Home

CORONAVIRUS UPDATE: ରାଜ୍ୟରେ ପୁଣି ୧୭୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଚାରିଆଡ଼ୁ ଘେରିଲେ ପଡ଼ୋଶୀ

ନୂଆଦିଲ୍ଲୀ,୨୭ା୬ : ଚାଇନା, ପାକିସ୍ତାନ ଓ ନେପାଳ ପରେ ଏବେ ପଡ଼ୋଶୀ ଭୁଟାନ ଭାରତକୁ ହଇରାଣ କରିବା ଆରମ୍ଭ କରିଛି। ପାରମ୍ପରିକ ‘ଡୋଙ୍ଗ୍‌’ କେନାଲ ଦେଇ ଆସାମକୁ ପାଣି ଛାଡ଼ିବା ବନ୍ଦ କରିଦେଇଛି ଭାରତର ଏହି ବନ୍ଧୁରାଷ୍ଟ୍ର। ଏଥିଯୋଗୁ ଆସାମର ବକ୍ସା…

ପଶ୍ଚିମବଙ୍ଗ ପରେ ଝାଡ଼ଖଣ୍ଡରେ ବଢ଼ିଲା ଲକ୍‌ଡାଉନ

ରାଞ୍ଚି,୨୭।୬: ସାରା ଦେଶରେ କରୋନା ସଙ୍କଟ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ନିୟନ୍ତ୍ରଣାଧିନ ହୋଇପାରୁ ନ ଥିବାରୁ ଏହାକୁ ଦୃଷ୍ଟିରେ ରଖି କେତେକ ରାଜ୍ୟରେ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଯିବାକୁ ନିଷ୍ପତ୍ତି…

ଅବଶିଷ୍ଟ ବୋର୍ଡ ପରୀକ୍ଷା ବାତିଲ ପାଇଁ କେନ୍ଦ୍ର, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୨୭ା୬(ପି.ଟି.): କରୋନା ମହାମାରୀ ଯୋଗୁ ବାକି ରହିଥିବା ବୋର୍ଡ ପରୀକ୍ଷା ବାତିଲ ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାର ଏବଂ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) କର୍ତ୍ତୃପକ୍ଷଙ୍କୁ ଅନୁମତି ପ୍ରଦାନ କରିଛନ୍ତି। ଦଶମ ଓ ଦ୍ୱାଦଶ ଶ୍ରେଣୀର ବକେୟା ପରୀକ୍ଷା…

୬ ଦିନରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଟପୁଛି ଲକ୍ଷେ: ସପ୍ତାହେ ମଧ୍ୟରେ ସଂକ୍ରମଣର ତୃତୀୟ ସ୍ଥାନରେ ରହିବା ଆଶଙ୍କା

ନୂଆଦିଲ୍ଲୀ, ୨୭।୬: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏବେ ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହାରାହାରି ୧୭ହଜାରରୁ ଅଧିକ ରହୁଛି। ଫଳରେ ଏବେ ପ୍ରତି ୬ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା…

ରାଜ୍ୟରେ ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ: ମୁଖ୍ୟମନ୍ତ୍ରୀ

ପଣଜୀ,୨୭।୬: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବିଭିନ୍ନ ରାଜ୍ୟରେ ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଗୋଆରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଗଲାଣି ବୋଲି ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ…

ଶ୍ୟାମଳୀ ଥିବାରୁ ଏହି ଅଭିନେତ୍ରୀଙ୍କୁ ଶୁଣିବାକୁ ପଡ଼ିଥିଲା ବହୁ ଅପମାନ…

ମୁମ୍ବାଇ, ୨୭।୬: ନିକଟରେ ଆମେରିକାରେ ବର୍ଣ୍ଣବୈଷମ୍ୟ ଯୋଗୁ ଦେଶବ୍ୟାପୀ ପ୍ରଦର୍ଶନ ହୋଇଥିଲା। ଏବେ ବିୟୁଟି କ୍ରିମ୍‌ ଉତ୍ପାଦକୁ ନେଇ ବିବାଦ ମଧ୍ୟ ଜାରି ରହିଛି। ଏଭଳି ରଙ୍ଗ ଭେଦଭାବ ଯୋଗୁ ପିଲାଦିନେ ମାନସିକସ୍ତରରେ ବେଶ୍‌ ଆଘାତ ପାଇଥିବା ଅଭିନେତ୍ରୀ ବିପାସା ବାସୁ…

୫ ଜୁଲାଇରେ ଚନ୍ଦ୍ରଗ୍ରହଣ

ନୂଆଦିଲ୍ଲୀ, ୨୭।୬: ଜୁଲାଇ ୫ରେ ଚନ୍ଦ୍ରଗ୍ରହଣ ହେବାକୁ ଯାଉଛି। ଏହି ଉପଛାୟା ଚନ୍ଦ୍ରଗ୍ରହଣ ଉତ୍ତର ଆମେରିକା, ଦକ୍ଷିଣ ଆମେରିକା, ୟୁରୋପ ଏବଂ ଆଫ୍ରିକାର କେତେକ ଅଞ୍ଚଳରେ ଦୃଷ୍ଟିଗୋଚର ହେବ। ଏହା ଏସିଆ ମହାଦେଶରେ ଦୃଶ୍ୟମାନହେବ ନାହିଁ। ଏହି ଚନ୍ଦ୍ର ଗ୍ରହଣ ଭାରତରେ…

ପାରିବାରିକ କଳହ ହେଲା କାଳ: ବିଷ ପିଇ ମା’ ସହ ଦୁଇପୁଅଙ୍କ ଆତ୍ମହତ୍ୟା

ବରଗଡ଼ ଅଫିସ୍‌,୨୬।୬-ବରଗଡ଼ ସଦର ଥାନା ଅନ୍ତର୍ଗତ ଖୁଣ୍ଟପାଲି ନିକଟ ଚାରପାଲି ଗ୍ରାମର ଗୋପୀନାଥ ବନଛୋରଙ୍କ ପରିବାରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ଉକ୍ତ ପରିବାରର ମା’ଙ୍କ ସମେତ ଦୁଇ ପୁଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି।…

୪ରେ ଲଘୁଚାପ: ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ଆସନ୍ତା ଜୁଲାଇ ୪ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ଜୁଲାଇ ୨ ତାରିଖରୁ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ୪ ଓ…

୮୦ ହଜାର ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ

ମାଲକାନଗିରି,୨୬ା୬(ଡି.ଏନ୍‌.ଏ.)-ସରକାରୀ ଜାଗାରେ ଘର କରିବା ନେଇ ହୋଇଥିବା ମାମଲାକୁ ଉଠାଇଦେବାକୁ କହି ଜଣେ ବ୍ୟକ୍ତିଙ୍କଠାରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କିରାଣି ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ତାଙ୍କ ନାମ ଅକ୍ଷୟ…

ଏସବୁ ଜିଲାରୁ ଭୁବନେଶ୍ୱର ଆସିଲେ ୧୪ ଦିନ କ୍ୱାରାଣ୍ଟାଇନ

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ଏଣିକି ଗଞ୍ଜାମ, କଟକ, ବାଲେଶ୍ୱର, ଗଜପତି, ଯାଜପୁର ଜିଲାରୁ ଭୁବନେଶ୍ୱର ବସ୍ତି ଅଞ୍ଚଳକୁ ଆସିଲେ ୧୪ ଦିନ ସରାକରୀ କ୍ୱାରାଣ୍ଟାଇନ ରହିବାକୁ ପଡ଼ିବ। କରୋନା ସଂକ୍ରମଣକୁ ରୋକିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ଯଦି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri