ପ୍ରଶାସନର ଅସହଯୋଗ: ଦାରିଙ୍ଗବାଡ଼ି ପଞ୍ଚାୟତ ଶଟ୍ଡାଉନ୍ ପ୍ରତ୍ୟାହାର କଲେ ସରପଞ୍ଚ
ଦାରିଙ୍ଗବାଡ଼ି,୨୨ା୬(ଡି.ଏନ୍.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତରେ ଜଣେ ଶିକ୍ଷକ କରୋନା ଭୂତାଣୁ ସଂକ୍ରମିତ ହେବା ପରେ ସ୍ଥାନୀୟ ସରପଞ୍ଚ ରାଧାକାନ୍ତ ପ୍ରଧାନ ନିଜ ପଞ୍ଚାୟତ ଅଞ୍ଚଳକୁ ଶଟ୍ଡାଉନ୍ ଘୋଷଣା କରିଥିଲେ। ହେଲେ ପ୍ରଶାସନର ସହଯୋଗ ମିଳି ନ ଥିବାରୁ ତାକୁ…
ଅପରିଚିତ ଲୋକଙ୍କୁ କିଡନୀ ଦାନ କରି ମୃତ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଦୁଇ ଝିଅ
ଆମେରିକାର ଇଲିନୋଇସ୍ରେ ଦୁଇ ଭଉଣୀ ମୃତ ପିତାଙ୍କୁ ଏମିତି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଅପରିଚିତ ଲୋକଙ୍କ କିଡନୀ ଦାନ କରି ମୃତ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଦୁଇ ଝିଅ। ମାର୍କ ଗୋରାଲସ୍କି ନାମକ ଜଣେ ବ୍ୟକ୍ତି…
ସାମ୍ନାକୁ ଆସିଲା ସୁଶାନ୍ତଙ୍କ ଫିଲ୍ମ ‘ବନ୍ଦେ ଭାରତମ୍’ର ପ୍ରଥମ ପୋଷ୍ଟର
ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁରଙ୍କ ଆତ୍ମହତ୍ୟା ଘଟଣା ତାଙ୍କ ପ୍ରଶଂସକଙ୍କଠାରୁ ଆରମ୍ଭ କରି ପରିବାର ତଥା ବନ୍ଧୁବର୍ଗକୁ ଆଶ୍ଚର୍ଯ୍ୟ କରିଦେଇଛି। ପ୍ରଶଂସକମାନେ ସେମାନଙ୍କ ପୁରୁଣା ସ୍ମୃତି ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ସୁଶାନ୍ତଙ୍କ ହଠାତ୍ ମୃତ୍ୟୁ ପରେ ସେ ସାଇନ୍…
CORONAVIRUS UPDATE: ରାଜ୍ୟରେ ପୁଣି ୧୪୩ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩କୁ ବୃଦ୍ଧି
ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୧୩୭…
ଚାଇନାକୁ ଝଟ୍କା: ଉଦ୍ଧବ ସରକାର ରଦ୍ଦ କଲେ ୫ ହଜାର କୋଟିର ୩ ଚୁକ୍ତି
ମୁମ୍ବାଇ, ୨୨।୬: ଗଲଓ୍ବାନ ଘାଟିରେ ଭାରତ ସୀମା ଭିତରକୁ ଅନୁପ୍ରବେଶ କରିବା ଚାଇନା ପାଇଁ ମହଙ୍ଗା ପଡ଼ିଛି। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାର ଚାଇନା ସହିତ ଚୁକ୍ତି ସ୍ବାକ୍ଷର କରାଯାଇଥିବା ୫ ହଜାର କୋଟି ଟଙ୍କାର ୩ ପ୍ରକଳ୍ପକୁ ରଦ୍ଦ…
ପିତାଙ୍କୁ ମୃତ୍ୟୁରେ କୋହଲିଙ୍କ ଆଖିରେ ନ ଥିଲା ଟୋପାଏ ଲୁହ, ଜାଣନ୍ତୁ କାହିଁକି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ଭାବେ ଖ୍ୟାତି ଅର୍ଜନ କରିଛନ୍ତି। ପିତାଙ୍କ ମୃତ୍ୟୁ ତାଙ୍କ ଜୀବନକୁ ସମ୍ପୂର୍ଣ୍ଣ ବଦଳାଇ ଦେଇଛି। ଆଖି ଆଗରେ ପିତା ଶେଷ ନିଶ୍ୱାସ ନେବା ଦେଖିଛି। ସେଦିନ ପରିବାର ଲୋକେ…
ମହିଳାଙ୍କ ବେକରୁ ସୁନାହାର ଝାମ୍ପିନେଲେ ଦୁର୍ବୃତ୍ତ
ବ୍ରହ୍ମପୁର ଅଫିସ,୨୨ା୬: ଲକ୍ଡାଉନ୍ ନିୟମ କଡ଼ାକଡ଼ି କରିବାକୁ ଗଞ୍ଜାମ ଜିଲାପାଳ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ପକ୍ଷରୁ ପାଟ୍ରୋଲିଂ ବି କରାଯାଉଛି। ଏହାସତ୍ତ୍ୱେ ଦୁର୍ବୃତ୍ତମାନେ ତାଙ୍କ ଅପରାଧିକ କାର୍ଯ୍ୟକଳାପ ଜାରି ରଖିଛନ୍ତି। ସୋମବାର ସକାଳେ ୨ ଜଣ ଲୁଟେରା ବାଇକ୍ରେ ଆସି…
କାର୍ଯ୍ୟଦକ୍ଷତା ବଢ଼ାଏ କଥାବାର୍ତ୍ତା ଶୈଳୀ
କଥାବାର୍ତ୍ତା ଶୈଳୀ ଯଦି ମାର୍ଜିତ ଏବଂ ସରଳ ହୁଏ ତେବେ ତାହା କାର୍ଯ୍ୟଦକ୍ଷତା ବଢ଼ାଇବାରେ ସହାୟକ ହୋଇଥାଏ। ‘କାର୍ଯ୍ୟଦକ୍ଷତା ଓ କଥାବାର୍ତ୍ତା ଶୈଳୀ’ ବିଷୟକୁ ନେଇ ଲଣ୍ଡନ ୟୁନିଭର୍ସିଟି ପକ୍ଷରୁ ହୋଇଥିବା ଏକ ସର୍ଭେରୁ ଏକଥା ଜଣାପଡିଛି। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କର…
ଥରିଲା ମିଜୋରାମ: ଭୋର୍ ୪ଟାରେ ଆତଙ୍କିତ ହେଲେ ଲୋକେ
ଆଇଜଲ, ୨୨।୬: ମିଜୋରାମରେ ସୋମବାର ଭୋର୍ ସମୟରେ ଭୂକମ୍ପ ଅନୁଭୁତ ହୋଇଛି। ଭୋର୍ ୪ଟା ୧୦ ସମୟରେ ଭୂକମ୍ପ ହୋଇଥିବାବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା ବିଭାଗ ପକ୍ଷରୁ କୁହାଯାଇଛି। ଭୂକମ୍ପର କେନ୍ଦ୍ର ଚମକାଇ…
ଚାଇନାକୁ କଡ଼ା ଜବାବ ଦେବାକୁ ଭାରତବାସୀ ହୁଅନ୍ତୁ ଏକଜୁଟ: ମନମୋହନ ସିଂ
ନୂଆଦିଲ୍ଲୀ, ୨୨।୬: ଭାରତ ଚାଇନା ସୀମାରେ ବୃଦ୍ଧି ପାଉଥିବା ଉତ୍ତେଜନା ନେଇ କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମୁହଁ ଖୋଲିଛନ୍ତି। ଏଥିପାଇଁ ଭାରତବାସୀଙ୍କୁ ଏକଜୁଟ ହେବାକୁ ପଡ଼ିବ ବୋଲି ସେ କହିଛନ୍ତି। ଗଲଓ୍ବାନରେ ଶହୀଦ୍ ହୋଇଥିବା ଯବାନଙ୍କ ବଳିଦାନ…
ଏସ୍ସିବି ମେଡିକାଲରେ ଆବଶ୍ୟକ ପଡୁଛି ସ୍ବତନ୍ତ୍ର ନିଶ୍ଚେତକ
କଟକ ଅଫିସ,୨୨।୬: ଶଲ୍ୟ ବିଭାଗ କାଳକ୍ରମେ ସମ୍ପ୍ରସାରିତ ଓ ବିଭାଜିତ ହୋଇ ବିଭିନ୍ନ ପ୍ରକାରର ସୁପର୍ ସ୍ପେଶିଆଲିଟି ବିଭାଗ ସୃଷ୍ଟି ହୋଇଛି। ଫଳରେ ନ୍ୟୁରୋ ସର୍ଜରି (ସ୍ନାୟୁ), ସିଟିଭିଏସ୍ (ହୃଦ୍ ଶଲ୍ୟ ବକ୍ଷ), ୟୁରୋ (ମୂତ୍ରାଶୟ) ଏବଂ ପ୍ଳାଷ୍ଟିକ ସର୍ଜରି ପରି…
ଏଚ୍ଆର୍ପିସିରେ ଗଡୁଛି ପୋଲିସ ବିରୋଧୀ ମାମଲା: ୮ ବର୍ଷରେ ୭ ମାମଲାର ତଦନ୍ତ ଫଳ ଶୂନ
ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟର ଆଇନ ଶୃଙ୍ଖଳା ରକ୍ଷା ଦାୟିତ୍ୱରେ ଥିବା ପୋଲିସ ଅନେକ ସମୟରେ ନିଜ ପଦ ଓ କ୍ଷମତାର ଦୁରୁପଯୋଗ କରୁଥିବା ଅଭିଯୋଗ ଆସିଛି। ଆଇନକୁ ହାତକୁ ନେଇ କେତେବେଳେ ନିରୀହ ତଥା ନିର୍ଦ୍ଦୋଷଙ୍କୁ ମିଛ ମାମଲାରେ ଫସାଉଛି ତ…
Archives


