ଚାଇନାକୁ ପୁଣି ଝଟ୍କା: ଲଦାଖ ପ୍ରସଙ୍ଗରେ ଭାରତ ସମର୍ଥନରେ ବାହାରିଲା ଏହି ଦେଶ
ଟୋକିଓ,୩।୭: ଲଦାଖ ଗଲୱାନ ଉପତ୍ୟକାରେ ସଂଘର୍ଷ ପରେ ଭାରତ ଓ ଚାଇନା ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ଏହି ବିବାଦକୁ ନେଇ ଶୁକ୍ରବାର ଜାପାନ ପ୍ରତିକ୍ରିୟା ରଖିଛି। ଲଦାଖ ପ୍ରସଙ୍ଗରେ ଜାପାନ ଭାରତକୁ ସମର୍ଥନ କରିବାକୁ ଯାଇ ଚାଇନାକୁ ବିରୋଧ…
ଡାଲି ପାଇଁ କଳି: ବିଷ ପିଇ ଜୀବନ ହାରିଲେ ବାପା, ପୁଅ
କେସିଙ୍ଗା/ଭବାନୀପାଟଣା,୩।୭ (ଡି.ଏନ.ଏ.)-କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକ୍ ଅଧୀନ ଦୁଟା ଗ୍ରାମରେ ଡାଲି ପାଇଁ ବାପ ପୁଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଦୀନବନ୍ଧୁ ଦାସ (୫୭) ଓ ତାଙ୍କ ପୁଅ ଜଗା ଦାସ (୨୪)। ଗୁରୁବାର ବିଳମ୍ବିତ ରାତିରେ…
ଆସାମ ବନ୍ୟାରେ ମୃତକଙ୍କ ପରିବାର ଲୋକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ମୋଦି
ଦିଶପୁର,୩।୭: ଆସାମ ବନ୍ୟାରେ ମୃତ୍ୟୁ ହୋଇଥିବା ଲୋକଙ୍କ ପରିବାରବର୍ଗ ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନ୍ୟାସନାଲ ରିଲିଫ୍ ଫଣ୍ଡ (ପିଏମ୍ଏନ୍ଆରଏଫ୍)ରୁ ମୃତକଙ୍କ ପରିବାରଙ୍କୁ ୨ଲକ୍ଷ ଟଙ୍କା ସହାୟତା ରାଶି ଯୋଗାଇ ଦେବାକୁ ମୋଦି…
କରୋନାରେ ପୁଅ ମୃତ୍ୟୁ ଖବର ଶୁଣି ବାପାଙ୍କ ଆତ୍ମହତ୍ୟା
କବିସୂର୍ଯ୍ୟନଗର,୩ା୭(ଡି.ଏନ୍.ଏ.)- କରୋନାରେ ଏକମାତ୍ର ପୁଅଙ୍କ ମୃତ୍ୟୁ ଖବର ଶୁଣି ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରେ। ମୃତକ ହେଲେ କବିସୂର୍ଯ୍ୟନଗର ଏନ୍ଏସିର ଟ୍ୟାକ୍ସ କଲେକ୍ଟ ଅଫିସର ରାଜକିଶୋର ଶତପଥୀ (୫୫)।…
ଟ୍ରେନ୍ ଦୁର୍ଘଟଣାରେ ଗଲା ୨୯ଜଣଙ୍କ ଜୀବନ
ଇସ୍ଲାମାବାଦ,୩।୭: ପାକିସ୍ତାନରେ ଶୁକ୍ରବାର ଏକ ଟ୍ରେନ୍ ଦୁର୍ଘଟଣାରେ ୨୯ଜଣଙ୍କ ମୃତ୍ୟୁ ହୋଇଛି। ପାକିସ୍ତାନର ପଞ୍ଜାବ ପ୍ରଦେଶର ଶେଖପୁରା ଅଞ୍ଚଳରେ ମାନବ ବିନୀନ ଫାଟକରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଭ୍ୟାନ୍ ସହ ଟ୍ରେନ୍ ମୁହାଁମୁହିଁ ଧକ୍କା ହୋଇଥିବାରୁ ଏହି ଦୁର୍ଘଟଣା ଘଟିଛି।…
ସୁନା ଚେନ୍ ପାଇଁ ଜୀବନ ହାରିଲେ ନାବାଳିକା
ବାରିପଦା ଅଫିସ,୩ା୭-ମା’ଙ୍କ ସହିତ ପୋଖରୀରେ ଗାଧୋଉଥିବା ବେଳେ ଜଣେ ନାବାଳିକାଙ୍କ ବେକ୍ରୁ ସୁନାଚେନ୍ ଖସିପଡ଼ିଥିଲା। ଘର ଲୋକେ କାଳେ ମାଡ଼ ଗାଳି କରିବେ ସେହି ଭୟରେ ନାବାଳିକା ଜଣଙ୍କ ଏକ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଦୁଃଖଦ ଘଟଣା…
‘୧୦ ଲକ୍ଷ ଦିଅ, ନଚେତ୍ ଗଁ। ଖାଲି କର’
ବାରିପଦା ଅଫିସ, ୩ା୭- ମୟୂରଭଞ୍ଜ ଜିଲା ଶୁକୃଳି ବ୍ଲକ ଅଧୀନ ବାରିଆ ଗ୍ରାମରେ ଲଗାଯାଇଥିତ୍ବା ଏକ ପୋଷ୍ଟରକୁ ଶୁକ୍ରବାର ରରୁଆଁ ପୋଲିସ ଜବତ କରିଛି। ମାଓବାଦୀ ଏହି ପୋଷ୍ଟର ଲେଖିଥିବା ସନ୍ଦେହ କରି ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ୨ ଦିନ ହେଲା…
ଭୂକମ୍ପରେ ଥରିଲା ଦିଲ୍ଲୀ-ଏନ୍ସିଆର
ନୂଆଦିଲ୍ଲୀ,୩।୭: ଦିଲ୍ଲୀ-ଏନ୍ସିଆରରେ ଶୁକ୍ରବାର ସନ୍ଧ୍ୟା ୭ଟାରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୭ ରହିଛି। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ହରିଆଣାର ଗୁରୁଗ୍ରାମଠାରୁ ଦକ୍ଷିଣପଶ୍ଚିମରୁ ୬୩ କିଲୋମିଟର ଦୂରରେ ରହିଥିଲା। ଭୂକମ୍ପ ହେବା ସମୟରେ ଦିଲ୍ଲୀବାସୀ ଭୟଭୀତ…
ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ କରୋନା
ଇସ୍ଲାମାବାଦ,୩ା୭-ମହାମାରୀ କରୋନା ସାରାବିଶ୍ୱରେ କାୟାବିସ୍ତାର କରିଚାଲିଛି। ତେବେ ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମହମୁଦ କ୍ୟୁରେସି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। This afternoon…
କାନପୁର ଏନ୍କାଉଣ୍ଟର: ଶହୀଦଙ୍କ ପରିବାରଙ୍କୁ ୧ କୋଟି ଟଙ୍କା ସହାୟତା ରାଶି ଦେବେ ଯୋଗୀ ସରକାର
ଲକ୍ଷ୍ନୌ,୩।୭: ଉତ୍ତରପ୍ରଦେଶ କାନପୁରରେ ଶୁକ୍ରବାର ସକାଳେ କୁଖ୍ୟାତ ଅପରାଧୀଙ୍କ ସହ ହୋଇଥିବା ଗୁଳିବିନିମୟରେ ୮ଜଣ ପୋଲିସ କର୍ମଚାରୀ ଶହୀଦ ହୋଇଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ଶହୀଦଙ୍କ ମଧ୍ୟରେ ଡିଏସ୍ପି ସମେତ ୮ଜଣ ପୋଲିସ କର୍ମଚାରୀ ରହିଛନ୍ତି। ତେବେ ଏନ୍କାଉଣ୍ଟରରେ…
ଘୁଞ୍ଚିଲା ଜେଇଇ, ନିଟ୍ ପରୀକ୍ଷା
ନୂଆଦିଲ୍ଲୀ ୩।୭- ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ଉନ୍ନତମାନର ଶିକ୍ଷା ପାଇଁ କେନ୍ଦ୍ର ସରକାର ଜେଇଇ ଓ ନିଟ୍ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି। Keeping in mind the safety of students and to ensure quality education we have…
ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ବିଏମ୍ସି
ଭୁବନେଶ୍ୱର,୩।୭(ବ୍ୟୁରୋ)-ଗୋଟିଏ ପରିବାରର ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଶୁକ୍ରବାର ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ସେହିପରି ସୁବାସ ନଗରରୁ କଣ୍ଟେନମେଣ୍ଟ ଉଚ୍ଛେଦ କରାଯାଇଛି।
Archives


