Home

ଏହି ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ…

ଲସ୍‌ ଏଞ୍ଜେଲସ୍‌ , ୨୯।୮: ହଲିଉଡ୍‌ ଫିଲ୍ମ ‘ବ୍ଲାକ୍‌ ପାନ୍ଥର’ରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଚାଦ୍‌ଓ୍ବିକ୍‌ ବୋସ୍‌ମ୍ୟାନ୍‌ଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ହୋଇଥିଲା। ସେ ଦୀର୍ଘ ୪ ବର୍ଷ ଧରି ଅନ୍ତଃନଳୀ କର୍କଟ ରୋଗରେ…

ବଉଳ ସାଙ୍ଗରେ ବାହାଘର: ୨ ଯୁବତୀଙ୍କ ନିଆରା ପ୍ରେମ ବିବାହ

ଅଯୋଧ୍ୟା, ୨୯।୮: କଥାରେ ଅଛି ପ୍ରେମ ବାଧାବନ୍ଧନ ମାନେ ନାହିଁ। ଏହାର ସଦ୍ୟତମ ଉଦାହରଣ ଅଯୋଧ୍ୟାରେ ଦେଖିବାକୁ ମିଳିଛି। ଏଠାରେ ୨ ଜଣ ଯୁବତୀଙ୍କ ମଧ୍ୟରେ ଗଢ଼ିଉଠିଥିବା ପ୍ରେମ ସମ୍ପର୍କ ଶେଷରେ ବିବାହରେ ପରିଣତ ହୋଇଛି। କାନପୁରରେ ରହୁଥିବା ଜଣେ ଯୁବତୀ…

ଦରଦୀ ମଣିଷ ଧ୍ୟାନଚାନ୍ଦ

ଅପୂର୍ବ କ୍ରୀଡ଼ା ଦକ୍ଷତା ସହ ଦୟା, ପରୋପକାର ଏବଂ ସହୃଦୟତା ଆଦି ଅନେକ ଗୁଣ ଧ୍ୟାନଚାନ୍ଦଙ୍କଠାରେ ଭରି ରହିଥିଲା। ନିଜର ସରଳ ନିଷ୍କପଟତା ଏବଂ ସତ୍ୟବାଦିତା ଗୁଣ ଯୋଗୁ ସାମାଜିକ ଜୀବନରେ ଅନେକବାର ସେ ପ୍ରତାରିତ ହୋଇଥିଲେ ହେଁ ନିଜ ଜୀବନାଦର୍ଶରୁ…

ଉତ୍‌ଥାନ ପଥରେ ଭାରତୀୟ ହକି

ଉତ୍ତମ ସାଙ୍ଗଠନିକ ଦକ୍ଷତାର ବିନିଯୋଗ, ନିରପେକ୍ଷ ଖେଳାଳି ଚୟନ, ବିଶ୍ୱ ହକିର ପ୍ରତିଷ୍ଠିତ ପ୍ରଶିକ୍ଷକ ନିଯୁକ୍ତି ଏବଂ ଏକାଧିକ ଅନ୍ତର୍ଜାତୀୟ ପ୍ରତିଯୋଗିତା ଏବଂ ପ୍ରୋ ଲିଗ୍‌ ସହ ନିଜସ୍ବ ହକି ଇଣ୍ଡିଆ ଲିଗ୍‌ର ଆୟୋଜନ ଭଳି ସକାରାତ୍ମକ ପଦକ୍ଷେପ ଭାରତୀୟ ହକିର…

ଚାକିରି ଦେବାକୁ କହି ୧୦୦ କୋଟିର ଠକେଇ: ର଼୍ୟାକେଟରେ ୭୦ ବର୍ଷ ବୟସ୍କା ବୃଦ୍ଧା ସାମିଲ୍‌

ନୋଏଡ଼ା, ୨୯।୮: ଏକ ବଡ଼ ଧରଣର ଠକେଇ ର଼୍ୟାକେଟର ପର୍ଦ୍ଦାଫାଶ୍‌ ହୋଇଛି। ନୋଏଡ଼ା ପୋଲିସ ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ୧୦୦ କୋଟି ଟଙ୍କାର ଏହି ଠକେଇ ର଼୍ୟାକେଟର ମାଷ୍ଟରମାଇଣ୍ଡ୍‌ ରାଜେଶ କୁମାର ଫେରାର ହୋଇଯାଇଛନ୍ତି। ତେବେ ରାଜେଶଙ୍କ ୭୦…

ଶ୍ରୀମନ୍ଦିରରେ କୃଷ୍ଣଲୀଳା ସମାପନ

ପୁରୀ ଅଫିସ,୨୯ା୮: ପ୍ରବଳ ପ୍ରତାପୀ କଂସ ବଧ ସହିତ ଶ୍ରୀମନ୍ଦିରରେ ଚାଲିଥିବା କୃଷ୍ଣଲୀଳା ପରିସମାପ୍ତି ଘଟିଛି। ଭାଦ୍ରବ ଶୁକ୍ଲ ଦଶମୀ ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମହାଜନ ସେବକ ରାମକୃଷ୍ଣଙ୍କୁ ସିଂହାସନରେ ବିଜେ କରାଇଥିଲେ। ସେଠାରେ ଆଜ୍ଞାମାଳ…

ବିକାଶ, ପପୁ, ଦୀପକଙ୍କ ଲାଏ ଡିଟେକ୍ସନ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁର ରହସ୍ୟ ପାଇବାକୁ କ୍ରାଇମ୍‌ବ୍ରାଞ୍ଚ ଶେଷରେ ଲାଏ ଡିଟେକ୍ସନର ସାହାରା ନେଇଛି। ଗୁରୁବାର ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଥିବାବେଳେ ଶୁକ୍ରବାର ୩ ସହଯୋଗୀ ତଥା ପିପୁଲ ଫର୍‌ ସେବାର ସଦସ୍ୟ ବିକାଶ,…

ଗାଁ ଦାଣ୍ଡରେ ଡଙ୍ଗା ଚାଲିଲା

ଖୋର୍ଦ୍ଧା ଅଫିସ,୨୯ା୮: ଲଘୁଚାପଜନିତ ବର୍ଷା ଓ ହୀରାକୁଦରୁ ଜଳ ନିଷ୍କାସନ ଫଳରେ ରାଜୁଆ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଖୋର୍ଦ୍ଧା ବ୍ଲକର ଓରବରସିଂ, ନରଣଗଡ଼ ଓ ବ୍ରଜମୋହନପୁର ପଞ୍ଚାୟତରେ ବନ୍ୟାଜଳ ପଶିବା ଫଳରେ ୧୫ରୁ ଊର୍ଦ୍ଧ୍ୱ ଗ୍ରାମ ପାଣି ଘେରରେ ରହିଛି।…

୧୦ ଜିଲାର ୯୯୭ ଗ୍ରାମ କ୍ଷତିଗ୍ରସ୍ତ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ଲଗାଣ ବର୍ଷା ଫଳରେ ରାଜ୍ୟରେ ଯେଉଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା ସେଥିରେ ସୁଧାର ଆସିବାରେ ଲାଗିଛି। ସୁବର୍ଣ୍ଣରେଖା ନଦୀରେ ରାଜଘାଟଠାରେ ବିପଦ ସଙ୍କେତ ୧୦.୩୫ମିଟର ଥିବାବେଳେ ଶୁକ୍ରବାର ଜଳସ୍ତର ୧୦.୯୫ ମିଟରକୁ ଉଠିଥିଲା। ଦ୍ୱିପ୍ରହର ୨ଟା ସୁଦ୍ଧା ଏହା…

ରାୟଗଡ଼ା ଜିଲାର ୨ ଜେଲରୁ ୨୧୮ କରୋନା ପଜିଟିଭ

ରାୟଗଡ଼ା ଅଫିସ/ ଗୁଣପୁର,୨୯ା୮(ଡି.ଏନ୍‌.ଏ.): ରାୟଗଡ଼ା ସମଗ୍ର ରାଜ୍ୟରେ ଶେଷ ଜିଲାଭାବେ ଜୁନ୍‌ ୩ରେ କରୋନା ତାଲିକାରେ ସାମିଲ ହୋଇଥିଲା। ପ୍ରଥମେ ଜଣେ ଦିଲ୍ଲୀ ଫେରନ୍ତା ଯୁବତୀ ସଂକ୍ରମିତ ହୋଇଥିଲେ। ତେବେ ତିନି ମାସ ମଧ୍ୟରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୪୨୧୫ରେ ପହଞ୍ଚିଛି।…

ସେନାକୁ ସଫଳତା: ପୁଣି ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୯।୮: ସେନାକୁ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ପୁଣି ଏକ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଶନିବାର ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏଥିରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ସ୍ଥାନୀୟ ଜଦୁରା ଗାଁରେ କିଛି ଆତଙ୍କବାଦୀ…

ଭସାଣ ଉତ୍ସବ ମନା, କେବଳ ବିସର୍ଜନ

କଟକ ଅଫିସ,୨୯ା୮: କରୋନା କଟକଣା ଭିତରେ ଛନ୍ଦି ହୋଇପଡ଼ିଛି ପାର୍ବଣର ସହର କଟକ ଦଶହରା। ପ୍ରଥମଥର ପାଇଁ ରୌପ୍ୟନଗରୀର ପୂଜା ମଣ୍ଡପରେ ଚାନ୍ଦିମେଢ଼ ଦେଖିବାକୁ ମିଳିବ ନାହିଁ କି ମା’ଙ୍କ ମଥାରେ ସୁନା ମୁକୁଟ ଝଲସିବ ନାହିଁ। ବିନା ଆଡ଼ମ୍ବରରେ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?