Home

୨୧ ବର୍ଷ ତଳେ ପାକିସ୍ତାନ କରିଥିଲା ଦୁଃସାହସ, ମିଳିଥିଲା କଡ଼ା ଜବାବ: ମୋଦି

ନୂଆଦିଲ୍ଲୀ, ୨୬।୭: ଭାରତୀୟ ସେନା ପକ୍ଷରୁ ୨୧ ବର୍ଷ ତଳେ ପାକିସ୍ତାନକୁ କଡ଼ା ଜବାବ ଦିଆଯାଇଥିଲା। ପାକିସ୍ତାନ ଦୁଃସାହସର ପରିଣତି ଭୋଗ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬୭ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇ ରବିବାର ଏଭଳି କହିଛନ୍ତି।…

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଲା

ଭଦ୍ରକ ଅଫିସ,୨୫ା୭: ଭଦ୍ରକ ଜିଲାରେ ରବିବାର ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଛି। ଆଜି ଚିହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରେ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୫ ଜଣ ସ୍ଥାନୀୟ…

ଆଜି ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୪୦କୁ ବୃଦ୍ଧି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ରବିବାର ମଧ୍ୟ ୧୦ କୋଭିଡ ପଜିଟିଭ୍‌ ରୋଗୀଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିରୁ ଗଜପତି ଜିଲାର ୬୩ ବର୍ଷୀୟ ବୃଦ୍ଧ,…

ତାପସୀ ପନ୍ନୁଙ୍କୁ ରାଷ୍ଟ୍ରପତି ପଦରେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ…

ମୁମ୍ବାଇ, ୨୬।୭: ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁଙ୍କ ପ୍ରଶଂସା କରିଛନ୍ତି ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା। ଦେଶର ରାଷ୍ଟ୍ରପତି ପଦରେ ତାପସୀଙ୍କୁ ଦେଖିବାକୁ ଚାହୁଁଥିବା ସେ କହିଛନ୍ତି। ଏବେ ସୋନାକ୍ଷୀଙ୍କ ମନ୍ତବ୍ୟ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଆରମ୍ଭ ହୋଇଛି। ସୋନାକ୍ଷୀ…

CORONAVIRUS UPDATE: ଆଜି ୩୦ ଜିଲାରୁ ଚିହ୍ନଟ ହେଲେ ୧,୩୭୬ ଆକ୍ରାନ୍ତ; ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୧୩୭୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୯୧୭ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୪୫୯ ଲୋକାଲ କେସ୍‌ ରହିଛି। ଏହାକୁ…

୮ ଲକ୍ଷ ୮୫ ହଜାରରୁ ଅଧିକ କରୋନା ମୁକ୍ତ

ନୂଆଦିଲ୍ଲୀ, ୨୬।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ରବିବାର ସୁଦ୍ଧା ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୮୫ ହଜାର ୫୨୨ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୩୨ ହଜାର ୬୩ ଛୁଇଁଛି। ଇତିମଧ୍ୟରେ…

କରୋନା ମୃତକଙ୍କ ପାଇଁ ନିୟମାବଳୀ: ଶବ ସଂସ୍କାର ବେଳେ ଉପସ୍ଥିତ ରହିପାରିବେ ସମ୍ପର୍କୀୟ

ଭୁବନେଶ୍ୱର,୨୬।୭(ବ୍ୟୁରୋ): କୋଭିଡ୍‌-୧୯ ଆକ୍ରାନ୍ତ ମୃତକଙ୍କ ଶବ ସତ୍କାରକୁ ନେଇ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ସତ୍କାର ନ ହୋଇ ମୃତଦେହ ବହୁ ସମୟ ଧରି ପଡିରହୁଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଉଛି। କରୋନାରେ ପ୍ରାଣ ହରାଉଥିବା ବ୍ୟକ୍ତିଙ୍କ ମୃତଦେହ…

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁ ସିଲ୍‌

ପୁରୀ ଅଫିସ,୨୬।୭: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କରୋନା। ହସ୍ପିଟାଲର ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ ରୋଗୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆଇସିୟୁକୁ ସାମୟିକଭାବେ ବନ୍ଦ କରି ଦିଆଯାଇଛି । ସମ୍ପୃକ୍ତ ରୋଗୀଙ୍କୁ କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିବାବେଳେ…

ଅଗଷ୍ଟ ୫ ପର୍ଯ୍ୟନ୍ତ ସକାଳେ ଏପରି କଲେ ଦେଶରୁ ହଟିଯିବ କରୋନା ସଂକ୍ରମଣ: ପ୍ରଜ୍ଞା ଠାକୁର

ଭୋପାଳ, ୨୬।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ଦେଶରୁ କିପରି କରୋନା ସଂକ୍ରମଣକୁ ହଟାଯିବ ତାହାର ଉପାୟ ବତାଇଛନ୍ତି। ସେ କହିଛନ୍ତି ଜୁଲାଇ ୨୫ରୁ ଅଗଷ୍ଟ ୫ ପର୍ଯ୍ୟନ୍ତ ୧୨…

ଅନାବୃଷ୍ଟି ଦାଉ ସାଧିଲାଣି: ମୁଣ୍ଡରେ ହାତଦେଲେଣି ଚାଷୀ

ଭୁବନେଶ୍ୱର,୨୬।୭(ବ୍ୟୁରୋ): କରୋନା ମହାମାରୀ ଅସ୍ତବ୍ୟସ୍ତ କରୁଥିବା ବେଳେ ରାଜ୍ୟରେ ଅନାବୃଷ୍ଟି ଚାଷ ପାଇଁ ଘାତକ ହେଲାଣି। ଜୁଲାଇ ଶେଷ ହେବାକୁ ବସିଥିବା ବେଳେ ରାଜ୍ୟର ଅଧା ଜିଲାରେ ଏବେ ମରୁଡ଼ି ପରିସ୍ଥିତି ମୁଣ୍ଡ ଟେକିଲାଣି। ଧାନତଳି ରୁଆ ହୋଇପାରୁ ନାହିଁ। ଚାଷୀ…

ମାସକରେ ଆଳୁ କେଜି ପିଛା ବଢ଼ିଛି ୧୫, ପିଆଜ ୧୦ ଟଙ୍କା

କଟକ ଅଫିସ,୨୬।୭: ଆଳୁ ଓ ପିଆଜ ଦର ଗତ କିଛି ସପ୍ତାହ ଭିତରେ ବଢ଼ିବାରେ ଲାଗିଛି। ମାସକ ଭିତରେ ଆଳୁ ଦର କେଜି ପିଛା ୧୫ ଟଙ୍କା ଓ ପିଆଜ ଦର ୧୦ ଟଙ୍କା ବଢ଼ି ସାରିଲାଣି। ଖୁଚୁରା ବେପାର ଓ…

ଆଉ ୫ ସହରରେ ଓଜେଇଇ ପରୀକ୍ଷା କେନ୍ଦ୍ର: ଆବେଦନ ଦାଖଲ ତାରିଖ ୩୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) କର୍ତ୍ତୃପକ୍ଷ ଆଉ ୫ଟି ସହରରେ ଅନ୍‌ଲାଇନ୍‌ ପରୀକ୍ଷା କେନ୍ଦ୍ର ବୃଦ୍ଧି କରିଛନ୍ତି। ସେହି ସହରଗୁଡ଼ିକ ହେଲା ଅନୁଗୋଳ, ବାରିପଦା, ବରଗଡ଼, ଜୟପୁର ଓ କେନ୍ଦୁଝର। ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri