ଆଜି ଖୋର୍ଦ୍ଧାକୁ ଟପିଲା କଟକ, ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। କିଛିଦିନ ଧରି ଗଞ୍ଜାମରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଖୋର୍ଦ୍ଧା ଦ୍ୱିତୀୟ ସ୍ଥାନରେ ରହୁଥିଲା। ମାତ୍ର ସୋମବାର ଆକ୍ରାନ୍ତ ଚିହ୍ନଟରେ ଖୋର୍ଦ୍ଧାକୁ ଟପିଯାଇଛି କଟକ। ଆଜି ଏଠାରୁ…
ନଦୀ ପାର ହେଲେ ଗର୍ଭବତୀ, ମହାନତା ଦେଖାଇଲେ ଗ୍ରାମବାସୀ
ମାଲକାନଗିରି,୨୪ା୮(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଲଙ୍କାଗାଁରେ ଜଣେ ଗର୍ଭବତୀଙ୍କୁ ନଦୀ ପାର କରି ଗ୍ରାମବାସୀ ମହାନତା ଦେଖାଇଛନ୍ତି॥ ମାଓବାଦୀ ପ୍ରବଣ ଲଙ୍କାପଲ୍ଲୀ ଗାଁରେ ନା ଅଛି ମେଡିକାଲ ସୁବିଧା ନା ଅଛି ରାସ୍ତା। ମାଓବାଦୀଙ୍କ ଭୟରେ ସେହି…
ଗଞ୍ଜାମରେ କରୋନା କଟକଣା କୋହଳ: ଜିଲାପାଳ
ଛତ୍ରପୁର,୨୪ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା କଟକଣା ସାମାନ୍ୟ କୋହଳ ହୋଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍ କରି ସୂଚନା ଦେଇଛନ୍ତି ଯେ, ସୋମବାରଠାରୁ ଶୁକ୍ରବାର ଯାଏ ଦୋକାନ ବଜାର ସକାଳ ୫ଟାରୁ ରାତି ୮ଟା ଯାଏ ଖୋଲାରହିବ । ପୂର୍ବରୁ…
ରାହୁଲଙ୍କ ଅଭିଯୋଗକୁ ନେଇ ଖୁବ୍ ରାଗିଲେ ଶିବଲ
ନୂଆଦିଲ୍ଲୀ,୨୪।୮: କଂଗ୍ରେସ କାର୍ଯ୍ୟକାରୀ କମିଟି(ସିଏମ୍ସି)ର ବୈଠକ ସୋମବାର ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଓଲ୍ଡ ଗାର୍ଡ ଓ ୟଙ୍ଗ ଗାର୍ଡଙ୍କ ମଧ୍ୟରେ ଚାଲିଛି କଥା କଟାକଟି। ବୈଠକରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅଭିଯୋଗ ଆଣିଥିଲେ କି ଦଳରେ ନେତୃତ୍ୱ ପରିବର୍ତ୍ତନ…
କରୋନା ମୁକାବିଲା ପାଇଁ ମାର୍ଚ୍ଚରୁ ଦିଆଯାଉଛି ହୋମିଓପାଥି ଔଷଧ
ଅହମଦାବାଦ,୨୪।୮: ଦେଶରେ ଦିନକୁ ଦିନ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଇତିମଧ୍ୟରେ ଗୁଜରାଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମାର୍ଚ୍ଚରେ କୋଭିଡ-୧୯ ଆରମ୍ଭ ହେବା ପରଠାରୁ…
ଶୁଆ ଚଲାଉଛି ୟୁଟ୍ୟୁବ୍, ଦେଖିଲେ ଲାଖିଯିବ ଆଖି
ଆପଣ ନିଶ୍ଚୟ ଅନେକ ଶୁଆଙ୍କୁ ଦେଖିଥିବେ ଯେଉଁମାନେ ରହୁଥିବା ଘରର ସଦସ୍ୟଙ୍କ ନାଁ ଧରି ଡାକନ୍ତି। କିନ୍ତୁ ଦେଖିଛନ୍ତି କି ଶୁଆ କେବେ ୟୁଟ୍ୟୁବ୍ ଚଲାଇବାର? ନ ଦେଖିଲେ ବିଶ୍ୱାସ କରି ହେବନି। ତେବେ ଦେଖନ୍ତୁ ଏପରି କିଛି ଦୃଶ୍ୟ… ଏମିତି…
ନେତୃତ୍ୱ ପରିବର୍ତ୍ତନ ପତ୍ରର ସମୟକୁ ନେଇ ପ୍ରଶ୍ନ ଉଠାଇଲେ ରାହୁଲ
ନୂଆଦିଲ୍ଲୀ,୨୪।୮: କଂଗ୍ରେସର ନୂଆ ଅଧ୍ୟକ୍ଷ ପଦକୁ ନେଇ ସୋମବାର କଂଗ୍ରେସ କାର୍ଯ୍ୟକାରିଣୀ କମିଟିର ବୈଠକ ବସିଛି। ଏତିକି ବେଳେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନେତୃତ୍ୱ ପରିବର୍ତ୍ତନକୁ ନେଇ ଚିଠି ଲେଖିଥିବା ନେତାଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେତେବେଳେ…
ଭତ୍ତା ପାଇଁ ଗଞ୍ଜାମ ଏନ୍ଏସି ଗେଟ୍ ସମ୍ମୁଖରେ ହୋ-ହଲ୍ଲା
ଗଞ୍ଜାମ,୨୪।୮(ଡି.ଏନ୍.ଏ.): ରାଜ୍ୟ ସରକାରଙ୍କ ବିଭିନ୍ନ ଭତ୍ତା ଏନ୍ଏସି ଅଞ୍ଚଳଗୁଡିକରେ ବଣ୍ଟନ ସରିଥିବା ବେଳେ ଗଞ୍ଜାମ ଏନ୍ଏସିରେ ତା’ର ବ୍ୟତିକ୍ରମ ଘଟିଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳର ହିତାଧିକାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏଥିସହ ହିତାଧିକାରୀମାନେ ଏନ୍ଏସି ଗେଟ୍ ସମ୍ମୁଖରେ…
କରୋନା ରୋଗୀଙ୍କଠାରୁ ଅପେକ୍ଷାକୃତ ଅଧିକ ଫି’ ଆଦାୟ କରିବାରୁ ହସ୍ପିଟାଲର ଲାଇସେନ୍ସ ରଦ୍ଦ
ଥାନେ,୨୪।୮: କରୋନା ରୋଗୀଙ୍କଠାରୁ ଅପେକ୍ଷାକୃତ ଅଧିକ ଫି’ ଆଦାୟ କରିବାରୁ ଏକ ହସ୍ପିଟାଲର ଲାଇସେନ୍ସ ରଦ୍ଦ କରାଯାଇଛି। ଏଥିସହ ଉକ୍ତ ହସ୍ପିଟାଲ ବିରୋଧରେ ସରକାରୀ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଘଟିଛି ମହାରାଷ୍ଟ୍ରର ଥାନେରେ ଥିବା ଶ୍ରୀଦେବୀ…
ଏସବୁ ପ୍ରଶ୍ନର ଉତ୍ତର ଦେଲେ ମିଳିବ ୧.୪୧ ଲକ୍ଷ ଟଙ୍କା: ଜାଣନ୍ତୁ କ’ଣ ରହିଛି ପ୍ରଶ୍ନ…
କିଛି କାମ ନ କରି ଖାଲି ଘରେ ବସି ରହିବା, ଆଉ ଏଟିଏମ୍ ଆକାଉଣ୍ଟକୁ ମାସ ଶେଷକୁ ଟଙ୍କା ଆସିଯିବ। ଏମିତି ଭାବନା ଅଧିକାଂଶ ଲୋକଙ୍କ ମନରେ ଆସିଥାଏ। ହେଲେ ଏହା କେବେ ସତ ହୋଇ ନ ଥାଏ। ମାତ୍ର ଜର୍ମାନର…
କେନ୍ଦ୍ରମନ୍ତ୍ରୀ ରାମବିଳାଶ ପାଶଓ୍ବାନ୍ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୨୪।୮: କେନ୍ଦ୍ରମନ୍ତ୍ରୀ ରାମବିଳାଶ ପାଶଓ୍ବାନ୍ଙ୍କୁ ଦିଲ୍ଲୀର ଫୋର୍ଟିସ ଏସ୍କୋର୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହୃଦ୍ଜନିତ ରୋଗ କାରଣରୁ ତାଙ୍କ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ମୋଦି ସରକାରରେ ସେ ଉପଭୋକ୍ତା ବ୍ୟାପାର ଏବଂ ଖାଦ୍ୟ, ଯୋଗାଣ ମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି।…
କୃତ୍ରିମ ସ୍ପାଇଡର ସିଲ୍କ
ବୁଣିଆଣୀ ସୂତାକୁ ଏଣିକି ଲାବରେଟୋରୀରେ ପ୍ରସ୍ତୁତ କରିହେବ। ଏ କ୍ଷେତ୍ରରେ ସଫଳତା ହାସଲ କରିଛନ୍ତି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ। ଦୀର୍ଘ ପାଞ୍ଚ ବର୍ଷ ଏ ସମ୍ପର୍କିତ ଗବେଷଣାରେ ସେମାନେ ଶେଷରେ ସଫଳତା ହାସଲ କରିଛନ୍ତି। ଏପରି ଗବେଷଣା ସମୟରେ ସେମାନେ ନିଜ…

