Home

ସୀମା ବିବାଦର ଲମ୍ବା ତାଲିକାରେ ଚାଇନା

ନୂଆଦିଲ୍ଲୀ, ୨୧ା୬: ଚାଇନାର ସାମ୍ରାଜ୍ୟବାଦୀ ଚିନ୍ତାଧାରା ସମ୍ପର୍କରେ କାହାକୁ ଅଛପା ନାହିଁ। ବିଭିନ୍ନ ଚୁକ୍ତିକୁ ପାଦତଳେ ଚାପି ଷଡ଼ଯନ୍ତ୍ର ସହି ନିଜର ଆଭିମୁଖ୍ୟକୁ ପୂରଣକରିବା ଲାଗି ଚାଇନା ପ୍ରୟାସ କରିଚାଲିଛି। କେବଳ ଭାରତର ଗଲଓ୍ବାନ୍‌ ଉପତ୍ୟକା ନୁହେଁ, ବିଭିନ୍ନ ପଡ଼ୋଶୀ ଦେଶର…

ଆମେରିକା ନ୍ୟାଶନାଲ ସାଇନ୍ସ ଫାଉଣ୍ଡେଶନ ମୁଖ୍ୟ ହେଲେ ଭାରତୀୟ

ଓ୍ବାଶିଂଟନ,୨୧ା୬(ପି.ଟି.): ଖ୍ୟାତନାମା ଭାରତୀୟ-ଆମେରିକୀୟ ବୈଜ୍ଞାନିକ ସେଥୁରମନ ପଞ୍ଚନାଥନ୍‌ ଆମେରିକାର ଶୀର୍ଷ ବିଜ୍ଞାନ ଗବେଷଣା ସହାୟକ ସଂସ୍ଥା ନ୍ୟାଶନାଲ ସାଇନ୍ସ ଫାଉଣ୍ଡେଶନର ନିର୍ଦ୍ଦେଶକ ନିଯୁକ୍ତ ହୋଇଛନ୍ତି। ଏହି ଫାଉଣ୍ଡେଶନର ବାର୍ଷିକ ବଜେଟ ୭.୪ ବିଲିୟନ ଡଲାର। ଆମେରିକା ସିନେଟ ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ…

ବାଂଲାଦେଶକୁ ହାତେଇବାକୁ ଚାଇନାର ଯୋଜନା

ନୂଆଦିଲ୍ଲୀ,୨୧ା୬: ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ପରେ ଦୁଇ ଦେଶର ସମ୍ପର୍କ ସବୁଠୁ ଖରାପ ସ୍ଥିତିକୁ ଆସିଯାଇଛି। ଏବେ ଚାଇନା ଭାରତକୁ ଚାରିପଟୁ ଘେରିବା ପାଇଁ ଉଦ୍ୟମ ଚଳାଇଛି। ପାକିସ୍ତାନ ଚାଇନାର ସବୁଦିନିଆ ବନ୍ଧୁ…

ଗଲ୍‌ଓ୍ବାନକୁ ନେଇ ଟଣାଓଟରା

ନୂଆଦିଲ୍ଲୀ, ୨୧ା୬: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଚାଇନା ଏହାକୁ ନିଜ ଅଞ୍ଚଳ କହି ଭାରତକୁ ଅନୁପ୍ରବେଶ ଲାଗି ଉଦ୍ୟମ କରୁଛି ବୋଲି ଦୋଷ ଲଦୁଥିବା ବେଳେ ଭାରତ ଏଭଳି ଦାବିକୁ ପ୍ରତ୍ୟାଖ୍ୟାନ କରିଛି।…

ବିଶ୍ୱରେ ୮କୋଟି ବିସ୍ଥାପିତ

ନୂଆଦିଲ୍ଲୀ, ୨୧ା୬: ଯୁଦ୍ଧ, ସଂଘର୍ଷ, ନିର୍ଯାତନା ଏବଂ ମାନବାଧିକାର ଉଲ୍ଲଂଘନ ଭଳି ସମସ୍ୟା ଲୋକଙ୍କୁ ବିସ୍ଥାପିତ କରିଚାଲିଛି। ଏସବୁର ପ୍ରଭାବରେ ୨୦୧୯ରେ ସାରା ବିଶ୍ୱର ୭ କୋଟି ୯୫ ଲକ୍ଷ ଲୋକ ବାଧ୍ୟ ହୋଇ ବିସ୍ଥାପିତ ହୋଇଛନ୍ତି, ଯାହାକି ୨୦୧୮ ତୁଳନାରେ…

ନାକ୍‌ ମାନ୍ୟତା ପାଇନାହାନ୍ତି ରାଜ୍ୟର ୮୪% ଶିକ୍ଷାନୁଷ୍ଠାନ: ବିପୁଳ ଆର୍ଥିକ ଅନୁଦାନ ହରାଉଛି ରାଜ୍ୟ

ଭୁବନେଶ୍ୱର,୨୧।୬: କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ତାଲିକାରେ ଓଡ଼ିଶାର ସରକାରୀ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। କେବଳ ଉତ୍କଳ ବିଶ୍ୱବିଦ୍ୟାଳୟ ଶ୍ରେଷ୍ଠ ଶହେ ବିଶ୍ୱବିଦ୍ୟାଳୟ ମଧ୍ୟରେ ରହିଛି। ଆଉ କୌଣସି ଶିକ୍ଷାନୁଷ୍ଠାନ…

ଆଦିବାସୀଙ୍କ ଜୀବିକା ବିପନ୍ନ: ବିକ୍ରି ହେଉନି ଶାଳମଞ୍ଜି, ମିଳୁନି ସହାୟକ ମୂଲ୍ୟ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ମହାମାରୀ କରୋନା କେବଳ ସ୍ବାସ୍ଥ୍ୟ ପାଇଁ ବିପଦ ସୃଷ୍ଟି କରିନାହିଁ, ଏହି ଭୂତାଣୁ ଜୀବନଜୀବିକାକୁ ମଧ୍ୟ ଗଭୀର ଭାବେ ପ୍ରଭାବିତ କରିଛି। କରୋନା ରୋକିବା ପାଇଁ ଜାରି ଲକ୍‌ଡାଉନ୍‌ ଯୋଗୁ ବଣପାହାଡ଼ ଘେରା ଦୁର୍ଗମ ଅଞ୍ଚଳରେ ରହୁଥିବା ଆଦିବାସୀ ଓ…

ଫାଦର୍ସ ଡେ’: କୋଟିପତି ବାପାଙ୍କ ସଫଳ ଝିଅ

ବାପା ଏବଂ ଝିଅର ସମ୍ପର୍କ ସବୁଠାରୁ ଭିନ୍ନ। ସବୁ ଝିଅଙ୍କ ପାଇଁ ସେମାନଙ୍କ ବାପା ହେଉଛନ୍ତି ପ୍ରଥମ ହିରୋ। ଜୁନ୍‌ ମାସର ତୃତୀୟ ରବିବାରକୁ ଫାଦର୍ସ ଡେ’ ଭାବେ ପାଳନ କରାଯାଏ। ଏଥର ଜୁନ୍‌ ୨୧ରେ ତାରିଖରେ ଫାଦର୍ଶ ଡେ’ ପଡ଼ୁଛି।…

‘ନାଲି ସୁନା’, ଏହାର ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ସୁନା ମୂଲ୍ୟବାନ ଧାତୁ ବୋଲି ସମସ୍ତେ ଜାଣନ୍ତି। ଏହାର ରଙ୍ଗ ହଳଦିଆ। ମାତ୍ର ଏକ ମସଲା ଅଛି, ଯାହାକୁ ‘ନାଲି ସୁନା’ କୁହାଯାଏ। ଏହାକୁ ବିଶ୍ୱର ମହଙ୍ଗା ମସଲା ଭାବେ ଗଣନା କରାଯାଏ। ଏହି ମସଲାର ଗଛକୁ ମଧ୍ୟ ବିଶ୍ୱର ସବୁଠାରୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା: ପୁରୀ ରଥଯାତ୍ରାକୁ ଅନୁମତି ଦିଆଯାଉ

ଭୁବନେଶ୍ୱର,୨୦।୬(ବ୍ୟୁରୋ)- ପୁରୀର ଶ୍ରୀ ଜଗନ୍ନାଥ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ନ କରିବା ପାଇଁ ସୁପ୍ରିମ କୋର୍ଟ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର କୋର୍ଟଙ୍କ ଆଦେଶକୁ ପାଳନ କରିବାକୁ ଜୁନ ୧୮ ତାରିଖରେ ଅନୁଷ୍ଠିତ ସ୍ବତନ୍ତ୍ର କ୍ୟାବିନେଟ ବୈଠକରେ ଅନୁମୋଦନ…

ରାଜଧାନୀରେ ପେଟ୍ରୋଲ ଦର ୭୯.୪୩ ଟଙ୍କା

ଭୁବନେଶ୍ୱର,୨୦।୬:ଦେଶର ତେଲ ଦର ଆକାଶ ଛୁଆଁ ହୋଇଛି। ଫଳରେ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ପ୍ରାୟ ୭୯ ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ଭୁବନେଶ୍ୱରରେ ମଧ୍ୟ ଶନିବାର ପେଟ୍ରୋଲ ଦର ଲିଟର ପିଛା ପ୍ରାୟ ୮୦ ଟଙ୍କା ଛୁଇଁଛି। ଅନ୍ୟ…

ମଦ ଡେଲିଭରି ଦେବେ ଆମାଜନ, ବିଗ୍‌ ବାସ୍କେଟ

କଲିକତା,୨୦।୬: ପ୍ରମୁଖ ଇ-କମର୍ସ କମ୍ପାନୀ ଆମାଜନ ଏବଂ ବିଗ୍‌ବାସ୍କେଟ ଭାରତରେ ମଦ ଡେଲିଭରି କରିବା ଲାଗି ମଞ୍ଜୁରୀ ଲାଭ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ପଶ୍ଚିମବଙ୍ଗରେ ଏହି ସେବା ଉପଲବ୍ଧ ହେବ ବୋଲି ସୂଚନା ରହିଛି। ଏହି ସେଗ୍‌ମେଣ୍ଟରେ ପ୍ରଥମ ଥର ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri