Home

ଅଳିଆ ଦେବେ, ଟଙ୍କା ଗଣିବେ ରାଜଧାନୀବାସୀ

ଭୁବନେଶ୍ୱର, ୬।୧(ବନ୍ଦନା ସେଠୀ) : ନୂଆବର୍ଷରେ ସହରବାସୀଙ୍କ ଉପରେ ୟୁଜର୍‌ ଫି’ ବୋଝ ଲଦିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଏଣିକି ଅଳିଆ ଦେବେ, ଟଙ୍କା ଗଣିବେ ରାଜଧାନୀବାସୀ। ଆବାସିକ ଘର, ଦୋକାନ, ହୋଟେଲ, ଗେଷ୍ଟହାଉସ୍‌, ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ, ଶପିଂ ମଲ୍‌,…

ଶୀତ ମହୋତ୍ସବ ପୂର୍ବରୁ ସ୍ବଚ୍ଛତାକୁ ଗୁରୁତ୍ୱ, ଏକାଠି ଝାଡୁ-ଝୁଡି ଧରିଲେ ଅଞ୍ଚଳବାସୀଙ୍କ ସହ ପ୍ରଶାସନ

ଦାରିଙ୍ଗବାଡି, ୬।୧ (ଅରୁଣ ସାହୁ ):ଆସନ୍ତା ଗୁରୁବାର ସଂଧ୍ୟାରେ ଦାରିଙ୍ଗବାଡି ଶୀତ ମହୋତ୍ସବର ଶୁଭାରମ୍ଭ ହେବ। ଏଥିପାଇଁ ଆଉ ୨ ଦିନ ବାକି ଥିବା ବେଳେ ଏବେଠାରୁ ଦାରିଙ୍ଗବାଡି ଚଳଚଞ୍ଚଳ ହୋଇପଡିଛ। ଏହି ମହୋତ୍ସବରେ ଦୈନିକ ହଜାର ହଜାର ସଂଖ୍ୟାରେ ଦର୍ଶକ,…

ବେକାକୁ ହେଲାଣି ଇରାନ ହିଂସା, ଏବେ ପର୍ଯ୍ୟନ୍ତ ୩୫ ମୃତ

ତେହରାନ,୬।୧: ଇରାନରେ ଏକ ସପ୍ତାହରୁ ଅଧିକ ସମୟ ଧରି ଚାଲିଥିବା ହିଂସା କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ହିଂସାତ୍ମକ ପ୍ରତିବାଦରେ ଏପର୍ଯ୍ୟନ୍ତ ୩୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଆହୁରି ଅନେକ ଆହତ ହୋଇଥିବା ସୂଚନା ମିଳିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା…

ପଞ୍ଚଭୂତରେ ଲୀନ ହେଲା ରାଜାଙ୍କ ପାର୍ଥିବ ଶରୀର, ଯୁବରାଜ ଦେବଦେବ ସିଂଦେଓଙ୍କ ରାଜାଭିଷେକ

ଖଡ଼ିଆଳ,୬ା୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ରାଜା ସ୍ବର୍ଗତ ଡ. ଜିତାମିତ୍ର ପ୍ରସାଦ ସିଂଦେଓଙ୍କ ପାର୍ଥିବ ଶରୀର ସୋମବାର ନେହେନା ସୁନ୍ଦର ନଦୀ ରାଣୀଘାଟରେ ପଞ୍ଚଭୂତରେ ଲୀନ ହୋଇଛି। ଏହାପରେ ଖଡିଆଳର ୧୯ତମ ରାଜାଭାବେ ଯୁବରାଜ ଦେବଦେବ ସିଂଦେଓଙ୍କ ନାମ…

ଶୀତରେ ଆସୁଛି ବଡ଼ ବର୍ଷା! ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର,୬ା୧: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା ରହିଛି । ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ…

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତାଙ୍କ ପରଲୋକ

ନୂଆଦିଲ୍ଲୀ,୬।୧: ପୂର୍ବତନ ଏମପି ଏବଂ ବରିଷ୍ଠ କଂଗ୍ରେସ ନେତା ସୁରେଶ କାଲମାଡିଙ୍କର ୮୨ ବର୍ଷ ବୟସରେ ପରଲୋକ ହୋଇଛି। ସେ ମହାରାଷ୍ଟ୍ରର ପୁଣେରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଜାନୁଆରୀ ୬ମଙ୍ଗଳବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ତାଙ୍କ ମର ଶରୀରକୁ ଶେଷ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ହତ୍ୟା, ୨୪ ଘଣ୍ଟାରେ ଦ୍ୱିତୀୟ ଘଟଣା

ଢାକା,୬।୧: ବାଂଲାଦେଶରେ ଜଣେ ଦୋକାନ ମାଲିକଙ୍କ ପାଇଁ କାମ କରୁଥିବା ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହା ଦ୍ୱିତୀୟ ଘଟଣା। ରିପୋର୍ଟ ଅନୁଯାୟୀ, ସୋମବାର ରାତି ପ୍ରାୟ ୧୦ ଟା ସମୟରେ ନରସିଙ୍ଗଡି ଜିଲାରେ…

ଆଗକୁ ଆସିପାରନ୍ତି ନୂଆ ଆଇଏଏସ୍‌ ଅଫିସର, ଅନୁ ଗର୍ଗ…

ଭୁବନେଶ୍ୱର,୬ା୧(ସୁନିତ୍‌ ମିଶ୍ର): ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଅନୁ ଗର୍ଗ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଗ୍ରହଣ କରିବା ପରେ କେତେଜଣ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ଫଳରେ ଜଣେ…

ଆସନ୍ତା ୩୦ ଦିନ ମଧ୍ୟରେ ଭେନେଜୁଏଲାରେ ହେବ ନିର୍ବାଚନ? ମାଦୁରୋ ଅଦାଲତରେ ହାଜର ହେବା ପରେ ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୬।୧: ଭେନେଜୁଏଲାରେ କ୍ଷମତା ପରିବର୍ତ୍ତନ ପରେ, ଆମେରିକା ସ୍ପଷ୍ଟ କରିଛି ଯେ ନିର୍ବାଚନ ତୁରନ୍ତ ଅନୁଷ୍ଠିତ ହେବ ନାହିଁ। ଆମେରିକା କହିଛି ଯେ ସାଧାରଣ ଜନତା ଭୋଟ ଦେବାର ସୁଯୋଗ ପାଇବା ପୂର୍ବରୁ ପ୍ରଥମେ ଦେଶକୁ ସ୍ଥିର କରିବା ଏବଂ ପରିସ୍ଥିତିକୁ…

ଏଇ ଭାରତରେ

ବେଆଇନ ଶିକାର ଯୋଗୁ ବହୁ ପ୍ରାଣୀଙ୍କ ଜୀବନ ଯାଉଛି। ଶିକାରୀଙ୍କୁ ରୋକିବା ପାଇଁ ବନ ବିଭାଗ ଅନେକ ପଦକ୍ଷେପ ନେଉଛନ୍ତି। ହେଲେ ବେସରକାରୀ ସ୍ତରରେ ପ୍ରାଣୀଙ୍କ ଜୀବନ ବଞ୍ଚାଉଛନ୍ତି ମହାରାଷ୍ଟ୍ର ଓ୍ବାର୍ଦ୍ଧାର ଏକ ଟିମ୍‌। ଏହି ଟିମ୍‌ ଆହତ ବାଘ, ବିଲୁପ୍ତି…

Earthquake: ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ, ସୁନାମୀ…

ଟୋକିଓ,୬ା୧:ମଙ୍ଗଳବାର ଜାପାନରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୨ ରେକର୍ଡ କରାଯାଇଛି । ଏହି ଭୂମିକମ୍ପଗୁଡ଼ିକ ପଶ୍ଚିମ ଚୁଗୋକୁ ଅଞ୍ଚଳରେ ହୋଇଥିଲା। ଏହା ପରେ ମଧ୍ୟ ବହୁତ ସମୟ ଧରି ମୃଦୁ ଏବଂ ମଧ୍ୟମ…

କିଏ ଓଡ଼ିଆ

ଓଡ଼ିଶାର ଭାଷା, ଐତିହ୍ୟ, ସଂସ୍କୃତି, ପରମ୍ପରା ଓ ଇତିହାସ ସ୍ବତନ୍ତ୍ର। ପ୍ରତ୍ୟେକ ରାଜ୍ୟର ଭାଷାକୁ ନେଇ ସେହି ରାଜ୍ୟର ଜାତୀୟତା ବା ରାଜ୍ୟର ପ୍ରାମାଣିକ ପରିଚୟ ହୋଇଥାଏ। ସେ ଦୃଷ୍ଟିରୁ ବିଚାର କଲେ ଅନେକ ପ୍ରଶ୍ନ ଆସେ ଓଡ଼ିଆ କିଏ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?