Home

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୩୧, ମୋଟ ଆରୋଗ୍ୟ ସଂଖ୍ୟା ୪୪୨୨କୁ ବୃଦ୍ଧି

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୩୧ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ଏଥିରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪୩ଜଣ ଅଛନ୍ତି। ସେହିଭଳି ପୁରୀ ୨୮, ଖୋର୍ଦ୍ଧା ୨୧, କନ୍ଧମାଳ ୧୨, ଜଗତ୍‌ସିଂହପୁର ୭, ନବରଙ୍ଗପୁର ୬, କେନ୍ଦ୍ରାପଡ଼ା ୫, ବାଲେଶ୍ୱର ଓ…

ଖବରକାଗଜ ଖଣ୍ଡରୁ ଟ୍ରେନ୍‌ ପ୍ରସ୍ତୁତ କଲେ ବାଳକ, ପ୍ରଶଂସା କଲା ରେଳ ମନ୍ତ୍ରାଳୟ

ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଥିଲା। ଫଳରେ ଲୋକମାନେ ନିଜ ନିଜ ଘରେ ରହିବାକୁ ବାଧ୍ୟ ହୋଇଥିଲେ। ଏହି ସମୟରେ କିଛି ଲୋକଙ୍କର କ୍ରିଏଟିଭିଟି(ସୃଜନଶୀଳତା) ନଜରକୁ ଆସିଥିଲା। ଏହିଭଳି ଜଣେ ବାଳକ ଏବେ ଚର୍ଚ୍ଚାର ପରିସରକୁ ଆସିଛନ୍ତି।…

ପଲଓ୍ବଲ ଏକ୍ସପ୍ରେସଓ୍ବେରେ କାହିଁକି ଜରୁରୀ ଅବତରଣ କଲା ବାୟୁସେନା ହେଲିକପ୍ଟର

ଚଣ୍ଡିଗଡ଼,୨୬।୬: ହରିୟାଣାର ସୋନିପତରେ ବାୟସେନା ହେଲିକପ୍ଟରକୁ ଜରୁରୀ ଅବତରଣ କରାଯାଇଛି। ଶୁକ୍ରବାର କୁଣ୍ଡଲି-ଗାଜିଆବାଦ ପଲଓ୍ବଲ ଏକ୍ସପ୍ରେସଓ୍ବେରେ ବାୟୁସେନା ହେଲିକପ୍ଟରକୁ ଅଚାନକ ଜରୁରୀ ଅବତରଣ କରାଯାଇଥିବା ସୂଚନା ରହିଛି। ଜରୁରୀ ଅବତରଣ ସମୟରେ ହେଲିକପ୍ଟରରେ ୪ଜଣ ରହିଥିବା ବେଳେ ସେମାନେ ସମସ୍ତେ ସୁରକ୍ଷିତ…

ଗଞ୍ଜାମରେ କରୋନା ଯୋଦ୍ଧାଙ୍କ ପାଇଁ ଚିନ୍ତା: ୯ ଦିନରେ ସଂକ୍ରମିତ ହେଲେଣି ୯୪ ଜଣ

ଛତ୍ରପୁର, ୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାକୁ ବର୍ତ୍ତମାନ ପର୍ଯ୍ୟନ୍ତ ୨ ଲକ୍ଷ ୧୬ ହଜାର ୮୨୦ ଜଣ ପ୍ରବାସୀ ଫେରିଛନ୍ତି। ଏ ନେଇ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୂର୍ବରୁ କେବଳ ପ୍ରବାସୀମାନେ ସଂକ୍ରମିତ ଚି଼ହ୍ନଟ…

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର, ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତନ୍ତ୍ରୀ କହିଥିଲେ ଯେ, ବିଭିନ୍ନ ବିପର୍ଯ୍ୟୟ ଯୋଗୁ ଜନସାଧାରଣଙ୍କ ଉପରକୁ ଆସୁଥିବା ବିପଦକୁ କମ୍‌ କରିବା…

ଆସନ୍ତା ୨୮ରୁ ୩୦ ପର୍ଯ୍ୟନ୍ତ ପାରଳାଖେମୁଣ୍ଡି, ୩ ବ୍ଲକ ଶଟ୍‌ଡାଉନ

ଗଜପତି, ୨୬।୩(ସ୍ବ.ପ୍ର.): ଗଜପତି ଜିଲା ପାରଳାଖେମୁଣ୍ଡି ସହର ସମେତ ଜିଲାର ଗୁମ୍ମା, ଗୋଷାଣୀ ଏବଂ କାଶୀନଗର ବ୍ଲକ୍‌କୁ ଆସନ୍ତା ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ୩ଦିନ ଶଟ୍‌ଡାଉନ ଘୋଷଣା କରାଯାଇଛି। ଜରୁରୀ ସ୍ବାସ୍ଥ୍ୟ ସେବା ଓ ଖିର ଯୋଗାଣକୁ ବାଦ୍‌ ଦେଲେ…

ଲଦାଖ ଏଲ୍‌ଏସିରେ ଗର୍ଜିଲା ଭାରତର ଯୁଦ୍ଧ ବିମାନ

ଲେହ,୨୬।୬: ଚାଇନା ସହ ଉତ୍ତେଜନା ମଧ୍ୟରେ ଶୁକ୍ରବାର ଲଦାଖର ଲେହରେ ଭାରତୀୟ ସେନା ଓ ବାୟୁସେନା ମିଳିତ ଭାବେ ଯୁଦ୍ଧାଭ୍ୟାସ କରିଛନ୍ତି। ଏହି ଯୁଦ୍ଧାଭ୍ୟାସରେ ଯୁଦ୍ଧ ଓ ଟ୍ରାନ୍ସପୋର୍ଟ ବିମାନ ସାମିଲ ହୋଇଥିବା ଜଣାପଡ଼ିଛି। ଏଥିରେ ଭାରତୀୟ ସେନାର ସୁଖୋଇ-୩୦ ଏମ୍‌କେଆଇ…

ଟ୍ରକ୍‌କୁ ପଛରୁ ଧକ୍କା ଦେଇ ତଳକୁ ଖସିଲା ଟ୍ରକ୍‌: ଲାଗିଲା ନିଆଁ

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ପ୍ରକଳ୍ପ ସମ୍ମୁଖ ଜାତୀୟ ରାଜପଥରେ ଶୁକ୍ରବାର ଏକ ଟ୍ରକ୍‌ ପଛରୁ ଅନ୍ୟ ଏକ ଟ୍ରକ୍‌ ଧକ୍କା ଦେଇଛି। ପଶ୍ଚିମବଙ୍ଗରୁ ଆନ୍ଧ୍ର ଯାଉଥିବା ଟ୍ରକ୍‌କୁ ଭୁବନେଶ୍ୱରରୁ ବ୍ରହ୍ମପୁର ଯାଉଥିବା ଏକ ଟ୍ରକ୍‌ ପଛରୁ…

ତ୍ୱରାନ୍ବିତ ହେବ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ

କଟକ ଅଫିସ,୨୬।୬: କଟକ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମ୍ପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମେଡିକାଲ କ୍ୟାମ୍ପସ ପରିସରରେ ରହିଥିବା ଆଉକିଛି ସରକାରୀ କ୍ବାର୍ଟର୍ସ ଖୁବଶୀଘ୍ର ଖାଲି କରାଯିବ। ଏଥିସହିତ ସମ୍ପ୍ରସାରଣ ପାଇଁ…

ଟିକ୍‌ଟକ୍‌କୁ ଟକ୍କର ଦେବ ୟୁଟ୍ୟୁବ୍‌

ନୂଆଦିଲ୍ଲୀ,୨୬।୬: ଟିକ୍‌ଟକ୍‌ର ଲୋକପ୍ରିୟତାକୁ ଦେଖି ଅନ୍ୟ ବଡ କମ୍ପାନୀଗୁଡିକ ସମାନ ଧରଣର ଆପ୍‌ ଆଣିବାକୁ ଚେଷ୍ଟା କରୁଛନ୍ତି। ଉଭୟ ଫେସବୁକ୍‌ ଏବଂ ଇନଷ୍ଟାଗ୍ରାମ କ୍ରମାଗତ ଭାବରେ ଛୋଟ ଭିଡିଓ ପ୍ଲାଟଫର୍ମ ମାଧ୍ୟମରେ ଟିକଟକ୍‌ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚେଷ୍ଟା କରୁଛନ୍ତି। ଏବେ…

ଖୋର୍ଦ୍ଧାରେ ଯାଞ୍ଚ ହେଲା ନର୍ସିଂ ହୋମ

ଖୋର୍ଦ୍ଧା ଅଫିସ, ୨୬।୬: ରାଜଧାନୀ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ରାଜ୍ୟର ସମସ୍ତ ଜିଲାରେ ଥିବା ନର୍ସିଂହୋମ, ହସ୍ପିଟାଲରେ କୋଭିଡ୍‌-୧୯ ଯାଞ୍ଚ ଲାଗି ସରକାର ନିର୍ଦ୍ଦେଶ…

ଏହି ଦେଶରେ ଅପରାଧୀଙ୍କୁ ମିଳେ ଅଜବ ଦଣ୍ଡ, ଯାହା ଆଗରୁ କେବେ ଶୁଣି ନ ଥିବେ

ଓ୍ବାଶିଂଟନ୍‌: ସାଧାରଣତଃ ଯେ କୌଣସି ଅପରାଧୀଙ୍କୁ ନ୍ୟାୟାଳୟ ଦଣ୍ଡ ତ ନିଶ୍ଚିତ ପ୍ରଦାନ କରିଥାନ୍ତି। ସେ ଛୋଟ ଅପରାଧ ହେଉ କି ବଡ଼। କିନ୍ତୁ କିଛି ଦେଶରେ ଅଜବ ଦଣ୍ଡ ରହିଛି, ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଆମେରିକାରେ ଅପରାଧୀଙ୍କୁ ଏମିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri