Home

ଅଭିନେତା ବିଜୟ ମହାନ୍ତି ଗୁରୁତର: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ବରିଷ୍ଠ ଓଲିଉଡ୍‌ ଅଭିନେତା ବିଜୟ ମହାନ୍ତି ଅସୁସ୍ଥ ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହୃଦ୍‌ଘାତ ଯୋଗୁ ମେଡିକାଲରେ ଚିକିତ୍ସାଧିନ ଥିବା ଜଣାପଡ଼ିଛି। ସ୍ବାସ୍ଥାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି।

ସୀମାରେ ବଳ ବଢ଼ାଉଛି ଚାଇନା

ନୂଆଦିଲ୍ଲୀ,୨୭ା୫ : ସାରା ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣର କାରଣ ସାଜିଥିବା ଚାଇନାକୁ ଅନ୍ତର୍ଜାତୀୟ ସମୁଦାୟ କାଠଗଡ଼ାରେ ଛିଡ଼ା କରାଇଥିବାବେଳେ ନିଜ ପାପରୁ ଧ୍ୟାନ ହଟାଇବା ପାଇଁ ଚାଲ୍‌ କରିଛି ବେଜିଂ। ଲଦାଖ ନିକଟରେ ଭାରତୀୟ ଯବାନଙ୍କ ସହ ପିପୁଲ୍ସ ଲିବରେଶନ…

ପଙ୍ଗପାଳ ମାଡ଼ିଆସିଲେଣି

ନୂଆଦିଲ୍ଲୀ,୨୭ା୫: ଭାରତୀୟମାନେ କରୋନା ଭୂତାଣୁ ସହ ଲଢ଼େଇ କରୁଥିବାବେଳେ ବିଦେଶରୁ ମାଡ଼ିଆସିଛି ଆଉ ଏକ ବିପଜ୍ଜନକ କୀଟ। ଆଫ୍ରିକୀୟ ଦେଶଗୁଡ଼ିକରୁ ପାକିସ୍ତାନ ପଟୁ ଆସିଥିବା ବହୁ ପଙ୍ଗପାଳ ଦଳ ରାଜସ୍ଥାନ, ମଧ୍ୟପ୍ରଦେଶ, ଗୁଜରାଟ, ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ ଓ ମହାରାଷ୍ଟ୍ର ଆଦି…

ଏହି ୪ଟି ଅନ୍ଧବିଶ୍ୱାସକୁ ଭରସା କରନ୍ତି ହିଟ୍‌ମ୍ୟାନ୍‌ ରୋହିତ ଶର୍ମା

ଭାରତୀୟ କ୍ରିକେଟର ହିଟ୍‌ମ୍ୟାନ୍‌ ରୋହିତ ଶର୍ମା ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ରୋହିତ ପଡିଆକୁ ଆସିବା ପୂର୍ବରୁ ଏବଂ ପରେ ୪ଟି ଅନ୍ଧବିଶ୍ୱାସକୁ ଭରସା କରନ୍ତି। ଏହି ଅନ୍ଧବିଶ୍ୱାସ ପାଳନ କଲେ ସେ ଭଲ ଖେଳି ପାରିବେ ବୋଲି…

ସନ୍ଥ କବିଙ୍କ ସଂପର୍କରେ ଆପତ୍ତିଜନକ ମନ୍ତବ୍ୟ : ପ୍ରତିବାଦରେ କୌପିନଧାରୀଙ୍କ ଦାବିପତ୍ର

କେନ୍ଦୁଝର, ୨୬ା୫ (ସ୍ବ.ପ୍ର./ଡି.ଏନ.ଏ.) -‘ପ୍ରାଣୀଙ୍କ ଆରତ ଦୁଃଖ ଅପ୍ରମିତ ଦେଖୁ ଦେଖୁ କେବା ସହୁ’। ‘ମୋ ଜୀବନ ପଛେ ନର୍କ ପଡିଥାଉ ଜଗତ ଉଦ୍ଧାର ହେଉ।’ ସନ୍ଥକବି ଭୀମଭୋଇଙ୍କ ଏହି ଆଲେଖ ଭାରତ ପାର୍ଲିଆମେଣ୍ଟ ଭବନ ତଥା ମିଳିତ ଜାତିସଂଘରେ ସ୍ଥାନିତ…

ଏହି ୩ ଭାରତୀୟ ଖେଳାଳିଙ୍କୁ ଏକଦିବସୀୟ କ୍ରିକେଟରେ ବ୍ୟାଟିଂ କରିବାର ମିଳିନି ସୁଯୋଗ

ଏକଦିବସୀୟ କ୍ରିକେଟରେ ଅନେକ ରେକର୍ଡ ରହିଛି। କିଛି ଖେଳାଳିଙ୍କ ନାଁରେ ଏମିତି କିଛି ରେକର୍ଡ ରହିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ। ଭାରତୀୟ କ୍ରିକେଟରେ ୩ ଜଣ ଏଭରି ଖେଳାଳି ଅଛନ୍ତି ଯେଉଁମାନେ ଏକଦିବସୀୟ କ୍ରିକେଟ ଖେଲିଥିଲେ ମଧ୍ୟ ତାଙ୍କୁ ବ୍ୟାଟିଂ କରିବାର…

ଧାନ ବିକି ଚାଷୀ ହତାଶ: ପ୍ରତିବାଦରେ ବ୍ଲକ ସମ୍ମୁଖରେ ଅନଶନ

କେନ୍ଦୁଝର, ୨୬ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାର ସାହାରପଡା ଲ୍ୟାମ୍ପସରେ ଧାନ ବିକି ସହାୟକ ମୂଲ୍ୟ ପାଇ ନଥିବା ୬୦ରୁ ଊର୍ଦ୍ଧ୍ୱ ଚାଷୀ ମୁଣ୍ଡରେ ହାତ ଦେଇ ବସିଥିବାବେଳେ ପ୍ରତିବାଦରେ ମଙ୍ଗଳବାର ବ୍ଲକ ସମ୍ମୁଖରେ ଅନଶନ କରିଛନ୍ତି। ସାଂପ୍ରତିକ ସମୟରେ ଜୀବନ-ଜୀବିକାକୁ ନେଇ ମଣିଷ ବଞ୍ଚିବାର…

୪ ଟ୍ରେନରୁ ଓହ୍ଲାଇଲେ ପ୍ରବାସୀ

ଭଦ୍ରକ ଅଫିସ,୨୬ା୫- ଭଦ୍ରକ ଷ୍ଟେଶନରେ ସୋମବାର ୩ଟି ଟ୍ରେନରେ ପ୍ରବାସୀ ଓଡ଼ିଆ ଓହ୍ଲାଇଛନ୍ତି। ସୋମବାର ଅପରାହ୍ନରେ ହାଇଦ୍ରାବାଦରୁ ଏକ ଟ୍ରେନ ଆସି ଭଦ୍ରକରେ ପହଞ୍ଚିଥିଲା। ସେଥିରେ ୧୫୪୧ଜଣ ପ୍ରବାସୀ ଓଡ଼ିଆ ଥିଲେ। ଭଦ୍ରକ ଜିଲା ବ୍ୟତୀତ ଆଉ ୧୬ଟି ଜିଲାର ପ୍ରବାସୀ…

ବ୍ୟାଙ୍କରେ ଅବ୍ୟବସ୍ଥା: ଖରାରେ ଗ୍ରାହକଙ୍କ ଲମ୍ବା ଲାଇନ୍‌

ଚମ୍ପୁଆ,୨୬ା୫(ଡି.ଏନ.ଏ)- ଚମ୍ପୁଆ ଅଞ୍ଚଳରେ ଗ୍ରାହକମାନଙ୍କୁ ସେବା ଯୋଗାଉଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ନାନା ସମସ୍ୟା ଦେଖାଦେଇଛି। ଘଣ୍ଟା ଘଣ୍ଟା ଧରି ଗ୍ରାହକମାନେ ଖରାରେ ଠିଆ ହେଉଥିଲେ ବି କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଉ ନଥିବା ସେମାନେ ଅଭିଯୋଗ କରିଛନ୍ତି। କରୋନା ମହାମାରୀ…

ସଙ୍ଗରୋଧ କେନ୍ଦ୍ରରେ ଶିକ୍ଷକଙ୍କୁ ମାଡ଼ ଘଟଣା : କାର୍ଯ୍ୟାନୁଷ୍ଠାନ ଦାବି କଲା ଓଷ୍ଟା

ବାଲେଶ୍ୱର ଅଫିସ, ୨୬।୫-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ଥିବା ତୋଟାପଡ଼ା ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକ ଲକ୍ଷ୍ମୀଧର ପରିଡ଼ାଙ୍କୁ ଗତ ୨୪ ତାରିଖରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ସେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ଏହି ଖବର ପ୍ରଚାରିତ…

‘ପଥ ବିକ୍ରେତାଙ୍କୁ ଦିଆଯାଉ ସହାୟତା’

ବାଲେଶ୍ୱର ଅଫିସ, ୨୬।୫-ବାଲେଶ୍ୱର ଷ୍ଟେଶନ ଛକଠାରେ ନ୍ୟାଶନାଲ ହକର ଫେଡ଼େରେଶନ ସଂଯୁକ୍ତ ଓଡ଼ିଶା ପଥ ବିକ୍ରେତା ସଂଘ ପକ୍ଷରୁ ମଙ୍ଗଳବାର ଆନ୍ତର୍ଜାତିକ ପଥ ବିକ୍ରେତା ଦିବସ ପାଳିତ ହୋଇଛି। ସଂଘର ରାଜ୍ୟ ସଭାପତି ତଥା ଫେଡ଼େରେଶନର ଅତିରିକ୍ତ ସାଧାରଣ ସମ୍ପାଦକ ଜୟନ୍ତ…

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ

ସଜନାଗଡ଼,୨୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଯୁବତୀଙ୍କୁ ଗାଧୁଆ ଘରେ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ରତ୍ନାକର ଜେନା ନାମକ ଯୁବକଙ୍କୁ ପୋାଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri