ଅମିତ ଶାହଙ୍କ ସହ କଥା ହେଲେ ଗଜପତି ମହାରାଜା
ପୁରୀ ଅଫିସ୍,୨୨।୧: ପୁରୀ ରଥଯାତ୍ରା ହେବ କି ନାହିଁ ସେନେଇ ସୁପ୍ରିମକୋଟ୍ଙ୍କ ରାୟ ଆଜି ଆସିବ। ରାୟ ଆସିବା ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସହ ଫୋନରେ କଥା ହୋଇଛନ୍ତି ପୁରୀ ଗଜପତି ମହାରାଜା। ଏନେଇ ଟୁଇଟ୍ ଯୋଗେ…
ଗଞ୍ଜାମରେ ସମ୍ପୂର୍ଣ୍ଣ ଶଟ୍ଡାଉନ ଗୁଜବ: ଟୁଇଟ୍କରି ସୂଚନା ଦେଲେ ଜିଲାପାଳ
ଛତ୍ରପୁର, ୨୨।୬(ଡି.ଏନ୍.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମ ଜିଲାରେ ସମ୍ପୂର୍ଣ୍ଣ ଶଟଡାଉନ୍ ହେବ ବୋଲି ସବୁଆଡେ ଚର୍ଚ୍ଚା ଚାଲିଛି। ତେବେ ଏହା ଏକ ଗୁଜବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଟୁଇଟ୍କରି ସୂଚନା ଦେଇଛନ୍ତି। ପୂର୍ବଭଳି ସୋମବାରରୁ ଶୁକ୍ରବାର…
ପୁଟିନ୍ଙ୍କ ମାଷ୍ଟର ପ୍ଲାନ୍: ୨୦୩୬ ପର୍ଯ୍ୟନ୍ତ ରାଷ୍ଟ୍ରପତି ପଦରେ ରହିବା ପାଇଁ ଯୋଜନା
ମସ୍କୋ,୨୨।୬: ରୁଷ୍ ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍ ୨୦୩୬ ପର୍ଯ୍ୟନ୍ତ ରାଷ୍ଟ୍ରପତି ପଦରେ ରହିବା ପାଇଁ ମାଷ୍ଟର ପ୍ଲାନ୍ କରିଛନ୍ତି। ତାଙ୍କର କାର୍ଯ୍ୟକାଳ ବୃଦ୍ଧି ଲାଗି ସମ୍ବିଧାନ ସଂଶୋଧନର ଆବଶ୍ୟକତା ରହିଛି। ସରକାରଙ୍କ ଏହି ପ୍ରସ୍ତାବ ଉପରେ ଦେଶବ୍ୟାପୀ ଜନସାଧାରଣ ଜୁନ୍ ୨୫ରୁ…
୩ ହଜାର ଟଙ୍କା ଲାଞ୍ଚନେଇ ଧରାପଡ଼ିଲେ ପାଟଣାଗଡ଼ ଏନ୍ଏସି ଜେଇ
ପାଟଣାପଡ଼, ୨୨।୬(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍ଏସି ଜେଇ ଦେବୀ ପ୍ରସାଦ ମିଶ୍ରଙ୍କୁ ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପାଟଣାଗଡ଼ ରାମପୁରର ଟଙ୍କଧର କୁମ୍ଭାର ପାଇଥିବା ଘର ପାଇଁ ଫାଇନାଲ ବିଲ…
କେନ୍ଦୁଝରରେ ୨ କରୋନା ପଜିଟିଭ୍ ଚିହ୍ନଟ: ଶତକ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା
କେନ୍ଦୁଝର,୨୨ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ପୁଣି ଦୁଇ କରୋନା ରୋଗୀ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ଜଣେ ଘଷିପୁରା ଓ ଅନ୍ୟ ଜଣେ ହାଟଡିହିର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ କ୍ୱାରାଣ୍ଟାଇନ୍ରେ ଥିଲେ। ତାଙ୍କୁ କେନ୍ଦୁଝର କୋଭିଡ୍-୧୯ ହସ୍ପିଟାଲକୁ ଚିକିତ୍ସା…
ରଥଯାତ୍ରାକୁ କେନ୍ଦ୍ର, ରାଜ୍ୟର ସମର୍ଥନ: ପରମ୍ପରା ବଜାୟ ରହୁ କହିଲେ ସଲିସିଟର ଜେନେରାଲ
ନୂଆଦିଲ୍ଲୀ,୨୨।୬: ବିନା ଭକ୍ତରେ ରଥଯାତ୍ରା କରିବାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସମ୍ମତି ପ୍ରକାଶ କରିଛନ୍ତି। ରଥଯାତ୍ରା ସପକ୍ଷରେ ସୁପ୍ରିମକୋର୍ଟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଯୁକ୍ତି ଉପସ୍ଥାପନ କରିଛନ୍ତି। ବର୍ଷ ବର୍ଷ ଧରି ଚାଲିଥିବା ପରମ୍ପରା ବନ୍ଦ ନ କରାଯାଉ।…
ଗଞ୍ଜାମରୁ ପୁଣି ୩୨ ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨୫ରେ ପହଞ୍ଚିଲା
ଛତ୍ରପୁର, ୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରୁ ସୋମବାର ପୁଣି ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ କରୋନା ଯୋଦ୍ଧା ରହିଥିବା ବେଳେ ୭ ଜଣ ଅନ୍ୟ ରାଜ୍ୟ ଫେରନ୍ତା ଓ ୨୩ ଜଣ ଅନ୍ୟ ପଜିଟିଭଙ୍କ…
ଅନ୍ୟ ରୋଗରେ ଆକ୍ରାନ୍ତ ଥିବା କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ଜଣେ କରୋନା ସଂକ୍ରମିତଙ୍କ ଅନ୍ୟ ରୋଗରେ ପୀଡିତ ଥିବା ଯୋଗୁ ମୃତ୍ୟୁ ଘଟିଛି। ସେ ହେଲେ ମୟୂରଭଞ୍ଜ ଜିଲାର ୬୦ ବର୍ଷୀୟ ବୃଦ୍ଧ। ପୂର୍ବରୁ ସେ କ୍ୟାନ୍ସର ରୋଗରେ ପୀଡିତ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…
ନୌଶେରା ସେକ୍ଟରରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ: ଜଣେ ଭାରତୀୟ ଯବାନ ଶହୀଦ,୧୨ରୁ ଅଧିକ ପାକିସ୍ତାନୀ ସୈନ୍ୟ ଆହତ
ଶ୍ରୀନଗର,୨୨।୬: ଜମ୍ମୁ-କଶ୍ମୀରର ନୌଶେରାସ୍ଥିତ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ପୁଞ୍ଛ ଜିଲାର କ୍ରିଷ୍ଣାଘାଟି, ରାଜୌରୀ ଏବଂ ନୌଶେରା ସେକ୍ଟରକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଭୋର୍ ୩ଟା ୩୦…
ଏହି ଦେଶରେ ଛୁରୀରେ ହୋଇଥାଏ ମସାଜ: ଜାଣନ୍ତୁ କ’ଣ ରହିଛି ୨ହଜାର ବର୍ଷ ତଳର ଏହାର ଇତିହାସ
ତାଇପେଇ,୨୨।୬: ଫଳ, ପନିପରିବା ଓ ମାଂସ କାଟିବାରେ ଛୁରୀକୁ ବ୍ୟବହାର କରାଯାଇଥାଏ। କିନ୍ତୁ କେବେ ଶୁଣିଛନ୍ତି କି, ଛୁରୀରେ ମସାଜ କରାଯିବା କଥା। ଶୁଣିବାରେ ଏହା ଆଶ୍ଚର୍ଯ୍ୟ ଲାଗୁଥିବ, ହେଲେ କଥାଟି ସତ। ଏଭଳି ଘଟଣା ଦେଖିବାକୁ ମିଳିଛି ପୂର୍ବ ଏସିଆ…
୩ ରଥରେ ବିଜେ ହେଲା ଆଜ୍ଞାମାନ
ପୁରୀ ଅଫିସ, ୨୨।୬: ମଙ୍ଗଳବାର ରଥଯାତ୍ରା। ଗୋଟିଏପଟେ ସୁପ୍ରିମକୋର୍ଟରେ ରଥଯାତ୍ରାକୁ ନେଇ ଜଣିକିଆ ଖଣ୍ଡପୀଠରେ ଶୁଣାଣି ଚାଲିଥିବା ବେଳେ ଅନ୍ୟପଟେ ତିନି ରଥକୁ ଆଜ୍ଞାମାଳ ବିଜେ ହୋଇଛି। ତିନିଜଣ ପୂଜା ପଣ୍ଡା ସାମନ୍ତ ସୋମବାର ପୂର୍ବାହ୍ନ ୧୧ଟା ୨୫ରେ ଘଣ୍ଟଘଣ୍ଟା, ଛତ୍ରି…
ସୁପ୍ରିମକୋର୍ଟରେ ରଥଯାତ୍ରା ଶୁଣାଣି: ପକ୍ଷଭୁକ୍ତ ହେଲେ ରାଜ୍ୟ ସରକାର
ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୁପ୍ରିମକୋର୍ଟରେ ବର୍ତ୍ତମାନ ଜଣିକିଆ ବେଞ୍ଚରେ ରଥଯାତ୍ରା ପ୍ରସଙ୍ଗକୁ ନେଇ ଶୁଣାଣି ଆରମ୍ଭ ହୋଇଛି। ଏହି ମାମଲାରେ ରାଜ୍ୟ ସରକାର ପକ୍ଷଭୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠକୁ ରେସିଡେଣ୍ଟ କମିଶନର ସଞ୍ଜୀବ ମିଶ୍ର…
Archives


