ଭଦ୍ରକରେ ଆଉ ୯ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ଛୁଇଁଲା
ଭଦ୍ରକ ଅଫିସ, ୧୪।୫: ଭଦ୍ରକ ଜିଲାରେ ଗୁରୁବାର ସକାଳେ ଆଉ ୯ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ୪୦କୁ ଛୁଇଁଛି। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍ରେ ରହିଥିବା ଜଣାପଡ଼ିଛି। ସୂଚନା ମୁତାବକ ନୂଆ ଚିହ୍ନଟ ହୋଇଥିବା…
୧୯ରୁ ଉଡ଼ିବ ଏୟାର ଇଣ୍ଡିଆ ବିମାନ
ଚେନ୍ନାଇ,୧୪ା୫: କୋଭିଡ୍-୧୯ ପାଇଁ ଦୀର୍ଘଦିନ ହେଲା ଦେଶରେ ବିମାନ ଚଳାଚଳ ବନ୍ଦ ରହିଥିବାବେଳେ ସରକାର ଏୟାରଲାଇନ୍ସ ଏୟାର ଇଣ୍ଡିଆ ଆସନ୍ତା ୧୯ରୁ ଜୁନ୍ ୨ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସହରକୁ ସ୍ବତନ୍ତ୍ର ବିମାନ ସେବା ଯୋଗାଇଦେବାକୁ ନିଷ୍ପତ୍ତି ନେଇଛି। ଫଳରେ ବିଭିନ୍ନ…
୨୦୦୦ କେନ୍ଦ୍ରୀୟ ପୋଲିସ ମଗାଇଲା ମହାରାଷ୍ଟ୍ର
ମୁମ୍ବାଇ,୧୪ା୫: ମହାରାଷ୍ଟ୍ର ସରକାର ୨୦ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ (ସିଏପିଏଫ୍)ଯୋଗାଇଦେବା ଲାଗି କେନ୍ଦ୍ରକୁ ଅନୁରୋଧ କରିଛନ୍ତି। ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖ କହିଛନ୍ତି, କରୋନା ମୁକାବିଲା ପାଇଁ ମାର୍ଚ୍ଚ ୨୨ରୁ ରାଜ୍ୟରେ ଲକ୍ଡାଉନ କାର୍ଯ୍ୟକାରୀ ହୋଇଥିଲା। ଆଗକୁ ଇଦ୍ ଥିବାରୁ…
କୋଟ, ଗାଉନ୍ ପିନ୍ଧିବେନି ଆଇନଜୀବୀ
ନୂଆଦିଲ୍ଲୀ,୧୪ା୫(ପି.ଟି.): କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟ ଦୂର ନ ହେବା ପର୍ଯ୍ୟନ୍ତ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସୁପ୍ରିମକୋର୍ଟର ଆଇନଜୀବୀମାନେ ଶୁଣାଣି ବେଳେ କୋଟ ଓ ଲମ୍ବା ଗାଉନ ନ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ସର୍ବୋଚ୍ଚ ଅଦାଲତ ପକ୍ଷରୁ ବୁଧବାର ସନ୍ଧ୍ୟାରେ ଏନେଇ…
କରୋନାକୁ ଜିତିଲେ ୯୪ ବର୍ଷିୀୟ ମହିଳା
ନୂଆଦିଲ୍ଲୀ, ୧୪ା୫: ମହାରାଷ୍ଟ୍ରର ସାଙ୍ଗ୍ଲି ଜିଲାରେ ଜଣେ ୯୪ ବର୍ଷୀୟ ବୃଦ୍ଧା କରୋନାକୁ ପରାସ୍ତ କରିଛନ୍ତି। ସାଙ୍ଗ୍ଲିର ମିରାଜ୍ ସରକାରୀ ହସ୍ପିଟାଲରେ ସେ ଭୂତାଣୁ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଦୁଇ ସପ୍ତାହ ହେବ ସେ ଆଇସୋଲେଶନ ଓ୍ବାର୍ଡରେ ରହିଆସୁଥିଲେ। ବୟସାଧିକ…
ଅର୍ଥନୀତି ସଜାଡ଼ିବା ପାଇଁ ବଡ଼ ପ୍ୟାକେଜ :ଚ୍ୟାଲେଞ୍ଜ ବି ଛୋଟ ନୁହେଁ
ନୂଆଦିଲ୍ଲୀ,୧୪ା୫- କରୋନା ଭାଇରସ୍ ସାରା ବିଶ୍ୱର ଅର୍ଥନୀତିକୁ ଚରିଦେଇଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ ଲକ୍ଡାଉନ୍ ଭଳି କଟକଣା ଜାରି କରାଯାଇଛି। ଏଥିଯୋଗୁ ଆର୍ଥିକ ଗତିବଧି ଏକପ୍ରକାର ଠପ୍ ହୋଇଯାଇଥିବାରୁ ଅର୍ଥନୀତି ଉପରେ କୋଭିଡ୍ର…
ଗଞ୍ଜାମରେ ସ୍ଥିତି ଅସମ୍ଭାଳ: ଆକ୍ରାନ୍ତ ସଂଖ୍ୟା ୨୫୦କୁ ଟପିଲା
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ…
ହସ୍ପିଟାଲକୁ ଆତଙ୍କବାଦୀଙ୍କ ଟାର୍ଗେଟ: ୧୬ ନିହତ
କାବୁଲ,୧୪ା୫: ଆଫଗାନିସ୍ତାନ ରାଜଧାନୀ କାବୁଲର ପଶ୍ଚିମପାର୍ଶ୍ୱରେ ଥିବା ଏକ ହସ୍ପିଟାଲ ଉପରେ ଆତଙ୍କବାଦୀ ଆକ୍ରମଣ କରିବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଦୁଇଜଣ ନବଜାତ ଶିଶୁ, ସେମାନଙ୍କ ମାଆ ଓ କେତେଜଣ ନର୍ସ ଅଛନ୍ତି। ସୁରକ୍ଷା କର୍ମୀ ଉକ୍ତ…
୪ ଦଶନ୍ଧି ପରେ କମିଛି ଅଙ୍ଗାରକାମ୍ଳ ନିର୍ଗମନ
ନୂଆଦିଲ୍ଲୀ,୧୪ା୫: ଭାରତରେ ଗତ ମାର୍ଚ୍ଚ ୨୫ରୁ ବିଭିନ୍ନ ପର୍ଯ୍ୟାୟରେ ଲକ୍ଡାଉନ୍ ଜାରି ରହିଛି। ଫଳରେ କଳକାରଖାନା ବନ୍ଦ ହୋଇଯାଇଥିବାବେଳେ ପ୍ରାୟତଃ ଗାଡ଼ିମୋଟର ଚଳାଚଳ କରୁନାହିଁ। ଅର୍ଥନୀତି ଉପରେ ଏହାର ପ୍ରଭାବ ଗୁରୁତର ଭାବେ ପଡ଼ିଛି। କିନ୍ତୁ ଅନ୍ୟ ପ୍ରକାର ଫାଇଦା ଦେଶକୁ…
CORONAVIRUS UPDATE: ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟାା ୬୧୧ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ…
ଆଜିଠାରୁ ଫେରନ୍ତାଙ୍କ ପାଇଁ ‘ସଟଲ ବସ୍’ ସେବା
ଭୁବନେଶ୍ୱର, ୧୪ା୫(ବ୍ୟୁରୋ): ଓଡ଼ିଶା ବାହାରୁ ଆସୁଥିବା ଲୋକଙ୍କ ପାଇଁ ‘ମୋ ବସ୍’ ପକ୍ଷରୁ ସ୍ବତନ୍ତ୍ର ‘ସଟଲ ବସ୍’ ସେବା ଗୁରୁବାରଠାରୁ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଏବଂ ଭୁବନେଶ୍ୱର ରେଲୱେ ଷ୍ଟେଶନଠାରୁ…
ତିନିରଥର ୬ ଚକ ନିର୍ମାଣ ଶେଷ
ପୁରୀ ଅଫିସ, ୧୪ା୫: ଆସନ୍ତା ୧୫ ତାରିଖରେ ଶ୍ରୀକ୍ଷେତ୍ର ଭଉଁରୀ। ଏହି ଦିନ ତିନିରଥର ୬ଟି ନାହାକା ଚକ ଡେରା ଯିବାର ବିଧି ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ରଥ ନିର୍ମାଣରେ ନିୟୋଜିତ ସେବକମାନେ ନିର୍ମାଣ କାର୍ଯ୍ୟକୁ ଜୋର୍ଦାର କରିଛନ୍ତି।…
Archives


