Home

ଗର୍ଭାବସ୍ଥାରେ କେମିତି ଶୋଇବା ଉଚିତ୍‌ ଜାଣନ୍ତୁ

ସାଧାରଣତଃ ଗର୍ଭାବସ୍ଥାରେ ମହିଳାମାନଙ୍କର ବିଶେଷ ଯତ୍ନ ନେବାକୁ ପଡ଼ିଥାଏ। ଗର୍ଭବତୀ ମହିଳା ନିଜକୁ ସାମାନ୍ୟ ଅଣଦେଖା କଲେ ଏହାର କୁପ୍ରଭାବ ଉଭୟ ମାଆ ଓ ଗର୍ଭସ୍ଥ ଶିଶୁ ପ୍ରତି ପଡ଼ିଥାଏ। ଗର୍ଭାବସ୍ଥାରେ ପ୍ରତ୍ୟେକ ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡ଼ିଥାଏ। ଏପରିକି…

କଟକରୁ ଆଜି ୧୯୬ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୯।୮-କଟକ ସହରରୁ ଶନିବାର ୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୨୦ ଜଣ ଚିହ୍ନଟ ହୋଇଥିବାବେଳେ ୭୬ ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।…

ଭୁବନେଶ୍ୱରରୁ ପୁଣି ୫୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱରରୁ ଆଜି ୩୪୫ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।…

ଜେଇଇ ପାଇଁ ରାଜ୍ୟରେ ହେବ ନାହିଁ ଲକ୍‌ଡାଉନ, ଶଟ୍‌ଡାଉନ

ଭୁବନେଶ୍ୱର,୨୯ା୮(ବ୍ୟୁରୋ)-ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ଜେଇଇ(ମେନ୍‌) ଏବଂ ୧୩ ତାରିଖରେ ଏନ୍‌ଇଇଟି(ୟୁଜି) ପ୍ରବେଶିକା ପରୀକ୍ଷା ହେବ। ଏଥିପାଇଁ ରାଜ୍ୟର ୮ ସହର ଅନୁଗୋଳ, ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ଢେଙ୍କାନାଳ, ରାଉରକେଲା ଏବଂ ସମ୍ବଲପୁରରେ ୨୬ଟି ପରୀକ୍ଷା କେନ୍ଦ୍ର…

ଏହି ଦେଶରେ ଟିଭି ଦେଖିବା ପାଇଁ ବି ନେବାକୁ ପଡ଼େ ସରକାରଙ୍କ ଅନୁମତି

ଆଜିକାଲି ଗ୍ରାମାଞ୍ଚଳରେ ସମସ୍ତ ସୁବିଧା ଉପଲବ୍ଧ ହେଉଥିବାବେଳେ ଆଫ୍ରିକାର ଇରିଟ୍ରିଆ କିନ୍ତୁ ଆଧୁନିକତାଠାରୁ ବହୁ ଦୂରରେ। ହାତପାହାନ୍ତାରେ ଲୋକେ ସବୁ ସୁବିଧା ପାଉଥିବାବେଳେ ଇରିଟିଆରେ ଏଟିଏମ୍‌ ନାହିଁ। ଖାଲି ଏତିକି ନୁହେଁ, ଏଠାରେ ସରକାରଙ୍କ ନିର୍ଦ୍ଦେଶରେ ସବୁକିଛି କରିବାକୁ ପଡ଼ିଥାଏ। ବ୍ୟାଙ୍କରୁ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୮୮ କରୋନା ଆକ୍ରାନ୍ତ : ରାୟଗଡାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୮୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୪୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୧୦, ଗଞ୍ଜାମରୁ ୨୧୭, କଟକରୁ ୧୮୯, ବଲାଙ୍ଗୀରରୁ ୧୭୩, କୋରାପୁଟରୁ ୧୫୧, ମୟୂରଭଞ୍ଜରୁ ୧୪୪, ନୟାଗଡରୁ ୧୩୮,…

ଦୁଇ ଯୁବକଙ୍କୁ ଗର୍ଭ ପରୀକ୍ଷା ପାଇଁ ପରାମର୍ଶ ଦେଲେ ଡାକ୍ତର, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରୋଗରେ ପଡ଼ିଲେ ଡାକ୍ତରଙ୍କ ପାଖକୁ ଯିବାକୁ ପଡ଼େ। ଡାକ୍ତର ଔଷଧ ଦେଲେ ଲୋକେ ସୁସ୍ଥ ହୋଇଥା’ନ୍ତି। କିନ୍ତୁ ଯଦି ଡାକ୍ତର ଭୁଲ ପ୍ରେସ୍‌କ୍ରିପ୍‌ସନ୍‌ ଲେଖନ୍ତି ତେବେ ରୋଗୀର ଅବସ୍ଥା ସଂଗୀନ ହୋଇପଡ଼େ। ସେହିପରି ଏକ ଘଟଣା ଘଟିଛି ଦୁଇ ଯୁବକଙ୍କ କ୍ଷେତ୍ରରେ।…

ପାଟ୍ରୋଲିଂ ବେଳେ ଭାରତ-ପାକିସ୍ତାନ ସୀମାରୁ ଠାବ ହେଲା ସୁଡଙ୍ଗ

ଜମ୍ମୁ,୨୯।୮-ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳରୁ ଠାବ ହୋଇଛି ଏକ ସୁଡଙ୍ଗ। ଜମ୍ମୁର ସାମ୍ବା ସେକ୍ଟର ନିକଟରୁ ଏହି ସୁଡଙ୍ଗକୁ ବିଏସଏଫ ଯବାନମାନେ ଠାବ କରିଛନ୍ତି। ପାଟ୍ରୋଲିଂ ଚାଲିଥିବାବେଳେ ଯୁବାନମାନେ ସୀମାଠାରୁ ମାତ୍ର ୫୦ ମିଟର ଦୂରରେ ଏହାକୁ ଠାବ କରିଥିବା ଶନିବାର ବିଏସଏଫ…

କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨୩କୁ ବୃଦ୍ଧି

କୋରାପୁଟ,୨୯ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ଆଉ ୨୫ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି ା ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୨୩କୁ ବୃଦ୍ଧି ପାଇଛ। ଚିହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରେ ୨୧ ପୁରୁଷ ଥିବା ବେଳେ ୪ ଜଣ ମହିଳା ଅଛନ୍ତି।…

ପେଟ ପାଇଁ ବିପଦରେ ଜୀବନ, ଏମିତି ସଂଘର୍ଷ କରୁଛନ୍ତି ଲୋକେ

ଭୋପାଳ,୨୯ା୮: ଲକ୍‌ଡାଉନ୍‌ ପରେ ବର୍ଷା ଏବଂ ବନ୍ୟା ଯୋଗୁ ଲୋକଙ୍କ ଜୀବନ ଜୀବିକା ବେଶ୍‌ ପ୍ରଭାବିତ ହୋଇଛି। ଗତ ୩୬ ଘଣ୍ଟା ଧରି ମଧ୍ୟପ୍ରଦେଶର ବାଲାଘାଟରେ ପ୍ରବଳ ବର୍ଷା ହେବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଲୋକଙ୍କ ଆର୍ଥିକ ସଙ୍କଟ…

ଗୋଟିଏ ଗୋଡ ନ ଥାଇ ଏହି ଯୁବକ ଖେଳୁଛନ୍ତି ବାସ୍କେଟ ବଲ: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ଏଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବାବେଳେ କେତେକ ଭାବପ୍ରବଣ କରିଦିଏ। ଜଣେ ଯୁବକଙ୍କ ଗୋଟିଏ ଗୋଡ ନ ଥାଇ ମଧ୍ୟ ସେ ବାସ୍କେଟ ବଲ ଖେଳୁଥିବା ଭିଡିଓ ବର୍ତ୍ତମାନ ସୋସିଆଲ…

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଡବଲ ମର୍ଡର

ଲକ୍ଷ୍ନୌ,୨୯।୮-ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନ ନିକଟରେ ଶନିବାର ଡବଲ ମର୍ଡର ହୋଇଛି। ଗୌତମପଲ୍ଲୀ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ରହୁଥିବା କେନ୍ଦ୍ର ରେଳ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀ ରାଜୀବ ଦତ୍ତ ବାଜପେୟୀଙ୍କ ଘରେ ପଶି ଦୁର୍ବୃତ୍ତମାନେ ତାଙ୍କ ପତ୍ନୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?