Home

୪ ଜିଲାରେ ନିର୍ମାଣ ହେବ ବାତ୍ୟା ନିରୋଧ ବିଦ୍ୟୁତ୍‌ ଭିତ୍ତିଭୂମି

ଭୁବନେଶ୍ୱର,୨୬ା୬(ବ୍ୟୁରୋ):ଉପକୂଳବର୍ତ୍ତୀ ଜିଲାଗୁଡିକୁ ସବୁ ସମୟରେ ବାତ୍ୟା ଭୟ ରହିଛି। ବାତ୍ୟା ଯୋଗୁ ବିଦ୍ୟୁତ୍‌ ଭିତ୍ତିଭୂମି ଗୁରୁତର ଭାବେ ପ୍ରଭାବିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ବାତ୍ୟା ଅମ୍ଫନ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଉପକୂଳବର୍ତ୍ତୀ ୪ଟି ଜିଲାରେ ବାତ୍ୟା ନିରୋଧ ବିଦ୍ୟୁତ୍‌ ଭିତ୍ତିଭୂମି…

ଆର୍‌ଟିଆଇ ଅସ୍ତ୍ର ନିଷ୍କ୍ରିୟ ହେଉଛି

ନୂଆଦିଲ୍ଲୀ,୨୬ା୬:ଶାସନ-ପ୍ରଶାସନରେ ଚାଲିଥିବା ଦୁର୍ନୀତିର ମୂଳକୁ ଉପାଡ଼ି ସ୍ବଚ୍ଛତା ଆଣିବା ଲକ୍ଷ୍ୟରେ ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ଗଢ଼ାଯାଇଥିଲା। ସାଧାରଣ ଜନତାଙ୍କ ପାଇଁ ଏହି ଆଇନ ଥିଲା ଗଣତାନ୍ତ୍ରିକ ଉପାୟରେ ସୂଚନା ହାସଲର ଅମୋଘ ଅସ୍ତ୍ର। ସୁପ୍ରିମକୋର୍ଟଙ୍କ ଏକାଧିକ ରାୟ ଓ ନିର୍ଦ୍ଦେଶକ୍ରମେ…

୮୦ ଟପିଲା ଡିଜେଲ

ନୂଆଦିଲ୍ଲୀ,୨୫।୬: କୋଭିଡ୍‌-୧୯ ସଂକ୍ରମଣ ଜନିତ ସମସ୍ୟା ଦେଶର ସାଧାରଣ ଜନତାଙ୍କ ଅଣ୍ଟା ଭାଙ୍ଗି ଦେଇଛି। ଏହି ସମୟରେ କ୍ରମାଗତ ତୈଳ ଦର ବୃଦ୍ଧି ଗ୍ରାହକଙ୍କ ମୁଣ୍ଡରେ ଚଡକ ପକାଇଛି। ଗୁରୁବାର ତୈଳ ଦର ଡିଜେଲ ଲିଟର ପିଛା ୧୪ ପଇସା ଏବଂ…

୧୨ ଅଗଷ୍ଟ ପର୍ଯ୍ୟନ୍ତ ରେଗୁଲାର ଟ୍ରେନ ବାତିଲ

ନୂଆଦିଲ୍ଲୀ,୨୫।୬: କୋଭିଡ୍‌-୧୦ ସଂକ୍ରମଣ ଜନିତ ସମସ୍ୟା ସାଙ୍ଗକୁ କରୋନା କଟକଣା ପାଇଁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ସମସ୍ତ ରେଗୁଲାର ଟ୍ରେନ ଚଳାଚଳ ବନ୍ଦ ରହିବ। ଏହି ଟ୍ରେନଗୁଡିକର ଟାଇମ ଟେବୁଲକୁ ପରିବର୍ତ୍ତନ କରାଯିବା ସହ ପାସେଞ୍ଜର, ଏକ୍ସପ୍ରେସ ଏବଂ ଯାତ୍ରୀବାହୀ ଓ…

ବ୍ରହ୍ମପୁର ୪ ଦିନ ପାଇଁ ଶଟ୍‌ଡାଉନ୍‌

ଛତ୍ରପୁର,୨୫ା୬(ଡି.ଏନ୍‌.ଏ.)- ବ୍ରହ୍ମପୁର ମହାନଗରରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ସହରରେ କରୋନା ସଂକ୍ରମଣ ଚେନ୍‌ ଭାଙ୍ଗିବା ପାଇଁ ଆସନ୍ତା ୨୭ରୁ ୩୦ ତାରିଖ (୪ଦିନ) ପର୍ଯ୍ୟନ୍ତ ବ୍ରହ୍ମପୁର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ରହିବ। ଏହି ସମୟରେ କେବଳ ସ୍ବାସ୍ଥ୍ୟସେବା…

ଡ୍ରାଇଭରଙ୍କ ହାତକୁ କଟୁରିରେ ହାଣି ଲୁଟିନେଲେ ୪ ଲକ୍ଷ

ଖୁଣ୍ଟୁଣୀ,୨୫ା୬(ଡି.ଏନ୍‌.ଏ): କଟକ ଜିଲା ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଲିଙ୍ଗାପଦା ଗ୍ରାମ ଲିଙ୍ଗେଇ ଠାକୁରାଣୀ ନିକଟରେ ଗୁରୁବାର ୪ ଦୁର୍ବୃତ୍ତ ଏକ ୪୦୭ ଗାଡ଼ି ଡ୍ରାଇଭର ହାତକୁ ହାଣି ୪ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଗାଡ଼ି ମାଲିକ ବଡ଼ମ୍ବା…

ପ୍ରତାରଣାକାରୀ ପାର୍ଟନରଙ୍କୁ ଦ୍ୱିତୀୟ ସୁଯୋଗ ଦେବାକୁ ଚାହିଁଥାନ୍ତି ଅଧିକାଂଶ ଲୋକେ

ଡେଟିଂ ଏବଂ ପାର୍ଟନର ବିଷୟରେ ଲୋକଙ୍କ ପସନ୍ଦ ଭିନ୍ନ ପ୍ରକାରର। ଏ ବିଷୟରେ ଜାଣିବା ପାଇଁ ଏକ୍‌ଷ୍ଟ୍ରା ମେରିଟାଲ ଡେଟିଂ ଆପ୍‌ ଗ୍ଲିଡେନ୍‌ ଭାରତୀୟଙ୍କୁ ନେଇ ନିକଟରେ ଏକ ସର୍ଭେ କରିଛି। ଏହି ସର୍ଭେରେ ୩୪ରୁ ୪୯ ବର୍ଷୀୟ ବ୍ୟକ୍ତିଙ୍କୁ ସାମିଲ…

କରୋନାକୁ ହରାଇ ଘରକୁ ଫେରିଲେ ଦୀପିକାଙ୍କ ମା’

ଟେଲି ଅଭିନେତ୍ରୀ ଦୀପିକା ସିଂଙ୍କ ମା’ ଏବଂ ଜେଜେ ମା’ କରୋନା ଆକ୍ରାନ୍ତ ହୋଇଥିଲେ। ଏବେ ତାଙ୍କ ମା’ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଦୀପିକା ଇନ୍‌ଷ୍ଟାଗ୍ରାମ୍‌ରେ ମା’ ଏବଂ ଜେଜେ ମା’ଙ୍କ ଏକ ଫଟୋ…

ଲୁଗା ସୁଖାଇବା ହେଲା କାଳ: ବିଦ୍ୟୁତ ସଂସ୍ପର୍ଶରେ ଆସି ଜେଜେ ମା ଓ ନାତୁଣୀ ମୃତ

ରାୟଗଡା ଅଫିସ,୨୫।୬-ରାୟଗଡ଼ା ସହରସ୍ଥିତ ତୁମ୍ବିଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁବାର ଜେଜେମା ଓ ନାତୁଣୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଙ୍ଗାରାମା ମାଣ୍ଡାଙ୍ଗୀ (୭୦) ଓ ତପସ୍ବିନୀ ମାଣ୍ଡାଙ୍ଗୀ। ଘଟଣାରୁ ଜଣାପଡ଼ିଛି, ବାଙ୍ଗାରାମା  ଘରେ…

ପୁରୀର ବାହୁବଳୀ ସେବାୟତଙ୍କ ରଥଟଣା: ଭାଇରାଲ ହେଉଛି ଫଟୋ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମେ ରଥଯାତ୍ରା ବନ୍ଦ ନେଇ ସୁପ୍ରିମ୍‌କୋର୍ଟ ଘୋଷଣା କରିଥିଲେ। ହେଲେ ପରବର୍ତ୍ତୀ ପର୍ଯ୍ୟୟରେ ବିନା ଭକ୍ତରେ ଘୋଷଯାତ୍ରା କରିବା ନେଇ ରାୟ ପ୍ରକାଶ ପାଇଥିଲା। ଏହି…

ଜୁଲାଇ ମାସରେ ହୋଇଥାନ୍ତା ବାହାଘର: ରିପୋର୍ଟ ଆସିଲା ପଜିଟିଭ୍‌

ସିଂହପୁର,୨୫।୬-ବିଞ୍ଝାରପୁର ବ୍ଲକ ଜରୀ ପଞ୍ଚାୟତରେ ଗୁରୁବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଦିଲ୍ଲୀ ଫେରନ୍ତା ୩୨ ବର୍ଷିୟ ଯୁବକ। ଏହି ଆକ୍ରାନ୍ତ ଯୁବକଙ୍କୁ ମିଶାଇ ବିଞ୍ଝାରପୁରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬ରେ…

ପିଏମ୍‌ କିଷାନ ଖାତାର ବାଲାନ୍ସ ଜାଣିବାର ସହଜ ଉପାୟ

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଦ୍ୱାରା କୃଷକମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି। ୨୦୧୯ରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ କୃଷକମାନଙ୍କ ଖାତାକୁ ବର୍ଷକୁ ୬ହଜାର ଟଙ୍କା ପଠାଯାଉଛି। ଏହା ୨ହଜାର ଲେଖାଏ ତିନୋଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri