ଯୁକ୍ତ୨ ପରୀକ୍ଷା ନେଇ ଆଜି ବସିବ ବୈଠକ
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟ ସରକାର ଯୁକ୍ତ ୨ର ବାକି ପରୀକ୍ଷାଗୁଡିକ ବାତିଲ କରିଦେବା ନେଇ ସମ୍ଭାବନା ଅଧିକ ମାତ୍ରାରେ ଦେଖାଦେଇଛି। ସିବିଏସଇ ଓ ଆଇସିଏସଇ ପକ୍ଷରୁ ଯୁକ୍ତ ୨ ପରୀକ୍ଷା ବାତିଲ କରି ଦିଆଯାଇଥିବାରୁ ରାଜ୍ୟ ସରକାର ସମାନ ନିଷ୍ପତ୍ତି ନେଇପାରନ୍ତି ବୋଲି…
ଟାଟା ଷ୍ଟିଲ୍ କବ୍ଜାରେ ପ୍ରାକୃତିକ ଝରଣା
ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୯ା୬: କଳିଙ୍ଗନଗର ଟାଟା ଷ୍ଟିଲ୍ କାରଖାନା ଭିତରେ ଏକ ଚିରସ୍ରୋତା ଝରଣା ବୋହୁଛି। ଏହି ଝରଣା ପାଣି ଓ କାରଖାନାର ବର୍ଜ୍ୟପାଣି ମିଶି ସାରଙ୍ଗପୁର ଛକ ନିକଟ ପୋଲ ଦେଇ ଗଣ୍ଡାନାଳରେ ମିଶିଛି। ଏଥିଯୋଗୁ କାରଖାନାରୁ ବାହାରୁଥିବା…
ଆଇଆଇସି, ବ୍ୟାଙ୍କ ଆକାଉଣ୍ଟାଣ୍ଟଙ୍କୁ କରୋନା: ବଡ଼ମ୍ବା ବ୍ଲକକୁ ୭୨ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା
ବଡ଼ମ୍ବା,୨୮ା୬(ଡି.ଏନ୍.ଏ.)- କଟକ ଜିଲା ବଡ଼ମ୍ବା ଅଞ୍ଚଳରେ କରୋନା କାୟା ବିସ୍ତାର କରୁଛି। ଶନିବାର ରାତିରେ ବଡ଼ମ୍ବା ଥାନା ଆଇଆଇସି ଓ ରବିବାର ଜାତୀୟ ବ୍ୟାଙ୍କରେ କାର୍ଯ୍ୟରତ ଜଣେ ଆକାଉଣ୍ଟାଣ୍ଟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ବଡ଼ମ୍ବାସ୍ଥିତ କ୍ୱାରାଣ୍ଟାଇନ୍ କେନ୍ଦ୍ରରୁ ୪ ଜଣ…
ହୃତ୍ପିଣ୍ଡ ସୁସ୍ଥ ରଖିବାକୁ ହେଲେ ଆପଣାନ୍ତୁ ଏହି ଉପାୟ
ସପ୍ତାହକୁ ଦୁଇ ଥର ମାଛ ଖାଇବା ଦ୍ୱାରା ହୃତ୍ପିଣ୍ଡ ସୁସ୍ଥ ରହିବା ସହ ହାର୍ଟଆଟାକ୍ ଆଶଙ୍କା ହ୍ରାସ ପାଇଥାଏ। ମାଛରେ ପ୍ରଚୁର ମାତ୍ରାରେ ଓମେଗା ୩ ଫଟି ଏସିଡ୍ ଥାଏ। ଯାହା ହୃଦ୍ରୋଗ ଜନିତ ସମସ୍ୟାକୁ ଦୂର କରିବାରେ ସାହାଯ୍ୟ କରିଥାଏ।…
ବାହାଘରର କିଛି ଘଣ୍ଟା ପୂର୍ବରୁ ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ
ବିନିକା,୨୮ା୬(ଡି.ଏନ.ଏ.)-ବାହାଘର ପାଇଁ ସବୁ ଆୟୋଜନ ସରିଥିଲା ା ଘରେ କୁଣିଆଙ୍କ ଭିଡ଼ ଜମିଥିଲା ା ହସଖୁସି ସାଙ୍ଗକୁ ଗହଳ ଚହଳ ଲାଗିଥିଲା ା ଆଉ କିଛି ଘଣ୍ଟା ପରେ ଯୁବକ ଜଣକ ବର ହୋଇ କନ୍ୟାଘରକୁ ଯାଇଥାନ୍ତେ ା ଏଥିପାଇଁ ସରିଥିଲା…
କାନରେ ଇୟରଫୋନ୍ ବ୍ୟବହାର କରୁଛନ୍ତି କି, ହୋଇଯାନ୍ତୁ ସାବଧାନ
ଅଧିକାଂଶ ଲୋକ କାନରେ ଇଅରଫୋନ ଲଗାଇ କଥା ହେବା କିମ୍ବା ଗୀତ ଶୁଣିବା ନିତିଦିନିଆ ଅଭ୍ୟାସ। କିନ୍ତୁ ଏହା କାନ ପାଇଁ ଯେ କେବେ କ୍ଷତିକାରକ ତାହା ସେମାନଙ୍କୁ ଜଣା ନ ଥାଏ। ଦୀର୍ଘ ସମୟ ଧରି ଇଅରଫୋନ ବ୍ୟବହାର କରିବା…
ପିଏମ୍-କେୟାର୍ସକୁ ଦାନ କରିଛନ୍ତି ଚାଇନା କମ୍ପାନୀ: କଂଗ୍ରେସ ଆଣିଲା ଅଭିଯୋଗ
ନୂଆଦିଲ୍ଲୀ,୨୮ା୬(ଆଇଏଏନ୍ଏସ୍)-ଭାରତରେ କରୋନା ମହାମାରୀ ସଂକ୍ରମଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ମାର୍ଚ୍ଚ ୨୮ରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଓ ଜରୁରୀ ପରିସ୍ଥିତିରେ ସହାୟତା ପାଣ୍ଠି (ପିଏମ୍-କେୟାର୍ସ) ଗଠନ କରିଥିଲେ। କରୋନା ମହାମାରୀ ଏବଂ ଭବିଷ୍ୟତରେ ଅନୁରୂପ ମହାମାରୀ ଭଳି ସ୍ଥିତିର…
ସୀମାରେ କୋକୁଆ ଭୟ: ଦୁଇମାସ ପାଇଁ ରୋଷେଇ ଗ୍ୟାସ୍ ମହଜୁଦ୍ ରଖିବାକୁ ନିର୍ଦ୍ଦେଶ
ଶ୍ରୀନଗର,୨୮।୬: ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା ଅଞ୍ଚଳରେ ଭାରତ-ଚାଇନା ଉତ୍ତେଜନା ଏବେ ଚରମ ସୀମାରେ ପହଞ୍ଚିଛି। ଫଳରେ ଏବେ ସ୍ଥାନୀୟ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଜୁନ ୨୩ରେ ଜମ୍ମୁ କଶ୍ମୀରର ଉପରାଜ୍ୟପାଳ ଜି.ସି…
୯ରୁ ବିପିୟୁଟି ଫାଇନାଲ ସେମିଷ୍ଟର
ଭୁବନେଶ୍ୱର, ୨୮।୬(ବ୍ୟୁରୋ)- ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ(ବିପିୟୁଟି)ର ଫାଇନାଲ ସେମିଷ୍ଟର ପାଇଁ ସମ୍ଭାବ୍ୟ ତାଲିକା ପ୍ରକାଶ ପାଇଛି। ଜୁଲାଇ ୯ରୁ ଅନ୍ଲାଇନ ପରୀକ୍ଷା ହେବା ନେଇ ତାରିଖ ଘୋଷଣା ହୋଇଛି। ଏହି ପରୀକ୍ଷା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଦୁଇଟି ସିଫ୍ଟରେ…
ଭାଇରାଲ ହେଉଛି ବୀରେନ୍ଦ୍ର ସେହ୍ବାଗଙ୍କ ଭିଡିଓ
ସାଧାରଣତଃ ଜେସିବି ମେଶିନ୍ ବହୁତ ଓଜନିଆ ହୋଇଥାଏ। ବଡ ବଡ କୋଠା ଭାଙ୍ଗିବା, ରାସ୍ତା ଖୋଳିବା ଭଳି କାର୍ଯ୍ୟରେ ଏହି ମେଶିନ୍ ବ୍ୟବହୃତ ହୋଇଥାଏ। ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହ୍ବାଗ ଜେସିବି ମେଶିନ୍ ସହ ଜଡିତ ଏକ ଭିଡିଓ ଟୁଇଟର୍ରେ ଶେୟାର…
୨ରେ ପ୍ରବଳ ବର୍ଷା: ୪ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୨୮।୬(ବ୍ୟୁରୋ)- ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ ରହିଛି। ତେଣୁ କିଛି ସ୍ଥାନରେ ବର୍ଷା ହେଉଛି। ଏଥିସହ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପ ପରିମାଣ ବର୍ଷା ହେବାକୁ ଥିବାବେଳେ…
ଚିନ୍ତା କରନ୍ତୁ ନାହିଁ, ଖୁବ୍ଶୀଘ୍ର ଆସିବ କରୋନା ଔଷଧ: ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୮।୬:ଦେଶରେ କରୋନା ରୋଗୀଙ୍କ ବୃଦ୍ଧି ପାଉଛି। ପ୍ରତିଦିନ ୧୫ ହଜାରରୁ ଅଧିକ ମାମଲା ଆସୁଛି ଏବଂ ପ୍ରାୟ ୪୦୦ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ସମୟରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ କହିଛନ୍ତି ଯେ, କରୋନା ଟିକା ଖୋଜିବା ପାଇଁ ସମଗ୍ର…
Archives


