Home

ନିର୍ବାଚନ ପରିଚାଳକରୁ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୧ା୯: ପାଞ୍ଚ ଦଶନ୍ଧି ଧରି ପ୍ରଣବ ମୁଖାର୍ଜୀ ରାଜନୀତିରେ ସକ୍ରିୟ ରହିବା ସହ ଜଣେ ନିର୍ବାଚନ ପରିଚାଳକଠାରୁ ଆରମ୍ଭ କରି ଦେଶର ୧୩ତମ ରାଷ୍ଟ୍ରପତି ହେବାରେ ସଫଳ ହୋଇଥିଲେ। ପଶ୍ଚିମବଙ୍ଗର ମିରାଟିରେ ୧୯୩୫ରେ ଜନ୍ମଗ୍ରହଣ କରିଥିବା ମୁଖାର୍ଜୀ କାଲ୍‌କାଟା ବିଶ୍ୱବିଦ୍ୟାଳୟରେ…

ପ୍ରଣବଙ୍କୁ ପ୍ରଣାମ

ଭାରତରତ୍ନ ପ୍ରଣବ ମୁଖାର୍ଜୀ ଥିଲେ ରାଷ୍ଟ୍ରନୀତିଜ୍ଞ। ଭାରତୀୟ ଜାତୀୟ କଂଗ୍ରେସର ତୁଙ୍ଗ ନେତା ଭାବେ ସେ ଥିଲେ ଜଣାଶୁଣା। ବିଭିନ୍ନ ସରକାରରେ ଭିନ୍ନ ଭିନ୍ନ ମନ୍ତ୍ରୀ ହେବା ସହ ଭାରତର ରାଷ୍ଟ୍ରପତି ହେବାର ସୌଭାଗ୍ୟ ସେ ଅର୍ଜନ କରିଥିଲେ। ଜଣେ ଲେଖକ,…

ମଉଳୁଛି କୁମ୍ଭକାରଙ୍କ ଆଶା

ବଅଁରପାଳ,୧ା୯(ଡି.ଏନ.ଏ.) – ଖରା ହେଉ କି ବର୍ଷା, ସର୍ବଦା ଚଳଚଞ୍ଚଳ ଥାଏ କୁମ୍ଭାରଶାଳ। ବର୍ଷକ ବାର ମାସ ମାଟି ସାମଗ୍ରୀ ବିକି ଭଲ ଆୟ କରନ୍ତି କୁମ୍ଭକାରମାନେ। ବିଶେଷକରି ଭାଦ୍ରବ ମାସରୁ ଆରମ୍ଭ ହେଉଥିବା ପୂଜା ଋତୁରେ ବିଭିନ୍ନ ଦେବଦେବୀଙ୍କ ମୂର୍ତ୍ତି…

ଆଶାକର୍ମୀଙ୍କ ବେଆଇନ ନିଯୁକ୍ତିକୁ ନେଇ ଦାବିପତ୍ର

ମୁରିବାହାଲ, ୧ା୯(ଡି.ଏନ୍‌.ଏ.) ବଲାଙ୍ଗୀର ଜିଲା ଜିଲା ଆଦିବାସୀ କଲ୍ୟାଣ ସଂଘ ମୁରିବାହାଲ ଶାଖା ଓ ଯୁବ କନ୍ଧ ସମାଜ ପକ୍ଷରୁ ବେଆଇନ ଆଶାକର୍ମୀ ନିଯୁକ୍ତି ପ୍ରସଙ୍ଗରେ ସୋମବାର ମୁରିବାହାଲ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଦାବିପତ୍ର ଦିଆଯାଇଛି। ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର ନଥିଲେ…

କ୍ରିକେଟ୍‌ ଗ୍ରାଉଣ୍ଡରୁ ମ୍ୟୁଜିକ ଷ୍ଟୁଡିଓ : ଦୁଇ ଓପନର: ଏବେ କମ୍ପୋଜର, ସିଙ୍ଗର୍‌

ଲିଟିଲ ମାଷ୍ଟର ସଚିନ ତେନ୍ଦୁଲକରଙ୍କ ‘କ୍ରିକେଟ ୱାଲି ବିଟ୍‌’ ହେଉ କି ଅଲରାଉଣ୍ଡର ସୁରେଶ ରାଇନାଙ୍କ ‘ବିଟିୟା ରାନୀ କିମ୍ବା ଅଷ୍ଟ୍ରେଲୀୟ ପେସ୍‌ ତାରକା ବ୍ରେଟ୍‌ ଲୀଙ୍କ ‘ଉମି’ ଗୀତ, ଏହି କ୍ରିକେଟ ତାରକାମାନେ ଗୀତ ଗାଇ କଳାଜଗତରେ ଏକ ସ୍ବତନ୍ତ୍ର…

ସଙ୍କଟରେ ରାଇନାଙ୍କ ସିଏସ୍‌କେ କ୍ୟାରିୟର

ଦୁବାଇ, ୧ା୯: ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ହେବାକୁ ଯାଉଛି। ବିଭିନ୍ନ ଦଳର ଖେଳାଳିମାନେ ସେଠାରେ ପହଞ୍ଚତ୍ବା ପରେ କରୋନା କଟକଣା ଜନିତ କ୍ୱାରାଣ୍ଟାଇନ୍‌ ଅବଧି ଶେଷ କରି ଅଭ୍ୟାସ ଆରମ୍ଭ କରିଛନ୍ତି।…

୩୦ ତାରିଖ ମଧ୍ୟରେ ୟୁଜି, ପିଜି ଶେଷବର୍ଷ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର,୩୧।୮(ବ୍ୟୁରୋ) – ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ମାର୍ଗଦର୍ଶିକା ଅନୁସାରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟର ଅଣ୍ଡର ଗ୍ରାଜୁଏଟ୍‌(ୟୁଜି) ଏବଂ ପୋଷ୍ଟ ଗ୍ରାଜୁଏଟ୍‌(ପିଜି) ଶେଷବର୍ଷ ସେମିଷ୍ଟର ପରୀକ୍ଷା ସେପ୍ଟେମ୍ବର ୩୦ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଅକ୍ଟୋବର ୩୧…

ସନ୍ନିଙ୍କ ପରେ କଲେଜ ମେରିଟ ଲିଷ୍ଟରେ ନେହା କକ୍କରଙ୍କ ନାମ

ନୂଆଦିଲ୍ଲୀ, ୩୧।୮-ପଶ୍ଚିମବଙ୍ଗର ଏକ କଲେଜର ମେରିଟ ତାଲିକାରେ ଗତକାଲି ଅଭିନେତ୍ରୀ ସନ୍ନି ଲିଓନିଙ୍କ ନାମ ଆସିଥିଲା। ବର୍ତ୍ତମାନ ଏହି ତାଲିକାରେ ବଲିଉଡ ଗାୟିକା ନେହା କକ୍କରଙ୍କ ନାମ ମଧ୍ୟ ଯୋଡି ହୋଇଯାଇଛି। ପଶ୍ଚିମବଙ୍ଗର ମାଲଦା ଜିଲାର ଏକ କଲେଜର ପ୍ରବେଶିକା ପରୀକ୍ଷାର…

ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ପଡିବ ତାଲା

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ସେପ୍ଟେମ୍ବର ପାଇଁ ଗାଇଡଲାଇନ ଜାରି କରାଯାଇଛି। ଏହି ଗାଇଡଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନରେ ସେପ୍ଟେମ୍ବର ୩୦ ଯାଏ ଲକ ଡାଉନ ଜାରି ରହିବ। ତେବେ ରାଜ୍ୟରେ ଲାଗୁ ହେଉଥିବା ରାତ୍ରିକାଳୀନ କର୍ଫ୍ୟୁ ଏବଂ ସପ୍ତାହାନ୍ତ ଶଟଡାଉନ…

୧୧ ତାରିଖକୁ ବଢିଲା ଯୁକ୍ତ ୨ ନାମଲେଖା ଆବେଦନ ଅବଧି

ଭୁବନେଶ୍ୱର, ୩୧।୮(ବ୍ୟୁରୋ)- ଯୁକ୍ତ୨ ନାମଲେଖା ପାଇଁ ଆବେଦନ କରିବାର ଅବଧି ବୃଦ୍ଧି କରାଯାଇଛି। ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିଥିବାରୁ ଆବେଦନର ଅବଧିକୁ ରାଜ୍ୟ ସରକାର ଘୁଞ୍ଚାଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ଆବେଦନ କରାଯାଇପାରିବ ବୋଲି କୁହାଯାଇଥିଲା। ଏବେ ଆଉ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪,୦୫୩ ଆକ୍ରାନ୍ତ: ରାୟଗଡାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୬୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୮, ଖୋର୍ଦ୍ଧାରୁ ୩୭୦, ଯାଜପୁରରୁ ୩୩୯, ଗଞ୍ଜାମରୁ ୨୩୩, ସୁନ୍ଦରଗଡରୁ ୨୧୭, କୋରାପୁଟରୁ ୧୭୫, ଭଦ୍ରକରୁ ୧୭୨,…

ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ନବୀନ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହାପରେ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ବନ୍ୟା ଯୋଗୁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ ଆଶ୍ରୟସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?