Home

ଭଦ୍ରକରେ ୨୦୯୯ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ୯୨ ପଜିଟିଭ୍‌ ସମସ୍ତେ ସ୍ଥାନୀୟ ସଂକ୍ରମଣ

ଭଦ୍ରକ ଅଫିସ,୨୩ା୮: ଭଦ୍ରକ ଜିଲାରେ ରବିବାର ୯୨ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୯ ଛୁଇଁଛି। ଆଜି ଚି଼ହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରୁ ସମସ୍ତେ ସ୍ଥାନୀୟ ସଂକ୍ରମଣ ବୋଲି କୁହାଯାଇଛି। ସୂଚନାଯୋଗ୍ୟ, ଜିଲାରୁ…

ସମ୍ପର୍କରେ ଦୂରତା ଆଣୁଛି କରୋନା ସଂକ୍ରମଣ: ଦାମ୍ପତ୍ୟ ଜୀବନ ବିପର୍ଯ୍ୟସ୍ତ

ଓ୍ବାଶିଂଟନ, ୨୩।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଏବେ ଦାମ୍ପତ୍ୟ ଜୀବନ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଦମ୍ପତିମାନଙ୍କ ମଧ୍ୟରେ ଶାରୀରିକ ସମ୍ପର୍କ ରକ୍ଷା କରିବାକୁ ବିଶେଷଜ୍ଞମାନେ ବାରଣ କରିଛନ୍ତି। ଏହାଦ୍ୱାରା ଆକ୍ରାନ୍ତ ସାଥୀଙ୍କଠାରୁ କରୋନା ସଂକ୍ରମଣ ଅନ୍ୟ ଜଣଙ୍କୁ ହେବାର ଆଶଙ୍କା…

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ଆଜି ହେଉଛି ନୂଆଁଖାଇ ପର୍ବ। ଏହା ପଶ୍ଚିମ ଓଡ଼ିଶାର ଗଣପର୍ବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ସମ୍ବଲପୁରୀ ଭାଷାରେ ଟୁଇଟ୍‌ କରି ନୂଆଁଖାଇର ଜୁହାର ଜଣାଇବା ସହ ସମସ୍ତଙ୍କ ସୁଖ, ସମୃଦ୍ଧି କାମନା…

ସ୍ତ୍ରୀଙ୍କ ସହ ଝଗଡ଼ା ହେବାରୁ ସ୍ବାମୀ ନେଲେ ଏମିତି ପଦକ୍ଷେପ, ଯାହା କେବେ ଆଗରୁ ଶୁଣି ନ ଥିବେ

ପାରିବାରିକ କଳହରୁ କିଛି ଲୋକ ଆତ୍ମହତ୍ୟା କରୁଥିବା ଶୁଣିଥିବେ। କେହି କେହି ଘର ମଧ୍ୟ ଛାଡ଼ି ଦେଇଥିବା ଶୁଣିଥିବେ। ମାତ୍ର ପାରିବାରିକ କଳହରୁ ସ୍ତ୍ରୀଙ୍କ ଉପରେ ରାଗି କେହି କିନ୍ନର ହୋଇଯିବାର କେବେ ଶୁଣିଛନ୍ତି। ଆଶ୍ଚର୍ଯ୍ୟ ହେଲେ ମଧ୍ୟ ସତ। ଏମିତି…

ଥାନାରେ ବସି ମଦ ପିଇବା ମଡ଼ିଲା ମହଙ୍ଗା: ପୋଲିସ ବାବୁଙ୍କ ଭିଡ଼ିଓ ଭାଇରାଲ

କାନପୁର, ୨୩।୮: ଥାନାରେ ବସି ମଦ ପିଇବା ଜଣେ ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଛି। ଏବେ ସୋସିଆଲ୍‌ ମିଡ଼ିଆରେ ମଦ ପିଉଥିବା ଥାନା ବାବୁ ଜେ.ପି. ସିଂ ପରିହାରଙ୍କ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶ କାନପୁରର ଘାଟମ୍‌ ପୁର ଥାନାରେ…

କଶ୍ମୀର ଆଇଏସ୍‌ ସଂଗଠନର ପର୍ଦ୍ଦାଫାଶ୍‌: ୫ ଗିରଫ

ଶ୍ରୀନଗର, ୨୩।୮: କଶ୍ମୀରରେ ଗଠିତ ହୋଇଥିତ୍ବା ଏକ ଆଇଏସ୍‌ ଆତଙ୍କବାଦୀ ସଂଗଠନର ପର୍ଦ୍ଦାଫାଶ୍‌ ହୋଇଛି। ଏହି ଘଟଣାରେ ସଂଗଠନ ସହିତ ସମ୍ପୃକ୍ତି ଥିବା ୫ ଜଣଙ୍କୁ ଗିରଫ କରାଯାଇଛି। ଆଇଏସ୍‌ ସଂଗଠନ ଭଳି ଏଠାରେ ଇସଲାମିକ୍‌ ଷ୍ଟେଟ୍‌ ଅଫ୍‌ ଜମ୍ମୁ ଆଣ୍ଡ…

ରାଜ୍ୟରେ ୪୦୦ ଟପିଲା ମୃତ୍ୟୁ ସଂଖ୍ୟା: ଆଉ ପୁଣି ୧୦ ମୁଣ୍ଡ ନେଲା କରୋନା, ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବଲାଙ୍ଗୀରର ୪୭ ବର୍ଷୀୟ ବ୍ୟକ୍ତି, କଟକର ୮୭ ବର୍ଷୀୟା ବୃଦ୍ଧା ଓ ୭୫ ବର୍ଷୀୟ ବୃଦ୍ଧ, ଗଜପତିର ୪୫ ବର୍ଷୀୟ ବ୍ୟକ୍ତି, ଗଞ୍ଜାମର ୬୦ ବର୍ଷୀୟ ବୃଦ୍ଧ, ୬୧…

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର ହେଲା

ପାଟଣା,୨୩ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ତେଣ୍ଡେରା ରାସ୍ତାର କରଞ୍ଜିଆପଡ଼ା ରିଜର୍ଭ ଫରେଷ୍ଟ ଶାଳ ଜଙ୍ଗଲ ମଧ୍ୟରୁ ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ରବିବାର ସକାଳେ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ତେଣ୍ଡେରା ପଞ୍ଚାୟତ ନୂଆଗାଁର ଗୋବିନ୍ଦ…

ରାଜ୍ୟରେ ବେଲଗାମ କରୋନା: ୩୦ ଜିଲାରୁ ଆଜି ଚିହ୍ନଟ ହେଲେ ଆଉ ୨,୯୯୩ ଆକ୍ରାନ୍ତ; ଜାଣନ୍ତୁ..

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଓଡ଼ିଶାରେ ବେଲଗାମ ହୋଇପଡ଼ିଛି କରୋନା। ରବିବାର ରାଜ୍ୟରେ ୨,୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧,୮୭୯ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧,୧୧୪ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୮,୫୩୦କୁ ବୃଦ୍ଧି ପାଇଛି।…

ପୋଲିସ ଟିମ୍‌କୁୁ ନିସ୍ତୁକ ପିଟିଲେ ଲୋକେ: ୨ ଗୁରୁତର ଆହତ

ଲକ୍ଷ୍ନୌ, ୨୩।୮: ଉତ୍ତରପ୍ରଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଧୀରେଧୀରେ ଖରାପ ହେବାରେ ଲାଗିଛି। ସ୍ଥାନୀୟ ସୀତାପୁର ଅଞ୍ଚଳର ମାନପୁର ଥାନା ଅନ୍ତର୍ଗତ ଫୁଲପୁର ଗାଁରେ ଜମିଜମା ଗଣ୍ଡଗୋଳ ଲାଗି ରହିଥିଲା। ଏଠାରେ ଭଗୌତି ନାମକ ଜଣେ ବ୍ୟକ୍ତି ନିଜ ଜମିରେ କାନ୍ଥ…

୧୯ ନଦୀ ଜଳ ପ୍ରଦୂଷଣ ପ୍ରସଙ୍ଗ: ସିପିସିବିକୁ ରିପୋର୍ଟ ଦେଲା ଏସ୍‌ପିସିବି

ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି) ରାଜ୍ୟର ୧୯ ନଦୀର ପ୍ରଦୂଷଣ ରୋକିବା ନେଇ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି)କୁ ଅବଗତ କରାଇଛି। ୧୯ ନଦୀ ପାଇଁ ପ୍ରସ୍ତୁତ କରାଯାଇଥିବା ସଂଶୋଧିତ ଆକ୍ସନ ପ୍ଲାନ ସିପିସିବି…

କଂଗ୍ରେସରେ ନେତୃତ୍ୱ ସଙ୍କଟ: ପରିବର୍ତ୍ତନ ପାଇଁ ସୋନିଆଙ୍କୁ ଚିଠି ଲେଖିଲେ ୨୩ ନେତା

ନୂଆଦିଲ୍ଲୀ, ୨୩।୮: କଂଗ୍ରେସରେ ଏବେ ନେତୃତ୍ୱ ସଙ୍କଟ ଦେଖାଦେଇଛି। ଦଳର ସାଂଗଠନିକ କ୍ଷେତ୍ରରେ ଉପର ତଳ ପର୍ଯ୍ୟନ୍ତ ପରିବର୍ତ୍ତନର ଆବଶ୍ୟକତା ଥିବା ଦଳରେ ଚର୍ଚ୍ଚା ହେଉଛି। ଏନେଇ ୫ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ଦଳର ୨୩ ଜଣ ନେତା ଅଧ୍ୟକ୍ଷା ସୋନିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?