Home

ଜୁଲାଇ ୨୪ରେ ରିଲିଜ୍‌ ହେବ ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ତାଙ୍କ କ୍ୟାରିୟରକୁ ନେଇ ଅନେକ ସ୍ବପ୍ନ ଦେଖିଥିଲେ। କିନ୍ତୁ ତାଙ୍କ ଆତ୍ମହତ୍ୟା ଘଟଣା ଏ ସବୁଥିରେ ପୁର୍ଣ୍ଣଚ୍ଛେଦ ପକାଇଛି। ଏଥିସହ ଅଭିନେତାଙ୍କୁ ପ୍ରଶଂସକଙ୍କଠାରୁ ଦୂରେଇ ନେଇଛି। ଶେଷ ଫିଲ୍ମ ‘ଦିଲ୍‌ ବେଚାରା’ ଦେଖିବାର ବୋଧହୁଏ…

ସୁଶାନ୍ତଙ୍କ ପରେ ଆତ୍ମହତ୍ୟା କଲେ ଏହି ଟିକ୍‌ଟିକ୍‌ ଷ୍ଟାର

ମୁମ୍ବାଇ: ଦିନକୁ ଦିନ ବଲିଉଡ୍‌ କଳାକାରଙ୍କ ଆତ୍ମହତ୍ୟା ତାଲିକା ଲମ୍ବି ଚାଲିଛି। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଜଣେ ୧୬ ବର୍ଷର ଟିକ୍‌ଟକ୍‌ ଷ୍ଟାର ସିୟା କକ୍କର ଆତ୍ମହତ୍ୟା କରିଛନ୍ତି। ସିୟାଙ୍କ ମ୍ୟାନେଜର ଅର୍ଜୁନ ସରିନ୍‌ଙ୍କ କହିବା ଅନୁସାରେ,…

ପୋଲିସ ଏସ୍‌ଆଇଙ୍କୁ ବାନ୍ଧିଲା ଭିଜିଲାନ୍ସ

ବ୍ରହ୍ମପୁର ଅଫିସ/ଜଗନ୍ନାଥପ୍ରସାଦ,୨୫।୬(ଡି.ଏନ.ଏ.)- ଏକ ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବାବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନାରେ କାର୍ଯ୍ୟରତ ପ୍ରୋବେସନାଲ ଏସ୍‌ଆଇ ସିଦ୍ଧାର୍ଥ କୁମାର ଗୌଡ଼। ଏ ନେଇ ନଂ. ୮/୨୦ରେ ଗୌଡ଼ଙ୍କୁ ଗିରଫ କରାଯିବା ସହ…

ଚୁଡାନ୍ତ ଅନୁମୋଦନ ନ ମିଳିବା ପର୍ଯ୍ୟନ୍ତ କରୋନିଲର ବିଜ୍ଞାପନ କରି ନ ଥାଆନ୍ତା ପତଞ୍ଜଳି: ଆୟୁଷ ମନ୍ତ୍ରୀ

ନୂଆଦିଲ୍ଲୀ,୨୫।୬: ଗୋଟିଏ ପଟେ କରୋନା ମହାମାରୀ ଚିନ୍ତା ବଢାଇ ଚାଲିଥିବା ବେଳେ ଅନ୍ୟପଟେ କରୋନା ପାଇଁ ଯୋଗଗୁରୁ ବାବା ରାମଦେବଙ୍କ ପତଞ୍ଜଳି ଆୟୁର୍ବେଦ ଔଷଧ ପ୍ରସ୍ତୁତି କରିଥିବା ଖବର ବେଳବୁ ବେଳ ଅଡୁଆ ଭିତରକୁ ଚାଲି ଯାଉଛି। ଗୁରୁବାର କେନ୍ଦ୍ର ଆୟୁଷ…

ଟିକ୍‌ଟକ୍‌କୁ ଜୋରଦାର୍‌ ଟକ୍କର ଦେବ ଏହି ସ୍ବଦେଶୀ ଆପ୍‌

ନୂଆଦିଲ୍ଳୀ,୨୪।୬ : ଚାଇନାର ଭାରତ ବିରୋଧୀ କାର୍ଯ୍ୟକଳାପ ଏବଂ ୨୦ ଯବାନ ଶହୀଦ ହେବା ଘଟଣାକୁ ନେଇ ଦେଶ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଚାଇନା ସାମଗ୍ରୀର ବୟକଟ କରିବା ନେଇ ସାରା ଦେଶରେ କ୍ୟାମ୍ପେନ ହେଉଥିବା ଦେଖାଯାଇଛି। ଏପଟେ…

ପଦ୍ମନାଭପୁର ଗାଁକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଦିଗପହଣ୍ଡି,୨୫ା୬(ଡି.ଏନ୍‌.ଏ.): କୋଭିଡ୍‌-୧୯ ପରିପ୍ରେକ୍ଷୀରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଏବଂ ମାସ୍କ ପରିଧାନ କରିବା ନେଇ ପ୍ରଶାସନ କଡ଼ା ନଜର ରଖିଥିବା ବେଳେ ଗୁରୁବାର ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗାଁକୁ ସ୍ଥାନୀୟ ପ୍ରଶାସନର ଅନୁମତି କ୍ରମେ ପଞ୍ଚାୟତ ସରପଞ୍ଚ ବି. କ୍ରିଷ୍ଣା…

କରୋନା ଭାଇରସ୍‌ଠାରୁ ଦୂରେଇ ରହିବାର ନୂଆ ଅସ୍ତ୍ର ସୋରିଷ ତେଲ

କୋଲକତା,୨୫।୬:ପଶ୍ଚିମବଙ୍ଗର ସିଲିଗୁଡି କମିଶନରେଟ୍‌ ପୋଲିସ ପକ୍ଷରୁ ନିଜ ଅଧିକାରୀଙ୍କୁ ଖାଦ୍ୟରେ ସୋରିଷ ତେଲ ସାମିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କରୋନା ଭାଇରସ୍‌ ସହ ଲଢିବା ପାଇଁ ଏହା ଏକ ନୂଆ ଅସ୍ତ୍ର ବୋଲି କୁହାଯାଇଛି। ସିଲିଗୁଡି ପୋଲିସ ଆୟୁକ୍ତ ତ୍ରିପୁରାରୀ ଅର୍ଥବଙ୍କ…

୫ ରାଜ୍ୟକୁ ମିଳିବ ପ୍ରଥମ ବ୍ୟାଚ୍‌ କୋଭିଡ୍‌-୧୯ କୋଭିଫର ଔଷଧ

ନୂଆଦିଲ୍ଲୀ, ୨୫।୬: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ତେଲଙ୍ଗାନାର ହାଇଦ୍ରାବାଦ୍‌ ସ୍ଥିତ ହେଟ୍ରୋ ଔଷଧ ନିର୍ମାତା ପକ୍ଷରୁ ପ୍ରସ୍ତୁତ ହୋଇଥିବା ରେମଡିସିଭିରର ପ୍ରଥମ ବ୍ୟାଚ୍‌ ୫ଟି ରାଜ୍ୟକୁ ଯୋଗାଇ ଦିଆଯିବ। ରେମଡିସିଭିରରୁ ପ୍ରସ୍ତୁତ କୋଭିଫର ଔଷଧର…

ପାଠ୍ୟକ୍ରମରେ ସାମିଲ ହେଲା ୭ ବର୍ଷ ବାଳିକାର ଦୁଃସାହସିକ କାର୍ଯ୍ୟ

ପ୍ରକୃତିକୁ ବଞ୍ଚାଇବା ପାଇଁ ୭ ବର୍ଷ ବାଳିକା ଜନ୍ନତର ଦୁଃସାହସିକ କାର୍ଯ୍ୟକୁ ପାଠ୍ୟକ୍ରମରେ ପଢିବେ ଛାତ୍ରୀଛାତ୍ର। ଜମ୍ମୁକଶ୍ମୀରର ଶ୍ରୀନଗରରେ ରହୁଥିବା ଜନ୍ନତ ଗତ ଦୁଇବର୍ଷ ହେବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏତେ ଛୋଟ ବୟସରୁ ସେ ନିଜ ମାତାପିତାଙ୍କ ସହ…

ଥଣ୍ଡା ପାଇଁ ଘରୋଇ ଚିକିତ୍ସା

ଥଣ୍ଡା ପାଇଁ ଅଧିକାଂଶ ଲୋକେ ଏଲୋପାଥି ଔଷଧ ବ୍ୟବହାର କରିଥାନ୍ତି। ବେଳେବେଳେ ଯେତେ ଔଷଧ ଖାଇଲେ ମଧ୍ୟ ଥଣ୍ଡା ଭଲ ହୋଇ ନ ଥାଏ। ଅଦିନିଆ ବର୍ଷା ହେଉ କି ବର୍ଷା ଋତୁ ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୃଦ୍ଧ ଯାଏଁ…

ରାଜଧାନୀରେ ମାଡ଼ି ଚାଲିଛି କରୋନା: ଚିହ୍ନଟ ହେଲେ ଆଉ ୩୮ ଆକ୍ରାନ୍ତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ଗୁରୁବାର ୩୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨୫ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୩ ଲୋକାଲ୍‌ କେସ୍‌ ରହିଛି। ସେହିଭଳି ୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ନୟାଗଡ଼ରେ ସୁନା ବ୍ୟବସାୟୀଙ୍କୁ କରୋନା: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଜିଲାପାଳ

ନୟାଗଡ଼ ଅଫିସ,୨୫ା୬: ନୟାଗଡ଼ର ଜଣେ ସୁନା ବ୍ୟବସାୟୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ସୁନା ବ୍ୟବସାୟୀଙ୍କ ଦୋକାନରେ ଥିବା ୧୦ ଜଣ ଏବେ ଆକ୍ରାନ୍ତ ହୋଇ ସାରିଲେଣି। ସହରର ଯଦୁମଣିନଗର, ଦେବୋତ୍ତରକଲୋନୀ ଓ ନୟାଗଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri