୧୦ ବର୍ଷ ବାଳକଙ୍କ ପିଲାର ମା’ ହେଲେ ଏହି ୧୪ ବର୍ଷୀୟ ନାବାଳିକା: ଅନୁଭୂତିକୁ ନେଇ କହିଲେ ଏପରି କିଛି..
ରୁଷିଆରେ ଜଣେ ୧୧ ବର୍ଷ ବାଳକ ପିଲାର ମା’ ହୋଇଛନ୍ତି ୧୪ ବର୍ଷର ଜଣେ ନାବାଳିକା। ସେ ହେଲେ ଡରିୟା। ଡରିଆ ୧୩ ବର୍ଷ ବୟସରେ ଇବାନଙ୍କ ପିଲାର ମା’ ହେବାକୁ ଯାଉଥିବା ଜଣାପଡ଼ିଥିଲା। ଚଳିତ ବର୍ଷ ଜାନୁୟାରୀରେ ଏହି ଖବର…
ସୁଶାନ୍ତଙ୍କ ଟଙ୍କାରେ ୟୁରୋପ ଯାତ୍ରା କରିଛନ୍ତି ଏହି ଅଭିନେତ୍ରୀ, ଏବେ ଦେଲେ ଏମିତି ଉତ୍ତର
ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍ ରିୟା ଚକ୍ରବର୍ତ୍ତୀଙ୍କୁ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ବୋଲି ବିଭିନ୍ନ ମହଲରୁ ଅଭିଯୋଗ ହୋଇଆସୁଛି। ସୁଶାନ୍ତଙ୍କ ପିତା କେ.କେ.ସିଂହ ମଧ୍ୟ…
ବିରାଟ କୋହଲି-ଅନୁଷ୍କାଙ୍କ ପିଲା ବିଷୟରେ ଏମିତି କହିଥିଲେ ଶର୍ମିଲା ଟାଗୋର
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଖୁବ୍ଶୀଘ୍ର ମା’ବାପା ହେବାକୁ ଯାଉଛନ୍ତି। ବିରାଟ ଅନୁଷ୍କାଙ୍କ ସହ ଏକ ଫଟୋ ଶେୟାର କରି ଏହା ଜଣାଇଛନ୍ତି। ସେ କହିଛନ୍ତି, ୨୦୨୧ରେ ଆମେ ୨ରୁ ୩…
ଶ୍ରୀମନ୍ଦିର କବାଟ ହେବ ରୂପା ଛାଉଣୀ
ପୁରୀ ଅଫିସ,୨୭।୮: ଶ୍ରୀମନ୍ଦିର କବାଟ ରୂପା ଛାଉଣୀ ହେବ। ଏଥିପାଇଁ ଦାତା ରୂପା ଦେଇଥିବା ସୂଚନା ମିଳିଛି। ଶ୍ରୀମନ୍ଦିରର କଳାହାଟ ଦ୍ୱାର, ବେହରଣ ଦ୍ୱାର ଓ ଜୟବିଜୟ ଦ୍ୱାରରେ ଲଗାଯାଇଥିବା କବାଟକୁ ରୂପା ଛାଉଣୀ କରାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଡିଜାଇନ୍…
ସରିଲା ବିଦ୍ୟାଶ୍ରୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ
ଭୁବନେଶ୍ୱର,୨୭।୮: ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି। ଭୁବନେଶ୍ୱର ଫରେନ୍ସିକ୍ ଲ୍ୟାବ୍ରେ ଗୁରୁବାର ଏହି ଟେଷ୍ଟ ସରିଛି। ପ୍ରାୟ ୫ ଘଣ୍ଟା ଧରି ଏହି ଟେଷ୍ଟ ହୋଇଥିବା ବେଳେ ବିଦ୍ୟାଶ୍ରୀଙ୍କୁ ୭୦ ପ୍ରଶ୍ନ…
ଘରେ ପଶି ମହିଳାଙ୍କଠାରୁ ହାର ଲୁଟ୍ ଘଟଣା: ୨ ଗିରଫ, ହାର ଜବତ
ବ୍ରହ୍ମପୁର ଅଫିସ,୨୭ା୮: ଘରେ ପଶି ଜଣେ ମହିଳାଙ୍କ ବେକରୁ ସୁନାହାର ଲୁଟ୍ ଘଟଣାରେ ବଡ଼ ବଜାର ଥାନା ପୋଲିସ ଦୁଇ ଲୁଟେରାଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉତ୍ତରାମୁଖୀ ସାହିର ଦୁର୍ଦ୍ଦାନ୍ତ ଅପରାଧୀ ଶିବ ପଟ୍ଟନାୟକ ଓ ମାର୍ଥାସାହିର ନରସିଂହ…
ଲକ୍ଡାଉନ୍ରେ ପ୍ରଶଂସକଙ୍କୁ ମା’ବାପା ହେବା ଖବର ଦେଇଛନ୍ତି ଏହିସବୁ ସେଲିବ୍ରିଟି
ସାରା ବିଶ୍ୱ କରୋନା ମହାମାରୀ ମୁକାବିଲା କରୁଥିବାବେଳେ କିଛି ସେଲିବ୍ରିଟି ଘରେ ରହି ପ୍ରଶଂସକଙ୍କୁ ଖୁସି ଖବର ଶୁଣାଇଛନ୍ତି। ଅନେକ ପ୍ରସିଦ୍ଧ ସେଲିବ୍ରିଟି ଲକ୍ଡାଉନ୍ରେ ମାତା/ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଜାଣନ୍ତୁ ସେହି ସେଲିବ୍ରିଟିଙ୍କ ବିଷୟରେ.. ବିରାଟ କୋହଲି-ଅନୁଷ୍କା ଶର୍ମା…
ଭଦ୍ରକରେ ବନ୍ୟା ପରିସ୍ଥିତି: ତଳିଆ ଅଞ୍ଚଳବାସୀଙ୍କୁ ସ୍ଥାନାନ୍ତର କଲା ପ୍ରଶାସନ
ଭଦ୍ରକ ଅଫିସ,୨୭ା୮: ଉପର ମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ୭୦ ଜଣଙ୍କୁ ଖାଲୁଆ ଅଞ୍ଚଳରୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନରେ ରଖାଯାଇଛି। ଏମାନଙ୍କ ମଧ୍ୟରୁ ୨୦ଜଣ ଆସନ୍ନ…
ସୁଶାନ୍ତଙ୍କଠୁ ଅଲଗା ହେବା ପରେ ଏହି ଅଭିନେତାଙ୍କୁ ଡେଟ୍ କରିଥିଲେ ଅଙ୍କିତା !
ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ନିତି ନୂଆ ନୂଆ ଘଟଣା ସାମ୍ନାକୁ ଆସୁଛି। ଏହି ସମୟରେ ଚର୍ଚ୍ଚାରେ ମଧ୍ୟ ରହିଛନ୍ତି ତାଙ୍କ ପୂର୍ବ ପ୍ରେମିକା ଅଙ୍କିତା ଲୋଖଣ୍ଡେ। ୨୦୧୬ରେ ସୁଶାନ୍ତଙ୍କ ସହ ବ୍ରେକ୍ଅପ୍ ହେବା ପରେ ଅଙ୍କିତା…
୮୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲାର ଜଳେଶ୍ବରରେ ପୁଣି ଧଳା ଜହର କାରବାରରେ ଏସ୍ଟିଏଫ୍ ଟିମ ଜଣକୁ ଗିରଫ କରିବା ସହିତ ୮୦୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି । ଏସ୍ଟିଏଫ୍ ଟାର୍ଗେଟରେ ଜଳେଶ୍ବରର ଡ୍ରଗ୍ସ ମାଫିଆ। ଗୁରୁବାର ପୂର୍ବାହ୍ନରେ ଏସ୍ଟିଏଫ୍ର…
ଅପରେଶନ ବେଳେ ମହିଳାଙ୍କ ପେଟରେ ତଉଲିଆ ଭୂଲିଗଲେ ଡାକ୍ତର: ଘଟିଲା ଏଭଳି କିଛି..
ପାଟଣା,୨୭।୮: ବିହାରର ଗୟାରେ ଡାକ୍ତରଙ୍କ ଅବହେଳାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଅପରେଶନ ସମୟରେ ୨୧ ବର୍ଷୀୟ ଜଣେ ମହିଳାଙ୍କ ପେଟରେ ଡାକ୍ତର ତଉଲିଆ ଛାଡ଼ି ଦେଇଥିଲେ। ଫଳରେ ମହିଳାଙ୍କ କଷ୍ଟ କମିବା ବଦଳରେ ବଢ଼ି ଯାଇଥିଲା। ପରେ ତାଙ୍କୁ…
ପିତା ହେବା ପରେ ଏହିସବୁ ଜିନିଷ ତ୍ୟାଗ କରିବେ ବିରାଟ କୋହଲି
କ୍ରିକେଟର୍ ବିରାଟ କୋହଲି ପିତା ହେବା ନେଇ ସୂଚନା ଦେବା ପରେ ତାଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ପିତା ହେବା ପରେ କୋହଲି କ’ଣ କରିବେ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହେଲାଣି। ୨୦୧୮ରେ କୋହଲି ଏକ ସାକ୍ଷାତକାରରେ କହିଥିଲେ…

