Home

ରାମମନ୍ଦିର: ତମ୍ବା ରହିବ ହଜାରେ ବର୍ଷ

ନୂଆଦିଲ୍ଲୀ, ୨୧ା୮:ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି ଓ ଆଗାମୀ ୪୦ ମାସ ମଧ୍ୟରେ ଏକ ବିରାଟ ଭବ୍ୟ ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଜଣେ ସଦସ୍ୟ କହିଛନ୍ତି।…

ପ୍ରଶାନ୍ତଙ୍କ ଆବେଦନ ଖାରଜ: ୨- ୩ ଦିନ ଚିନ୍ତା କର

ନୂଆଦିଲ୍ଲୀ,୨୧ା୮(ପି.ଟି.): ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କୁ ସୁପ୍ରିମକୋର୍ଟର ୩ ଜଣିଆ ଖଣ୍ଡପୀଠ ଦୋଷୀ ସାବ୍ୟସ୍ତ କରିଥିବାବେଳେ ଗୁରୁବାର ଦଣ୍ଡ ଶୁଣାଣି ଥିଲା। ହେଲେ ଦେଶବ୍ୟାପୀ ପ୍ରଶାନ୍ତଙ୍କ ପ୍ରତି ସମର୍ଥନ ବୃଦ୍ଧି ପାଇଥିବାବେଳେ ସୁପ୍ରିମକୋର୍ଟ ବିଚାରପତିଙ୍କ କାର୍ଯ୍ୟକଳାପ ବିରୋଧରେ…

ଓଡ଼ିଶା ଦ୍ରୁତ ଅଗ୍ରଗାମୀ ରାଜ୍ୟ

ଭୁବନେଶ୍ୱର,୨୧ା୮(ବ୍ୟୁରୋ):ସମସ୍ତ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ସ୍ବଚ୍ଛ ସର୍ବେକ୍ଷଣ-୨୦୨୦ରେ ଦ୍ରୁତ ଅଗ୍ରଗାମୀ ରାଜ୍ୟ ତାଲିକାରେ ପ୍ରଥମ ସ୍ଥାନ ହାସଲ କରି ପୁରସ୍କୃତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏହି ଘୋଷଣା କରିଛନ୍ତି। କଠିନ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳ ପରିଚାଳନା କ୍ଷେତ୍ରରେ…

ଦୁର୍ଦ୍ଦିନରେ ସଚିନ, କୋହଲିଙ୍କ ବ୍ୟାଟ୍‌ ପ୍ରସ୍ତୁତକାରୀ

ନୂଆଦିଲ୍ଲୀ,୨୧।୮: କେତେକ ଭାରତୀୟ ତାରକା କ୍ରିକେଟରଙ୍କ ପାଇଁ ବ୍ୟାଟ ତିଆରି କରିଥିବା ବ୍ୟକ୍ତି ଏବେ ଦୁର୍ଦ୍ଦିନରେ ଗତି କରୁଛନ୍ତି। ସେ ହେଉଛନ୍ତି ଆଶ୍ରଫ୍‌ ଚୌଧୁରୀ। କ୍ରିକେଟ ଆଇକନ୍‌ ସଚିନ ତେନ୍ଦୁଲକର ଓ ଅଧିନାୟକ ବିରାଟ କୋହଲିଙ୍କ ପାଇଁ ବ୍ୟାଟ ତିଆରି କରିଥିବା…

ବର୍ଷା ବିତ୍ପାତ: ଫୁଲୁଛି ନଦୀ

ଭୁବନେଶ୍ୱର,୨୧ା୮(ବ୍ୟୁରୋ):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ରାଜ୍ୟରେ ବର୍ଷା ବିପତ୍ାତ ସୃଷ୍ଟି କରିଛି। ଫଳରେ ରାଜ୍ୟର ଅଧିକାଂଶ ନଦୀ ଫୁଲିବାରେ ଲାଗିଛି। ଗତ ଦୁଇଦିନ ଧରି ପ୍ରବଳ ବର୍ଷା ଯୋଗୁ କେତେକ ଜିଲାରେ ରାସ୍ତାଘାଟ ଧୋଇ ନେବା ସହିତ ଚାଷଜମି…

ପଦକ ବିଜେତା ଚିହ୍ନଟ ମୂଳ ଲକ୍ଷ୍ୟ: ହିଲିଏର

ଭୁବନେଶ୍ୱର,୨୧।୮(ସ୍ପୋଟର୍‌ସ ବ୍ୟୁରୋ): ପ୍ରତିଭା ଚିହ୍ନଟ ଓ ବିକାଶରେ ସ୍ଥାନୀୟ ରିଲାଏନ୍ସ ଫାଉଣ୍ଡେଶନ ଓଡ଼ିଶା ଆଥଲେଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର (ଏଚ୍‌ପିସି) ଦୃଷ୍ଟାନ୍ତମୂଳକ ଭୂମିକା ଗ୍ରହଣ କରିଛି। ଏକ ବର୍ଷରୁ କମ୍‌ ସମୟ ମଧ୍ୟରେ ଏହି ଏଚ୍‌ପିସି ତା’ର କାର୍ଯ୍ୟ ଆରମ୍ଭ କରିଛି…

ଅନ୍ୟପାଇଁ ଭୋଗିବାକୁ ପଡୁଛି କି ଦୁଃଖ: ଏପରି ପରିସ୍ଥତି ଉପୁଜିଲେ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଶହ ଶହ ବର୍ଷ ପୂର୍ବରୁ ଯେପରି ଥିଲା ଆଜି ବି ତାହା ସେମିତି ରହିଛି। ଜୀବନକୁ ସଫଳ ଏବଂ ସୁଖମୟ କରିବା ପାଇଁ ଚାଣକ୍ୟ ତାଙ୍କ ପୁସ୍ତକ ‘ଚାଣକ୍ୟ ନୀତି’ରେ ଉଲ୍ଲେଖ କରିଛନ୍ତି। ଯାହାକୁ ଅନୁସରଣ କରି…

କରୋନା ସନ୍ଦେହରେ ସହଯୋଗ କଲେନି ଗ୍ରାମବାସୀ: ପିପିଇ କିଟ୍‌ ପିନ୍ଧି ସ୍ବାମୀଙ୍କୁ ମୁଖାଗ୍ନି ଦେଲେ ସ୍ତ୍ରୀ

ମାଲକାନଗିରି, ୨୦ା୮ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ମାନ୍ଦାପାଲି ଗ୍ରାମରେ ଗୁରୁବାର ଏକ ହୃଦୟ ବିଦାରକ ଘଟଣା ଘଟିଛି। କୋରାପୁଟ ଜିଲା ଲମତାପୁଟ ବ୍ଲକ ଶିକ୍ଷାଧିକାରୀ ଭାବେ କାର୍ଯ୍ୟ କରୁଥିବା କୃଷ୍ଣଚନ୍ଦ୍ର ନାୟକଙ୍କ ବୁଧବାର ମୃତ୍ୟୁ ଘଟିଛି। କୃ୍‌ଷ୍ଣଚନ୍ଦ୍ରଙ୍କ ଘର…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬୪୧ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ଜାଣନ୍ତୁ …

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଆଜିସୁଦ୍ଧା ୪୮୫୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ସୁସ୍ଥ…

ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା: ମୁମ୍ବାଇରେ ପହଞ୍ଚିଲା ସିବିଆଇ

ମୁମ୍ବାଇ,୨୦।୮-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାର ତଦନ୍ତ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ସିବିଆଇ ଟିମ ଗୁରୁବାର ସାରେ ମୁମ୍ବାଇରେ ପହଞ୍ଚିଛି। ଉକ୍ତ ଟିମରେ ୪ ଜଣ ଅଧିକାରୀ ସାମିଲ ଅଛନ୍ତି। ସେହିପରି ଆଉ ଏକ ଟିମ ବିଳମ୍ବିତ…

ସୋନୁ ସୁଦଙ୍କୁ ପ୍ରତିଦିନ ଏତିକି ଲୋକ କରନ୍ତି ସାହାଯ୍ୟ ପାଇଁ ନିବେଦନ: ପ୍ରଥମ ଥର ଶେୟାର କଲେ ତଥ୍ୟ

ଲକ୍‌ଡାଉନ୍‌ ସମୟରେ ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟ କରି ଭଗବାନ ପାଲଟିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଆଉ ପଛକୁ ଫେରି ଚାହିଁ ନାହାନ୍ତି। ଏହି ସାହାଯ୍ୟ କ୍ଷେତ୍ରରେ ସେ କ୍ରମାଗତଭାବେ ଆଗେଇ ଚାଲିଛନ୍ତି। ପ୍ରବାସୀ ଶ୍ରମିକଙ୍କୁ ସାହାର୍ଯ୍ୟ କରିବାରୁ ଆରମ୍ଭ ହୋଇଥିବା…

ସ୍ବଚ୍ଛ ସର୍ବେକ୍ଷଣ ୨୦୨୦: ଓଡିଶାକୁ ୨ ପୁରସ୍କାର

ଭୁବନେଶ୍ୱର,୨୦।୮(ବ୍ୟୁରୋ)-କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ଗୁରୁବାର ‘ସ୍ବଚ୍ଛ ସର୍ବେକ୍ଷଣ ୨୦୨୦’ ଫଳାଫଳ ପ୍ରକାଶ ପାଇଛି। ନୂଆଦିଲ୍ଲୀ ଠାରେ ଆୟୋଜିତ ସ୍ବଚ୍ଛ ମହୋତ୍ସବ ଅବସରରେ କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ହରଦୀପ ପୁରୀ ଏହି ଫଳାଫଳ ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?