Home

ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗର ୭ ସଦସ୍ୟ ଗିରଫ; ବିଭିନ୍ନ ମାରଣାସ୍ତ୍ର ଜବତ

କଣ୍ଟାପଡା,୨୨।୬(ଡି.ଏନ୍‌.ଏ.)-କଟକ ଜିଲା କଣ୍ଟାପଡାସ୍ଥିତ ବଟଗୋସେଇଁ ଗାଦୀ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରୁ ରବିବାର ଡକାୟତି ପାଇଁ ଯୋଜନା କରୁଥିବାବେଳେ ଓଲଟପୁର ପୋଲିସ ଚଢ଼ାଉ କରି ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗର ୭ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ…

ଏନ୍‌ସିପିରୁ ଇସ୍ତଫା ଦେଲେ ବାଘେଲ

ଗାନ୍ଧୀନଗର,୨୨।୬: ଗୁଜରାଟର ବରିଷ୍ଠ ନେତା ଶଙ୍କର ସିଂହ ବାଘେଲ ଏନ୍‌ସିପିର ରାଷ୍ଟ୍ରୀୟ ମହାସଚିବ ପଦରୁ ସୋମବାର ଇସ୍ତଫା ଦେଇଛନ୍ତି। ଏଥିସହ ଦଳରୁ ମଧ୍ୟ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏନେଇ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଓ ମହାସଚିବ ପ୍ରଫୁଲ୍ଲ ପଟେଲଙ୍କୁ…

ସାଢେ ୪ କୋଟି ଓଡିଆଙ୍କ ବିଜୟ : ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨ା୬(ବ୍ୟୁରୋ)-ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ସୋମବାର ମାନ୍ୟବର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। କେତେକ ସର୍ତ୍ତ ଅନୁଯାୟୀ ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ସେ ରାୟରେ ପ୍ରକାଶ କରିଛନ୍ତି। ତେବେ ଏ ନେଇ କେନ୍ଦ୍ରମନ୍ତ୍ରୀ…

ଗତ ୨୪ ଘଣ୍ଟାରେ ଦେଶରେ କରୋନା ଜନିତ ସର୍ବାଧିକ ମୃତ୍ୟୁସଂଖ୍ୟା ୪୪୫

ନୂଆଦିଲ୍ଲୀ,୨୨।୬: ଦେଶରେ ସୋମବାର ପୁଣି ନୂଆ ୧୪,୮୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ କରୋନା ଜନିତ ସର୍ବାଧିକ ୪୪୫ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ସୁପ୍ରିମକୋର୍ଟଙ୍କ ସର୍ତ୍ତ ମୂତାବକ ପାଳନ କରାଯିବ ରଥଯାତ୍ରା: ମୁଖ୍ୟ ଶାସନ ସଚିବ

ପୁରୀ ଅଫିସ, ୨୨।୬: ରଥଯାତ୍ରାକୁ ସୁପ୍ରିମକୋର୍ଟଙ୍କ ଅନୁମତି ପରେ ପୁରୀରେ ବସୁଛି ଘନ ଘନ ବୈଠକ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଓ ନୀଳାଦ୍ରି ଭକ୍ତ ନିବାସରେ ଏକାଧିକ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ସୋମବାର ଅପରାହ୍ନରେ ପୁଣି ବସିଛି ଏକ ଜରୁରୀ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୩ ଆକ୍ରାନ୍ତ; ମୋଟ ସୁସ୍ଥଙ୍କ ସଂଖ୍ୟା ୩,୮୬୩

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୪୩ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ଫଳରେ ଏହାକୁ ମିଶାଇ ମୋଟ ସୁସ୍ଥଙ୍କ ସଂଖ୍ୟା ୩,୮୬୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୋମବାର ସୁସ୍ଥ…

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ସଲମାନଙ୍କ ଭଉଣୀ!

ମଣ୍ଡି,୨୨।୬: ମାୟାନଗରୀ ମୁମ୍ବାଇରୁ ବଲିଉଡ୍‌ ଅଭିନେତା ସଲମାନ ଖାଁଙ୍କ ଭଉଣୀ ଅର୍ପିତା ଓ ତାଙ୍କ ସ୍ବାମୀ ଆୟୁଷ ଶର୍ମା ଓ ୨ସନ୍ତାନଙ୍କ ସହ ହିମାଚଳ ପ୍ରଦେଶର ମଣ୍ଡିକୁ ଗସ୍ତ କରିଛନ୍ତି। ମଣ୍ଡି ପହଞ୍ଚିବା ପରେ ଅର୍ପିତା ଓ ତାଙ୍କ ପରିବାରକୁ ହୋମ୍‌…

କରୋନାରୁ ରକ୍ଷା ପାଇବା ପାଇଁ ଅଟୋରେ ଲଗାଇଲେ ଓ୍ବାସ୍‌ ବେଶିନ

ମହାମାରୀ କରୋନା (କୋଭିଡ-୧୯) ସମଗ୍ର ବିଶ୍ୱକୁ କବଳିତ କରିଛି। ଏଥିରୁ ରକ୍ଷା ପାଇବା ପାଇଁ ସରକାର ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି। ତେବେ କରୋନା ଠାରୁ ଦୂରେଇ ରହିବାର ଏକମାତ୍ର ଉପାୟ ହେଉଛି ସାମାଜିକ ଦୂରତା। ଏଭଳି ପରିସ୍ଥିତିରେ ଲୋକେ ଘରେ…

ଭକ୍ତଙ୍କ ଡାକ ଶୁଣିଲେ ମହାପ୍ରଭୁ: ରଥଯାତ୍ରାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୨।୬: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ଅନୁମତି ଦେଇଛନ୍ତି ମାନ୍ୟବର ସୁପ୍ରିମକୋର୍ଟ। କେତେକ ସର୍ତ୍ତ ଅନୁଯାୟୀ କେବଳ ପୁରୀରେ ହିଁ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ସୁପ୍ରିମକୋର୍ଟ ନିଜ ରାୟରେ ପ୍ରକାଶ କରିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ…

ଚାଇନା ବିରୋଧରେ ତାତିଲେ ବ୍ୟବସାୟୀ: #ବୟକଟ୍‌ଚାଇନାର ଲଗାଇଲେ ୧୫ ହଜାର ପୋଷ୍ଟର

ଜୟପୁର,୨୨।୬: ଗତ କିଛି ଦିନରୁ ଲଦାଖ ଏଲ୍‌ଏସିରେ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଲାଗିରହିଛି। ଜୁନ ୧୫ ରାତିରେ ଲଦାଖର ଗଲଓ୍ବାନ ଘାଟିରେ ଭାରତୀୟ ସୈନ୍ୟ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଦେଖାଦେଇଥିଲା। ଏହି ସଂଘର୍ଷରେ ଭାରତୀୟ…

ଖୁସି ଖବର: ଦେଶରେ ବଢୁଛି କରୋନା ସଂକ୍ରମିତଙ୍କ ସୁସ୍ଥତା ହାର

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଏହା ସରକାର ତଥା ଦେଶବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ହେଲେ ଖୁସିର କଥା ହେଉଛି ଦେଶରେ ବେଳକୁ ବେଳ ସୁସ୍ଥତା ହାରରେ ବୃଦ୍ଧି ପରିଲକ୍ଷିତ ହେଉଛି।…

ମାତ୍ର ୧୨୦ ଭାରତୀୟ ଯବାନଙ୍କ ଦ୍ୱାରା ୧୩୦୦ ଚାଇନା ସୈନ୍ୟ ହୋଇଥିଲେ ନିହତ

ଲଦାଖ,୨୨।୬: ଗଲଓ୍ବାନ ଘାଟିରେ ଘଟିଥିବା ହିଂସକ ସଂଘର୍ଷ ଯୋଗୁ ଭାରତ ଚାଇନା ସୀମାରେ ଉତ୍ତେଜନା ସୃଷ୍ଟି ହୋଇଛି। ତେବେ ଚାଇନା ୧୯୬୨ର ଇତିହାସକୁ ଏବେ ବି ଭୁଲିନି। ନଭେମ୍ବର ୧୮ ତାରିଖ ଦୀପାବଳି ଦିନ ଲଦାଖର ଚୁଶୁଲ ଘାଟିରେ ୧୩୦୦ ଚାଇନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri