ପୁଣି ଟିଭିରେ ନଜର ଆସିବେ ସୁଶାନ୍ତ-ଅଙ୍କିତା ଯୋଡି
ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନି। ତାଙ୍କ ହଠାତ୍ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରି ନାହାନ୍ତି ପରିବାର ଏବଂ ତାଙ୍କ ପ୍ରଶଂସକ। ସେ କାହିଁକି ଏତେ ବଡ ଚରମ ନିଷ୍ପତ୍ତି ନେଇଥିଲେ ତାହା ଏବେ…
ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ: ୭ ଦିନ ଖମାରି ଗାଁ ଶଟ୍ଡାଉନ୍
ଦିଗପହଣ୍ଡି,୨ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁରେ ୪ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଗୋଷ୍ଠୀ ସଂକ୍ରମଣ ଭୟରେ ଗୁରୁବାର ସ୍ଥାନୀୟ ସରପଞ୍ଚ ସନ୍ତୋଷ କୁମାର ପାତ୍ର ଜିଲାପାଳ କ୍ଷମତା ପ୍ରୟୋଗ କରିଛନ୍ତି। ସମ୍ପୂର୍ଣ୍ଣ ଗାଁକୁ ସେ ୭…
ଶିବଙ୍କ ରାଜ୍ୟରେ ସିନ୍ଧିଆ ସରକାର: ନୂଆ ଟିମ୍ରେ ସିନ୍ଧିଆ ଗୋଷ୍ଠୀର ୯ ମନ୍ତ୍ରୀ
ଭୋପାଳ, ୨।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ହୋଇଛି। ୨୮ ଜଣ ନୂଆମନ୍ତ୍ରୀଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇଛି। ସେମାନଙ୍କ ମଧ୍ୟରେ ୭ ଜଣ ଶିବରାଜଙ୍କ ଅନୁଗତ ରହିଥିବାବେଳେ ଜ୍ୟୋତିରାଦିତ୍ୟ ସିନ୍ଧିଆ ଗୋଷ୍ଠୀର ୯ ଜଣ ରହିଛନ୍ତି। ନୂଆ…
ସୁଶାନ୍ତ ସିଂହଙ୍କ ଆତ୍ମହତ୍ୟା ଘଟଣାରେ ଫିଲ୍ମ ନିର୍ଦ୍ଦେଶକଙ୍କୁ ସମନ ଜାରି କଲା ବାନ୍ଦ୍ରା ପୋଲିସ
ମୁମ୍ବାଇ,୨।୭: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୧୯ ଦିନ ବିତିଯାଇଥିଲେ ମଧ୍ୟ ତାଙ୍କ ପରିବାର ଲୋକେ, ସମ୍ପର୍କୀୟ ଓ ପ୍ରଶଂସକ ଏହାକୁ ଗ୍ରହଣ କରିପାରୁ ନାହାନ୍ତି। ତାଙ୍କ ଆତ୍ମହତ୍ୟା ପଛରେ କ’ଣ ରହସ୍ୟ ରହିଛି ସେନେଇ ଜାଣିବାକୁ ସମସ୍ତେ…
ମାଗଣା ଚାଉଳ-ଗହମ ରାଜନୀତି: ବିହାରରେ ୫ ମାସରେ ସାଢ଼େ ୮କୋଟି ଗରିବ ହେବେ ଉପକୃତ
ପାଟନା, ୨।୭: ଅକ୍ଟୋବର-ନଭେମ୍ବରରେ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏବେ ରାଜ୍ୟରେ ଏନଡିଏ ମେଣ୍ଟ କ୍ଷମତାରରେ ରହିଛି। କେନ୍ଦ୍ର ସରକାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ରାଜ୍ୟରେ ନିର୍ବାଚନ ଲଢ଼ିବାରେ ଯୋଜନା କରିଛି। ତେବେ ଆସନ ଭାଗବଣ୍ଟା ନେଇ ଭାଜପା…
ବରମୁଣ୍ଡା ରୁଚିକା ନର୍ସିଂହୋମ୍ ସିଲ୍ କଲା ବିଏମ୍ସି
ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀରେ ଥିବା ଏକ ନର୍ସିଂହୋମ୍କୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଗୁରୁବାର ସିଲ୍ କରିଛି। ବରମୁଣ୍ଡା ଅଞ୍ଚଳରେ ଥିବା ରୁଚିକା ନର୍ସିଂହୋମ୍କୁ ସିଲ୍ କରାଯାଇଛି। ହସ୍ପିଟାଲରେ କରୋନା କଟକଣା ଠିକ୍ ଭାବେ ପାଳନ ନ ହେବା ନେଇ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ଶିଳରେ ଛେଚି ଚାଷୀଙ୍କୁ ହତ୍ୟାକଲେ ଦୁର୍ବୃତ୍ତ
ନୟାଗଡ଼ ଅଫିସ,୨ା୭: ନୟାଗଡ଼ ଟାଉନ ଥାନା ଡିଆଁପଡ଼ା ଗାଁର ଜଣେ ଚାଷୀଙ୍କୁ କେହି ଦୁର୍ବୃତ୍ତ ଶିଳରେ ଛେଚି ବୁଧବାର ରାତିରେ ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ପ୍ରହଲାଦ ଜେନା(୬୫)। ପ୍ରହଲ୍ଲାଦ ତାଙ୍କ ଜମିରେ ଥିବା କୁଡ଼ିଆରେ ଫସଲ ଜଗି ବୁଧବାର…
ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଗୋଆ: କିନ୍ତୁ ପାଳନ କରିବାକୁ ପଡ଼ିବ ଏହିସବୁ ନିୟମ
ପଣଜି,୨।୭: ଦେଶର ସବୁଠାରୁ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ଗୋଆ ହେଉଛି ଅନ୍ୟତମ। ଏଠାକୁ ଦେଶ ଓ ରାଜ୍ୟ ବାହାରୁ ଲୋକଙ୍କ ସୂଅ ଛଟିଥାଏ। କିନ୍ତୁ କରୋନା ମହାମାରୀ ସଙ୍କଟ ଯୋଗୁ ମାର୍ଚ୍ଚ ପରଠାରୁ ପର୍ଯ୍ୟଟଙ୍କ ଲାଗି ଗୋଆ ବାରଣ କରାଯାଇଥିଲା। ହେଲେ…
କୋରାପୁଟ ଜିଲା କୃଷି ଅଧିକାରୀଙ୍କ ଗାଡ଼ିରୁ ମିଳିଲା ୧୧ ଲକ୍ଷ ଟଙ୍କା
ଜୟପୁର, ୨।୭(ଡି.ଏନ୍.ଏ./ନି.ପ୍ର.)- କୋରାପୁଟ ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କ ଗାଡ଼ିରୁ ଗୁରୁବାର ୧୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଛି। ଏହାପରେ ଜୟପୁର ଭିଜିଲାନ୍ସ ଟିମ୍ ତାଙ୍କୁ ଏସ୍ପି କାର୍ଯ୍ୟଳୟଠାରେ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। ସୂଚନାନୁଯାୟୀ,…
ଶନିବାର, ରବିବାର ବରଗଡ଼ ସହରାଞ୍ଚଳ ହେବ ଶଟ୍ଡାଉନ୍
ବରଗଡ଼ ଅଫିସ,୨ା୭ : ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ି ୧୧୦ରେ ପହଞ୍ଚିଛି । ସେଥିମଧ୍ୟରୁ ୫୬ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ୫୩ଜଣ ଚିକିତ୍ସାଧୀନ ଅଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି। ଏଭଳି ସଂକ୍ରମଣ ବୃଦ୍ଧି…
ପିନ୍ଧିଥିବା ଡ୍ରେସ୍ଠାରୁ ମହଙ୍ଗା ଚପଲକୁ ହାତରେ ଧରି ଯାଉଥିବା ନଜର ଆସିଥିଲେ ଏହି ଅଭିନେତାଙ୍କ ସ୍ତ୍ରୀ
ବଲିଉଡ୍ ଅଭିନେତା ଶାହିଦ୍ କପୁରଙ୍କ ସ୍ତ୍ରୀ ମୀରା ରାଜପୁତ ନିଜ ଷ୍ଟାଇଲିସ୍ ଅନ୍ଦାଜ୍କୁ ନେଇ ବେଶ୍ ଚର୍ଚ୍ଚାରେ ଥାନ୍ତି। ନିଜ ଫ୍ୟାଶ୍ନକୁ ନେଇ ମଧ୍ୟ ଲୋକଙ୍କ ହୃଦୟ ଜିତିଛନ୍ତି ମୀରା। ବେଳେବେଳେ ନିଜ ଫ୍ୟାଶନକୁ ନେଇ ମଧ୍ୟ ସେ ଟ୍ରୋଲ ହୋଇଥାନ୍ତି।…
୨୩ ବର୍ଷ ତଳେ ପ୍ରିୟଙ୍କା ଗାନ୍ଧୀଙ୍କୁ ମିଳିଥିଲା ଏହି ଘର, ପ୍ରତିମାସରେ ଭଡ଼ା ଦେବାକୁ ପଡ଼େ…
ନୂଆଦିଲ୍ଲୀ,୨ା୭: କଂଗ୍ରେସର ରାଷ୍ଟ୍ରୀୟ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଲୋଧି ଏଷ୍ଟେଟ୍ସ୍ଥିତ ସରକାରୀ ବଙ୍ଗଳାରେ ରହୁଥିଲେ। ତେବେ ଜାଣନ୍ତି ପ୍ରିୟଙ୍କାଙ୍କୁ ଏହି ଘର ଭଡ଼ା ପାଇଁ ପ୍ରତିମାସରେ କେତେ ଦେବାକୁ ପଡ଼ିଥାଏ। ସୂଚନା ଅନୁଯାୟୀ, ପ୍ରିୟଙ୍କାଙ୍କୁ ୨୧ ଫେବୃୟାରୀ ୧୯୯୭ ଅର୍ଥାତ…
Archives


