Home

ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୯ା୩: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ବଡ଼ ବାବୁ। ଭୁବନେଶ୍ୱର ଜଳଯୋଗାଣ ଓ ସ୍ବରେଜ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ…

ସକାଳୁ ସକାଳୁ ଥରିଲା ଆଫଗାନିସ୍ତାନ: ଲୋକେ ଭୟରେ ଦୌଡିଲେ

କାବୁଲ,୨୯।୩: ଆଫଗାନିସ୍ତାନରେ ଶନିବାର ସକାଳୁ ଦୁଇଟି ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୭ ଏବଂ ୪.୩ ରହିଛି। ସ୍ଥାନୀୟ ସମୟ ସକାଳ ୪:୫୧ ଏବଂ ୫:୧୬ରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ଭୂମିକମ୍ପ ଯୋଗୁ ଲୋକମାନେ ଘର ଛାଡିବାକୁ…

ବରଗଡ଼ ଓକିଲ ସଂଘର ନିର୍ବାଚନ: ଚାଲିଛି ମତଦାନ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ଶନିବାର ଚାଲିଛି ବରଗଡ଼ ଜିଲା ଓକିଲ ସଂଘର ନିର୍ବାଚନ। ଏଥିପାଇଁ ସକାଳୁ ମତଦାନ ଆରମ୍ଭ ହୋଇଯାଇଛି। ଏଥର ସଂଘର ସଭାପତି ପଦବୀ ପାଇଁ ବେଲାଳସେନ ସରାଫ, ଭୀଷ୍ମଦେବ ସରାଫ, ପ୍ରକାଶ କୁମାର ପଟ୍ଟନାୟକ ଓ ଶଶିଭୂଷଣ ପ୍ରଧାନ ପ୍ରତିଦ୍ୱନ୍ଦ୍ୱିତା…

ଅନ୍ତର୍ଜାତୀୟ ସହାୟତା ଲୋଡ଼ିଲେ ସାମରିକ ସରକାର: ଟ୍ରମ୍ପ କହିଲେ…

ନାପିଦାଉ/ବ୍ୟାଙ୍କକ୍‌,୨୯ା୩ମ୍ୟାନ୍‌ମାରରେ ଭୂକମ୍ପ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଏବଂ ବିପନ୍ନଙ୍କୁ ଅତ୍ୟାବଶ୍ୟକ ରିଲିଫ୍‌ ସହାୟତା ଯୋଗାଇବା ବଡ଼ ଚ୍ୟାଲେଞ୍ଜ ପାଲଟିଛି। ଏହାକୁ ଦୃଷ୍ଟିରେ ରଖି ଆମ୍‌ନେଷ୍ଟି ଇଣ୍ଟରନ୍ୟାଶନାଲ ଏବଂ ହ୍ୟୁମାନ୍‌ ରାଇଟ୍ସ ଓ୍ବାଚ୍‌ ପକ୍ଷରୁ ପ୍ରଭାବିତ ଲୋକଙ୍କୁ ତୁରନ୍ତ ମାନବୀୟ ସହାୟତା ଯୋଗାଇଦେବା…

Shani Gochar 2025: ୩୦ ବର୍ଷ ପରେ ମୀନ ରାଶିରେ ପ୍ରବେଶ କରିବେ ଶନିଦେବ: ଏହି ୩ ରାଶିର ବ୍ୟକ୍ତି ହେବେ ମାଲାମାଲ

ଆଜି ବର୍ଷର ପ୍ରଥମ ସୂର୍ଯ୍ୟଗ୍ରହଣ। ଏହାସହ ସୂର୍ଯ୍ୟ ଦେବଙ୍କ ପୁତ୍ର ତଥା ନ୍ୟାୟାଧିପତି ଶନିଦେବ କୁମ୍ଭ ରାଶି ଛାଡି ମୀନ ରାଶିରେ ପ୍ରବେଶ କରିବେ। ୩୦ ବର୍ଷ ପରେ ଶନିଦେବ ମୀନ ରାଶିକୁ ଯିବେ। ବୈଦିକ ଜ୍ୟୋତିଷରେ ଶନି ଗ୍ରହର ଏକ…

ରାସ୍ତା ତିଆରିକୁ ପୂରିନି ବର୍ଷେ, ଉଠିଗଲାଣି ପିଚୁ,ମେଟାଲ

ନବରଙ୍ଗପୁର,୨୯।୩(ସଦାଶିବ ପ୍ରହରାଜ): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା ତିଆରି ହୋଇଥିବା ପ୍ରଧାନମନ୍ତ୍ରୀ ସଡ଼କ କାମ ଅତି ନିମ୍ନମାନର ହୋଇଥିବା ନେଇ ଜିଲା ପରିଷଦ ବୈଠକରେ ସଭ୍ୟମାନେ ଅଭିଯୋଗକରି ଆସୁଛନ୍ତି। ବିଭାଗ କିନ୍ତୁ ଅନେକ ବାହାନା ଦେଖାଇ ନିଜ ଦୋଷ ଦୁର୍ବଳତାକୁ ଲୁଚାଇ…

ମ୍ୟାନମାର୍‌କୁ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ନେପିଦାଉ,୨୯ା୩: ମ୍ୟାନମାର୍‌ରେ ହୋଇଥିବା ଭୟଙ୍କର ଭୂକମ୍ପ ପରେ, ଭାରତ ତୁରନ୍ତ ମାନବୀୟ ସହାୟତା ଭାବରେ ୧୫ ଟନ୍‌ରୁ ଅଧିକ ରିଲିଫ ସାମଗ୍ରୀ ପଠାଇଛି। ଭାରତୀୟ ବାୟୁସେନା (IAF)ର C-୧୩ ଓ ଜେ ବିମାନ ହିଣ୍ଡନ ବାୟୁସେନା ଷ୍ଟେଶନରୁ ଉଡ଼ାଣ ଭରି ରିଲିଫ୍‌…

ଭୂକମ୍ପ ପରେ ଧ୍ୱଂସର ଚିତ୍ର: ରେସ୍କ୍ୟୁ, ରିଲିଫ୍‌ ବଡ଼ ଚ୍ୟାଲେଞ୍ଜ

ନାପିଦାଉ/ବ୍ୟାଙ୍କକ୍‌/ ନୂଆଦିଲ୍ଲୀ,୨୯ା୩:ମ୍ୟାନ୍‌ମାରରେ ଶୁକ୍ରବାର ୭.୭ ତୀବ୍ରତା ବିଶିଷ୍ଟ ଭୂକମ୍ପ ହୋଇଛି, ଯାହାର ପ୍ରଭାବ ଦେଶ ଭିତରେ ସୀମିତ ନ ରହି ଦକ୍ଷିଣପୂର୍ବ ଏସିଆକୁ ଥରାଇ ଦେଇଛି। କେବଳ ମ୍ୟାନ୍‌ମାରରେ ୧୪୪ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଥିବାବେଳେ ଅନ୍ୟ ୭୩୨ ଜଣ ଆହତ ହୋଇ…

ଚିକିତ୍ସା ପାଇଁ ସହାୟତାକୁ ଅପେକ୍ଷା

ବଡ଼ଗାଁ,୨୯।୩(ଅଶୋକ ଷଡ଼ଙ୍ଗୀ): ପରିବାରର ଏକମାତ୍ର ରୋଜଗାରକ୍ଷମ ଥିଲେ। ହଠାତ୍‌ ପକ୍ଷାଘାତ ରୋଗରେ ଆକ୍ରାନ୍ତ ହେବା ପରେ ପରିବାର ଚଳାଇବା କଷ୍ଟକର ହେଉଛି। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ କଲବଲ ହେବାକୁ ପଡୁଛି। ସ୍ତ୍ରୀ ଓ ଦୁଇ ଜାଆଁଳା ଝିଅଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ…

ବିଧାନସଭା ବାହାରେ ପୁଣି ଘଣ୍ଟ ପିଟିଲା କଂଗ୍ରେସ

ଭୁବନେଶ୍ୱର,୨୯।୩(ରବିନାରାୟଣ ଜେନା): ବିଧାନସଭା ଗୃହ ଭିତରେ ଘଣ୍ଟ ମାଡ଼କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବିତ ହେବା ପରେ ଶୁକ୍ରବାର ପୁଣି ବିଧାନସଭା ବାହାରେ ଘଣ୍ଟମାଡ଼ କରିଛନ୍ତିି। ମହିଳାଙ୍କ ସୁରକ୍ଷା ପ୍ରସଙ୍ଗରେ ଯେ ପର୍ଯ୍ୟନ୍ତ ସରକାରଙ୍କୁ ନିଦରୁ ନ ଉଠାଇଛୁ ସେପର୍ଯ୍ୟନ୍ତ ଘଣ୍ଟମାଡ଼…

ବଜାରରେ ରୟାଲ ଏନ୍‌ଫିଲ୍ଡର ଅଲ୍‌

ନୂଆଦିଲ୍ଲୀ,୨୯।୩ (ଅଭୟ ଦାଶ): ରୟାଲ ଏନ୍‌ଫିଲ୍ଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ କ୍ଲାସିକ୍‌ ୬୫୦ର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି କ୍ଲାସିକ୍‌ ୬୫୦ରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା ଓ ଫିଚର ସାମିଲ ରହିଛି।…

ବାର୍ଦ୍ଧକ୍ୟର ଅନୁଚିନ୍ତା

ମଣିଷର ବୟସ ବଢିଲେ ପରମାୟୁ କମି କମି ଚାଲେ। ଏଣୁ ବୟସକୁ ସମ୍ମାନ ଦେଇ ସର୍ବାଗ୍ରେ ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ବିଧେୟ। ଶରୀର ସୁସ୍ଥ ଥିଲେ ମନ ସୁଖୀ ରହେ। ନିଜର ବିଚାର ଶକ୍ତି ବଢ଼େ। ଚିଡାପଣ କମେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri