Home

କଟକ କ୍ୟାନ୍‌ସର ହସ୍ପିଟାଲରେ ରୋଗୀଙ୍କୁ କରୋନା

କଟକ ଅଫିସ, ୨୪।୬: ଆଚାର୍ଯ୍ୟ ହରିହର କର୍କଟ ଚିକିତ୍ସା କେନ୍ଦ୍ରର ବୁଧବାର ଜଣେ ରୋଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବୁଧବାର ତାଙ୍କ ସ୍ବାବ ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ସମ୍ପୃକ୍ତ ଆକ୍ରାନ୍ତଙ୍କ ଘର ଗଞ୍ଜାମ ଜିଲାରେ। ସେ ଏଠାରେ କେମୋ ଥେରାପି…

କରୋନା ମହାମାରୀ ସମୟରେ ହୋଟେଲ୍‌ରେ ରହୁଛନ୍ତି କି? ଜାଣନ୍ତୁ କିପରି ନିଜକୁ ରଖିବେ ସୁରକ୍ଷିତ

ମହାମାରୀ କରୋନା ଭାଇରସ୍‌ରୁ ରକ୍ଷା ପାଇବା ପାଇଁ ସରକାର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ୩ ମାସର ଲକ୍‌ଡାଉନ୍‌ ପରେ ଲୋକେ ଧୀରେ ଧୀରେ ବାହାରକୁ ବାହାରିଛନ୍ତି। ପ୍ରତିବନ୍ଧକରେ ସାମାନ୍ୟ କୋହଳ କରାଯାଇଛି। ଏହା ସହିତ ସର୍ବସାଧାରଣ ସ୍ଥାନ ଏବଂ ପରିବହନ…

ଇସ୍‌ଲାମାବାଦରେ ନିର୍ମାଣ ହେବ ପ୍ରଥମ ହିନ୍ଦୁ ମନ୍ଦିର: ଇମ୍ରାନ ସରକାର ଦେବେ ୧୦କୋଟି ଟଙ୍କା

ଇସ୍‌ଲାମାବାଦ,୨୪।୬: ପାକିସ୍ତାନର ଇସ୍‌ଲାମାବାଦରେ ପ୍ରଥମ ଥର ହିନ୍ଦୁ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ପ୍ରାୟ ୧୦କୋଟି ଟଙ୍କାରେ ତିଆରି ହେବାକୁ ଥିବା କୃଷ୍ଣଙ୍କ ମନ୍ଦିରର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ଏଥିପାଇଁ ମଙ୍ଗଳବାର ମାନବ ଅଧିକାରର ସଂସଦୀୟ ସଚିବ ଲାଲ ଚନ୍ଦ…

ଏସ୍‌ଏଚ୍‌ଜିଠାରୁ ଋଣ କିସ୍ତି ଆଦାୟ କରୁଛନ୍ତି ଫାଇନାନ୍ସ କମ୍ପାନୀ, ଋଣ ଛାଡ଼ ପାଇଁ ଆର୍‌ଡିସିଙ୍କୁ ଦାବିପତ୍ର

ବ୍ରହ୍ମଗିରି ଅଫିସ,୨୪ା୬: ରିଜର୍ଭବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଫାଇନାନ୍ସ କମ୍ପାନୀଗୁଡିକର ଋଣ କିସ୍ତିି ଆଦାୟ ଛାଡ଼ କରିବାକୁ ଘୋଷଣା କରିଛନ୍ତି। ସେହିପରି ଓଡ଼ିଶା ହାଇକୋର୍ଟ ମଧ୍ୟ ସମସ୍ତ ଫାଇନାନ୍ସ କମ୍ପାନୀକୁ ଜୁଲାଇ ୧୫ ପର୍ଯ୍ୟନ୍ତ କିସ୍ତି ଆଦାୟ କରିବା…

ଜୁଲାଇ ପହିଲାରୁ ବଦଳିବ ଏସବୁ ବ୍ୟାଙ୍କିଂ ନିୟମ

ନୂଆଦିଲ୍ଲୀ,୨୪।୬: ବ୍ୟାଙ୍କିଂ ସେବା ସହ ଜଡ଼ିତ ଏକାଧିକ ନିୟମ ଜୁଲାଇ ୧ରୁ ପରିବର୍ତ୍ତନ ହେବାକୁ ଯାଉଛି। ଆସନ୍ତା ମାସରୁ ଏଟିଏମ୍‌ରୁ ଟଙ୍କା ଉଠାଣ, ସୁଧହାର, ଖାତାରେ ସର୍ବନିମ୍ନ ବାଲାନ୍ସ ଭଳି ନିୟମ ବଦଳିବ। ସେ ବିଷୟରେ ଜାଣି ରଖନ୍ତୁ.. – ଦେଶରେ…

ଚତୁର୍ଦ୍ଧାବିଗ୍ରହଙ୍କ ଆଡ଼ପମଣ୍ଡପ ବିଜେ ଆରମ୍ଭ

ପୁରୀ ଅଫିସ,୨୪ା୬: ନବଦିନାତ୍ମକ ଯାତ୍ରାରେ ବାହାରିଥିବା ଚତୁର୍ଦ୍ଧାବିଗ୍ରହ ଏବେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରଥାରୂଢ଼ ଅଛନ୍ତି। ବୁଧବାର ସନ୍ଧ୍ୟାରେ ମହାପ୍ରଭୁଙ୍କ ଆଡ଼ପମଣ୍ଡପ ବିଜେ ଆରମ୍ଭ ହୋଇଛି। ଗୋଟି ପହଣ୍ଡିରେ ଜଣକ ପରେ ଜଣେ ଆଡ଼ପ ମଣ୍ଡକୁ ବିଜେ କରିବେ। ଅପରାହ୍ନ ୫.୪୫ରେ…

କରୋନା ରୋଗୀଙ୍କ ସହୟତା ପାଇଁ ନିଜ ଏସ୍‌ୟୁଭି କାର୍‌ ବିକ୍ରି କଲେ ଯୁବକ

ମୁମ୍ବାଇ,୨୪।୬: ଦେଶରେ କରୋନା ମହାମାରୀ ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଲାଣି। ଭାରତରେ କରୋନାରୁ ଅଧିକ ପ୍ରଭାବିତ ହେଉଥିବା ରାଜ୍ୟ ହେଉଛି ମହାରାଷ୍ଟ୍ର। ଏଠାରେ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ କରୋନା ପ୍ରକୋପରୁ…

ଅଙ୍କିତାଙ୍କୁ ନେଇ ଧୋନୀଙ୍କ ଘରକୁ ଯାଇଥିଲେ ସୁଶାନ୍ତ

ବମ୍ବେ: ବଲିଉଡ୍‌ର ଏକପ୍ରକାର ଝଡ଼ ସୃଷ୍ଟି କରିଛି ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା। ଗୋଟିଏପଟେ ପରିବାରଲୋକେ କଥାକୁ ଗ୍ରହଣ କରିପାରୁ ନ ଥିବା ବେଳେ ପ୍ରଶଂସକମାନେ ଏଥିପାୟୀ ବଶଂବାଦ ପରମ୍ପରାକୁ ଦାୟୀ କରୁଛନ୍ତି। ଏପରିସ୍ଥଳେ ସୁଶାନ୍ତଙ୍କ ସ୍ମୃତି ଥିବା ଅନେକ…

CORONAVIRUS UPDATE: ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ, ଏଯାବତ୍‌ ମୋଟ୍‌ ଆରୋଗ୍ୟ ହେଲେଣି ୪,୧୨୩

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ବୁଧବାର ଅପରାହ୍ନରେ ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୪,୧୨୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଗଞ୍ଜାମରୁ ୪୯…

ହୋମ୍‌ କ୍ୱାରାଣ୍ଟାଇନ୍‌ର ଅର୍ଥ ପାରିବାରିକ ପୁନର୍ମିଳନ ନୁହେଁ: ବାଗ୍‌ଚୀ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ସରକାର ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତିମାନଙ୍କ ପାଇଁ ଗ୍ରାମାଞ୍ଚଳରେ ସଂଗରୋଧର ବ୍ୟବସ୍ଥା କରିଥିଲେ। ହେଲେ ସହରାଞ୍ଚଳରେ ସେଭଳି ବ୍ୟବସ୍ଥା କରିବା ସମ୍ଭବ ନୁହେଁ। ଏହାଛଡ଼ା ଅନେକ ବ୍ୟକ୍ତିଙ୍କର ନିଜ ଘରେ ଅଲଗା ଘରେ ରହିବାର ସ୍ଥାନ ରହିଛି। ସାମର୍ଥ ମଧ୍ୟ…

ସଂକ୍ରମଣ ହେଲେ ବଞ୍ଚାଇବା କଷ୍ଟକର, କରୋନା କାଳରେ ବୟସ୍କଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହୁଅନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୪।୬(ବ୍ୟୁରୋ): କରୋନା ସଂକ୍ରମଣ ତାଲିକାରେ ଭାରତ ୪ର୍ଥ ସଂକ୍ରମିତ ରାଷ୍ଟ୍ର ପାଲଟିଲାଣି। ଏଭଳି ସ୍ଥିତି ଲାଗି ରହିଲେ ଆଗାମୀ ଏକ ସପ୍ତାହ ମଧ୍ୟରେ ଭାରତ ୩ୟ ସ୍ଥାନକୁ ପହଞ୍ଚିଯିବ। ଓଡ଼ିଶାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ହଜାରରୁ ଅଧିକ। ଜୁଲାଇ ଶେଷ…

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ସିବିଆଇ ତଦନ୍ତ ଦାବି କଲେ ରୁପା ଗାଙ୍ଗୁଲି

ମୁମ୍ବାଇ,୨୪।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ପରେ ବଲିଉଡ୍‌ରେ ନେପୋଟିଜମ୍‌କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏଥିସହ ତାଙ୍କୁ ନ୍ୟାୟ ଦେବା ପାଇଁ ଏହି ମାମଲାର ଯାଞ୍ଚ କରାଯାଉ ବୋଲି ବିଭିନ୍ନ ମହଲରୁ ସ୍ବର ଉଠିଛି। ଇତିମଧ୍ୟରେ ବିଆର୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri