Home

୫୫ ବର୍ଷରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ନେତା…

ଭୁବନେଶ୍ବର,୬।୧: ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି । ୧୯୭୨ ଜାନୁଆରୀ ୬ ତାରିଖରେ କେନ୍ଦୁଝର ଜିଲା ସଦର ବ୍ଲକ ଅଧୀନ ରାଇକଳା ଗ୍ରାମର ଏକ ସାଧାରଣ ସାନ୍ତାଳ ଆଦିବାସୀ ପରିବାରରେ ସେ…

ଗଣତନ୍ତ୍ରରେ ରାଜୁଡ଼ା ଗନ୍ଧ

ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଖାଇଦେଲେଣି ଯେ ନିର୍ବାଚନରେ ଜିତିବା ରାଜ୍ୟ ଜୟ ସହ ସମାନ। ଆଗକାଳରେ ରାଜାମାନେ କୌଣସି ଅଞ୍ଚଳ ଅଧିକାର କଲେ ସେଠାକାର ଭାଷା ସଂସ୍କୃତି ଓ ନାମ ଧାମ ବଦଳାଇ ଦିଅନ୍ତି, ରାଜାଙ୍କ ମର୍ଜି ବାଟରେ…

ଶିକ୍ଷିତ ଦେଶବିରୋଧୀ

ଶିକ୍ଷିତ ଲୋକେ ବହୁସଂଖ୍ୟାରେ ସମାଜବିରୋଧୀ କାର୍ଯ୍ୟରେ ସାମିଲ ହେବା ଏକ ବିପଜ୍ଜନକ ଧାରା ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନିକଟରେ ବିବୃତି ଦେବା ଅନେକଙ୍କୁ ବ୍ୟଥିତ କରିବା କଥା। ରାଜସ୍ଥାନର ଉଦୟପୁରସ୍ଥିତ ଭୁପାଲ ନୋବେଲ ୟୁନିଭର୍ସିଟିର ୧୦୪ତମ ପ୍ରତିଷ୍ଠା ଦିବସରେ…

ଆମେରିକା ଉପରାଷ୍ଟ୍ରପତିଙ୍କ ଘର ଉପରେ ଆକ୍ରମଣ

ଓ୍ବାଶିଂଟନ,୬ା୧: ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ସିନ୍‌ସିନାଟିସ୍ଥିତ ଘର ଉପରେ ରାତିରେ ଆକ୍ରମଣ ହୋଇଛି। ଘରର ଅନେକ ଝରକା ଭାଙ୍ଗିଯାଇଛି। ଆକ୍ରମଣ ଖବର ପାଇ ଆମେରିକା ସିକ୍ରେଟ ସର୍ଭିସ୍‌ ଏଜେଣ୍ଟମାନେ ସୋମବାର ଭୋର ସମୟରେ ଭାନ୍ସଙ୍କ ଇଷ୍ଟ ଓ୍ବାଲନଟ୍‌ ହିଲ୍ସ ବାସଭବନରେ…

ପୁଣି କଲବଲ କରିବ ଶୀତ, ପାରଦ ହ୍ରାସ ସାଙ୍ଗକୁ…

ଭୁବନେଶ୍ବର,୬।୧: ଗତ କିଛି ଦିନର ବ୍ୟବଧାନ ପରେ ପୁଣି ଖସିଲା ରାତି ତାପମାତ୍ରା । ରାଜ୍ୟରେ ଅନେକ ସ୍ଥାନରେ ପାରଦ ହ୍ରାସ ପାଇଛି । ବିଭିନ୍ନ ସ୍ଥାନରେ ୨ରୁ ୪ ଡିଗ୍ରୀ ଯାଏଁ ପାରଦ କମିଥିବା ବେଳେ ଭୁବନେଶ୍ବରରେ ୨ ଡିଗ୍ରୀ…

ମଙ୍ଗଳବାର ଦିନ ସିଂହ ସମେତ ଏହି ରାଶିର ଚମକିବ ଭାଗ୍ୟ, ଲାଭ…

ସକାଳେ କର୍କଟ ରାଶିରେ ଚନ୍ଦ୍ରର ଗୋଚର ଆପଣଙ୍କୁ ଆପଣଙ୍କର ଭାବନାକୁ ବୁଝିବାରେ, ପରିବାର ସହିତ ସଂଯୋଗ ସ୍ଥାପନ କରିବାରେ ଏବଂ ଆଭ୍ୟନ୍ତରୀଣ ସନ୍ତୁଳନ ପାଇବାରେ ସାହାଯ୍ୟ କରେ। ଚନ୍ଦ୍ର ସିଂହ ରାଶିରେ ପ୍ରବେଶ କରିବା ସହିତ, ଶକ୍ତି ବୃଦ୍ଧି ପାଏ ଏବଂ…

AQI ବୃଦ୍ଧିକୁ ନେଇ ବାଲେଶ୍ବର ପାଇଁ ଜାରି ହେଲା ପ୍ରଦୂଷଣ କଟକଣା, ଆଗାମୀ ୭ ଦିନ ପାଇଁ ଗାଇଡ୍‌ଲାଇନ…

ବାଲେଶ୍ୱର,୫ା୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାରେ ବର୍ତ୍ତମାନ ପ୍ରଦୂଷଣର ମାତ୍ରା ବୃଦ୍ଧି ପାଉଥିବା ବେଳେ ଜିଲ୍ଲାପାଳ ଗାଇଡ୍‌ଲାଇନ ଜାରି କରିଛନ୍ତି । GRAP ଷ୍ଟେଜ୍–II ମାର୍ଗଦର୍ଶିକା ଅନୁସାରେ, ସାଧାରଣ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS)…

ପାଇପଲାଇନରୁ ONGC ଗ୍ୟାସ ଲିକ୍: ଅନେକ ସ୍ଥାନରେ ଲାଗିଲା ନିଆଁ, ଖାଲି ହେଲା ଗାଁ

ନୂଆଦିଲ୍ଲୀ,୫।୧: ଆନ୍ଧ୍ରପ୍ରଦେଶର କୋନାସୀମା ଜିଲାରେ ଏକ ଓଏନଜିସି ପାଇପଲାଇନରୁ ଭୟଙ୍କର ଗ୍ୟାସ ଲିକ୍ ହୋଇଛି । ମାଲିକିପୁରମ ମଣ୍ଡଳର ଇରୁସ୍ମାଣ୍ଡା ନିକଟରେ ଏହି ଗ୍ୟାସ ଲିକ୍ ଯୋଗୁଁ ନିକଟବର୍ତ୍ତୀ ଗ୍ରାମଗୁଡ଼ିକ ଧୂଆଁରେ ବୁଡ଼ି ରହିଛି । ଅନ୍ୟପଟେ ନିଆଁ ମଧ୍ୟ ଦ୍ରୁତ…

ଏମିତି ଗାଁ, ଯେଉଁଠି କେବଳ ଜନ୍ମ ହୁଅନ୍ତି ଯାଆଁଳା ପିଲା

ବିଶ୍ୱର ଅନ୍ୟାନ୍ୟ ଦେଶ ପରି ଭାରତରେ ମଧ୍ୟ ଅନେକ ରହସ୍ୟମୟ ସ୍ଥାନ ଅଛି। ଏଥିମଧ୍ୟରୁ କେରଳର ଏକ ଛୋଟ ଗାଁ କୋଡିନିହି ରହିଛି। ଏହି ଗାଁରେ ଶହଶହ ପରିବାର ବାସ କରନ୍ତି। ଏହା ବିଶ୍ୱର ଏକମାତ୍ର ଗାଁ ବୋଲି ବିଶ୍ୱାସ କରାଯାଏ…

ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତାଙ୍କ ବଡ଼ ଘୋଷଣା, କହିଲେ ମୁଁ ମୋର ନିଜସ୍ୱ ଦଳ…

ନୂଆଦିଲ୍ଲୀ,୫।୧: ଭାରତ ରାଷ୍ଟ୍ର ସମିତିର ସଭାପତି କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ଏବଂ ତେଲେଙ୍ଗାନାର ଏମ୍ଏଲସି କବିତା ଆଜି ତେଲେଙ୍ଗାନା ବିଧାନ ପରିଷଦରେ ଏକ ଅତ୍ୟନ୍ତ ଭାବପ୍ରବଣ ଭାଷଣ ଦେଇଥିଲେ। କବିତା ତାଙ୍କ ଭାଷଣ ସମୟରେ ଅନେକ ଥର କାନ୍ଦି ପକାଇଥିଲେ।…

କର୍ମଚାରୀ-ମିଲର ଅସାଧୁ ମେଣ୍ଟ, ଚାଷୀଙ୍କୁ ଶୋଷଣ ଅଭିଯୋଗରେ…

ଭଞ୍ଜନଗର,୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବିଭିନ୍ନ ଧାନମଣ୍ଡିରେ ଚାଷୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ବିଭିନ୍ନ ସଂଗଠନ ପକ୍ଷରୁ ସୋମବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ୫ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏନେଇ ଆବଶ୍ୟକ ପଦକ୍ଷେପ…

ପ୍ରେମ ସମ୍ପର୍କକୁ ନେଇ ଗାଁରେ ଗୁଳିମାଡ଼ କଲେ ପ୍ରେମିକ, ଫେରାର ହୋଇଯିବା ବେଳେ ଗୋଡ଼ାଇ ଗୋଡ଼ାଇ…

ମୋହନା୫ା୧( ମନ୍ମଥ ମିଶ୍ର ): ପ୍ରେମ ସମ୍ପର୍କକୁ ନେଇ ଯୁବକକୁ ଗୁଳିମାଡ଼ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଢେପାସାହି ଗାଁରେ। ଗାଁରେ ଦୀର୍ଘଦିନ ଧରି ପ୍ରେମ ସମ୍ପର୍କକୁ ନେଇ ବିବାଦ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?