୩୬୪ କରୋନା ପଜିଟିଭ୍‌ ଚିହ୍ନଟ

ମୁମ୍ବାଇ,୩।୭: ମହାରାଷ୍ଟ୍ରରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୩୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏଥିରେ ୧୯୮ଲୋକଙ୍କ ମୃତ୍ୟୁ ଘଟିଛି। ଯାହା ଗୋଟିଏ ଦିନରେ ସର୍ବାଧିକ ରହିଥିବା ବେଳେ…

ଚାଇନାକୁ ପୁଣି ଝଟ୍‌କା: ଲଦାଖ ପ୍ରସଙ୍ଗରେ ଭାରତ ସମର୍ଥନରେ ବାହାରିଲା ଏହି ଦେଶ

ଟୋକିଓ,୩।୭: ଲଦାଖ ଗଲୱାନ ଉପତ୍ୟକାରେ ସଂଘର୍ଷ ପରେ ଭାରତ ଓ ଚାଇନା ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ଏହି ବିବାଦକୁ ନେଇ ଶୁକ୍ରବାର ଜାପାନ ପ୍ରତିକ୍ରିୟା ରଖିଛି। ଲଦାଖ ପ୍ରସଙ୍ଗରେ ଜାପାନ ଭାରତକୁ ସମର୍ଥନ କରିବାକୁ ଯାଇ ଚାଇନାକୁ ବିରୋଧ…

ଡାଲି ପାଇଁ କଳି: ବିଷ ପିଇ ଜୀବନ ହାରିଲେ ବାପା, ପୁଅ

କେସିଙ୍ଗା/ଭବାନୀପାଟଣା,୩।୭ (ଡି.ଏନ.ଏ.)-କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକ୍‌ ଅଧୀନ ଦୁଟା ଗ୍ରାମରେ ଡାଲି ପାଇଁ ବାପ ପୁଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଦୀନବନ୍ଧୁ ଦାସ (୫୭) ଓ ତାଙ୍କ ପୁଅ ଜଗା ଦାସ (୨୪)। ଗୁରୁବାର ବିଳମ୍ବିତ ରାତିରେ…

ଆସାମ ବନ୍ୟାରେ ମୃତକଙ୍କ ପରିବାର ଲୋକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ମୋଦି

ଦିଶପୁର,୩।୭: ଆସାମ ବନ୍ୟାରେ ମୃତ୍ୟୁ ହୋଇଥିବା ଲୋକଙ୍କ ପରିବାରବର୍ଗ ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନ୍ୟାସନାଲ ରିଲିଫ୍‌ ଫଣ୍ଡ (ପିଏମ୍‌ଏନ୍‌ଆରଏଫ୍‌)ରୁ ମୃତକଙ୍କ ପରିବାରଙ୍କୁ ୨ଲକ୍ଷ ଟଙ୍କା ସହାୟତା ରାଶି ଯୋଗାଇ ଦେବାକୁ ମୋଦି…

କରୋନାରେ ପୁଅ ମୃତ୍ୟୁ ଖବର ଶୁଣି ବାପାଙ୍କ ଆତ୍ମହତ୍ୟା

କବିସୂର୍ଯ୍ୟନଗର,୩ା୭(ଡି.ଏନ୍‌.ଏ.)- କରୋନାରେ ଏକମାତ୍ର ପୁଅଙ୍କ ମୃତ୍ୟୁ ଖବର ଶୁଣି ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରେ। ମୃତକ ହେଲେ କବିସୂର୍ଯ୍ୟନଗର ଏନ୍‌ଏସିର ଟ୍ୟାକ୍ସ କଲେକ୍ଟ ଅଫିସର ରାଜକିଶୋର ଶତପଥୀ (୫୫)।…

ଟ୍ରେନ୍‌ ଦୁର୍ଘଟଣାରେ ଗଲା ୨୯ଜଣଙ୍କ ଜୀବନ

ଇସ୍‌ଲାମାବାଦ,୩।୭: ପାକିସ୍ତାନରେ ଶୁକ୍ରବାର ଏକ ଟ୍ରେନ୍‌ ଦୁର୍ଘଟଣାରେ ୨୯ଜଣଙ୍କ ମୃତ୍ୟୁ ହୋଇଛି। ପାକିସ୍ତାନର ପଞ୍ଜାବ ପ୍ରଦେଶର ଶେଖପୁରା ଅଞ୍ଚଳରେ ମାନବ ବିନୀନ ଫାଟକରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଭ୍ୟାନ୍‌ ସହ ଟ୍ରେନ୍‌ ମୁହାଁମୁହିଁ ଧକ୍କା ହୋଇଥିବାରୁ ଏହି ଦୁର୍ଘଟଣା ଘଟିଛି।…

ସୁନା ଚେନ୍‌ ପାଇଁ ଜୀବନ ହାରିଲେ ନାବାଳିକା

ବାରିପଦା ଅଫିସ,୩ା୭-ମା’ଙ୍କ ସହିତ ପୋଖରୀରେ ଗାଧୋଉଥିବା ବେଳେ ଜଣେ ନାବାଳିକାଙ୍କ ବେକ୍‌ରୁ ସୁନାଚେନ୍‌ ଖସିପଡ଼ିଥିଲା। ଘର ଲୋକେ କାଳେ ମାଡ଼ ଗାଳି କରିବେ ସେହି ଭୟରେ ନାବାଳିକା ଜଣଙ୍କ ଏକ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଦୁଃଖଦ ଘଟଣା…

‘୧୦ ଲକ୍ଷ ଦିଅ, ନଚେତ୍‌ ଗଁ। ଖାଲି କର’

ବାରିପଦା ଅଫିସ, ୩ା୭- ମୟୂରଭଞ୍ଜ ଜିଲା ଶୁକୃଳି ବ୍ଲକ ଅଧୀନ ବାରିଆ ଗ୍ରାମରେ ଲଗାଯାଇଥିତ୍ବା ଏକ ପୋଷ୍ଟରକୁ ଶୁକ୍ରବାର ରରୁଆଁ ପୋଲିସ ଜବତ କରିଛି। ମାଓବାଦୀ ଏହି ପୋଷ୍ଟର ଲେଖିଥିବା ସନ୍ଦେହ କରି ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ୨ ଦିନ ହେଲା…

ଭୂକମ୍ପରେ ଥରିଲା ଦିଲ୍ଲୀ-ଏନ୍‌ସିଆର

ନୂଆଦିଲ୍ଲୀ,୩।୭: ଦିଲ୍ଲୀ-ଏନ୍‌ସିଆରରେ ଶୁକ୍ରବାର ସନ୍ଧ୍ୟା ୭ଟାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୭ ରହିଛି। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ହରିଆଣାର ଗୁରୁଗ୍ରାମଠାରୁ ଦକ୍ଷିଣପଶ୍ଚିମରୁ ୬୩ କିଲୋମିଟର ଦୂରରେ ରହିଥିଲା। ଭୂକମ୍ପ ହେବା ସମୟରେ ଦିଲ୍ଲୀବାସୀ ଭୟଭୀତ…

ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ କରୋନା

ଇସ୍‌ଲାମାବାଦ,୩ା୭-ମହାମାରୀ କରୋନା ସାରାବିଶ୍ୱରେ କାୟାବିସ୍ତାର କରିଚାଲିଛି। ତେବେ ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମହମୁଦ କ୍ୟୁରେସି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। This afternoon…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri