Home

କାହିଁକି ସଲ୍‌ମାନଙ୍କ ଫାର୍ମ ହାଉସ୍‌ ଛାଡିଲେ ଜ୍ୟାକଲିନ

ମୁମ୍ବାଇ: କରୋନା ଲକ୍‌ଡାଉନ ଆରମ୍ଭ ହେବା ପରଠାରୁ ବଲିଉଡ୍‌ ଦବଙ୍ଗ ସଲମାନ ଖାଁଙ୍କ ନିଜ ପରିବାରଙ୍କ ସହ ପନଓ୍ବେଲ ସ୍ଥିତ ଫାର୍ମ ହାଉସ୍‌ରେ ରହି ସମୟ ବିତାଉଛନ୍ତି। ତାଙ୍କ ସହ ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜ୍‌ ମଧ୍ୟ ରହିଆସୁଥିଲେ। କିନ୍ତୁ ଏବେ…

ପାକିସ୍ତାନ ଜେଲ୍‌ରେ ୩୨୪ ଭାରତୀୟ ବନ୍ଦୀ

ନୂଆଦିଲ୍ଲୀ, ୧।୭: ପାକିସ୍ତାନ ଜେଲ୍‌ରେ ୩୨୪ ଜଣ ଭାରତୀୟ ବନ୍ଦୀ ଜୀବନ ବିତାଉଛନ୍ତି। ସେମାନଙ୍କ ତାଲିକା ପାକିସ୍ତାନ ବହିର୍ବ୍ୟାପାର ବିଭାଗ ପକ୍ଷରୁ ଭାରତକୁ ପ୍ରଦାନ କରାଯାଇଛି। ସେଥିମଧ୍ୟରେ ୫୪ ଜଣ ସାଧାରଣ ଲୋକ ଥିବାବେଳେ ୨୭୦ ଜଣ ଧୀବର ରହିଛନ୍ତି। ସେହିପରି…

ଶପଥ ନେଲେ ଆନନ୍ଦିବେନ ପଟେଲ

ଭୋପାଳ,୧।୭: ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଆନନ୍ଦିବେନ ପଟେଲ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏବେ ସେ ଉତ୍ତର ପ୍ରଦେଶର ରାଜ୍ୟପାଳ ଥିବା ବେଳେ ମଧ୍ୟପ୍ରଦେଶ ରାଜ୍ୟପାଳ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସୂଚନାଯୋଗ୍ୟ, ଗୁରୁବାର ମଧ୍ୟପ୍ରଦେଶ କ୍ୟାବିନେଟର ସମ୍ପ୍ରସାରଣ ଥିବା…

ସୁଶାନ୍ତଙ୍କ ଆତ୍ମହତ୍ୟାର ଆସିଲା ଶେଷ ରିପୋର୍ଟ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଭିସ୍ରା ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ସ୍ପଷ୍ଟ ଭାବରେ କୁହାଯାଇଛି, ଯେ ତାଙ୍କ ମୃତ୍ୟୁରେ କୌଣସି ସନ୍ଦେହଜନକ କାର୍ଯ୍ୟକଳାପ ନାହିଁ। ଏହା କେବଳ ଏକ ଆତ୍ମହତ୍ୟା ମାମଲା। ଭିସ୍ରା ରିପୋର୍ଟ ଅନୁଯାୟୀ, ସୁଶାନ୍ତଙ୍କ…

ପ୍ରଶଂସକଙ୍କ ସହ ଅନ୍‌ଲାଇନ୍‌ରେ ଲୁଡୁ ଖେଳି ସମୟ ବିତାଉଛନ୍ତି ଏହି ଅଭିନେତ୍ରୀ

କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ରେ ବଲିଉଡ୍‌ କଳାକାରମାନେ ନିଜ ଘରେ ରହି ପରିବାର ସହ ସମୟ ବିତାଉଛନ୍ତି। ତେବେ ଏହି ଖାଲି ସମୟକୁ ଫିଲ୍ମ ‘କବୀର ସିଂହ’ରୁ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ କିୟାରା ଆଡ୍‌ଭାନୀ ଏକ ଖାସ୍‌ ଅନ୍ଦାଜ୍‌ରେ…

କୋଭିଡ୍‌- ୧୯ : ୨୦୨୨କୁ ଘୁଞ୍ଚିଲା ଆଫ୍ରିକାନ କପ୍‌ ଅଫ୍‌ ନେଶନ୍ସ

ନୂଆଦିଲ୍ଲୀ,୧।୭: କୋଭିଡ୍‌- ୧୯ ମହାମାରୀ କାରଣରୁ ଆଉଏକ ମେଗା ଇଭେଣ୍ଟକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଆଫ୍ରିକାନ୍‌ କପ୍‌ ଅଫ୍‌ ନେଶନ୍ସକୁ ୨୦୨୨କୁ ଘୁଞ୍ଚାଇ ଦିଆଯାଇଛି। ମଙ୍ଗଳବାର କନ୍‌ଫେଡେରେଶନ ଅଫ୍‌ ଆଫ୍ରିକାନ୍‌ ଫୁଟବଲ (ସିଏଏଫ୍‌) ଏ ନେଇ ସୂଚନା…

ଚାଇନାକୁ ପୁଣି ଝଟ୍‌କା: ବିଏସ୍‌ଏନ୍‌ଏଲ-ଏମ୍‌ଟିଏନ୍‌ଏଲ୍‌ ରଦ୍ଦ କଲା ୪ଜି ଟେଣ୍ଡର

ନୂଆଦିଲ୍ଲୀ,୧।୭: ଭାରତ ପୁଣି ଚାଇନାକୁ ଏକ ବଡ଼ ଝଟ୍‌କା ଦେଇଛି। ବୁଧବାର ବିଏସ୍‌ଏନ୍‌ଏଲ ଓ ଏମ୍‌ଟିଏନ୍‌ଏଲ୍‌ ସେମାନଙ୍କ ୪ଜି ଟେଣ୍ଡରକୁ ବାତିଲ କରିଦେଇଥିବା ଜଣାପଡ଼ିଛି। ଏବେ ପୁଣି ଆଉ ଏକ ନୂଆ ଟେଣ୍ଡର ଜାରି କରାଯିବ ବୋଲି ଟେଲିକମ୍‌ ମନ୍ତ୍ରଣାଳୟ ପକ୍ଷରୁ…

ବ୍ୟାଡ଼ମିଣ୍ଟନ ଖେଳାଳି ବିକୁଛନ୍ତି ଚା’

ଲକ୍ଷ୍ନୌ, ୧।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ସରକାର ଲକ୍‌ଡାଉନ୍‌ ଜାରି କରିଛନ୍ତି। ଲକ୍‌ଡାଉନ୍‌ ଜାତୀୟସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳାଳି ମୁକୁଲ ତିଓ୍ବାରୀଙ୍କ ଜୀବନରେ ବଡ଼ଧରଣର ପରିବର୍ତ୍ତନ ଆଣିଛି। ଘରର ଆର୍ଥିକ ଅବସ୍ଥା ଖରାପ ଥିବାରୁ ମୁକୁଲ ନୀଳ ଟି ଶର୍ଟ ପିନ୍ଧି…

୧୮ରୁ ଦକ୍ଷିଣ ଆଫ୍ରିକାରେ ଲାଇଭ୍‌ କ୍ରିକେଟ ଆରମ୍ଭ ହେବ

ଜୋହାନ୍ସବର୍ଗ,୧।୭(ପି.ଟି.): ଆସନ୍ତା ୧୮ ତାରିଖରୁ ଦକ୍ଷିଣ ଆଫ୍ରିକାରେ ଆରମ୍ଭ ହେବାକୁ ଯାଉଛି ଲାଇଭ୍‌ କ୍ରିକେଟ। କୋଭିଡ୍‌-୧୯ କାରଣରୁ ‘୩ଟି କ୍ରିକେଟ କମ୍ବିଟିଶନ’ସ୍ଥଗିତ ରହିଥିଲା। ଜୁନ୍‌ ୨୭ରେ ଏହା ଆରମ୍ଭ ହେବାର ଥିଲା। ତେବେ ମହମାରୀ କାରଣରୁ ଏହାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୬୪ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୫,୩୫୩କୁ ବୃଦ୍ଧି

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ଆଉ ୧୬୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୪୮ଜଣ ଅଛନ୍ତି। ସେହିଭଳି ଜଗତସିଂହପୁରର ୩୧, ବାଲେଶ୍ୱରର ୨୬, କଟକ ୨୫, ଯାଜପୁର-ଖୋର୍ଦ୍ଧାର ୧୨, କେନ୍ଦ୍ରାପଡ଼ା-ସୁନ୍ଦରଗଡ଼ର ୩, କେନ୍ଦୁଝରର ୨ ଏବଂ ଭଦ୍ରକ-ନୟାଗଡ଼ର ଜଣେ…

ଘରେ ଲୋକଙ୍କୁ ଦେଖି ଲାଜ କରୁଛି କୁକୁର

ଅନ୍ୟମାନଙ୍କୁ ଦେଖିଲେ ଛୋଟ ପିଲା ଲାଜ କରିବା କଥା ସମସ୍ତେ ଜାଣନ୍ତିି। ହେଲେ ଏକ କୁକୁର ଲୋକମାନଙ୍କୁ ଦେଖିଲେ ଲାଜ କରି ଲୁଚୁଥିବା କେହି କେବେହେଲେ ଶୁଣି ନ ଥିବେ। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଏମିତି ଏକ ଭିଡିଓ…

ନାଲ୍‌କୋର ୧୪୧ କର୍ମଚାରୀଙ୍କ ସ୍ବାବ୍‌ ପରୀକ୍ଷା

ବଅଁରପାଳ,୧ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋର ଜଣେ ଡିଜିଏମ୍‌ଙ୍କର ସୋମବାର ରାତିରେ କରୋନାରେ ମୃତ୍ୟୁ ଘଟିଥିଲା। ଏଥିସହିତ ସମ୍ପୃକ୍ତ ଡିଜିଏମ୍‌ଙ୍କର ସ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ତେବେ ଏହି ଘଟଣା ନାଲ୍‌କୋ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ପରିପ୍ରେକ୍ଷୀରେ ବୁଧବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri