ନିଜକୁ ଯୁବତୀ ରୂପରେ ଦେଖି ଏମିତି କହିଲେ ଗାଙ୍ଗୁଲି
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ସୋସିଆଲ ମିଡିଆରେ ଭାରତୀୟ ଖେଳାଳିଙ୍କ ‘ଫିମେଲ୍ ଭର୍ସନ୍’ର ଏକ ଫଟୋ ଛାଡିଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ଫଟୋରେ ଷ୍ଟାର କ୍ରିକେଟରମାନେ ମହିଳା ରୂପରେ ନଜର ଆସିଛନ୍ତି। ଏଥିରେ…
ସେବାୟତଙ୍କର ଦ୍ୱିତୀୟ ଥର କରୋନା ଟେଷ୍ଟ: ସାନିଟାଇଜ୍ ହେବ ପୁରୀ ସହର
ପୁରୀ ଅଫିସ, ୨୪।୬: ଦ୍ୱିତୀୟ ଥର ଲାଗି ଶ୍ରୀମନ୍ଦିର ସେବାୟତଙ୍କର କରୋନା ଟେଷ୍ଟ ହେବ। ଆସନ୍ତା ୨୮ ତାରିଖ ରଥ ଦକ୍ଷିଣ ମୋଡ଼ ପୂର୍ବରୁ ଏହି ଟେଷ୍ଟ ପ୍ରକ୍ରିୟା ଶେଷ ହେବ। ଯେଉଁମାନଙ୍କର ରିପୋର୍ଟ ନେଗେଟିଭ୍ ବାହାରିବ ସେମାନଙ୍କୁ ବାହୁଡ଼ା ଯାତ୍ରା…
କରୋନାରେ ଟିଏମ୍ସି ବିଧାୟକ ତାମୋନାସ୍ ଘୋଷଙ୍କ ପରଲୋକ
କୋଲକାତା,୨୪।୬: କରୋନା ସଂକ୍ରମଣରେ ତୃଣମୂଳ କଂଗ୍ରେସ(ଟିଏମ୍ସି) ବିଧାୟକ ତାମୋନାସ୍ ଘୋଷଙ୍କ ପରଲୋକ ଘଟିଛି। ବୁଧବାର ସକାଳେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଥିବା କୁହାଯାଉଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ତାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍…
ଫରଓ୍ବାର୍ଡ ପୋଷ୍ଟରେ ସେନା ମୁଖ୍ୟ
ଲଦ୍ଦାଖ,୨୪।୬: ଭାରତ-ଚାଇନା ସୀମା ଲଦ୍ଦାଖରେ ଜୁନ୍ ୧୫ରେ ଦୁଇ ଦେଶର ସେନା ମୁହାଁମୁହିଁ ହୋଇଥିଲେ। ଏହି ସଂଘର୍ଷରେ ଭାରତ ୨୦ ବୀର ଯବାନଙ୍କୁ ହରାଇଥିଲା। ଆଉ ଏହାର କଡା ଜବାବ ମଧ୍ୟ ଦେଇଥିଲା ଭାରତ। ଲଦ୍ଦାଖ ଗସ୍ତରେ ଥିବା ଭାରତୀୟ ସେନା…
ଜରୁରୀକାଳୀନ ପରିସ୍ଥିତିର ୨୧ ମାସର କଳା ଇତିହାସ
ନୂଆଦିଲ୍ଲୀ,୨୪।୬: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶାସନ ସମୟରେ ୪୫ ବର୍ଷ ତଳେ ୧୯୭୫ ଜୁନ୍ ୨୪ରେ ସୁପ୍ରିମ୍କୋର୍ଟଙ୍କ ରାୟ ପରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ହେବାର ପାଇଁ ପରିଷ୍କାର ହୋଇଥିଲା। ତତ୍କାଳୀନ ରାଷ୍ଟ୍ରପତି ଫକରୁଦ୍ଦିନ୍ ଅଲ୍ଲୀ ଅହମ୍ମଦ୍ ସାମ୍ବିଧାନିକ…
ପୁଅକୁ କଳା କହିବାରୁ ରାଗିଲେ ଶିଖର ଧାଓ୍ବନଙ୍କ ସ୍ତ୍ରୀ, କହିଲେ ଏମିତି କଥା
ଏବେ ବିଶ୍ୱରେ ବର୍ଣ୍ଣବୈଷମ୍ୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆମେରିକା ପୋଲିସ ହେପାଜତରେ ଅଶ୍ୱେତ ଜର୍ଜ ଫ୍ଲୋୟଡଙ୍କ ଯନ୍ତ୍ରଣାଦାୟକ ମୃତ୍ୟୁ ପରେ ବିଶ୍ୱର କୋଣ ଅନୁକୋଣରେ ବର୍ଣ୍ଣବୈଷମ୍ୟ ବିରୋଧରେ ସ୍ବର ଉତ୍ତୋଳନ କରାଯାଉଛି। ୱେଷ୍ଟଇଣ୍ଡିଜ କ୍ରିକେଟର ଡାରେନ ସାମି, କ୍ରିସ ଗେଲ…
ପୋଲିସ କର୍ମଚାରୀଙ୍କ କୋଭିଡ୍ ଟେଷ୍ଟ: ଆୟୁର୍ବେଦ ମହାବିଦ୍ୟାଳୟ ପରିସରରେ ଚାଲିଛି ସ୍ବାବ୍ ସଂଗ୍ରହ
ପୁରୀ ଅଫିସ,୨୪ା୬: କରୋନା ସଂକ୍ରମକୁ ଦୃଷ୍ଟିରେରଖି ପ୍ରଥମେ ରଥଯାତ୍ରାକୁ ଅନୁମତି ଦେଇ ନ ଥିଲେ ସୁପ୍ରିମ୍କୋର୍ଟ । ପରବର୍ତ୍ତୀ ସମୟରେ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଥିଲା । ତେବେ କୋଭିଡ୍ ସଂକ୍ରମଣ ଯେପରି ନ ବ୍ୟାପିବ ସେଥିପ୍ରତି ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ…
ସପ୍ତାହ ମଧ୍ୟରେ ଲକ୍ଷେ ଟପିଲା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୨୪।୬: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏବେ ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହାରାହାରି ୧୫ ହଜାରରୁ ଅଧିକ ରହୁଛି। ସେହିପରି ପ୍ରତିଦିନ ହାରାହାରି ମୃତ୍ୟୁ ସଂଖ୍ୟା ୪…
ମରାମତି ହେଉନି ଦୁର୍ବଳ ନଦୀବନ୍ଧ
ରସୁଲପୁର, ୨୪।୬ (ଡି.ଏନ୍.ଏ.): ରସୁଲପୁର ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀର ବାମପାର୍ଶ୍ୱ ବନ୍ଧ ରାସ୍ତା ପ୍ରଥମାଖଣ୍ଡି ପଞ୍ଚାୟତର ଗୋପାଳପୁର ଗ୍ରାମ ନିକଟରୁ ବ୍ରହ୍ମବରଦା ପୋଲ ପର୍ଯ୍ୟନ୍ତ ଖାଲଖମାରେ ଭର୍ତ୍ତି ହୋଇଛି। ବନ୍ଧର ବିଭିନ୍ନ ସ୍ଥାନରେ ରେନକଟ୍ ଯୋଗୁ ଲୋକେ ବିପଦପୂର୍ଣ୍ଣ…
ଝାରସୁଗୁଡାରୁ ୨୩ କରୋନା ପଜିଟିଭ ଚିହ୍ନଟ: ରହିଛନ୍ତି ଫାର୍ମାସିଷ୍ଟ, ୨ ସ୍ବାବ୍ ସଂଗ୍ରହକାରୀ
ଝାରସୁଗୁଡା ଅଫିସ,୨୪।୬: ଝାରସୁଗୁଡା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି। ବୁଧବାର ପୁଣି ୨୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨ରେ ପହଞ୍ଚିଛି। ସୂଚନା ମୁତାବକ, ଉକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ବ୍ରଜରାଜନଗରରେ ୧୬ ଜଣ…
ବର୍ଡର ଖୋଲି ଦିଅନ୍ତୁ, କରିବି ବିବାହ: ମୋଦିଙ୍କୁ ଅନୁରୋଧ କଲେ ପାକିସ୍ତାନୀ ଯୁବତୀ
ଇସଲାମାବାଦ୍, ୨୪।୬: କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତ ପାକିସ୍ତାନ ସହିତ ଥିବା ସୀମାକୁ ସିଲ୍ କରିଦେଇଛି। ଏପରିସ୍ଥଳେ ବହୁ ଯୁବତୀ ଯୁବକଙ୍କର ବିବାହ ହେବା ବନ୍ଦ ହୋଇଯାଇଛି। ଭାରତୀୟ ଯୁବକଙ୍କୁ ବିବାହ କରିବାକୁ ଚାହୁଁଥିବା ଜଣେ ପାକିସ୍ତାନୀ ଯୁବତୀ ବର୍ଡର…
ବିଶ୍ୱର ୧୦ ସେଲିବ୍ରିଟି କିଡ୍ସଙ୍କ ମଧ୍ୟରେ ରହିଛି ଜିଭାଙ୍କ ନାଁ
ବିଶ୍ୱର ଶ୍ରେଷ୍ଠ ଫିନିସର୍ ଭାବେ ଜଣାଶୁଣା ଏମ୍ଏସ୍ ଧୋନୀଙ୍କ ୫ ବର୍ଷର ଝିଅ ଜିଭା ଷ୍ଟାର୍ ହୋଇଯାଇଛନ୍ତି। ସୋସିଆଲ ମିଡିଆରେ ତାଙ୍କ ଭିନ୍ନ ଅନ୍ଦାଜ ଫଟୋ ଭାଇରାଲ ହେବା ପରେ ତାଙ୍କ ପ୍ୟାନ୍ ଫଲୋଇଙ୍ଗ୍ ବଢିବାରେ ଲାଗିଛି। ଇନ୍ଷ୍ଟାଗ୍ରାମରେ ସବୁଠୁ ଅଧିକ…
Archives


