CORONAVIRUS UPDATE: ରାଜ୍ୟରେ ୩୦ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର, ୩୦।୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ କରୋନା ଭାଇରସ୍ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଯାହା ଏବେ ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି। ରାଜ୍ୟରେ ଗୁରୁବାର ପୁଣି ୧୨୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ…
ଆତ୍ମହତ୍ୟା କଲେ ପୁଣି ଜଣେ ଲୋକପ୍ରିୟ ଅଭିନେତା
ମରାଠୀ ଅଭିନେତା ଆଶୁତୋଷ ଭାକରେ ଆତ୍ମହତ୍ୟା କରିଛନ୍ତି। ତାଙ୍କୁ ମାତ୍ର ୩୨ ବର୍ଷ ବୟସ ହୋଇଥିଲା। ମହାରାଷ୍ଟ୍ରର ନାନ୍ଦେଡରେ ଥିବା ତାଙ୍କ ଘରେ ଆଶୁତୋଷ ଫାଶୀ ଦେଇତବବା ସୂଚନା ମିଳିଛି। ପୋଲିସର ସୂଚନାନୁସାରେ, ଆଶୁତୋଷଙ୍କ ମୃତଦେହ ନନ୍ଦେଡରେ ଥିବା ତାଙ୍କ ବଙ୍ଗଳାରେ…
୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଆଇଏସ୍ଓ ମାନ୍ୟତା
ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଉଚ୍ଚ ମାନର ସମନ୍ବିତ ଅଙ୍ଗନଓ୍ବାଡ଼ି ସେବା ପ୍ରଦାନକୁ ସୁନିଶ୍ଚିତ କରିବା ଓ ଭିତ୍ତିଭୂମି ନିର୍ମାଣରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ର ୫ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଆଇଏସ୍ଓ ୯୦୦୧:୨୦୧୫ ମାନତା ମିଳିଛି। ୩ ଆଦର୍ଶ ଅଙ୍ଗନଓ୍ବାଡି…
ଦେବଦୂତ ପାଲଟିଲେ ହତ୍ୟାକାରୀ: ୧୦୦ଜଣଙ୍କ ଜୀବନ ନେଇଥିବା ଡାକ୍ତର ଗିରଫ
ଚଣ୍ଡିଗଡ଼, ୩୦।୭: ରୋଗୀଙ୍କ ଜୀବନ ବଞ୍ଚାଉଥିବା ଡାକ୍ତରଙ୍କୁ ସଭିଏଁ ଦେବଦୂତ ବୋଲି ମନେ କରିଥାନ୍ତି। ତେବେ ହରିୟାଣାର ୬୨ ବର୍ଷ ବୟସ୍କ ଡାକ୍ତର ଦେବେନ୍ଦ୍ର ଶର୍ମା ଦେବଦୂତ ବଦଳରେ ହତ୍ୟାକାରୀ ପାଲଟିଛନ୍ତି। ସେ ୧୦୦ଜଣ ଟ୍ରକ୍ ଏବଂ ଟ୍ୟାକ୍ସି ଡ୍ରାଇଭରଙ୍କୁ ହତ୍ୟା…
କରୋନାକୁ ହରାଇଲେ ୩୦ ମହିଳା ପୋଲିସ ଅଧିକାରୀ
ହାଇଦ୍ରାବାଦ,୩୦।୭: କରୋନା ମହାମାରୀ ଏବେ ସାରା ଦେଶ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଏଥିରେ କରୋନା ଯୋଦ୍ଧାଙ୍କ ସଂକ୍ରମଣ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଉଛି। ତେବେ ତେଲେଙ୍ଗାନା ପୋଲିସର ପ୍ରାୟ ୩୦ ଜଣ ମହିଳା ପୋଲିସ ଅଧିକାରୀ କରୋନା ଯୁଦ୍ଧରେ…
ମାନସୀ ବଞ୍ଚାଇଲେ ୬ ହଜାର ଶ୍ରମିକଙ୍କ ଜୀବନ
ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନା କଟକଣାରେ ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ଫେରାଇ ଆଣିବା ଲାଗି ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ହେଲେ ମାଲିକ ଓ ଠିକାଦାରଙ୍କ ନିକଟରେ ଏବେ ବି ହଜାର ହଜାର ଦାଦନ ବନ୍ଧା…
‘ଜୀବନ ରକ୍ଷା ପାଇଁ ସମ୍ବଳର ଅଭାବ ନାହିଁ’
ଭୁବନେଶ୍ୱର,୩୦।୭(ବ୍ୟୁରୋ): ପ୍ରାକୃତିକ ବିପର୍ଯ୍ୟୟ ହେଉ ଅବା ମହାମାରୀ, ପ୍ରତ୍ୟେକଙ୍କ ଜୀବନ ରକ୍ଷା କରିବା ସରକାରଙ୍କ ପ୍ରଥମ କର୍ତ୍ତବ୍ୟ। ହେଲେ ପ୍ରତି ଘରେ କିମ୍ବା ରାସ୍ତାରେ ରହି ସବୁ ସମୟରେ ସଚେତନ କରାଇବା ସରକାରଙ୍କ ପକ୍ଷେ ସମ୍ଭବ ନୁହେଁ। ଜୀବନ ରକ୍ଷା ପାଇଁ…
କରୋନା ରୋଗୀଙ୍କ ସହାୟତା ପାଇଁ ୩୨୦୦ କିମି ସାଇକେଲ ଚଲାଇଲେ ୫ ବର୍ଷର ଶିଶୁ
ଲଣ୍ଡନ,୩୦।୭: କରୋନା ଏବେ ସାରା ବିଶ୍ୱରେ ହଇଚଇ ସୃଷ୍ଟି କରିଛି। କେତେକ ଦେଶରେ ପରିସ୍ଥିତି ଚିନ୍ତାଜନକ। ଏହି ସମୟରେ, କିଛି ଲୋକ ଅଛନ୍ତି ଯେଉଁମାନେ କରୋନା ସହ ଲଢିବା ପାଇଁ ସମସ୍ତ ପ୍ରୟାସ କରୁଛନ୍ତି। ଏଥିମଧ୍ୟରେ ଜଣେ ପାଞ୍ଚ ବର୍ଷର ଶିଶୁ…
ଦେଶର ଶିକ୍ଷା ବ୍ୟବସ୍ଥା ବଦଳିଲା
ପଞ୍ଚମ ଯାଏ ମାତୃଭାଷାରେ ଶିକ୍ଷା ନୂଆ ଜାତୀୟ ଶିକ୍ଷାନୀତି (ଏନ୍ଇପି)ରେ ପ୍ରସ୍ତାବିତ ପରିବର୍ତ୍ତନ ମଧ୍ୟରୁ ପ୍ରମୁଖ ହେଉଛି ୧୦+୨ ବ୍ୟବସ୍ଥାକୁ ଉଚ୍ଛେଦ କରିବା। ଏହା ବଦଳରେ ୫+୩+୩+୪ ସ୍କୁଲ କରିକୁଲମ୍ ବ୍ୟବସ୍ଥା କରାଯିବ। ଏହି ବ୍ୟବସ୍ଥାରେ ମୋଟ ସ୍କୁଲ ଶିକ୍ଷା ୧୨…
ବାୟୋ ଟଏଲେଟ୍ଯୁକ୍ତ ହେଲା ସମସ୍ତ ଟ୍ରେନ୍
ଭୁବନେଶ୍ୱର,୩୦।୭(ବ୍ୟୁରୋ): ପରିବେଶ ସ୍ବଚ୍ଛତା ଦିଗରେ ପୂର୍ବତଟ ରେଳପଥ ଏକ ନୂଆ ମାଇଲଖୁଣ୍ଟ ପ୍ରତିଷ୍ଠା କରିଛି। ନିଜ ଅଧୀନରେ ଥିବା ସମସ୍ତ ଟ୍ରେନ୍କୁ ବାୟୋ ଟଏଲେଟ୍ଯୁକ୍ତ କରିଛି। ପୂର୍ବତଟ ରେଳପଥରେ ମୋଟ ୩୨୪୭ଟି କୋଚ୍ରେ ବର୍ତ୍ତମାନ ପରିବେଶ ଅନୁକୂଳ ବାୟୋଟଏଲେଟ୍ଗୁଡ଼ିକ ସଂଯୋଗ କରାଯାଇଛି।…
ବାହୁବଲୀ ନିର୍ଦ୍ଦେଶକଙ୍କ ଘରେ କରୋନା: ହୋମ୍ କ୍ୱାରାଣ୍ଟାଇନ୍ରେ ପୁରା ପରିବାର
ମୁମ୍ବାଇ,୩୦।୭: ବେଶ୍ ଲୋକପ୍ରିୟ ଫିଲ୍ମ ବାହୁବଲୀ ଓ ବାହୁବଲୀ-୨ ନିର୍ଦ୍ଦେଶକ ଏସ୍.ଏସ୍. ରାଜାମୌଲି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜାମୌଲି ଓ ତାଙ୍କ ପରିବାରର ମମସ୍ତ ସଦସ୍ୟଙ୍କ ନିକଟରେ ସାମାନ୍ୟ କରୋନା ଲକ୍ଷଣ ଦେଖାଯିବାରୁ ସେମାନେ ହୋମ୍ କ୍ୱାରାଣ୍ଟାଇନ୍ରେ ରହିଥିବା ଜଣାପଡ଼ିଛି।…
ରାତ୍ରିକାଳୀନ କଟକଣା କୋହଳ
ନୂଆଦିଲ୍ଲୀ,୩୦।୭: ଦେଶରେ କୋଭିଡ୍-୧୯ ସ୍ଥିତିକୁ ଅନୁଧ୍ୟାନ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଅନ୍ଲକ୍-୩ ନିର୍ଦ୍ଦେଶନାମା(ଗାଇଡ୍ଲାଇନ) ଜାରି କରାଯାଇଛି। ଏହା ଅଗଷ୍ଟ ୩୧ପର୍ଯ୍ୟନ୍ତ ଜାରି ରହିବ। ଜୁନ୍ ୨୯ତାରିଖରେ ଜାରି ହୋଇଥିବା ଅନ୍ଲକ୍-୨ ଆସନ୍ତା ଶୁକ୍ରବାର ଶେଷ ହେଉଛି। ତେଣୁ କଣ୍ଟେନ୍ମେଣ୍ଟ…
Archives


