ବୁଦ୍ଧିମତ୍ତା ବଢ଼ାଇବାର ସହଜ ଉପାୟ
ବୁଦ୍ଧିମତ୍ତା ବଢ଼ାଇବାକୁ ଚାହୁଁଛନ୍ତି କି? ଯଦି ହଁ, ତେବେ ଏଥିପାଇଁ ଏକ ସରଳ ଉପାୟ ଆପଣେଇ ପାରନ୍ତି। ଏପରି ବିଷୟକୁ ନେଇ ଗବେଷଣା କରି ସେହି ତାଲିକାରେ ଆଉ ଏକ କଥାକୁ ସାମିଲ କରାଯାଇଛି। ଆଉ ଏଥିରେ ସଫଳ ହୋଇଛନ୍ତି ଲଣ୍ଡନ…
ଏହି ବଲିଉଡ୍ ଅଭିନେତ୍ରୀଙ୍କୁ ବେଶୀ ପସନ୍ଦ କରନ୍ତି ପାକିସ୍ତାନ କ୍ରିକେଟର୍
ନିକଟରେ ପାକିସ୍ତାନ କ୍ରିକେଟ ଦଳ ଇଂଲଣ୍ଡ ଗସ୍ତରେ ଯାଇଛି। ସେଠାରେ ଦଳ ଇଂଲଣ୍ଡ ବିପକ୍ଷରେ ୩ଟି ଟେଷ୍ଟ ଏବଂ ୩ଟି ଟି-୨୦ ମ୍ୟାଚ୍ ଖେଳିବ। ଏହି ଗସ୍ତ ପୂର୍ବରୁ ହୋଇତତ୍ବା ଏକ ସାକ୍ଷାତକାରରେ ପାକିସ୍ତାନର ପୂର୍ବତନ ଅଧିନାୟକ ସରଫରାଜ ଅହମ୍ମଦ ବଲିଉଡ୍…
ତେଲେଙ୍ଗାନା ଗୃହମନ୍ତ୍ରୀଙ୍କୁ କରୋନା ସଂକ୍ରମଣ
ହାଇଦ୍ରାବାଦ୍, ୨୯।୬: ତେଲେଙ୍ଗାନା ଗୃହମନ୍ତ୍ରୀ ମହମ୍ମଦ ମହମୁଦ ଅଲ୍ଲୀଙ୍କୁ କରୋନା ସଂକ୍ରମଣ ହୋଇଛି। ରବିବାର ସନ୍ଧ୍ୟାରେ ତାଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଚିକିତ୍ସା ଲାଗି ତାଙ୍କୁ ଜୁବଲି ହିଲ୍ସ ସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୩…
ଚିନ୍ତା ବଢ଼ାଇଲାଣି ରାଜଧାନୀ: ୨୫ କରୋନା ପଜିଟିଭ ଚିହ୍ନଟ; ୨୩ ସ୍ଥାନୀୟ ଅଞ୍ଚଳର
ଭୁବନେଶ୍ୱର, ୨୯।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୨୩ ଲୋକାଲ୍ କେସ୍ ରହିଥିବା ବେଳେ ୨ ହୋମ୍ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧୪କୁ ବୃଦ୍ଧି…
ପେଟ୍ରୋଲ-ଡିଜେଲ ଦାମ ବଢ଼ାଇ ୧୮ ଲକ୍ଷ କୋଟି ଆଦାୟ କରିଛନ୍ତି ମୋଦି: ସୋନିଆ
ନୂଆଦିଲ୍ଲୀ, ୨୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ପକ୍ଷରୁ ଲଗାତାର ଉଦ୍ୟମ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ମୋଦି ସରକାର ଗତ ୩ ମାସ ମଧ୍ୟରେ ପେଟ୍ରୋଲ-ଡିଜେଲ ଦାମ ୨୨ ଥର…
ଯାଜପୁରରେ ସାଧାରଣ ଲୋକଙ୍କୁ ଅଫିସ ମନା
ଯାଜପୁର ଅଫିସ, ୨୯।୬: ଗତ ଦୁଇ ଦିନରେ ଯାଜପୁର ଜିଲାରେ ୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିରେ ଜିଲା ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ ରହିଥିବା ଜଣାପଡ଼ିଛି। ଏ ନେଇ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଜିଲାର…
ପୃଥିବୀ ପ୍ରତି ଗ୍ରହାଣୁ ବିପଦ
”ଗ୍ରହାଣୁଗୁଡ଼ିକର ଆକାର ଛୋଟ ଗୋଡ଼ି ଆକାରଠାରୁ ଆରମ୍ଭ କରି ୧୦୦ କିମି ପର୍ଯ୍ୟନ୍ତ ଅଛି। ଏଗୁଡ଼ିକ ସୂର୍ଯ୍ୟକୁ ପରିକ୍ରମଣ କରୁଥିଲେ ସୁଦ୍ଧା ଆକାର ଅତି ଛୋଟ ଥିବାରୁ ଏଗୁଡିକୁ ଗ୍ରହାଣୁ କୁହାଯାଉଛି। ଇଟାଲି ବୈଜ୍ଞାନିକ ଜିଉସେପେ ପିଆଜ୍ୱି ୧୮୦୧ ଜାନୁୟାରୀ ୧…
ଏହି ୨ ଅଭିନେତାଙ୍କୁ ଭାରତରତ୍ନ ପାଇଁ ଦାବି
କରୋନା ମହାମାରୀ ସମୟରେ ବଲିଉଡ୍ର ଅନେକ କଳାକାର ଗରିବ, ଅସହାୟଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି। କେହି ଟଙ୍କା ବାଣ୍ଟିଛନ୍ତି ତ ଆଉ କେହି ଭୋକିଲାଙ୍କୁ ଖାଇବାକୁ ଦେଇଛନ୍ତି। ତେବେ ଏହି ତାଲିକାରେ ସବୁଠାରୁ ଆଗରେ ରହିଛନ୍ତି ସୋନୁ ସୁଦ ଏବଂ ଖିଲାଡି…
ପରିବା ବିକୁଛନ୍ତି ଏହି ବଲିଉଡ୍ ଅଭିନେତା
ମୁମ୍ବାଇ, ୨୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏପରିସ୍ଥଳେ କୌଣସି ଫିଲ୍ମ ଅବା ଟିଭି ସିରିଏଲ୍ର ଶୁଟିଂ ବନ୍ଦ ରହିଛି। ନିଜ ପରିବାର ଭରଣପୋଷଣ ପାଇଁ ବଲିଉଡ୍ ଅଭିନେତା ଜାଭେଦ୍ ହୈଦର ମୁମ୍ବାଇ ରାଜରାସ୍ତାରେ ବସି ପରିବା…
ବାଳସୁଧାର ଗୃହରେ ଆତ୍ମହତ୍ୟା କଲେ ଅନ୍ତେବାସୀ
ବ୍ରହ୍ମପୁର ଅଫିସ,୨୯ା୬ : ସବୁବେଳେ ଚର୍ଚ୍ଚାରେ ରହିଆସୁଥିବା ଗଞ୍ଜାମ ଜିଲା ବ୍ରହ୍ମପୁର ସହର ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଥିବା ଜଣେ ଅନ୍ତେବାସୀ ରବିବାର ରାତିରେ ଆତ୍ମହତ୍ୟା କରିଛନ୍ତି। ଏନେଇ ଥାନାଧିକାରୀ ଶାରଦା ପ୍ରସନ୍ନ ଦାସ ସୋମବାର ସୂଚନା ଦେଇଛନ୍ତି। ଅନ୍ତେବାସୀ ଜଣକ…
ବରଗଡ଼ରେ ୩ ଅଙ୍ଗନଓ୍ବାଡ଼ି କର୍ମୀ, ଜଣେ ଆଶାକର୍ମୀଙ୍କ ସମେତ ୧୦ କରୋନା ଆକ୍ରାନ୍ତ
ବରଗଡ଼ ଅଫିସ,୨୯ା୬: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ବରଗଡ଼ ବ୍ଲକ କଟାପାଲି ଗ୍ରାମର। ସେମାନଙ୍କ ମଧ୍ୟରେ ୩ ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ଜଣେ ଆଶାକର୍ମୀ ରହିଛନ୍ତି। ଆକ୍ରାନ୍ତମାନଙ୍କୁ ବରଗଡ଼ କୋଭିଡ୍…
ଟୁଇଟରରେ ଟ୍ରେଣ୍ଡ ହେଉଛି ହାର୍ଲେ ଡେଭିଡସନ ସୁପରବାଇକ ସହ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଫଟୋ
ନୂଆଦିଲ୍ଲୀ,୨୯।୬: ବାଇକ୍ରେ ସଉକ ରଖୁଥିବା ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଶରଦ ଅରବିନ୍ଦ ବୋବଡେଙ୍କ ନିକଟରେ ପୂର୍ବରୁ ଏକ ବୁଲେଟ ଥିବା କଥା ସେ ଅତିତରେ ପ୍ରକାଶ କରିଥିଲେ। ତାଙ୍କର ଏହି ରୁଚିକୁ ନେଇ ଏବେ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ…
Archives


