Home

ଗଞ୍ଜାମ ବ୍ଲକରେ କରୋନା ସ୍ଥିତି ସମୀକ୍ଷାକଲେ ଜିଲାପାଳ

ଗଞ୍ଜାମ,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କନ୍‌ଫରେନ୍ସ ହଲ୍‌ରେ ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କରୋନା (କୋଭିଡ ୧୯) ମୁକାବିଲା କେମିତି ଚାଲିଛି ସେ ନେଇ ସ୍ଥିତି ସମୀକ୍ଷା କରିଛନ୍ତି। ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ଅହେତୁକ ବୃଦ୍ଧି ପାଉଥିବାରୁ…

ଓ୍ବାର୍କ ଫ୍ରମ୍‌ ହୋମ୍‌ରୁ ବଢ଼ୁଛି ପରୋକ୍ଷ ଯୌନ ଉତ୍ପୀଡ଼ନ

ନୂଆଦିଲ୍ଲୀ: ମହାମାରୀ କରୋନା ଯୋଗୁ ଲକ୍‌ଡାଉନ୍‌ ଲାଗୁହେବା ପରେ ବିଭିନ୍ନ କର୍ପୋରେଟ ସେକ୍ଟରରେ କର୍ମଚାରୀମାନେ ଘରେ ରହି କାମ କରିବା(ଓ୍ବାର୍କ ଫ୍ରମ୍‌ ହୋମ୍‌)କୁ ବାଧ୍ୟ ହୋଇଛନ୍ତି। ଏବେ କର୍ପୋରେଟ ଲାଇଫ୍‌ର ଏହା ଏକ ଅଙ୍ଗ ପାଲଟିଗଲାଣି। ହେଲେ ଅନେକ କ୍ଷେତ୍ରରେ ଓ୍ବାର୍କ…

ଗଞ୍ଜାମରେ ଆଉ ୧୮ କରୋନା ଯୋଦ୍ଧା ପଜିଟିଭ

ଛତ୍ରପୁର, ୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରୁ ଶନିବାର ନୂଆ ୫୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୮ଜଣ କରୋନା ଯୋଦ୍ଧା ରହିଛନ୍ତି। ପୁରୁଷୋତ୍ତମପୁରରେ ଜଣେ ସୁରଟ ଫେରନ୍ତା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଉ ୩୯ ଜଣ କଣ୍ଟାକ୍ଟ ଟ୍ରେସିଂରୁ ପଜିଟିଭ…

ଭୂତଳ ଜଳ ସଞ୍ଚାଳନରୁ ଭୂକମ୍ପ

ନୂଆଦିଲ୍ଲୀ: ଭୂକମ୍ପ ଏବଂ ସୁନାମି ଭଳି ପ୍ରାକୃତିକ ବିପର୍ଯ୍ୟୟର କାରଣ ସମ୍ପର୍କରେ ବୈଜ୍ଞାନିକମାନେ ଗବେଷଣା ଜାରି ରଖିଥିଲେ ମଧ୍ୟ ଗବେଷଣାଲବ୍ଧ ତଥ୍ୟ ପର୍ଯ୍ୟାପ୍ତ ନୁହେଁ। ତେବେ ନିକଟରେ ଅନ୍ତର୍ଜାତୀୟସ୍ତରରେ କରାଯାଇଥିବା ଏକ ଅଧ୍ୟୟନରୁ ଭୂଗର୍ଭରେ ଥିବା ପାଣିର ଗତିବିଧି ସୁନାମି ଏବଂ…

ଦିଲ୍ଲୀରୁ ଆସିଲା ଖୁସି ଖବର: କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୫୮ ପ୍ରତିଶତ ଛୁଇଁଲା

ନୂଆଦିଲ୍ଲୀ, ୨୭।୬: କରୋନା ମହାମାରୀ ସଂକ୍ରମଣ ଭାରତରେ ଥମିବାର ନା ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୫୫୨ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୩୮୪ ଜଣଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ମୋଟ…

ଚେୟାରରେ ବସି ଅବଢ଼ା ଖାଇଲେ ପୋଲିସବାବୁ: ସୋସିଆଲ ମିଡିଆରେ ଫଟୋ ଭାଇରାଲ

ପୁରୀ ଅଫିସ,୨୭ା୬: ପ୍ରତିଟି ଜଗନ୍ନାଥପ୍ରେମୀଙ୍କ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରତି ରହିଛି ଗଭୀର ଭକ୍ତି ଏବଂ ବିଶ୍ୱାସ। ହେଲେ ମହାପ୍ରସାଦ ସେବନର ଏକ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହା ଭକ୍ତଙ୍କ ଭାବାବଗେକୁ ଆଘାତ ଦେଇଛି। ଶୁକ୍ରବାର କିଛି ପୋଲିସ ଅଧିକାରୀ…

ଗୁଣ୍ଡିଚା ମନ୍ଦିରରେ ପଶିଲେ ୨ ଅଣସେବାୟତ

ପୁରୀ ଅଫିସ,୨୭ା୬: ମହାମାରୀ କରୋନା ପାଇଁ ଏଥର ଭକ୍ତଶୂନ୍ୟ ଘୋଷଯାତ୍ରା ଅନୁଷ୍ଠିତ ହେଉଛି। ନବିଦାନାତ୍ମକ ଯାତ୍ରାରେ ଆସି ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦର୍ଶନ ପାଇଁ କୌଣସି ଭକ୍ତଙ୍କୁ ମନ୍ଦିରକୁ ଛଡ଼ାଯାଉନି। ଫଳରେ ଆଡ଼ପ ମଣ୍ଡପ ଦର୍ଶନରୁ…

ପୂର୍ବଭଳି ଚାଲିବ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଦେଶରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ନିୟମିତ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳକୁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ବନ୍ଦ ରଖିଛି। ହେଲେ ସ୍ପେଶାଲ ଟ୍ରେନ୍‌ଗୁଡ଼ିକ ପୂର୍ବଭଳି ଚଳାଚଳ କରିବ ଓ ଏଥିରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି…

ପିସିସି ସଭାପତିଙ୍କୁ ୫ଶହ ଟଙ୍କା ଜରିମାନା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରି ଜରିମାନା ଗଣିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଶୁକ୍ରବାର ପଟ୍ଟନାୟକଙ୍କ ସମେତ ଅନ୍ୟ କେତେଜଣ ସମର୍ଥକଙ୍କୁ କମିଶନରେଟ ପୋଲିସ ୫ଶହ ଟଙ୍କା ଲେଖାଏ ଜରିମାନା କରିଛି। କିଛିଦିନ ତଳେ କଂଗ୍ରେସ ଭବନରେ ରାଜ୍ୟ…

କରୋନା ବିଫଳତା ନେଇ ୧୩ ଦଳର ପ୍ରତିବାଦ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): କରୋନା ସମୟରେ ରାଜ୍ୟ ସରକାରଙ୍କ ପରିଚାଳନାଗତ ବିଫଳତାକୁ ନେଇ ଶୁକ୍ରବାର କଂଗ୍ରେସ ସମେତ ରାଜ୍ୟର ୧୩ ରାଜନୈତିକ ଦଳ ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତାଲାବନ୍ଦ ଯୋଗୁ ରାଜ୍ୟ ତଥା ଦେଶର ଅର୍ଥନୀତି ବିପର୍ଯ୍ୟସ୍ତ ହୋଇପଡିଛି। ଏହାସହ…

୩.୬ ଲକ୍ଷ ଭାରତୀୟ ଫେରିଲେଣି

ନୂଆଦିଲ୍ଲୀ,୨୭ା୬(ପି.ଟି.): ଲକ୍‌ଡାଉନ ଯୋଗୁ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟମାନଙ୍କୁ ଫେରାଇ ଆଣିବା ଲାଗି ଗତ ମେ’ ୭ରେ ବନ୍ଦେ ଭାରତ ମିଶନ ଆରମ୍ଭ ହୋଇଥିଲା। ଏହି ମିଶନରେ ଇତିମଧ୍ୟରେ ବିଭିନ୍ନ ଦେଶରୁ ୩.୬ ଲକ୍ଷରୁ ଅଧିକ ଭାରତୀୟ ଦେଶକୁ ଫେରିଲେଣି।…

ସଲମାନ୍‌ଙ୍କ ଓ୍ବାର୍କଆଉଟ୍‌ ଫଟୋ ଦେଖି ରାଗିଗଲେ ସୁଶାନ୍ତଙ୍କ ପ୍ରଶଂସକ, କହିଲେ ଏଭଳି କିଛି

ବମ୍ବେ: ନିଜର ଫିଟ୍‌ନେସ୍‌କୁ ନେଇ ଦବଙ୍ଗ ଖାନ୍‌ ସଲମାନ୍‌ ବେଶ ଯତ୍ନବାନ। ପ୍ରଶଂସକମାନଙ୍କୁ ମଧ୍ୟ ସେ ଫିଟ୍‌ ରହିବାକୁ ପ୍ରେରଣା ଦିଅନ୍ତି। ସେ ସୋସିଆଲ ମିଡିଆରେ ଓ୍ବାକ୍‌ଆଉଟ୍‌ ସମୟର ଗୋଟିଏ ଫଟୋ ଶେୟାର କଲେ ଲକ୍ଷାଧିକ ଲୋକ ତାକୁ ପସନ୍ଦ କରନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri