Home

୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୨।୭ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବାରୁ ଓ ବର୍ତ୍ତମାନର ସ୍ଥିତିକୁ ନଜରରେ ରଖି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ବନ୍ଦ ରଖାଯାଇଛି। ଏ ସମ୍ପର୍କରେ ବୁଧବାର ସୂଚନା ଦିଆଇଛି। ଏଥିସହ ମହିଳା ଓ ଶିଶୁ…

ଭିସୁଟ୍‌ର ୭୦ ଜଣଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ଗଲା

ସମ୍ବଲପୁର,୨।୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ର ଜଣେ ଅଧ୍ୟାପିକା କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିବା ପରେ ମଙ୍ଗଳବାର ତାଙ୍କୁ ତାଳଚେର କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ତାଙ୍କୁ କଟକର ଏକ ଘରୋଇ ନର୍ସିଂହୋମକୁ ସ୍ଥାନାନ୍ତରିତ…

ଶିଳ୍ପାଞ୍ଚଳରେ ୬୪% କମ୍‌ ବର୍ଷା

ଯାଜପୁର ଅଫିସ୍‌, ୨।୭: ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳରେ ଚଳିତ ବର୍ଷ ଜୁନରେ ସ୍ବାଭାବିକ ବର୍ଷାଠାରୁ ୬୪ ପ୍ରତିଶତ କମ ବର୍ଷା ହୋଇଛି। ଏହାସହ ସାରା ଜିଲାରେ ମଧ୍ୟ ୨୮ ପ୍ରତିଶତ କମ୍‌ ବର୍ଷା ରେକର୍ଡ କରାଯାଇଛି। ଓଡ଼ିଶା ରେନଫଲ ମନିଟରିଂ…

ଉତ୍ତପ୍ତ ହେଉଛି ସମୁଦ୍ର

ଭୁବନେଶ୍ୱର,୨।୭(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଚିନ୍ତାର କାରଣ ପାଲଟିଲାଣି। ଗ୍ରୀନ୍‌ ହାଉସ୍‌ ଗ୍ୟାସ ବୃଦ୍ଧି ଯୋଗୁ କେବଳ ବାୟୁମଣ୍ଡଳର ତାପମାତ୍ରା ବୃଦ୍ଧି ହେଉ ନାହିଁ ଏହା ଦୁଇ ତୃତୀୟାଂଶ ଜଳ ଭାଗକୁ ମଧ୍ୟ ଗଭୀର ଭାବେ ପ୍ରଭାବିତ କରୁଛି। ପରିବେଶକୁ ଉତ୍ତପ୍ତ କଲାଭଳି…

ଏଟିଏମ୍‌ ଉଠାଣରେ କୋହଳ ବ୍ୟବସ୍ଥା ଉଠିଲା

ନୂଆଦିଲ୍ଲୀ,୨।୭: କରୋନା କଟକଣା ପାଇଁ ଏଟିଏମ୍‌ରେ ନିର୍ଦ୍ଧାରିତ ଥରରୁ ଅଧିକ ଥର ଉଠାଣ ଉପରେ କୌଣସି ନେଣଦେଣ ଚାର୍ଜ ଲାଗୁ ହେଉ ନ ଥିଲା। ସରକାର ଏଟିଏମ୍‌ ଉଠାଣ ଉପରେ କେତେକ କୋହଳ ବ୍ୟବସ୍ଥା କରିଥିଲେ। ସେହିଭଳି ବ୍ୟାଙ୍କ ଖାତାରେ ନୂ୍ୟନତମ…

ସିଲିଣ୍ଡର ପିଛା ୧ ଟଙ୍କା ବଢ଼ିଲା ଏଲ୍‌ପିଜି

ଭୁବନେଶ୍ୱର,୨।୭(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ବର୍ତ୍ତମାନ ଲୋକମାନେ ବିଭିନ୍ନ ସମସ୍ୟାର ସାମ୍ନା କରୁଛନ୍ତି। ଏହି ସମୟରେ ଲଗାତର ଦରଦାମ ବୃଦ୍ଧି ଖାଉଟିଙ୍କୁ ଚିନ୍ତାରେ ପକାଇଛି। ଗତ ୩ ସପ୍ତାହ ଧରି ପେଟ୍ରୋଲ, ଡିଜେଲ ଦର ବଢିବା ପରେ ୨ ଦିନ ହେବ…

ମୁଣ୍ଡବିନ୍ଧାର କାରଣ, ନିରାକରଣ ସମ୍ପର୍କରେ ଜାଣନ୍ତୁ…

ଆଜିକାଲି ମୁଣ୍ଡବିନ୍ଧା ମୁଖ୍ୟ ସମସ୍ୟା ପାଲଟିଛି। ଏପରିକି ଅଧିକାଂଶ ଲୋକଙ୍କର ସପ୍ତାହକୁ ୨-୩ ଥର ମୁଣ୍ଡବିନ୍ଧା ହୋଇଥାଏ। ଏହାର ଅନେକ କାରଣ ମଧ୍ୟ ରହିଛି। ମାନସିକ ଚିନ୍ତା, ଅନିଦ୍ରା, ଅଧିକ ସମୟ ଫୋନ୍‌ରେ କଥା ହେବା, ଆବଶ୍ୟକତାଠାରୁ ଅଧିକ ଭାବିବା, ଥକ୍କାପଣ…

ସୁବାସ ନଗର ବସ୍ତିରୁ ହଟିଲା ଆବଦ୍ଧାଞ୍ଚଳ କଟକଣା

ଭୁବନେଶ୍ୱର,୧।୭(ବ୍ୟୁରୋ)-୧୨ ଦିନ ପରେ ଡୁମୁଡୁମା ସୁବାସ ନଗର ବସ୍ତିରୁୁ କଣ୍ଟେନମେଣ୍ଟ (ଆବଦ୍ଧାଞ୍ଚଳ) କଟକଣା ହଟିଛି। ଉକ୍ତ ବସ୍ତିରୁ ଏକାଧିକ ସ୍ଥାନୀୟ କରୋନା ସଂକ୍ରମିତ ଚିହ୍ନଟ ହେବାରୁ ଗତ ୨୦ରେ ବସ୍ତିର ୩୧୭ଘର ସିଲ୍‌ କରି ଦିଆଯାଇଥିଲା। ବିଏମ୍‌ସି ଏହାର ପ୍ରମୁଖ ପ୍ରବେଶ…

ଲୋକଙ୍କ ଜୀବନ ସୁରକ୍ଷା ପାଇଁ କାମ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭(ବ୍ୟୁରୋ)-ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ମହାମାରୀ ମୁକାବିଲା ପାଇଁ ବିଜେଡି ବିଧାୟକମାନଙ୍କୁ ୮ ସୂତ୍ରୀ କୋଭିଡ୍‌ ମୁକାବିଲା ମନ୍ତ୍ର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ ବିଧାୟକମାନଙ୍କୁ କହିଛନ୍ତି ଯେ, ବର୍ତ୍ତମାନ ମାନବଜାତି ଏକ ଅଭୂତପୂର୍ବ ସଙ୍କଟ…

ବାହାର ଦେଶକୁ କରୁଥିଲେ ବଜ୍ରକାପ୍ତା ଚୋରାଚାଲାଣ: ବନ୍ଧା ହେଲେ ପ୍ରଧାନଶିକ୍ଷକ

ଖୁଣ୍ଟୁଣୀ,୧ା୭(ଡି.ଏନ୍‌.ଏ)-ଆଠଗଡ଼ ବନଖଣ୍ଡରେ ବଜ୍ରକାପ୍ତା ଚୋରାଚାଲାଣ ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଖୁଣ୍ଟୁଣୀ ବନାଞ୍ଚଳ ପକ୍ଷରୁ ଗିରଫ କରାଯାଇ ବୁଧବାର କୋର୍ଟଚାଲାଣ କରାଯାଇଛି। ସେ ହେଲେ ବଡ଼ମ୍ବା ଥାନା ଗୋପପୁରର ଶ୍ୟାମସୁନ୍ଦର ବେହେରା। ସେ ଚୌଦ୍ୱାର ଥାନା ଅନ୍ତର୍ଗତ କୟଳପଡ଼ା ୟୁପି ସ୍କୁଲରେ ପ୍ରଧାନଶିକ୍ଷକ…

ରାଜ୍ୟରେ ପୁଣି ବଢିଲା ବସ୍‌ ଭଡ଼ା: କିଲୋମିଟର ପିଛା ନୂଆ ଦର କେତେ ହେଲା ଜାଣନ୍ତୁ…

ଭୁବନେଶ୍ୱର,୧ା୭(ବ୍ୟୁରୋ)-ରାଜ୍ୟରେ ପୁଣି ବସ୍‌ ଭଡ଼ା ବୃଦ୍ଧି ପାଇଛି। ୧୫ ଦିନ ମଧ୍ୟରେ ଦୁଇଥର ବସ୍‌ ଭଡ଼ା ବଢିଲାଣି। ୨୦୨୦ ଜୁନ୍‌ ୧୬ ତାରିଖରେ ରାଜ୍ୟ ସରକାର ଭଡ଼ା ବୃଦ୍ଧି କରିଥିଲେ। ଗତ କିଛିଦିନ ହେବ ଡିଜେଲ ଓ ପେଟ୍ରୋଲ ଦର ୨୨…

ଧନ ସଞ୍ଚୟ, ବୃଦ୍ଧି ପାଇଁ ଆପଣାନ୍ତୁ ଏହି ଉପାୟ

ଆଚାର୍ଯ୍ୟ ଚାଣକ୍ୟ ନିଜ ନୀତିଶାସ୍ତ୍ରରେ ଧନ ସମ୍ବନ୍ଧରେ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହାର ଅନୁସରଣ କରିବା ଦ୍ୱାରା ଜୀବନ ସମୃଦ୍ଧ ଏବଂ ଉଲ୍ଲାସପୂର୍ଣ୍ଣ ହୋଇଥାଏ। ଚାଣକ୍ୟ କୁହନ୍ତି ପଇସା ରୋଜଗାର କରିବା ଏବଂ ସଞ୍ଚୟ କରିବା ଉଭୟ ଆବଶ୍ୟକ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri