ଅବଧି ସରିଲା, ସରିଲାନି ରାସ୍ତା କାମ
ବାରିପଦା ଅଫିସ,୨୬।୬: ଅବଧି ସରିବାର ୯ ମାସ ବିତିଲାଣି ହେଲେ ରାସ୍ତା କାମ ସରୁନି। ଠିକାଦାର କାମ ଛାଡ଼ି ଚାଲି ଯାଇ ଥିବାରୁ ଏହା ଅଧାପନ୍ତରିଆ ଭାବେ ପଡ଼ି ରହିଛି। ଫଳରେ ଏହି ରାସ୍ତା ଉପରେ ନିର୍ଭର କରୁଥିବା ୨ଟି ଗ୍ରାମର…
CORONAVIRUS UPDATE: ରାଜ୍ୟରେ ୨୧୮ ନୂଆ ଆକ୍ରାନ୍ତ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୬ ହଜାର ଟପିଲା
ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୯୮ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ ୨୦ ଲୋକାଲ୍ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୧୮୦କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ…
ନାବାଳିକାକୁ ବଳାତ୍କାର ପରେ ହତ୍ୟା ଘଟଣା: ଜେଲ ଗଲେ ଅଭିଯୁକ୍ତ ଯୁବକ
ବ୍ରହ୍ମପୁର ଅଫିସ ,୨୬।୬: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜଣେ ନାବାଳିକାକୁ ଅପହରଣକରି ବଳତ୍କାର ଓ ପରେ ହତ୍ୟା ଘଟଣାରେ ପୋଲିସ ଶୁକ୍ରବାର ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ଜରଡ଼ା ଥାନା ଅନ୍ତର୍ଗତ ଖରିଆଗୁଡାର ଆଲୋକ ମହାରଣା(୨୦)।…
ସୁଶାନ୍ତଙ୍କ ବିବାହ ସମ୍ପର୍କରେ ଶେଷଥର କଥା ହୋଇଥିଲେ ତାଙ୍କ ପିତା, କହିଲେ ବୋହୂ ହୋଇଥାନ୍ତେ…
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ୍ଙ୍କ ଆତ୍ମହତ୍ୟା ଖବରକୁ ଆଜି ପର୍ଯ୍ୟନ୍ତ କେହି ସହଜରେ ବିଶ୍ୱାସ କରିପାରୁନାହାନ୍ତି। ଆଉ ତାଙ୍କୁ ଜନ୍ମ ଦେଇଥିବା ପିତା କେମିତି ବା ବିଶ୍ୱାସ କରନ୍ତେ। ସୁଶାନ୍ତଙ୍କ ପାଇଁ ତାଙ୍କ ଆଖିରୁ ଲୁହ ଶୁଖୁନି। କେବଳ…
ଗୁଣ୍ଡିଚା ମନ୍ଦିରରୁ ୨ ଛଦ୍ମବେଶୀ ସେବାୟତ ଅଟକ
ପୁରୀ ଅଫିସ, ୨୬।୬: ଚଳିତ ବର୍ଷ ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହୋଇଛି। ହେଲେ ଶୁକ୍ରବାର ୨ଜଣ ସେବାୟତ ବେଶରେ ଗୁଣ୍ଡିଚା ମନ୍ଦିରରେ ପ୍ରବେଶକରି ଧରାପଡ଼ିଛନ୍ତି। ଏହି ୨ ଛଦ୍ମବେଶୀ ସେବାୟତଙ୍କୁ କୁମ୍ଭାରପଡ଼ା ପୋଲିସ ଅଟକରଖି ପଚରାଉଚରା କରୁଛି। ବର୍ତ୍ତମାନ ଚତର୍ଦ୍ଧାବିଗ୍ରହ…
ବାଲେଶ୍ୱରରେ ପୁଣି ୭ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଲା
ବାଲେଶ୍ୱର ଅଫିସ,୨୬ା୬: ଶୁକ୍ରବାର ବାଲେଶ୍ୱର ଜିଲାରୁ ଆଉ ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ବସ୍ତା ଏବଂ ବାହାନଗା ବ୍ଲକର କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିଲେ। ଏଥିରେ…
୨୪ ଘଣ୍ଟାରେ ସର୍ବାଧିକ ୧୭,୨୯୬ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ ମୃତ୍ୟୁ ସଂଖ୍ୟା ୧୫ହଜାର ଟପିଲା
ନୂଆଦିଲ୍ଲୀ,୨୬।୬: ଦେଶରେ ଲକ୍ଡାଉନ୍ ଖୋଲିବାର ୨୫ ଦିନ ବିତିଯାଇଛି। ଇତି ମଧ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୧୭,୨୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୦୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ…
କ’ଣ ଖେଳିବାକୁ ଭଲପାଆନ୍ତି ଆପଣଙ୍କ ପସନ୍ଦର କଳାକାର, ଜାଣନ୍ତୁ …
କଳାକାରଙ୍କ ବ୍ୟକ୍ତିଗତ ଜୀବନ କିପରି ଚାଲିଛି ସେ ବିଷୟରେ ଜାଣିବା ପାଇଁ ପ୍ରଶଂସକମାନେ ସବୁବେଳେ ଆଗହୀ। ସେମାନେ କ’ଣ ଖାଉଛନ୍ତି, କେତେ ଶିକ୍ଷିତ, ସେମାନଙ୍କର ପ୍ରିୟ ଖେଳ କ’ଣ ଆଦି। ତେବେ ବଲିଉଡ୍ର ଅନେକ କଳାକାର ରହିଛନ୍ତି ଯେଉଁମାନଙ୍କର କ୍ରିଡା ପ୍ରତି…
ଐଶ୍ୱର୍ଯ୍ୟା ରାୟଙ୍କ ଫୋନ୍ ଚେକ୍ କରନ୍ତି କି ସ୍ବାମୀ ଅଭିଷେକ
ବଲିଉଡ୍ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ବୋହୂ ଐଶ୍ୱର୍ଯ୍ୟା ରାୟ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଫିଲ୍ମରେ ସେତେଟା ସକ୍ରିୟ ନ ଥିଲେ ମଧ୍ୟ ତାଙ୍କୁ ନେଇ ଚର୍ଚ୍ଚା ଲାଗି ରହିଥାଏ। ଶାଶୁ ଜୟା ବଚ୍ଚନଙ୍କ ତାଙ୍କ ସମ୍ପର୍କ ଭଲ ପଡେ ନାହିଁ, ସ୍ବାମୀ…
ଗଞ୍ଜାମରେ ପୁଣି ୫୦ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୮କୁ ବୃଦ୍ଧି
ଛତ୍ରପୁର,୨୬ା୬(ଡି.ଏନ୍.ଏ.) : ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଶୁକ୍ରବାର ଜିଲାରେ ଦିନକରେ ୫୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ସୂଚନା ଦେଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୩…
ବୃଦ୍ଧାଙ୍କୁ ଦଳିଦେଲା ହାତୀ
ସୁନ୍ଦରଗଡ଼,୨୬ା୬(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାର ହେମଗିରି ରେଞ୍ଜ ପୋବାହାଲ ଗାଁରେ ଶୁକ୍ରବାର ଜଣେ ବୃଦ୍ଧାଙ୍କୁ ହାତୀ ଦଳି ମାରି ଦେଇଛି। କେନ୍ଦୁ ପଞ୍ଚାୟତ ଅନ୍ତର୍ଗତ ପୋବାହାଲ ଗାଁର ମିନି ଉରମାଲ(୭୭) ଆଜି ସକାଳୁ ଶୌଚ ପାଇଁ ଯାଉଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଥିଲେ।…
ଜାଣନ୍ତୁ ପିତାଙ୍କଠାରୁ ଏହି କଥା ଶିଖିଥିଲେ ସୁଶାନ୍ତ, ଯାହା ଶୁଣି ତାଳି ମାରିଥିଲେ ପ୍ରଶଂସକ
ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ୍ ଜୁନ୍ ୧୪ରେ ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତ୍ୟୁକୁ ୧୩ ଦିନ ବିତିଗଲାଣି ତଥାପି ପ୍ରଶଂସକମାନେ ଏହି ଖବରକୁ ସହଜରେ ଗ୍ରହଣ କରିପାରୁନାହାନ୍ତି। କିଛି ପ୍ରଶଂସକ ସୋସିଆଲ ମିଡିଆରେ ସୁଶାନ୍ତଙ୍କ ସହ ଜଡ଼ିତ ଫଟୋ, ଭିଡିଓ ଶେୟାର…
Archives


