Home

ଢେଙ୍କାନାଳରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଢେଙ୍କାନାଳ ଅଫିସ, ୧୫।୫: ଢେଙ୍କାନାଳ ଜିଲାରେ ସୋମବାର ଆଉ ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତ ଜଣଙ୍କ ଗତ ୧୩ ତାରିଖରେ ଏକ ସ୍କର୍ପିଓ…

କେନ୍ଦ୍ରାପଡ଼ାରେ ୧୫ କରୋନା ପଜିଟିଭ୍‌ ଚିହ୍ନଟ: ୫୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦ୍ରାପଡ଼ା ଅଫିସ,୨୫ା୫: କେନ୍ଦ୍ରାପଡ଼ା ଜିଲାରେ ସୋମବାର ଆଉ ୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଞ୍ଚିଛି । ଏ ସମ୍ପର୍କରେ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ଯେ, ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌…

ବଲବୀର ସିଂଙ୍କ ପରଲୋକରେ ଦୁଃଖ ପ୍ରକାଶ କଲେ କୋହଲି

ଚଣ୍ଡୀଗଡ,୨୫।୫: କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କ ପରଲୋକରେ ଶୋକ ବ୍ୟକ୍ତ କରିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବଲବୀର ସିଂଙ୍କ ପରଲୋକ କଥା ଶୁଣି ଦୁଃଖିତ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରୁଛି ବୋଲି…

ଖୋର୍ଦ୍ଧା ଜିଲାରେ ୫ ନୂଆ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ବାପ-ପୁଅ

ଖୋର୍ଦ୍ଧା ଅଫିସ,୨୫।୫: ଖୋର୍ଦ୍ଧା ଜିଲାରେ ସୋମବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨କୁ ବୃଦ୍ଧି ପାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱର ବାଲିପାଟଣା ଅଞ୍ଚଳର ଜଣେ ରହିଥିବା ବେଳେ…

କରୋନା କଟକଣାକୁ ଫୁ: ହାଟରେ ରହୁନି ସାମାଜିକ ଦୂରତା

ଆର୍‌.ଉଦୟଗିରି,୨୫ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରିରହିଛି। ଏପଟେ ସରକାର ଚାଷୀ ଓ ସାଧାରଣ ଲୋକଙ୍କ ଅସୁବିଧାକୁ ନଜର ରଖି ସାପ୍ତାହିକ ହାଟରେ ପନିପରିବା ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି ଦେଇଛନ୍ତି। ଦୋକାନୀ ଓ ଗ୍ରାହକଙ୍କ ମଧ୍ୟରେ…

ରିଫି୍ରିଜିଂ ଖାଦ୍ୟ ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ

ଆଜିକାଲି ଖାଦ୍ୟକୁ ସଂରକ୍ଷିତ କରି ରଖିବାର ଅନେକ ପ୍ରକାର ଉପାୟ ରହିଛି। ଆମେ ରାନ୍ଧିଥିବା ଖାଦ୍ୟ ବଳି ପଡ଼ିଲେ ତାହାକୁ ରେଫ୍ରିଜରେଟରରେ ରଖିଦେଇଥାଉ। ପରବର୍ତ୍ତୀ ସମୟରେ ତାହାକୁ ବାହାର କରି ଖାଇଥାଉ। ପୁଣି ବଳକା ଖାଦ୍ୟକୁ ତା’ ଭିତରେ ରଖିଦେଉ। ଏହାକୁ…

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ ଛୁଇଁଲା

ଭଦ୍ରକ ଅଫିସ,୨୫ା୫: ଭଦ୍ରକ ଜିଲାରେ ସୋମବାର ୮ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ ଛୁଇଁଛି। ଏହି ୮ ଜଣଙ୍କ ମଧ୍ୟରୁ ୪ ଜଣ କୋଲକାତା ଫେରନ୍ତା ହୋଇଥିବା ବେଳେ ତେଲେଙ୍ଗାନାରୁ ଜଣେ,…

ପୁଣି ୨୨ କରୋନା ପଜିଟିଭ ଚିହ୍ନଟ: ଦେବଗଡ଼ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ଛୁଇଁଲା

ଦେବଗଡ଼,୨୫ା୫(ଡି.ଏନ୍‌.ଏ): ଦେବଗଡ଼ ଜିଲାରେ ସୋମବାର ପୁଣି ୨୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ୨୨ ଆକ୍ରାନ୍ତ ତିଲେଇବଣି ବ୍ଲକ ଅନ୍ତର୍ଗତ ସଡୋ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟର ଓ ରିଆମାଳ ବ୍ଲକ ଅନ୍ତର୍ଗତ ଉଟୁଣିଆ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିଲେ। ଏମାନଙ୍କ…

ଏନ୍‌କାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୫।୫: ଏନ୍‌କାଉଣ୍ଟରରେ ସୋମବାର ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଜମ୍ମୁ-କଶ୍ମୀରର କୁଲଗ୍ରାମ ଜିଲାର ମଞ୍ଜନାମ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ସୂଚନା ପାଇବା ପରେ ସୁରକ୍ଷାକର୍ମୀ ଏବଂ ପୋଲିସ ପକ୍ଷରୁ ସେଠାରେ ମିଳିତ ଚଢାଉ କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀ ଏବଂ…

ଲୋ ବ୍ଲଡ୍‌ପ୍ରେସର ଓ ଖାଦ୍ୟ

ଯଦି ଆପଣ ଲୋ ବ୍ଲଡ୍‌ପ୍ରେସର ପରି ସମସ୍ୟା ସହ ଜଡ଼ିତ ତେବେ ଆପଣଙ୍କୁ ନିଜ ଖାଦ୍ୟପେୟ ପ୍ରତି ନଜର ଦେବାକୁ ପଡିଥାଏ। ସାଧାରଣତଃ ଏପରି ରୋଗୀଙ୍କୁ ପ୍ରଚୁର ପାଣି ପିଇବାକୁ ଏବଂ ଲୁଣ କମ୍‌ ଖାଇବାକୁ ଡାକ୍ତର ପରାମର୍ଶ ଦେଇଥାଆନ୍ତି। ସବୁଜ…

ଦିଲ୍ଲୀ-ବେଙ୍ଗାଲୁରୁୁ ବିମାନରେ ଏକୁଟିଆ ଯାତ୍ରା କଲେ ୫ ବର୍ଷର ଶିଶୁ

ବେଙ୍ଗାଲୁରୁ,୨୫।୫: ପାଖାପାଖି ୨ ମାସ ପରେ ସୋମବାରଠାରୁ ଘରୋଇ ବିମାନ ସେବା ଆରମ୍ଭ ହୋଇଛି। ଏହି ଅବସରରେ ଦିଲ୍ଲୀରୁ ଏକ ବିମାନ ବେଙ୍ଗାଲୁରୁରେ ପହଞ୍ଚିଥିଲା। ଏହି ବିମାନରେ ଜଣେ ୫ ବର୍ଷର ଶିଶୁ ଏକୁଟିଆ ଯାତ୍ରା କରିଥିଲେ। ବିହାନ ଶର୍ମା ନାମକ…

ହାର୍ଟ ବିଟ୍‌ରେ ଚାଲିବ ପେସ୍‌ମେକର

ନ୍ୟୁୟର୍କସ୍ଥିତ ବଫାଲୋ ସ୍କୁଲ ଅଫ ଇଞ୍ଜିନିୟରିଂ ଆଣ୍ଡ ଆପ୍ଲାଏଡ୍‌ ସାଇନ୍ସର ବୈଜ୍ଞାନିକମାନେ ଏପରି ଏକ ପେସମେକର (ହାର୍ଟକୁ କ୍ରିୟାଶୀଳ କରିବା ଏବଂ ଏହାର ସ୍ପନ୍ଦନକୁ ସନ୍ତୁଳିତ ରଖିବା ପାଇଁ ବ୍ୟବହାର କରାଯାଏ) ପ୍ରସ୍ତୁତ କରିଛନ୍ତି, ଯାହା ହାର୍ଟ ବିଟ୍‌ (ହୃତ୍‌ ସ୍ପନ୍ଦନ)ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri