Home

ଶିବଲିଙ୍ଗ ପାଇବା ପାଇଁ ଦୁଇ ଭାଇ ମିଶି କରୁଥିଲେ ତନ୍ତ୍ର ସାଧନା, ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୧୯ା୮: ବିଜ୍ଞାନ ଯେତେ ଆଗେଇଲେ ମଧ୍ୟ କିଛି ଲୋକ ଅନ୍ଧବିଶ୍ୱାସକୁ ଜାବୁଡ଼ି ଧରିଛନ୍ତି। ଏପରିକି ଏହି ଅନ୍ଧବିଶ୍ୱାସ ଯୋଗୁ ପ୍ରତିଦିନ ନାନା ଅଘଟଣ ଘଟୁଛି। ଏହିପରି ଏକ ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶରେ। ଅନ୍ଧବିଶ୍ୱାସ ହେତୁ ଦୁଇ ଭାଇ ଶିବଲିଙ୍ଗଙ୍କୁ ପାଇବା…

ଜଣେ ପୁଅ ନେତା, ଆଉ ଜଣେ ବଡ଼ ଅଧିକାରୀ; ରାସ୍ତାକଡ଼ରୁ ଏମିତି ଉଦ୍ଧାର ହେଲେ ବୃଦ୍ଧା ମା’

ଚଣ୍ଡୀଗଡ଼,୧୯ା୮: ପଞ୍ଜାବର ଶ୍ରୀମୁକ୍ତସର ସାହିରେ ଜଣେ ୮୦ ବର୍ଷୀୟା ବୃଦ୍ଧାଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, କାଦୁଅରେ ନିର୍ମିତ ଦୁଇ ଫୁଟର କାନ୍ଥରେ ଦୁଇ ଖଣ୍ଡ ପ୍ଲାଇରୁ ବୃଦ୍ଧାଜଣଙ୍କୁ ଉଦ୍ଧାର କରାଯାଇ ଗୁଜରାଟ ସ୍ଥାନାନ୍ତର କରାଯାଇଥିଲା। ବୃଦ୍ଧାଙ୍କ…

ମେଦବହୁଳତା ଯୋଗୁ ଜେଲ ଯିବାରୁ ବର୍ତ୍ତିଗଲେ ବଳାତ୍କାରୀ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାନବେରା: ଅପରାଧୀ ଯେତେ ଚାଲାକ ହୋଇଥାଉ ନା କାହିଁକି ଆଇନ ହାତରେ ଦିନେ ନା ଦିନେ ସେ ଧରାପଡେ। ହେଲେ ଜଣେ ଅବରାଧୀ ନିଜର ମେଦବହୁଳତା ପାଇଁ ଜେଲ ଜିବାରୁ ବଞ୍ଚିତ ହୋଇଛନ୍ତି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ।…

ସର୍ବସାଧାରଣଙ୍କ ଦର୍ଶନ ପାଇଁ ବନ୍ଦ ରହିବ ସିଦ୍ଧି ବିନାୟକ ପୀଠ: ଜିଲାପାଳ

ବ୍ରହ୍ମପୁର ଅଫିସ,୧୯ା୮: ଗଣେଶ ପୂଜା ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବେଳେ କରୋନା କଟକଣା ଯୋଗୁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ପାଇଁ ବନ୍ଦ ରହିବ। ସ୍ଥାନୀୟ ହିଲପାଟଣାସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ସିଦ୍ଧିବିନାୟକ ପୀଠରେ ଗଣେଶ ପୂଜା ବେଳେ…

ସୁଶାନ୍ତ ସିଂ ଆତ୍ମହତ୍ୟାର ଯାଞ୍ଚ୍‌ କରିବେ ଏସବୁ ୪ ଅଧିକାରୀ…

ନୂଆଦିଲ୍ଲୀ, ୧୯।୮: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ଯାଞ୍ଚ ଏବେ ସିବିଆଇ କରିବ। ଏନେଇ ସୁପ୍ରିମ୍‌କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ମାମଲାର ଯାଞ୍ଚ୍‌ର ନେତୃତ୍ୱ ସିବିଆଇ ଯୁଗ୍ମ ନିର୍ଦ୍ଦେଶକ ମନୋଜ ଶଶିଧର ନେବେ। ସେ…

ଭିକାରୀଙ୍କ ବଦାନ୍ୟତା, କରୋନା ରିଲିଫ୍‌ ପାଣ୍ଠିକୁ ଦେଲେ…

ଚେନ୍ନାଇ,୧୯ା୮: କରୋନା ମହାମାରୀ ସମଗ୍ର ବିଶ୍ୱବାସୀଙ୍କ ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଛି। ଏହି ସଙ୍କଟ ସମୟରେ ଲୋକେ ଜଣେ ଜଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସୁଛନ୍ତି। ତାମିଲନାଡୁର ମଦୁରାଇରୁ ଏପରି ଏକ ଖବର ସାମ୍ନାକୁ ଆସିଛି । ଯାହା ଲୋକଙ୍କୁ…

କରୋନା ସମୟରେ ମୃତ୍ୟୁ ବିଷୟରେ ଭାବିଲେ ଜୀବନ ହୋଇଯିବ ରଙ୍ଗହୀନ!

ବେଜିଂ: ମହାମାରୀ କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିସାରିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ପ୍ରତିହତ କରିବା ଲାଗି ସାମାଜିକ ଦୂରତା ପାଳନ…

ସ୍ବାସ୍ଥ୍ୟ ସେବାରେ ରେକର୍ଡ: ଗୋଟିଏ ଦିନରେ ସୁସ୍ଥ ହେଲେ ୬୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୯।୮: ଦେଶର କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ଆକ୍ରାନ୍ତଙ୍କ ସୁସ୍ଥ ହେବାରେ ବୁଧବାର ଏକ ନୂଆ ରେକର୍ଡ ହୋଇଛି। ଗୋଟିଏ ଦିନରେ ୬୦ ହଜାର ୯୧…

ଭୟଙ୍କର ଅଗ୍ନି ଘୂର୍ଣ୍ଣିବଳୟ, ଚେତାବନୀ ଦେଲା ପାଣିପାଗ ବିଭାଗ

ଓ୍ବାଶିଂଟନ୍‌,୧୯ା୮: ଆମେରିକା ଜଙ୍ଗଲରେ ନିଆଁ ଲାଗିଯାଇଛି। ଏହି କାରଣରୁ ନିକଟରେ ଏକ ଘୂର୍ଣ୍ଣିବଳୟ ଦେଖିବାକୁ ମିଳିଥିଲା। ଏହି ଦୃଶ୍ୟ ଆମେରିକାର କାଲିଫର୍ନିଆର ଲୟଲଟନ ଅଞ୍ଚଳରେ ଦେଖିବାକୁ ମିଳିଥିଲା। ଇତିହାସରେ ପ୍ରଥମ ଥର ପାଇଁ ଆମେରିକାର ଜାତୀୟ ପାଣିପାଗ ବିଭାଗ ଏକ ଚେତାବନୀ…

ଭକ୍ତଙ୍କୁ ଦର୍ଶନ ଦେବା ସହିତ ହାତ ସାନିଟାଇଜ୍‌ କରିବେ ପ୍ରଭୁ ଗଣେଶ

ମୁମ୍ବାଇ, ୧୯।୮: ଆଗକୁ ଗଣେଶ ପୂଜା ଆସୁଛି। ଏନେଇ ମୁମ୍ବାଇରେ ଏକ ନିଆରା ଗଣେଶ ମୂର୍ତ୍ତି ନିମାର୍ଣ କରାଯାଇଛି। ପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେବା ସହିତ ଭକ୍ତଙ୍କ ହାତ ମଧ୍ୟ ସାନିଟାଇଜ୍‌ କରିବେ। ମୂର୍ତ୍ତିଙ୍କ ପାଦରୁ ସାନିଟାଇଜର ଝରୁଛି। ଭକ୍ତ ପାଦତଳେ…

ସୁଶାନ୍ତ ସିଂ ରାଜପୁତଙ୍କ ନାମରେ ପାଣ୍ଠି ଖୋଲିଲେ ଏକତା କପୁର: ଲୋକେ କହିଲେ ଏପରି…

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାକୁ ୨ ମାସ ବିତିଯାଇଛି। ହେଲେ ଆଜି ପର୍ଯ୍ୟନ୍ତ ତାଙ୍କ ମୃତ୍ୟୁକୁ ପରିବାର ତଥା ପ୍ରଶଂସକମାନେ ଗ୍ରହଣ କରିପାରୁ ନାହାନ୍ତି। ସୁପ୍ରିମକୋର୍ଟ ଏହି ଘଟଣାର ତଦନ୍ତ ଭାର ସିବିଆଇକୁ ଦେଇଛନ୍ତି। ତେବେ ଏହା…

ଉଦ୍ଧବ-ରିଆଙ୍କୁ ଝଟ୍‌କା: ଦାଖଲ କରାଯିବ ରିଭ୍ୟୁ ପିଟିଶନ୍‌

ନୂଆଦିଲ୍ଲୀ, ୧୯।୮: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ଯାଞ୍ଚ ଏବେ ସିବିଆଇ କରିବ। ଏନେଇ ସୁପ୍ରିମ୍‌କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହାଦ୍ୱାରା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାର ଏବଂ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀଙ୍କ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?