ବଜେଟ୍ ପ୍ରକ୍ରିୟାରେ ସ୍ବଚ୍ଛତା: ୩ୟରେ ଓଡ଼ିଶା
ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜ୍ୟର ଆର୍ଥିକ ପ୍ରସଙ୍ଗରେ ୫-ଟି ଫ୍ରେମଓ୍ବାର୍କ କାର୍ଯ୍ୟକାରୀ କରିବା ସହ ଅନ୍ୟ ରାଜ୍ୟଗୁଡିକ ତୁଳନାରେ ବଜେଟ୍ ସ୍ବଚ୍ଛତା ରକ୍ଷା କରିବାରେ ଓଡ଼ିଶା ଦେଶରେ ତୃତୀୟ ସ୍ଥାନ ଅଧିକାର କରିଛି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ…
ଚାଇନା ସୀମାରେ ପ୍ରତିରକ୍ଷା ମିଶାଇଲ୍
ନୂଆଦିଲ୍ଲୀ, ୨୬।୮: ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା ନିକଟରେ ଚାଇନା ହେଲିକପ୍ଟର ପଇଁତରା ମାରିବା ପରେ ଭାରତୀୟ ସେନା ସେଠାରେ ଯବାନମାନଙ୍କୁ ଏୟାର ଡିଫେନ୍ସ ମିଶାଇଲ୍ ସହ ମୁତୟନ କରିଛି। ସୀମାରେ ଥିବା ଗୁରୁତ୍ୱପୂର୍ଣ୍ଣ ଶିଖର ଅଞ୍ଚଳରେ ସେମାନେ ରୁଷିଆ…
ଯୋଗ୍ୟ ଭିନ୍ନକ୍ଷମଙ୍କୁ ଖାଦ୍ୟ ସୁରକ୍ଷା ଆଇନରେ ସାମିଲ କର: ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
ନୂଆଦିଲ୍ଲୀ, ୨୬।୮(ପି.ଟି.): ଯୋଗ୍ୟ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ତୁରନ୍ତ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ)ରେ ସାମିଲ କରି ସେମାନଙ୍କୁ ଖାଦ୍ୟଶସ୍ୟ ଯୋଗାଇଦେବା ଲାଗି କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପରାମର୍ଶ ଦେଇଛନ୍ତି। କେନ୍ଦ୍ର ଖାଦ୍ୟ ସଚିବ ସୁଧାଂଶୁ…
‘ଡିଜିନ୍’ ମାଗାଜିନ୍ରେ ଓଡ଼ିଶା କୃଷିଭବନ
ଭୁବନେଶ୍ୱର, ୨୬।୮(ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଅନେକ ପ୍ରଶଂସା ସାଉଣ୍ଟିଥିବା ଓଡ଼ିଶାର କଳା ଏବେ ଆଉ ଏକ ମାଇଲଖୁଣ୍ଟ ଛୁଇଁଛି। ବିଶ୍ୱସ୍ତରୀୟ ସ୍ଥାପତ୍ୟ କଳା ମାଗାଜିନ ‘ଡିଜିନ୍’ରେ ଓଡ଼ିଶା କୃଷି ଭବନର ସ୍ଥାପତ୍ୟ କଳା ସ୍ଥାନ ପାଇଛି। ଏହି ପତ୍ରିକାରେ କୌଣସି ଭାରତୀୟ…
ପ୍ରବଳ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ
ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖାପଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଆହୁରି ଘନୀଭୂତ ହୋଇଛି। ଲଘୁଚାପ ଯୋଗୁ ସୋମବାର ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ଜୀବନଯାତ୍ରା…
ସୁପ୍ରିମକୋର୍ଟ ନ୍ୟାୟବିଜ୍ଞ ହୁଅନ୍ତୁ
ନୂଆଦିଲ୍ଲୀ,୨୬ା୮: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏବଂ ନ୍ୟାୟପାଳିକା ସମ୍ପର୍କରେ ଟୁଇଟ୍ କରି ଫସିଯାଇଥିବା ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ବିରୋଧରେ ଅଦାଲତ ଅବମାନନା ମାମଲାର ଦଣ୍ଡବିଧାନ ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ଜଷ୍ଟିସ୍ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ୩…
ବଢ଼ିଲା ରତ୍ନଅଳଙ୍କାର ଯାଞ୍ଚ ସମ୍ଭାବନା
ପୁରୀ ଅଫିସ,୨୬ା୮:ଖୋଲିବ କି ଭିତର ରତ୍ନଭଣ୍ଡାର? ଯାଞ୍ଚ ହେବ କି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନଅଳଙ୍କାର? ଦୀର୍ଘଦିନ ଧରି ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ଆଶା ଆଶଙ୍କା ଲାଗିରହିଛି ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିବାର ସମ୍ଭାବନା ସୃଷ୍ଟି କରିଛି ଆଇନ ବିଭାଗର ଚିଠି। ୨…
୧୪ରୁ ମୌସୁମୀ ଅଧିବେଶନ
ନୂଆଦିଲ୍ଲୀ, ୨୬।୮(ପି.ଟି.): ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧୪ରୁ ଆରମ୍ଭ ହୋଇ ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ସଂସଦୀୟ ବ୍ୟାପାର କ୍ୟାବିନେଟ କମିଟି ଏହି ସୁପାରିସ୍ କରିଛି। ସୂତ୍ର ଅନୁଯାୟୀ ମୌସୁମୀ ଅଧିବେଶନରେ ମୋଟ ୧୮ଟି ସିଟିଂ ରହିବ। ଶନିବାର ଓ…
ତେଜିଲା ବର୍ଣ୍ଣବୈଷମ୍ୟ ବିରୋଧୀ ଆନ୍ଦୋଳନ
କେନୋଶା,୨୬ା୮(ଏ.ପି.): ଆମେରିକାର ମିନିଆପଲିସରେ ଜର୍ଜ ଫ୍ଲୟଡ୍ଙ୍କ ମୃତ୍ୟୁକୁ ନେଇ ମୁଣ୍ଡ ଟେକିଥିବା ଆନ୍ଦୋଳନ ଆଉ ଜଣେ କୃଷ୍ଣକାୟଙ୍କୁ ପୋଲିସର ଗୁଳିମାଡ଼ ପରେ ଆହୁରି ବ୍ୟାପକ ହୋଇଛି। ଓ୍ବିସ୍କୋନ୍ସିନର କେନୋଶା ସହରରେ ରବିବାର ରାତିରେ ଜଣେ କୃଷ୍ଣକାୟଙ୍କୁ ପୋଲିସ ୭ଟି ଗୁଳି ମାରିଥିଲା।…
ମାର୍ପିଟ୍ କରି ସ୍ତ୍ରୀଙ୍କୁ ଶିକୁଳିରେ ବାନ୍ଧି ରଖିଥିଲେ ସ୍ବାମୀ: ମହିଳା ଆୟୋଗ ଟିମ୍ ପହଞ୍ଚିବା ପରେ…
ନୂଆଦିଲ୍ଲୀ,୨୫।୮: ତ୍ରିଲୋକପୁରୀ ଅଞ୍ଚଳରୁ ଦିଲ୍ଲୀ ମହିଳା ଆୟୋଗ ଜଣେ ୩୨ ବର୍ଷୀୟ ମହିଳାଙ୍କୁ ଉଦ୍ଧାର କରିଛନ୍ତି। ମହିଳାଜଣଙ୍କୁ ତାଙ୍କ ସ୍ବାମୀ ଲୁହା ଶିକୁଳିରେ ବାନ୍ଧି ଅତି ଦୟନୀୟ ଭାବେ ରଖିଥିଲେ। ଏନେଇ ବିଶେଷ ସୁତ୍ରରୁ ଖବର ପାଇବା ପରେ ଆୟୋଗର ଏକ…
ଛାଡ଼ପତ୍ର ପରେ କାହା ପାଖରେ ରହିବେ ପୋଷା କୁକୁର..ଦମ୍ପତିଙ୍କ ବିବାଦକୁ ନେଇ ଏପରି ରାୟ ଦେଲେ କୋର୍ଟ
ବମ୍ବେ: ଗୃହପାଳିତ ପଶୁମାନଙ୍କ ମଧ୍ୟରେ ଅଧିକାଂଶ ଲୋକ କୁକୁରଙ୍କୁ ଭଲପାଆନ୍ତି। ସ୍ବଭାବରେ ବିଶ୍ୱାସୀ ହୋଇଥିବା ହେତୁ ପୋଷା କୁକୁରଙ୍କ ସହ ଏକ ନିଆରା ମୋହ ଯୋଡ଼ି ହୋଇଥାଏ। ତେବେ ବମ୍ବେରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଶୁଣିଲେ ଆପଣ…
ହିନ୍ଦୁ ଦେବାଦେବୀଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିଲେ ଏହି ମହିଳା: ବାନ୍ଧିଲା ୟୁପି ପୋଲିସ
ପ୍ରୟାଗରାଜ,୨୫।୮: ଉତ୍ତରପ୍ରଦେଶର ପ୍ରୟାଗରାଜ ଜିଲାରୁ ହିନ୍ଦୁ ଦେବତାଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଜଣେ ମହିଳାଙ୍କୁ ପୋଲିସ ଗିରଫ କରିଛି। ଏହି ମାମଲାରେ ଅଭିଯୋଗ କରାଯିବା ପରେ ଅଭିଯୁକ୍ତ ମହିଳାଜଣଙ୍କ ଫେରାର ହୋଇଯାଇଥିଲେ। କିନ୍ତୁ ମଙ୍ଗଳବାର ପୋଲିସ ତାଙ୍କୁ ଧରିବାରେ ସଫଳ…

