Home

ଇବୋବି ସିଂଙ୍କୁ ସିବିଆଇ ନୋଟିସ

ନୂଆଦିଲ୍ଲୀ,୨୪ା୬: ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଓକ୍ରାମ୍‌ ଇବୋବି ସିଂଙ୍କୁ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ନୋଟିସ କରିଛି। ୩୩୨ କୋଟି ଟଙ୍କାର ଏକ ଦୁର୍ନୀତି ମାମଲାରେ ସିବିଆଇ ବୁଧବାର ତାଙ୍କୁ ଜେରା କରିବ। ଏଥିପାଇଁ…

ଆର୍‌ଜେଡିକୁ ଶକ୍ତ ଝଟକା

ପାଟନା, ୨୪ା୬ : ବିହାରରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇ ନ ଥିବାବେଳେ ଦଳବଦଳ ଆରମ୍ଭ ହୋଇଗଲାଣି। ଏହିକ୍ରମରେ ମଙ୍ଗଳବାର ଲାଲୁପ୍ରସାଦ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି)କୁ ଶକ୍ତ ଝଟକା ଲାଗିଛି। ଦଳର ଉପାଧ୍ୟକ୍ଷ ରଘୁବଂଶ ପ୍ରସାଦ…

୪୪%ଙ୍କ ବିରୋଧରେ ଆପରାଧିକ ମାମଲା

ନୂଆଦିଲ୍ଲୀ, ୨୪ା୬: ଚଳିତବର୍ଷ ରାଜ୍ୟ ସଭାକୁ ନିର୍ବାଚିତ ୬୨ ସଦସ୍ୟଙ୍କ ମଧ୍ୟରୁ ୪୪ ପ୍ରତିଶତଙ୍କ ବିରୋଧରେ ବିଭିନ୍ନ ପ୍ରକାର ଆପରାଧିକ ମାମଲା ରହିଛି। ୧୧ ଜଣ(୧୮%)ଙ୍କ ବିରୋଧରେ ହତ୍ୟା, ହତ୍ୟା ଉଦ୍ୟମ, ବଳାତ୍କାର, ଚୋରି ଓ ଡକାୟତି ଭଳି ସଙ୍ଗିନ ମାମଲା…

ହରିଦ୍ୱାରରେ ୯ ବର୍ଷ ଧରି ତପସ୍ୟା କରୁଥିଲେ ମୁସଲମାନ ଯୁବକ, ଆଉ ତା’ପରେ…

ପାନିପତ,୨୪।୬: ହରିୟାଣାର ପାନିପତରେ ଜଣେ ମୁସଲମାନ ଯୁବକ ହରିଦ୍ୱାରରେ ୯ ବର୍ଷ ଧରି ତପସ୍ୟା କରି ଫେରିବା ପରେ ହିନ୍ଦୁ ଧର୍ମ ଗ୍ରହଣ କରିଛନ୍ତି। ଉକ୍ତ ଯୁବକ ଜଣଙ୍କ ହେଉଛନ୍ତି ନସିବ। ତାଙ୍କ ପରିବାରର ଅନ୍ୟ ୩୫ ଜଣ ମଧ୍ୟ ହିନ୍ଦୁ…

୭ ଦିନରେ ହାଇ କମିଶନ ଷ୍ଟାଫ୍‌ ୫୦% କମାଅ

ନୂଆଦିଲ୍ଲୀ,୨୪ା୬(ପି.ଟି.): ନୂଆଦିଲ୍ଲୀସ୍ଥିତ ପାକିସ୍ତାନର ହାଇ କମିଶନ ଅଫିସରେ ଥିବା ଷ୍ଟାଫ୍‌ ମଧ୍ୟରୁ ୫୦% କର୍ମଚାରୀଙ୍କୁ ପ୍ରତ୍ୟାହାର କରିବା ପାଇଁ ଭାରତ ପକ୍ଷରୁ ଇସ୍‌ଲାମାବାଦକୁ କୁହାଯାଇଛି। ଅନୁରୂପ ଭାବେ ଇସ୍‌ଲାମାବାଦସ୍ଥିତ ଭାରତୀୟ ଉଚ୍ଚାୟୁକ୍ତରେ ଥିବା କର୍ମଚାରୀଙ୍କ ମଧ୍ୟରୁ ୫୦% ଊଣା ହେବେ। ଏନେଇ…

ମଧ୍ୟସ୍ଥତା ଲାଗି ମନାକଲା ରୁଷିଆ

ମସ୍କୋ,୨୪ା୬(ପି.ଟି.): ଗଲଓ୍ବାନ ଉପତ୍ୟକାରେ ଭାରତ-ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଲାଗିରହିଥିବା ଉତ୍ତେଜନା ପରିପ୍ରେକ୍ଷୀରେ ମଧ୍ୟସ୍ଥତା କରିବାକୁ ରୁଷିଆ ମନାକରିଦେଇଛି। ଦୁଇଦେଶ ସେମାନଙ୍କ ବିବାଦର ସମାଧାନ ପାଇଁ ମସ୍କୋଠାରୁ କୌଣସି ପ୍ରକାର ସହାୟତା ଚାହୁଁ ନାହାନ୍ତି ବୋଲି ମଙ୍ଗଳବାର ରୁଷିଆ…

ଆକ୍ରମଣ ଲାଗି ଚାଇନା ଦେଇଥିଲା ନିର୍ଦ୍ଦେଶ

ଓ୍ବାଶିଂଟନ, ୨୪ା୬: ଗଲଓ୍ବାନ୍‌ ଉପତ୍ୟକାରେ ଭାରତ-ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପଛର କାରଣ ଏବେ ଜଣାପଡ଼ିଛି। ଚାଇନା ସେନାର ନେତୃତ୍ୱ ନେଉଥିବା ଜଣେ ବରିଷ୍ଠ ଜେନେରାଲ ଭାରତୀୟ ସେନା ଉପରେ ଆକ୍ରମଣ ଲାଗି ନିର୍ଦ୍ଦେଶ ଦେଇଥିଲେ ବୋଲି ଆମେରିକା ଗୋଇନ୍ଦା…

ମାସ୍କକୁ ହିନ୍ଦିରେ କ’ଣ କୁହାଯାଏ ପ୍ରଶଂସକଙ୍କୁ ବୁଝାଇଲେ ଅମିତାଭ ବଚ୍ଚନ

ବାଗ୍‌ ବି ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ନିଜ ପ୍ରଶଂସକଙ୍କ ପାଇଁ ସେ ସବୁବେଳେ କିଛି ନା କିଛି ମଜିଳିଆ ପୋଷ୍ଟ ଶେୟାର କରିଥାନ୍ତି। ଏବେ ସେ ମାକ୍ସକୁ ହିନ୍ଦୀରେ କ’ଣ କୁହାଯାଏ ବୋଲି ଇନ୍‌ଷ୍ଟାଗ୍ରାମ୍‌ ମାଧ୍ୟମରେ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଜୁନ୍‌ ୨୬ରେ ୧ କୋଟି ଲୋକଙ୍କୁ ମଳିବ ନିଯୁକ୍ତିି

ଲକ୍ଷ୍ନୌ,୨୪।୬: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥଙ୍କ ସରକାର ଜୁନ୍‌ ୨୬ରେ ଏକକାଳୀନ ଏକ କୋଟି ଲୋକଙ୍କୁ ନିଯୁକ୍ତି ଦେବାକୁ ଯୋଜନା କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହାୟତାରେ ଏକ କୋଟି ଲୋକଙ୍କୁ ନିଯୁକ୍ତି ଦିଆଯିବ। ଚାକିରି ପାଇବାକୁଥିବା ଲୋକଙ୍କ ମଧ୍ୟରୁ ପଚାଶ ପ୍ରତିଶତ…

CORONAVIRUS UPDATE: ରାଜ୍ୟରେ ପୁଣି ୨୮୨ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୫,୭୫୨ରେ ପହଞ୍ଚିଲା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୭୫୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

୨୪ ଘଣ୍ଟାରେ ଦେଶରେ ୧୫,୯୬୮ ଆକ୍ରାନ୍ତ, ୪୬୫ ମୃତ

ନୂଆଦିଲ୍ଲୀ,୨୪।୬ : ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୯୬୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୫୬ ହଜାର ୧୮୩ ହୋଇଛି ।…

କରୋନା କଟକଣା କୋହଳ ସତ୍ତ୍ୱେ ପୁରୀ ନ ଯିବାକୁ ଡିଜିପିଙ୍କ ଅନୁରୋଧ

କଟକ ଅଫିସ,୨୪।୬: ବହୁ ବିବାଦ ପରେ ମଙ୍ଗଳବାର ଶାନ୍ତି ଶୃଙ୍ଖଳାର ସହ ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରଥଯାତ୍ରା ଅବସରରେ ପୁରୀରେ କର୍ଫ୍ୟୁ ଜାରି କରାଯାଇଛି। ସୋମବାର, ମଙ୍ଗଳବାର ଏବଂ ବୁଧବାର ପାଇଁ ପୁରୀକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri