ପ୍ରଭାସଙ୍କ ମା’ ହେବେ ଭାଗ୍ୟଶ୍ରୀ
ଫିଲ୍ମ ‘ମୈନେ ପ୍ୟାର କିୟା’ ରେ ନିଜର ସୌନ୍ଦର୍ଯ୍ୟ ଓ ସୁନ୍ଦର ଅଭିନୟ ଦ୍ୱାରା ଦର୍ଶକ ହୃଦୟରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଥିବା ଅଭିନେତ୍ରୀ ହେଉଛନ୍ତି ଭାଗ୍ୟଶ୍ରୀ। ଲମ୍ବା ବ୍ୟବଧାନ ପରେ ପୁଣିଥରେ ସେ ବଡ଼ ପରଦାକୁ…
ଟ୍ବିଙ୍କଲଙ୍କର ମେକ୍ଅପ୍ କଲେ ଝିଅ ନିତାରା
ଲକ୍ଡାଉନ୍ ଯୋଗୁ ଅଧିକାଂଶ ଲୋକେ ଏବେ ଘରେ ବନ୍ଦ ହୋଇ ରହିଛନ୍ତି। ତେବେ ବଲିଉଡ୍ ସେଲିବ୍ରିଟି ମଧ୍ୟ ଏଥିରୁ ବାଦ୍ ପଡ଼ିନାହାନ୍ତି। ଏହି ସମୟରେ ଅଭିନେତ୍ରୀ ଟ୍ବିଙ୍କଲ ଖନ୍ନା ଝିଅ ନିତାରାଙ୍କ ସହ ସମୟ ବିତାଉଛନ୍ତି। ନିକଟରେ ସୋସିଆଲ ମିଡିଆ ଇନ୍ଷ୍ଟାଗ୍ରାମ୍ରେ…
ଆର୍ଥିକ ପ୍ୟାକେଜର ତୃତୀୟ ପର୍ଯ୍ୟାୟରେ କୃଷିକୁ ଦିଆଗଲା ଗୁରୁତ୍ୱ
ନୂଆଦିଲ୍ଲୀ,୧୫।୫: କରୋନା ସଙ୍କଟ ସମୟରେ ବିଗିଡି ଯାଇଥିବା ଅର୍ଥ ବ୍ୟବସ୍ଥାକୁ ସଜାଡିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତ୍ମନିର୍ଭରଶୀଳ ଭାରତ ଅଭିଯାନର ଘୋଷଣା କରିଥିଲେ। ଏଥିରେ ପ୍ରଧାନମନ୍ତ୍ରୀ ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଥିବା ବେଳେ ଅର୍ଥମନ୍ତ୍ରୀ ନିର୍ଭଳା…
ଲକ୍ଡାଉନ ଅବଧି ବୃଦ୍ଧି କରିବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ଆସାମ ମୁଖ୍ୟମନ୍ତ୍ରୀ
ଦିସପୁର,୧୫।୫: ଦେଶରେ କରୋନା ସଂକ୍ରମଣକୁ ଦେଖି ଅଧିକାଂଶ ରାଜ୍ୟ ଲକ୍ଡାଉନ ଅବଧି ବୃଦ୍ଧି କରିବା ସପକ୍ଷରେ ରହିଥିବା ଜଣାପଡିଛି। ଶୁକ୍ରବାର ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ ଲକ୍ଡାଉନ ଅବଧି ବୃଦ୍ଧି କରିବା ପାଇଁ କେନ୍ଦ୍ର ସରକାରଙ୍କୁ ଏକ ଚିଠି ଲେଖିଛନ୍ତି। ଗଣମାଧ୍ୟମକୁ…
୩ ବର୍ଷରୁ ଊର୍ଦ୍ଧ୍ୱ ହେବ ଲୋଭୋଲ୍ଟେଜ୍ ସମସ୍ୟା: ସିଙ୍ଗଲ ଫେଜ୍ ଲାଇନକୁ ୩ ଫେଜ୍ କରିବା ଦାବିରେ ସେସୁ ଅଫିସ ଘେରାଉ
ଚୌଦାର,୧୫।୫(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ସେସୁ ଅଫିସକୁ ଓଟିଏମ୍ କଲୋନି ୧୧ନଂ. ୱାର୍ଡ ବାସିନ୍ଦା ଶୁକ୍ରବାର ଘେରାଉ କରିଛନ୍ତି। ଏହି ଅଞ୍ଚଳରେ ଦୀର୍ଘ ଦିନଧରି ଲୋଭୋଲ୍ଟେଜ ସମସ୍ୟା ଲାଗି ରହିଥିବାରୁ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥିସହ…
କୋଭିଡ୍ ନିୟମ ଉଲ୍ଲଂଘନ: ୨ ଚା’ ଦୋକାନ ସିଲ୍, ପରିବାରବର୍ଗଙ୍କୁ ୨୮ ଦିନ ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ନିର୍ଦ୍ଦେଶ
ଦାରିଙ୍ଗବାଡ଼ି,୧୫ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଠାରେ ୨ଟି ଚା’ଦୋକାନ ଖୋଲାଯିବା ଏବଂ ପ୍ରଶାସନର ନିର୍ଦ୍ଦେଶକୁ ଅବମାନନା କରାଯିବା ଅଭିଯୋଗରେ ଦାରିଙ୍ଗବାଡ଼ି ତହସିଲଦାର ତଥା ଏକ୍ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ନିତୀଶ କୁମାର ତ୍ରିପାଠୀ ସିଲ୍ କରିଦେଇଛନ୍ତି। ପ୍ରକାଶଯେ, ଉକ୍ତ ୨ ଚା’…
ଆସୁଛି ବାତ୍ୟା: ଉତ୍ତର ଓଡ଼ିଶା ପ୍ରଭାବିତ ହେବା ସମ୍ଭାବନା, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି। ୧୬ ତାରିଖ ସନ୍ଧ୍ୟା ସୁଧା ଏହା ବାତ୍ୟାରେ ପରିଣତ ହେବ। ୧୮ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୧୯…
କରୋନା ଆକ୍ରାନ୍ତ ଚିହ୍ନଟ ପରେ ୫ କ୍ୱାରାଣ୍ଟାଇନ୍ ସେଣ୍ଟରକୁ କଣ୍ଟେନ୍ମେଣ୍ଟ୍ ଜୋନ୍ ଘୋଷଣା
ଭଦ୍ରକ ଅଫିସ,୧୫ା୫: ଶୁକ୍ରବାର ଭଦ୍ରକ ଜିଲାରେ ୬ ଜଣ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାପରେ ପ୍ରଶାସନ ପକ୍ଷରୁ ୫ଟି କ୍ୱାରାଣ୍ଟାଇନ୍ ସେଣ୍ଟର ଏବଂ ଏହାର ଚତୁଃପାର୍ଶ୍ୱରେ ସର୍ବସାଧାରଣଙ୍କ ପାଇଁ କଟକଣା ଜାରି କରାଯାଇଛି। ସେଗୁଡିକ ହେଲା ଧାମନଗର ବ୍ଲକର ନଦୀ…
ଭାରତକୁ ୧ ବିଲିୟନ ଡଲାର ଦେବ ବିଶ୍ୱବ୍ୟାଙ୍କ
ନୂଆଦିଲ୍ଲୀ,୧୫।୫: କରୋନା ମହାମାରୀର ସଙ୍କଟ ମଧ୍ୟରେ ବିଶ୍ୱ ବ୍ୟାଙ୍କ ଭାରତକୁ ୧ ବିଲିୟନ ଡଲାର ବା ପାଖାପାଖି ୭,୫୦୦ କୋଟି ଟଙ୍କାର ସୋସିଆଲ ପ୍ରୋଟେକ୍ସନ ପ୍ୟାକେଜ(ସମାଜିକ ସୁରକ୍ଷା ପ୍ୟାକେଜ)ଦେବାକୁ ଘୋଷଣା କରିଛି। ଏହା ଭାରତ ସରକାରଙ୍କ କାର୍ଯ୍ୟକ୍ରମ ସହ ଜଡିତ। ବିଶ୍ୱ…
ପୁରୀରେ ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ : ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୪ ଛୁଇଁଲା
ପୁରୀ ଅଫିସ, ୧୫।୫: ପୁରୀ ଜିଲାରେ ଶୁକ୍ରବାର ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ଏମାନଙ୍କ…
ବିମାନ, ଟ୍ରେନ୍ରୁ ଏକାଥରକେ ଓହ୍ଲାଇବେନି ଯାତ୍ରୀ
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରେଳ ବା ବିମାନ ଯୋଗେ ଫେରୁଥିବା ଲୋକଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ପାଇଁ ବିମାନ ବନ୍ଦରରେ ୨ଟି ଓ ଭୁବନେଶ୍ୱର ରେଳ ଷ୍ଟେଶନରେ ୭ଟି ପଞ୍ଜୀକରଣ କାଉଣ୍ଟର କରାଯାଇଛି। ସେମାନେ…
ଜେଲରୁ ମୁକୁଳିଲେଣି ୭୨୫୫ କଏଦୀ
କଟକ ଅଫିସ୍,୧୫।୫: ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଜେଲ୍ରୁ କଏଦୀଙ୍କୁ ମୁକୁଳାଇବା ନେଇ ଗଠିତ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ହାଇକୋର୍ଟ ବିଚାରପତି ତଥା ଓଡ଼ିଶା ଆଇନ୍ସେବା ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷ ଜଷ୍ଟିସ୍ ସଞ୍ଜୁ ପଣ୍ଡା,…
Archives


