Home

ୟେ ରିସ୍ତା କ୍ୟା କେହେଲାତା ହୈ ଫେମ୍‌ ଅଭିନେତା କରୋନା ପଜିଟିଭ୍‌: ଶୁଟିଂ ଉପରେ ଲାଗିଲା ବ୍ରେକ୍‌

ମୁମ୍ବାଇ: ସମଗ୍ର ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦେଶରେ ଜାରି ରହିଥିବା ଲକ୍‌ଡାଉନ ପରେ ବି ମନୋରଞ୍ଜନ ଜଗତର କେତେକ ସେଲିବ୍ରିଟି କରୋନା ସଂକ୍ରମଣରେ ଆକ୍ରାନ୍ତ ହୋଇସାରିଛନ୍ତି। ଇତିମଧ୍ୟରେ ଲୋକପ୍ରିୟ ଟିଭି ସିରିୟଲ୍‌ ‘ୟେ ରିସ୍ତା…

ସୁସ୍ଥ ହେବାର ୪ ମାସ ପରେ ପୁଣି ହେଲେ କରୋନାରେ ଆକ୍ରାନ୍ତ

ହଂକଂ, ୨୫।୮: କରୋନା ମହାମାରୀ ଯୋଗୁ ସାରା ପୃଥିବୀରେ ଆତଙ୍କ ଜାରି ରହିଛି। କରୋନା ସଂକ୍ରମଣର ଶେଷ କେବେ ହେବ ସେ ନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି। ଏପରିସ୍ଥଳେ ହଂକଂରେ ଜଣେ ୩୩ ବର୍ଷ ବୟସ୍କ ଚାଇନା ନାଗରିକଙ୍କଠାରେ…

କରୀନା କପୁରଙ୍କ ଉପରକୁ କଫି ମଗ୍‌ ଫୋପାଡିଲେ ଏହି ଅଭିନେତା, ଆଉ ତା’ପରେ

ନିକଟରେ ବଲିଉଡ ଅଭିନେତା ଅକ୍ଷୟ କୁମାର ଏବଂ ଅଭିନେତ୍ରୀ କରୀନା କପୁରଙ୍କ ଏକ ଭିଡିଓ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଅକ୍ଷୟ କୁମାର କରୀନାଙ୍କ ଉପରେ କଫି ଭର୍ତ୍ତି ମଗ୍ ଫୋପାଡିଥିବାର ନଜର ଆସିଛନ୍ତି, ଯାହା ଅଭିନେତ୍ରୀଙ୍କୁ ବହୁତ…

ନୀତୀଶ ସେପ୍ଟେମ୍ବର ୬ରେ ଫୁଙ୍କିବେ ଶଙ୍ଖ

ପାଟନା, ୨୫।୮: କରୋନା ମହାମାରୀରେ ଲୋକେ ଲକ୍‌ଡାଉନ୍‌ ପଡ଼ି ଛଟପଟ ହେଉଥିବାବେଳେ ବିହାରରେ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସେପ୍ଟେମ୍ବର ୬ରେ ନିର୍ବାଚନୀ ଶଙ୍ଖ ଫୁଙ୍କିବେ ବୋଲି କୁହାଯାଉଛି। ସେ ଭର୍ଚୁଆଲ୍‌ ରାଲିରେ ଯୋଗଦେଇ…

ସ୍ତ୍ରୀଙ୍କ ବିଶ୍ୱାସ ଜିତିଲେ ଏହି କ୍ରିକେଟର୍‌, ଜାଣନ୍ତୁ କେମିତି

ଭାରତୀୟ ଦ୍ରୁତ ବୋଲର ଇଶାନ୍ତ ଶର୍ମା ଚଳିତବର୍ଷ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଏନେଇ ସେ କହିଛନ୍ତି ଯେ ଅର୍ଜୁନ ପୁରସ୍କାର ପାଇବା ଗତ ୧୩ ବର୍ଷର କଠିନ ପରିଶ୍ରମର ଫଳାଫଳ ଏବଂ ସେ ନିଜ ପାଇଁ ଗର୍ବିତ। ଦିଲ୍ଲୀର…

ପ୍ରଶଂସକଙ୍କୁ ଝଟ୍‌କା: ବିଗ୍‌ବସ-୧୪ ସ୍ଥଗିତ

ମୁମ୍ବାଇ: ଲୋକପ୍ରିୟ ରିୟଲିଟି ଶୋ’ ବିଗ୍‌ବସର ପ୍ରଶଂସକଙ୍କୁ ବଡ଼ ଝଟ୍‌କା। ଚଳିତ ବର୍ଷ ଶେଷ ସୁଦ୍ଧା ବିଗ୍‌ବସ ସିଜିନ ୧୪ ଦର୍ଶକଙ୍କୁ ମନୋରଞ୍ଜନ କରିବାକୁ ଆସିବ ବୋଲି ଅନୁମାନ କରାଯାଉଥିଲା। ନିକଟରେ ଲଗାତର ଭାବେ ଏହି ଶୋ’ର ଟିଜର ଓ ପ୍ରୋମୋ…

ମଟନ୍‌, ଚିକେନ୍‌ ଠାରୁ ସ୍ବାସ୍ଥ୍ୟକର ଏହିସବୁ ପରିବା: ସ୍ବାଦ ବି ଭାରି ବଢ଼ିଆ

ପନିପରିବାରେ ପ୍ରୋଟିନ ଏବଂ ଅନ୍ୟ ଜରୁରୀ ମିନେରାଲ୍ସ ରହିଥାଏ। ହେଲେ ଏମିତି କିଛି ପନିପରିବା ଅଛି, ଯେଉଁଥିରେ ଭିଟାମିନ ଭରପୂର ମାତ୍ରାରେ ରହିଥାଏ। କିନ୍ତୁ ତାହା ସହଜରେ ମିଳି ନ ଥାଏ। ଯଦି ବି ତାହା ମିଳେ ତେବେ ତା’ର ଦାମ୍‌…

କବରସ୍ତାନରେ କରିଥିଲେ ବୋମା ପରୀକ୍ଷା: ଆଇଏସ୍‌ ଆତଙ୍କବାଦୀ ୟୁସୁଫ୍‌ଙ୍କ ଷଡ଼ଯନ୍ତ୍ର ପଡ଼ିଲା ଧରା

ନୂଆଦିଲ୍ଲୀ, ୨୫।୮: ଦିଲ୍ଲୀର ଧୋଲା କୂଆଁରୁ ଗିରଫ ହୋଇଥିବା ଆତଙ୍କବାଦୀ ଅବୁ ୟୁସୁଫ୍‌ଙ୍କର ବଳରାମପୁର ଅଞ୍ଚଳ ଅନ୍ତର୍ଗତ ଭୈସାହି ଗାଁରେ ତାଙ୍କ ଘରେ ଚଢ଼ାଉ ସମୟରେ ଆକ୍ରମଣ ଘଟାଇବା ଲାଗି ଆବଶ୍ୟକ ବହୁ ସାମ୍ରଗୀ ଜବତ ହୋଇଥିଲା। ଦେଶରେ ବଡ଼ ଧରଣର…

ବାଇଡେନ, ହାରିସଙ୍କ ହେବ କରୋନା ଟେଷ୍ଟ

ଓ୍ବାଶିଂଟନ୍‌,୨୫।୮: କରୋନା ସଙ୍କଟ ମଧ୍ୟରେ ଆମେରିକାରେ ନଭେମ୍ବର ୩ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ରାଜନୈତିକ ହଲଚଲ ଆରମ୍ଭ ହୋଇଗଲାଣି। ତେବେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ପଦ ପାଇଁ ଡେମୋକାଟ୍ରିକ୍‌ ପାର୍ଟି ପକ୍ଷରୁ ପ୍ରାର୍ଥୀ ଥିବା ଜୋ ବାଇଡେନ…

ଝାରସୁଗୁଡା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ

ଝାରସୁଗୁଡା ଅଫିସ,୨୫।୮: ଝାରସୁଗୁଡା ଜିଲା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଜରିଆରେ ଚିକିତ୍ସା ଆରମ୍ଭ କରାଯାଇଛି। ସୋମବାର ଏହି ହସ୍ପିଟାଲରେ ଦୁଇ ଜଣ ଗୁରୁତର ରୋଗୀଙ୍କୁ ଏହି ଚିକିତ୍ସା କରାଯାଇଥିଲା। ଏ ନେଇ ଜିଲାପାଳ ସରୋଜ କୁମାର ସାମଲ ଟୁଇଟ୍‌କରି ସୂଚନା…

ରାହୁଲଙ୍କ ପାଇଁ ସଙ୍କଟ: ଭାଜପା ସହିତ ନିଜ ସହ ମଧ୍ୟ ଲଢ଼ିବାକୁ ହେବ !

ନୂଆଦିଲ୍ଲୀ, ୨୫।୮: କଂଗ୍ରେସରେ ଅସନ୍ତୁଷ୍ଟଙ୍କ ସଂଖ୍ୟା ଯେ ବଢ଼ିବାରେ ଲାଗିଛି ତାହା ଏବେ ଜଣାପଡ଼ିଛି। ଏହା ଦ୍ୱାରା ରାହୁଲ ଗାନ୍ଧୀଙ୍କ ରାଜନୈତିକ ପଥରେ ବାଧା ସୃଷ୍ଟି ହେବାର ଆଶଙ୍କା ରହିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରୁଛନ୍ତି। ପୂର୍ବରୁ ରାହୁଲଙ୍କୁ କେବଳ ଭାଜପା…

ଏନ୍‌ଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ନବୀନଙ୍କ ଦାବି: କେନ୍ଦ୍ରକୁ ଲେଖିଲେ ଚିଠି

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଏନ୍‌ଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି। କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?