Home

ଭଦ୍ରକରେ ବନ୍ୟା,୧୧୩ ଗାଁ ପ୍ରଭାବିତ

ଭଦ୍ରକ ଅଫିସ, ୨୮ା୮- ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆଖୁଆପଦାଠାରେ ଏହି ନଦୀର ବିପଦ ସଙ୍କେତ ୧୭.୮୩ ରହିଥିବା ବେଳେ ଗୁରୁବାର ଅପରାହ୍ନ ୫ଟା…

ଆଇଟି ଶିଳ୍ପରେ ଚାକିରି ହରାଇବେ ୨ ଲକ୍ଷ

ନୂଆଦିଲ୍ଲୀ,୨୮।୮: କରୋନା ପ୍ରଭାବ ଭାରତୀୟ ବଜାର ଉପରେ ଜାରି ରହିଛି। ଆଇଟି ଶିଳ୍ପରେ ବିଭିନ୍ନ ସମୟରେ ଛଟେଇ ନେଇ ଖବର ଆସିଥାଏ। ହେଲେ କରୋନା ଯୋଗୁ ଦେଶର ଆଇଟି ଶିଳ୍ପରେ ପ୍ରାୟ ୨ ଲକ୍ଷ ଲୋକ ନିଯୁକ୍ତି ହରାଇବେ ବୋଲି ଏକ…

କ୍ୟାରିବିୟାନ ପ୍ରିମିୟର ଲିଗ୍‌ : ଇତିହାସ ସୃଷ୍ଟିକଲେ ବ୍ରାଭୋ, ତାମ୍ବେଙ୍କ ପଦାର୍ପଣ

ପୋର୍ଟ ଅଫ୍‌ ସ୍ପେନ୍‌,୨୮।୮(ପି.ଟି.): ଏଠାରେ ଚାଲିଥିବା ହିରୋ କ୍ୟାରିବିୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ରେ ଅଲ ରାଉଣ୍ଡର ଡ୍ବେନ ବ୍ରାଭୋ ଇତିହାସ ସୃଷ୍ଟି କରିଛନ୍ତି। ସେହିପରି ପ୍ରବୀଣ ତାମ୍ବେ ପ୍ରଥମ ଭାରତୀୟ କ୍ରିକେଟର ଭାବେ ସିପିଏଲ୍‌ରେ ପଦାର୍ପଣ କରିଛନ୍ତି। ଏହି ଲିଗ୍‌ରେ ଟ୍ରିନ୍‌ବାଗୋ…

ସାତ୍ତ୍ୱିକସାଇରାଜ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୮।୮(ପି.ଟି.): ଶନିବାର ଜାତୀୟ କ୍ରୀଡ଼ା ଦିବସରେ ଅର୍ଜୁନ ପୁରସ୍କାର ପାଇବାକୁ ଯାଉଥିବା ଭାରତୀୟ ବ୍ୟାଡମିଣ୍ଟନ ତାରକା ସାତ୍ତ୍ୱିକସାଇରାଜ ରଙ୍କିରେଡ୍ଡୀ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ୍‌ ବୋଲି ଜଣାପଡିଛି। ଏବେ ସେ ପାଖାପାଖି ଗୋଟିଏ ସପ୍ତାହ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବେ। ତେବେ ୨୦ ବର୍ଷୀୟା…

ଇଂଲଣ୍ଡ- ପାକିସ୍ତାନ ପ୍ରଥମ ଟି୨୦ ମୁକାବିଲା

ମାଞ୍ଚେଷ୍ଟର, ୨୮।୮: ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଶୁକ୍ରବାର ଇଂଲଣ୍ଡ ଓ ଭ୍ରମଣକାରୀ ପାକିସ୍ତାନ ପ୍ରଥମ ଟି୨୦ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ୧-୦ରେ ବିଜୟୀ ହୋଇ ଇଂଲଣ୍ଡ ଦୀର୍ଘ ଏକ ଦଶନ୍ଧି ପରେ ପାକିସ୍ତାନ ବିପକ୍ଷରେ ଟେଷ୍ଟ ସିରଜରେ ବାଜି ମାରିଛି।…

ଯୋଡ଼ା -କେନ୍ଦୁଝର ଯୋଗାଯୋଗ ବିଚ୍ଛିନ୍ନ

ଯୋଡ଼ା, ୨୮।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକରେ ଥିବା ତଥା ୫୨୦ ନଂ ଜାତୀୟ ରାଜପଥର ବାସୁଦେବପୁରଠାରେ ଥିବା ବୈତରଣୀ ନଦୀ ସେତୁ ଦୁର୍ବଳ ହୋଇଯାଇଥିବାରୁ ତଥା ବଢି ପାଣି ଆସି ଅତଡା ଖସିବାରୁ ଯାତାୟାତ ପ୍ରଭାବିତ ହୋଇଛି। ବୈତରଣୀ ନଦୀର ଏହି…

ଜାତୀୟ କ୍ରୀଡ଼ା ପୁରସ୍କାର ବିଜେତା କରୋନା ପଜିଟିଭ୍‌: ଭର୍ଚୁଆଲ ସେରିମନିରେ ଯୋଗ ଦେବେନି

ନୂଆଦିଲ୍ଲୀ,୨୮।୮(ପି.ଟି.): ବ୍ୟାଡମିଣ୍ଟନ ତାରକା ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀଙ୍କ ସମେତ ଜାତୀୟ କ୍ରୀଡ଼ା ପୁରସ୍କାର ପାଇବାକୁ ଥିବା ୩ଜଣ କ୍ରୀଡ଼ାବିତ୍‌ କୋଭିଡ୍‌-୧୯ ପଜିଟିଭ୍‌ ବୋଲି ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ତରଫରୁ କୁହାଯାଇଛି। ଶନିବାର ଅଗଷ୍ଟ ୨୯ରେ ଆୟୋଜନ ହେବାକୁଥିବା ଭର୍ଚୁଆଲ ସେରିମନିରେ…

ଗଞ୍ଜାମରେ କରୋନା ଟେଷ୍ଟ ୨ ଲକ୍ଷ ଟପିଲା: ଜିଲାପାଳ 

ଛତ୍ରପୁର,୨୭ା୮(ଡି.ଏନ.ଏ)-ଗଞ୍ଜାମ ଜିଲାରେ କରୋନା ଟେଷ୍ଟ ୨ ଲକ୍ଷ ଟପିଛି। ଜିଲାରେ ଘରକୁ ଘର ଯାଇ ସମସ୍ତଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଉଛି ା ଏଥିପାଇଁ ଦିନକୁ ଦିନ ଟେଷ୍ଟ ବୃଦ୍ଧି ପାଉଛି ା କରୋନା ପଜିଟିଭଙ୍କୁ ଚିହ୍ନଟ କରିବାରେ ଏହା ସହାୟକ ହେଉଛି।…

ହତ୍ୟା ମାମଲା ରୁଜୁପରେ କ୍ଷମା ଯାଚିକା ଦାଖଲ

ଦିଗପହଣ୍ଡି,୨୭ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରିଟିକରପଡ଼ା ଗଁାରେ ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ଏବଂ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡଙ୍କୁ ଆକ୍ରମଣ ଅଭିଯୋଗରେ କେ.ନୂଆଗାଁ ଥାନାରେ ୨୦ରୁ ଉର୍ଦ୍ଧ୍ୱ ଗ୍ରାମବାସୀଙ୍କ ନଁାରେ ହତ୍ୟା ଉଦ୍ୟମ ମାମଲା ରୁଜୁ କରାଯାଇଛି। ଗୁରୁବାର ଅପରାହ୍ନରେ ଚୌଧୁରି…

କରୋନାରେ ୧୪ ପୋଲିସ, ୩ ଗୃହରକ୍ଷୀଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): କରୋନାରେ ୧୪ଜଣ ପୋଲିସ କର୍ମଚାରୀ ଓ ୩ଜଣ ଗୃହରକ୍ଷୀ ପ୍ରାଣ ହରାଇଛନ୍ତି। ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ସହାୟତା ପାଇଁ ଉଦ୍ୟମ କରାଯାଉଛି ବୋଲି ପୋଲିସ ଡିଜି ଅଭୟ କହିଛନ୍ତି। ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇ ଡିଜିପି କହିଛନ୍ତି, ସରକାରଙ୍କ…

ସିଏମ୍‌ସି ଅଞ୍ଚଳରୁ ଆଉ ୩୦୨ ଚିହ୍ନଟ

କଟକ ଅଫିସ, ୨୭।୮: କଟକ ଜିଲାରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର କଟକ ମହାନଗର ନିଗମ ଅଞ୍ଚଳରୁ ୩୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୩ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ…

ରିୟାଙ୍କ ଭୁବନେଶ୍ୱର ଡ୍ରଗ୍ସ ଲିଙ୍କ୍‌ ନେଇ ସ୍ପଷ୍ଟ ହୋଇନି: ଡିଜିପି

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ଏହି ମାମଲାରେ ସିବିଆଇ ସୁଶାନ୍ତଙ୍କ ବାନ୍ଧବି ରିୟା ଚକ୍ରବର୍ତ୍ତୀଙ୍କୁ ପ୍ରାଥମିକ ସନ୍ଦିଗ୍ଧ ଭାବେ ଦେଖୁଛି। ଏହି ମାମଲାରେ ସିବିଆଇ ସବୁ ଦିଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?