ପ୍ରଶଂସା ସାଉଁଟିଛନ୍ତି ପୁରୁଷୋତ୍ତମପୁର ସବ୍ଇନ୍ସପେକ୍ଟର , ତାଙ୍କର କାର୍ଯ୍ୟଦକ୍ଷତାକୁ ନେଇ ଆଜି…
ପୁରୁଷୋତ୍ତମପୁର,୧୭ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ସିନିୟର ସବଇନ୍ସପେକ୍ଟର ସୁଶାନ୍ତ କୁମାର ମିଶ୍ରଙ୍କ ବଦଳି ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସ୍ଆଇ ଦେବାଶିଷ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଉତ୍ସବରେ ଏସ୍ପି ପ୍ରଶାନ୍ତ କୁମାର ଦାଶ, ଏସ୍ଡିପିଓ…
ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ
ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା ଗୋଦାମ ଓ ପ୍ରସ୍ତୁତି ହେଉଥିବା ଦୋକାନରେ ଗୁରୁବାର ସକାଳୁ ବଡ଼ଧରଣର ଚଢ଼ାଉ କରାଯାଇଛି…
ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…
ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି। ଏହି ପରିପ୍ରେକ୍ଷୀରେ ଛତ୍ରପୁର ପୂର୍ବତନ ବିଜେଡି ବିଧାୟକ ସୁବାସ ଚନ୍ଦ୍ର ବେହେରା ନିଜ…
ହୃଦ୍ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ
ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍ଘାତରେ ନିଜ ବାସ ଭବନରେ ପରଲୋକ ହୋଇଯାଇଛି। ତାଙ୍କ ବିୟୋଗ ଖବର ଶୁଣି ଅଞ୍ଚଳରେ ଶୋକର…
ଝଡ଼ବାତ୍ୟାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ, ୧୯୯୯ ମହାବାତ୍ୟାରେ…
ମହାକାଳପଡ଼ା,୧୭ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ଉପକୂଳ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଭାବେ ଜଣାଶୁଣା। ଏହି ଉପକୂଳବର୍ତ୍ତୀ ନଦୀ ସମୁଦ୍ର ଧାରେ ଧାରେ ପ୍ରାକୃତିକ ପରିବେଷ୍ଟିତ ଶୋଭା ବର୍ଦ୍ଧନ କରୁଛି ଲୁଣା ହେନ୍ତାଳ ଘଞ୍ଚ ଜଙ୍ଗଲ। ଏଥିରେ ବିଭିନ୍ନ…
ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ
ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର ଜିଲା ନୀଳଗିରି ଏନ୍ଏସି ୨ ନମ୍ବର ୱାର୍ଡ ଘାଟଘରସାହିରୁ ଆସିଛି ଏଭଳି ଦୁଃଖଦ…
ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ
ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ (X) ରେ ଏକ ଭାବପୂର୍ଣ୍ଣ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…
ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ
ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ପରେ ତାଙ୍କ ମୃତଦେହକୁ ପେଟ୍ରୋଲ ଢାଳି ଜାଳି ଦିଆଯାଇଥିବା…
ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…
ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା ନେଇ ଗୁରୁତର ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା…
ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ
ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚତ୍ବା ପରେ ୧୯ ତାରିଖ…
ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର
ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ ଲାଗିଛି। ଇଂରାଜୀ ପେପର ମୂଲ୍ୟାଙ୍କନରେ ତ୍ରୁଟି ଅଭିଯୋଗ କରି ଛାତ୍ରଛାତ୍ରୀମାନେ ଆନ୍ଦୋଳନକୁ ଓହ୍ଲାଇବା…
ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ
ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍ଫୁସ୍, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ । ଏକ ନୂଆ ଅଧ୍ୟୟନରେ ବାୟୁ ପ୍ରଦୂଷଣ ବ୍ୟକ୍ତିଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବୃତ୍ତି ବୃଦ୍ଧି…

