Home

ଅନ୍‌ଲାଇନ୍‌ କୋଚିଂ ଆରମ୍ଭ କରିବେ ଧୋନୀ

ନୂଆଦିଲ୍ଲୀ, ୧।୭: କ୍ରିକେଟର ଏମ୍‌.ଏସ୍‌. ଧୋନୀ ଜୁଲାଇ ୨ରୁ ଅନ୍‌ ଲାଇନ୍‌ କୋଚିଂ ଆରମ୍ଭ କରିବାକୁ ଯାଉଛନ୍ତି। ଏଥିରେ ୬ରୁ ୮ ବର୍ଷରୁ ଛୋଟ ପିଲା ଯୋଗଦେବେ ବୋଲି କୁହାଯାଉଛି। ଧୋନୀଙ୍କ ଏକାଡେମୀ ଆର୍କା ସ୍ପୋର୍ଟସ ପ୍ରାଇଭେଟ୍‌ ଲିମିଟେଡ୍‌ ସହିତ ମିଳିତ…

ମାତ୍ର ୯ ବର୍ଷରେ ବିବାହ କରିଥିଲେ ଦେଶର ପ୍ରଥମ ମହିଳା ଡାକ୍ତର

ଜୁଲାଇ ୧, ଅର୍ଥାତ୍‌ ଆଜି ପାଳନ କରାଯାଉଛି ଡାକ୍ତର ଦିବସ। କରୋନା ଭଳି ମହାମାରୀରୁ ଲୋକଙ୍କୁ ବଞ୍ଚାଇବାରେ ଡାକ୍ତରଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏଭଳି ପରିସ୍ଥିତିରେ ଦେଶ ତାଙ୍କୁ ସଲାମ କରିବା ସହ ସେମାନଙ୍କୁ କରୋନା ଯୋଦ୍ଧା ଆଖ୍ୟା ଦିଆଯାଇଛି। ଏହି…

ଓକିଲ ସଂଘ କାର୍ଯ୍ୟାଳୟକୁ ମହକିଲଙ୍କୁ ମନା

କଟକ ଅଫିସ,୧।୭: କରୋନା ସଂକ୍ରମଣକୁ ରୋକିବା ପାଇଁ କଟକ ଓକିଲ ସଂଘ ପକ୍ଷରୁ କେତେକ ନିଷ୍ପତ୍ତି ନିଆଯାଇଛି। ବିଶେଷକରି ସଂଘ କାର୍ଯ୍ୟାଳୟ ପରିସରକୁ ମହକିଲଙ୍କ ପ୍ରବେଶକୁ ବାରଣ କରାଯାଇଛି। ସେହିଭଳି ଆଇନଜୀବୀମାନେ ସାଙ୍ଗରେ ପାଣି ବୋତଲ ଆଣି ଆସିବେ। କୌଣସି କର୍ମଚାରୀ…

ପୁଣି ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ପୁଣି ବଢ଼ିଲା ବସ୍‌ ଭଡା। ୨ରୁ ୪ ପଇସା ଭଡ଼ା ବୃଦ୍ଧି କରାଯାଇଛି। ସାଧାରଣ ଭଡ଼ା କିଲୋମିଟର ପିଛା ୭୦ରୁ ୭୨ ପଇସାକୁ ବୃଦ୍ଧି ପାଇଛି। ଏକ୍ସପ୍ରେସ୍‌ ବସ୍‌ ଭଡ଼ା ୭୩ରୁ ୭୫ ପଇସାକୁ ବଢ଼ିଛି। ସେହିଭଳି ଡିଲକ୍ସ…

କ୍ୱାରାଣ୍ଟାଇନ ସେଣ୍ଟରରେ ମହିଳାଙ୍କ ମୃତ୍ୟୁ

ପଟ୍ଟାଙ୍ଗି,୧।୭(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ଗାଙ୍ଗେଶ୍ୱରୀ କଲେଜ ପରିସରରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ବୁଧବାର ଜଣେ ମହିଳାଙ୍କର ଅଚାନକ ମୃତ୍ୟୁ ଘଟିଛି। ଖବର ପାଇ ସଦର ପଞ୍ଚାୟତ ସରପଞ୍ଚ ଭଗବାନ ଖରା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋନାଲିସା…

ରାଜ୍ୟରେ ବାତିଲ ହେଲା +୨ ପରୀକ୍ଷା

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ବାତିଲ ହେଲା ବାକିଥିବା +୨ ପରୀକ୍ଷା। କଳା, ବିଜ୍ଞାନ, ବାଣିଜ୍ୟର ବାକିଥିବା ପରୀକ୍ଷା ବାତିଲ ହୋଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ଏ ନେଇ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କରୋନା ସ୍ଥିତି…

ପାଓ୍ବାର ପ୍ଲାଣ୍ଟ୍‌‌ରେ ବିସ୍ଫୋରଣ: ୪ ମୃତ, ୧୩ ଆହତ

ଚେନ୍ନାଇ, ୧।୭: ତାମିଲନାଡୁର କୁଡ଼ାଲୋର୍‌ ଜିଲାରେ ଥିବା ଥର୍ମାଲ ପାଓ୍ବାର ପ୍ଲାଣ୍ଟ୍‌ର ବଏଲରରେ ବିସ୍ଫୋରଣ ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସାଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ ପ୍ରଶାସନ…

କଟକ କର୍କଟ ହସ୍ପିଟାଲରୁ ଆଉ ୧୦ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୧।୭: କଟକସ୍ଥିତ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ବୁଧବାର ଆଉ ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ କଟକ ସହରର ବାସିନ୍ଦା ହୋଇଥିବା ବେଳେ ୪ ଜଣ ଅନ୍ୟ ଜିଲାର।…

କରୋନା ଆକ୍ରାନ୍ତଙ୍କ ମୃତଦେହକୁ ଗୋଟିଏ ସ୍ଥାନରେ ଏଭଳି ପୋତାଯାଉଛି: ଭିଡିଓ ଭାଇରାଲ

ବେଲାରୀ,୧।୭: କର୍ନାଟକର ବେଲାରୀରେ କରୋନା ଯୁଦ୍ଧରେ ହାରିଯାଇଥିବା ଲୋକଙ୍କ ମୃତଦେହ ସହିତ ଦୁର୍ବ୍ୟବହାର ହେଉଥିବା ଏକ ଭିଡିଓ ସାମ୍ନାକୁ ଆସିଛି। ମୃତଦେହକୁ ପୋତିବା ପାଇଁ କିଛି ବ୍ୟକ୍ତି ଗାତରେ ଫୋପାଡିଦେଉଥିବା ଦେଖିବାକୁ ମିଳିଛି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ…

କ୍ୱାରାଣ୍ଟାଇନ୍‌ରେ ରହିଲେ ୪୭ ଛେଳି

ବେଙ୍ଗାଲୁରୁ,୧।୭:କର୍ନାଟକରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ବେଙ୍ଗାଲୁରୁଠାରୁ ୧୨୭ କିମି ଦୂର ତୁମକୁରୁ ଜିଲାର ଗୋଡକେରେ ଗାଁରେ କରୋନା ଭାଇରସ୍‌ ସଂକ୍ରମଣ ଫଳରେ ଜଣେ ମେଷପାଳକଙ୍କ ୪୭ଟି ଛେଳିକୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଜିଲାର ପଶୁପାଳନ ବିଭାଗ ପକ୍ଷରୁ କୁହାଯାଇଛି ଯେ,…

ଭାରତ ଉପରେ ମିଥ୍ୟା ଅଭିଯୋଗ ଲଗାଇଲେ ଇମ୍ରାନ୍‌: କରାଚି ଷ୍ଟକ୍‌ ଏକ୍ସଚେଞ୍ଜ ବିସ୍ଫୋରଣ ପାଇଁ କଲେ ଦାୟୀ

ଇସଲାମାବାଦ୍‌, ୧।୭: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ପାକିସ୍ତାନ ଉପରେ ଆକ୍ରମଣ ହେବାପରେ ସରକାରଙ୍କ ବୁଦ୍ଧି ହଜି ଯାଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଭାରତ ଉପରେ ମିଥ୍ୟା ଅଭିଯୋଗ ଲଗାଇଛନ୍ତି। ସେ କହିଛନ୍ତି ଯେ, କରାଚି ଷ୍ଟକ୍‌ ଏକ୍ସଚେଞ୍ଜରେ ହୋଇଥିବା ବିସ୍ଫୋରଣ…

ନିଜେ ଭିଜି କୁକୁରକୁ ବର୍ଷାରୁ ରକ୍ଷା କଲେ ସିକ୍ୟୁରିଟୀ ଗାର୍ଡ

ସୋସିଆଲ ମିଡିଆରେ ଜଣେ ସିକ୍ୟୁରିଟୀ ଗାର୍ଡ ସମସ୍ତଙ୍କ ହୃଦୟ ଜିତିଛନ୍ତି। ବର୍ଷାରେ ନିଜେ ଓଦା ହୋଇ କୁକୁରକୁ ବଞ୍ଚାଉଥିବା ଏହି ଗାର୍ଡଙ୍କ ଫଟୋ ଭାଇରାଲ ହୋଇଛି। ଫଟୋରେ ସିକ୍ୟୁରିଟୀ ଗାର୍ଡ ଜଣଙ୍କ କୁକୁରକୁ ବର୍ଷାରୁ ରକ୍ଷା ପାଇଁ ଛତା ଦେଖାଉଥିବାବେଳେ ନିଜେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri