Home

ଦୁଇଦିନ ବର୍ଷା ନାହିଁ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ରାଜ୍ୟରେ ଦୁଇଦିନ ବର୍ଷା ହେବ ନାହିଁ। ପାଗ ଶୁଖିଲା ରହିବ। ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ନାହିଁ। ମଧ୍ୟପ୍ରଦେଶ ଏବଂ…

ଆଜି ହୀରାକୁଦ ଡ୍ୟାମ୍‌ରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ

ସମ୍ବଲପୁର,୨୫ା୬(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଗୁରୁବାର ଛଡ଼ାଯିବ। ପୂର୍ବାହ୍ନ ୧୦ଟା ପରେ ଯେକୌଣସି ସମୟରେ ଫାଟକ ଖୋଲାଯାଇ ପାରେ ବୋଲି ହୀରାକୁଦ ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏନେଇ ସମ୍ବଲପୁର ଜିଲା ସମେତ ମହାନଦୀ ତଟରେ ବସବାସ କରୁଥିବା…

ଯୁବତୀଙ୍କ ଅଶ୍ଳିଳ ଫଟୋ ପୋଷ୍ଟ କରି ବନ୍ଧା ହେଲେ ଯୁବକ

ଧର୍ମଶାଳା, ୨୪।୬ (ଡି.ଏନ୍‌.ଏ.)-ସୋସିଆଲ ମିଡିଆରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ପୋଷ୍ଟ କରିବା ଅଭିଯୋଗରେ ଧର୍ମଶାଳା ଥାନା ପୋଲିସ ବନ୍ଧଢିହ ପଞ୍ଚାୟତ ଜୟସୁଙ୍ଗୁଡା ଗ୍ରାମର ସମୀର ଜେନା (୨୭)ଙ୍କୁ ବୁଧବାର ଗିରଫ କରିଛି। ସମୀର ସମ୍ପୃକ୍ତ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବିଭିନ୍ନ…

ମହାରାଷ୍ଟ୍ର ପରେ ଏବେ ଚିନ୍ତା ବଢ଼ାଉଛି ଦିଲ୍ଲୀ: ଗତ ୨୪ଘଣ୍ଟାରେ ୩୭୮୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ, ୨୪।୬: ମହାରାଷ୍ଟ୍ର ପରେ ଏବେ ଦିଲ୍ଲୀରେ କରୋନା ଭାଇରସ୍‌ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ବୁଧବାର ଆସିଥିବା ସ୍ବାସ୍ଥ୍ୟ ବିଭାଗ ରିପୋର୍ଟ ଅନୁସାରେ…

ଆଇନ ସହାୟତା କ୍ଲିନିକ

କଟକ ଅଫିସ,୨୪ା୬: ଓଡ଼ିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ନୂତନ ଆଇନ୍‌ ସହାୟତା କ୍ଲିନିକ୍‌ କୋଠା ଉଦ୍‌ଘାଟିତ ହୋଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ତଥା ବିଶ୍ୱବିଦ୍ୟାଳୟର ଚାନ୍‌ସେଲର ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣର ପାଟ୍ରୋନ ଇନ୍‌…

ଅଧାରେ ଥିଲା, ପୁଣି କାମ ଆରମ୍ଭ

କଟକ ଅଫିସ,୨୪ା୬: ଦୀର୍ଘଦିନ ଧରି ଅଧାପନ୍ତରିଆ ଭାବେ ପଡ଼ି ରହିଥିବା ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ଛାତ୍ରୀ ନିବାସ ନିର୍ମାଣ କାର୍ଯ୍ୟ ପୁଣିଥରେ ଆରମ୍ଭ ହୋଇଛି। ଛାତ୍ରୀ ନିବାସ ପରିସର ସଫା କରାଯାଇଛି। ବୁଧବାରଠାରୁ ବିଲ୍ଡିଂ ନିର୍ମାଣ କାମ ଆରମ୍ଭ କରାଯିବ। ମାତ୍ର…

ପୁଣି ସାହାହେଲେ ସବ୍ୟସାଚୀ: ତାମିଲନାଡ଼ୁରେ ଫସିଥିବା ପରିବାରକୁ ଓଡ଼ିଶା ଆଣିଲେ

ଭୁବନେଶ୍ୱର,୨୪ା୬(ବ୍ୟୁରୋ)- ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସହ ସେମାନଙ୍କର ଅଟକି ଯାଇଥିବା ରଥ ମଧ୍ୟ ଗଡ଼ିଥିଲା। ନିଜ ଜନ୍ମମାଟିକୁ ଫେରିଆସିବା ଜାଣି ୩ ମାସରୁ ଦୀର୍ଘଦିନ ଧରି ଦୁର୍ବଃସହ ହୋଇପଡ଼ିଥିବା ଜୀବନ ଏବଂ ମନକୁ ଶାନ୍ତି ଏବଂ ଆଶ୍ୱସ୍ତି ମିଳିଥିଲା। ଲକ୍‌ଡାଉନ୍‌ ଯୋଗୁ…

ଟ୍ରେନ ହେଲା ଅନ୍ତୁଡିଶାଳ

ଭୁବନେଶ୍ୱର,୨୪ା୬(ବ୍ୟୁରୋ)- ପୂର୍ବତଟ ରେଳପଥ ପକ୍ଷରୁ ପୁଣିଥରେ ମିଳିଛି ଖୁସି ଖବର। ରେଳବାଇ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମଚାରୀଙ୍କ ସହାୟତାରେ ସିକନ୍ଦରାବାଦ-ହାଓଡ଼ା ସ୍ପେଶାଲ ଟ୍ରେନରେ ଏକ ଶିଶୁପୁତ୍ର ଜନ୍ମନେଇଛି। ଟ୍ରେନ୍‌ର ଏସ୍‌-୭ କୋଚ୍‌ରେ ଯାତ୍ରା କରୁଥିବା ସାଇରା ଫତିମା ନାମକ ୩୨ ବର୍ଷର…

ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ। ଜୁଲାଇ ୩୧ ଯାଏଁ ଲକ୍‌ଡାଉନ ବୃଦ୍ଧି କରିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ସୁବେରେ ଲଗାତର ବୃଦ୍ଧି ପାଉଥିବା କରୋନା ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ବୁଧବାର ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା…

କୁପନ ଅଫର ଅଛି କହି ମହିଳାଙ୍କ ଆକାଉଣ୍ଟରୁ ୬୦ହଜାର ଠକେଇ

କଟକ ରୋଡ,୨୪ା୬(ଡି.ଏନ୍‌.ଏ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ମହିଳା ସାଇବର ଠକେଇର ଶିକାର ହୋଇ ୬୦ ହଜାର ଟଙ୍କା ହରାଇଥିବା ବୁଧବାର ଅଭିଯୋଗ ହୋଇଛି। ସୂଚନା ମୁତାବକ, ଏହି ଥାନା ଅଧୀନ ଜୟଦୁର୍ଗା ନଗରରେ ରହୁଥିବା ମଧୁମିତା ପଟ୍ଟନାୟକଙ୍କ ନିକଟକୁ ମଙ୍ଗଳବାର…

ଓଡ଼ିଶାରେ ପୁଣି ହେବ ଆଣ୍ଟିବଡି ଟେଷ୍ଟ

ଭୁବନେଶ୍ୱର, ୨୪।୬(ବ୍ୟୁରୋ) – ଓଡ଼ିଶାରେ ପୁଣି ଆଣ୍ଟିବଡି ଟେଷ୍ଟ ହେବ। କୋଭିଡ୍‌-୧୯କୁ ଦୃଷ୍ଟିରେ ରଖି ଆସନ୍ତା ସପ୍ତାହରେ ଓଡ଼ିଶାରେ ପହଞ୍ଚତ୍ବ ଆଣ୍ଟିବଡି ଟେଷ୍ଟ କିଟ୍‌। ଇଣ୍ଡିଆନ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ଦ୍ୱାରା ଅନୁମୋଦିତ ଏହି କିଟ୍‌ ଭୁବନେଶ୍ୱରସ୍ଥିତ ରିଜିଓନାଲ ମେଡିକାଲ…

ସାମ୍ନାକୁ ଆସିଲା ସୁଶାନ୍ତଙ୍କ ଶେଷ ପୋଷ୍ଟମାର୍ଟମ ରିପୋର୍ଟ

ମୁମ୍ବାଇ,୨୪।୫: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଶେଷ ପୋଷ୍ଟମାର୍ଟମ ରିପୋର୍ଟ ବୁଧବାରକୁ ଆସିଛି। ଏହି ରିପୋର୍ଟରେ ସୁଶାନ୍ତଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ ହେବାରୁ ହୋଇଥିବା ନେଇ ଦର୍ଶାଯାଇଛି। ଅର୍ଥାତ୍‌ ସେ ଆତ୍ମହତ୍ୟା କରିଛନ୍ତି ବୋଲି ଏହି ରିପୋର୍ଟରୁ ସ୍ପଷ୍ଟ ହୋଇଯାଇଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri