ପୁଣି ହାତୀ ଭାଙ୍ଗିଲା ଘର
ଚିତ୍ରଡା,୨୬।୫(ଡି.ଏନ୍.ଏ.): ମୟୁରଭଞ୍ଜ ଜିଲା ମୋରଡା ବ୍ଲକରେ ହାତୀ ଉପଦ୍ରବ ଥମିବାର ନା ଧରୁନି। ସୋମବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଆସି ଚିକଟାମାଟିଆ ପଞ୍ଚାୟତ ଭାଲୁଘେରା ଗାଁର ବାଜୁନ ମୁର୍ମୁଙ୍କ ଚାଳ ଘର ଭାଙ୍ଗି ଧାନଗୁଡିକୁ ନଷ୍ଟ କରିଦେଇଥିବା ଦେଖିବାକୁ ମିଳିଛି।…
ବଲାଙ୍ଗୀରରେ ୧୪ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୮କୁ ବୃଦ୍ଧି, ୨ ସୁସ୍ଥ
ବଲାଙ୍ଗୀର ଅଫିସ, ୨୬ା୫: ବଲାଙ୍ଗୀର ଜିଲାରେ ମଙ୍ଗଳବାର ୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ବଲାଙ୍ଗୀର ମ୍ୟୁନିସିପାଲିଟି ଅଞ୍ଚଳର ୭ଜଣ ରହିଛନ୍ତି। ଏହି ସଂକ୍ରମିତ ୭ଜଣ ବଲାଙ୍ଗୀର ରାଧାରାଣୀପଡ଼ାର ହୋଇଥିବା ବେଳେ ସେମାନେ କୋଲକାତାରୁ ଫେରି ହୋମ୍ କ୍ୱାରାଣ୍ଟାଇଇନ୍ରେ ରହିଥିଲେ।…
ଭାରତରେ ଦେଢ଼ ଲକ୍ଷ ଛୁଇଁବ କରୋନା ସଂକ୍ରମିତଙ୍କ ସଂଖ୍ୟା: ମହାରାଷ୍ଟ୍ରରେ ୫୨ ହଜାରରୁ ଅଧିକ ସଂକ୍ରମିତ
ନୂଆଦିଲ୍ଲୀ,୨୬।୫: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜାରି ରହିଛି। ଖୁବ୍ ଶୀଘ୍ର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦେଢ଼ ଲକ୍ଷ ଛୁଇଁବ। ମଙ୍ଗଳବାର ସୁଦ୍ଧା ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୪୫ ହଜାର ୪୫୬ ରହିଛି। ଏବେ ପ୍ରତିଦିନ ଦେଶରେ…
ବନ୍ତ ତହସିଲଦାରଙ୍କ ଭିଡିଓ ଭାଇରାଲ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ
ଭଦ୍ରକ ଅଫିସ/ ବନ୍ତ (ସ୍ବ.ପ୍ର), ୨୬।୫: କର୍ଫ୍ୟୁ କଟକଣା ସମୟରେ ବନ୍ତ ତହସିଲଦାର ଲୁଗା ଦୋକାନୀଙ୍କୁ ଦୋକାନ ଖୋଲାଇ ଶାଢ଼ୀ କିଣୁଥିବା ଘଟଣାରେ ମଙ୍ଗଳବାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଭଦ୍ରକ ଜିଲାପାଳ ଡ଼ ଜ୍ଞାନ ରଞ୍ଜନ ଦାସ ଘଟଣାର ତଦନ୍ତ ପାଇଁ…
ଭାରତ ମହାସାଗର ତଳେ ଭାଙ୍ଗିବାରେ ଲାଗିଛି ଟେକ୍ଟୋନିକ୍ ପ୍ଲେଟ୍
ପ୍ୟାରିସ୍,୨୬।୫: ଭାରତ ଉପରେ ବିପଦ ମାଡ଼ି ଆସୁଛି। ଭାରତ ମହାସାଗର ତଳେ ଥିବା ଟେକ୍ଟୋନିକ୍ ପ୍ଲେଟ୍ ଧୀରେଧୀରେ ଭାଙ୍ଗିବାରେ ଲାଗିଛି। ଏହାଯୋଗୁ ଆଗାମୀ ଦିନରେ ତୀବ୍ରତାଯୁକ୍ତ ଭୂକମ୍ପ ହେବାର ଆଶଙ୍କା ରହିଥିବା ପ୍ୟାରିସ୍ର ଆର୍ଥ ଫିଜିକ୍ସ୍ ଇନଷ୍ଟିଚ୍ୟୁଟ୍ର ମେରାଇନ୍ ଜିଓସାଇନ୍ସ୍ ବିଭାଗ…
ଆୟୁର୍ବେଦିକ୍ ହର୍ବାଲ୍ ଟି
ଆବଶ୍ୟକ ସାମଗ୍ରୀ- ପାଣି, ଅଁଳା ଗୁଣ୍ଡ, ଅଦା, ପୁଦିନା ପତ୍ର, ଆବଶ୍ୟକ ଅନୁସାରେ ଲୁଣ। ପ୍ରସ୍ତୁତି ପ୍ରଣାଳୀ- ଅଁଳା ଚା ତିଆରି କରିବା ପାଇଁ ଏକ ପ୍ୟାନରେ ଦେଢ଼ କପ୍ ପାଣି ବସାଇ ଗରମ କରନ୍ତୁ। ପାଣି ଫୁଟିବା ପରେ ସେଥିରେ…
ଝାରସୁଗୁଡ଼ାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଲା
ଝାରସୁଗୁଡା ଅଫିସ,୨୬।୫: ଝାରସୁଗୁଡ଼ା ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ବେଲପାହାଡ଼ ଅଞ୍ଚଳର ହୋଇଥିବା ବେଳେ ଗତ ୨୧ ତାରିଖରେ ମୁମ୍ବାଇରୁ ଫେରିଥିଲେ। ତାଙ୍କ ନିକଟରେ ଥଣ୍ଡା, କାଶ ଭଳି ଲକ୍ଷଣ ଦେଖାଯିବାରୁ ତାଙ୍କୁ ସ୍ଥାନୀୟ…
ଘରୁ ଦୂରାନ୍ତୁ ଅସରପା
ରୋଷେଇ ଘରେ ଖାଦ୍ୟ ପଦାର୍ଥ ଠାରୁ ଆରମ୍ଭ କରି ବାସନ ଆଦି ପର୍ଯ୍ୟନ୍ତ ବିଭିନ୍ନ ସାମଗ୍ରୀ ରହୁଥିବାରୁ ଅସରପା ରହିବା ମାରାତ୍ମକ। କାରଣ ଏହା କିଚେନ୍ର କୋଣଗୁଡ଼ିକ ଏବଂ ପ୍ରତି ଛୋଟ ବଡ଼ ସ୍ଥାନକୁ ସହଜରେ ଯାଇ ଜୀବାଣୁ ଛାଡ଼ିଥାନ୍ତି, ଯାହାକି…
ଲକ୍ଡାଉନ୍ରେ ବାହାରକୁ ଯାଉଥିଲେ…
କରୋନା ସଂକ୍ରମଣ ପାଇଁ ଏବେ ଗୃହିଣୀମାନେ ବହୁ ଭାବରେ ସତର୍କ । କାହିଁକି ନା ପରିବାର ସଦସ୍ୟଙ୍କୁ ସୁସ୍ଥ ରଖିବା ଦାୟିତ୍ୱ ଅନେକାଂଶରେ ସେମାନଙ୍କର। ତେଣୁ ଏ ସମୟରେ ବାହାରକୁ କୌଣସି ଜିନିଷ ଆଣିବାକୁ ବା କୌଣସି କାମରେ ଯାଉଥିଲେ ସୁରକ୍ଷା…
କରନ ଜୋହରଙ୍କ ଘରେ ପଶିଲା କରୋନା
ବଲିଉଡ୍ ନିର୍ଦ୍ଦେଶକ ତଥା ପ୍ରଯୋଜକ କରଣ ଜୋହରଙ୍କ ଘରେ କରୋନା ପ୍ରବେଶ କରିଛି। ତାଙ୍କ ଘରେ କାମ କରୁଥିବା ଦୁଇ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ବିଏମସି ପକ୍ଷରୁ ତାଙ୍କ ଘର ପାଖ ସାନିଟାଇଜ୍ କରାଯାଇଛି। ତେବେ ଏହି ଦୁଇ…
ଡିଏଚ୍ଏଚ୍ ଆଇସୋଲେଶନ କେନ୍ଦ୍ରରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଖୋର୍ଦ୍ଧା ଅଫିସ,୨୬।୫ : ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍ଏଚ୍) ଆଇସୋଲେଶନ କେନ୍ଦ୍ରରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ଅସୁସ୍ଥ ହୋଇପଡ଼ିବାରୁ ଗତ ୨୪ତାରିଖରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ସେ ସୁସ୍ଥ ହୋଇ…
କରୋନା ଓ ମାତୃତ୍ୱ
”ହର୍ମୋନରେ ପରିବର୍ତ୍ତନ କାରଣରୁ ଗର୍ଭଧାରଣ ସମୟରେ ମହିଳାମାନଙ୍କ ମାନସିକ ସ୍ବାସ୍ଥ୍ୟ ପ୍ରଭାବିତ ହୋଇଥାଏ ଏବଂ ଏହାର ପ୍ରଭାବରେ ଚାପ, ଉନ୍ମାଦନା, ଅବସାଦ, ରାଗ, ମନ ବଦଳିବା ଭଳି ସମସ୍ୟା ଦେଖାଦିଏ ଏବଂ ଏହି ପର୍ଯ୍ୟାୟରେ ସ୍ବାସ୍ଥ୍ୟର ଯତ୍ନ ନେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
Archives


